ପଟ୍ଟାମୁଣ୍ଡାଇ ତାଳୁକ ଆଇନ ସେବା ସମିତିର ଆଇନ ସଚେତନତା ପଟ୍ଟାମୁଣ୍ଡାଇ ୫/୧ -ପଟ୍ଟାମୁଣ୍ଡାଇ ତାଳୁକ ଆଇନ ସେବା ସମିତି ତରଫରୁ କୋର୍ଟ ପରିସରରେ ଏକ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ତାଳୁକ ଆଇନ ସେବାସମିତି ଅଧ୍ୟକ୍ଷ ତଥା ଅତିରିକ୍ତ ଜିଲା ଦୌରାଜଜ୍ ବିଦ୍ୟାଧର ପୃଷ୍ଟି ପୌରହିତ କରି ଉପସ୍ଥିତ ଛାତ୍ରୀଛାତ୍ର ମାନଙ୍କୁ କହିଥିଲେ ଯେ, ଯୁବ ସମାଜ ହେଉଛି ରାଷ୍ଟ୍ରର ମେରୁଦଣ୍ଡ। ରାଷ୍ଟ୍ରର ବିକାଶରେ ସେମାନଙ୍କ ଭୂମିକା […]
ODISHA
ପଟ୍ଟାମୁଣ୍ଡାଇ ତା ୪/୧- ଦେଶ ବିକାଶରେ ଆଇନ ବ୍ୟବସ୍ଥାର ସଫଳ କାର୍ଯ୍ୟକାରିତା ଗୁରୁତ୍ୱପୂର୍ଣ୍ଣ। ପ୍ରଚଳିତ ଆଇନ ବ୍ୟବସ୍ଥା ସମ୍ପର୍କରେ ସଚେତନତା ସୃଷ୍ଟି କରାଯାଇପାରିଲେ ହିଁ ଜନସାଧାରଣ ଆବଶ୍ୟକ ଆଇନଗତ ସହାୟତା ସହଜରେ ପାଇପାରିବେ। ଆଉ ବିଚାର କାର୍ଯ୍ୟ ଶୀଘ୍ର ହେବା ଦ୍ୱାରା ବହୁ ଅର୍ଥ ଅପଚୟ ରୋକିହେବ ବୋଲି ପଟ୍ଟାମୁଣ୍ଡାଇ ସରସ୍ୱତୀ ଶିଶୁ ମନ୍ଦିର ଠାରେ ଆୟୋଜିତ ଆଇନ ସଚେତନତା କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲା ଜଜ ବିଦ୍ୟାଧର ପୃଷ୍ଟି ପ୍ରକାଶ […]
ପଟ୍ଟାମୁଣ୍ଡାଇ ୪/୧ – ରାଜ୍ୟର ଭାଜପା ସରକାର ସମୟରେ ମହିଳା ନିର୍ଯ୍ୟାତନା ବଢ଼ି ଚାଲିଛି । ନିକଟରେ ରାଜନଗର ଭାଜପା ନେତା ଲଳିତ ବେହେରା ରାଜନଗର ବ୍ଲକର ମହିଳା ବିଡ଼ିଓଙ୍କୁ ଆକ୍ରମଣ କରିବା ଘଟଣାର ପଟ୍ଟାମୁଣ୍ଡାଇ ଯୁବ ଓ ଛାତ୍ର କଂଗ୍ରେସ ପ୍ରତିବାଦ କରିବା ସହିତ ମେଡିକାଲ ଛକ ଠାରେ ଭାଜପା ସରକାର ବିରୋଧରେ ବିଭିନ୍ନ ସ୍ଲୋଗାନ ଦେଇ ଆକ୍ରମଣକାରୀ ଭାଜପା ନେତା ଲଳିତ ବେହେରା ଓ ତାଙ୍କ ସମର୍ଥକଙ୍କ […]
କେନ୍ଦ୍ରାପଡ଼ା,୩ା୧:ଆଧୁନିକ ଓଡିଶାର ନିର୍ମାତା, ମହାନ ରାଜନୀତିଜ୍ଞ, ସାମ୍ବାଦିକ, ସାହିତ୍ୟିକ, ଦୂରଦର୍ଶୀ ରାଜନେତା ସ୍ୱର୍ଗତ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କୁ ଜନ୍ମ ଶତବାର୍ଷିକୀ ଅବସରରେ କେନ୍ଦ୍ରାପଡାରେ ଜାନକୀବଲ୍ଲଭ ସ୍ମୃତି ପରିଷଦ ପକ୍ଷରୁ ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି। କେନ୍ଦ୍ରାପଡା ସହରର ପୂର୍ତ୍ତ ଡିଭିଜନ ସମ୍ମୁଖରେ ଥିବା ସ୍ୱର୍ଗତ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତିରେ ସାମୁହିକ ପୁଷ୍ପମାଲ୍ୟ ଅର୍ପଣ ପୂର୍ବକ ଶ୍ରଦ୍ଧାସୁମନ ଅର୍ପଣ କରାଯାଇଛି। ଏହି ଉପଲକ୍ଷେ ଅନୁଷ୍ଠିତ ଶ୍ରଦ୍ଧାଞ୍ଜଳି ସମାରୋହ କାର୍ଯ୍ୟକ୍ରମରେ ବରିଷ୍ଠ କଂଗ୍ରେସ ନେତା […]
କେନ୍ଦ୍ରାପଡ଼ା,୩ା୧:ଓଡ଼ିଶାର ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ ମୂର୍ଚ୍ଛନା ଓ ଓଡ଼ିଶା କଲଚର ଆର୍ଟ ଏକାଡେମୀ ପକ୍ଷରୁ ଜାତୀୟ ସ୍ତରୀୟ ଶ୍ରୀକ୍ଷେତ୍ର ଲୋକକଳା ମହୋତ୍ସବ ଅନ୍ନପୂର୍ଣ୍ଣା ଥିଏଟର ରଙ୍ଗ ମଞ୍ଚରେ ମହା ସମାରୋହରେ ଅନୁଷ୍ଠିତ ହୋଇଯାଇଛି। ରାଷ୍ଟ୍ରପତି ପୁରସ୍କାର ପ୍ରାପ୍ତ ସଂଗୀତ ନିର୍ଦ୍ଦେଶକ ଦିନେଶ କୁମାର ମଲ୍ଲିକ ଉତ୍ସବରେ ସଭାପତିତ୍ୱ କରିଥିବା ବେଳେ ଅନୁଷ୍ଠାନର ପ୍ରତିଷ୍ଠାତା ସମ୍ପାଦକ ବସନ୍ତ କୁମାର ଦାସ ଉତ୍ସବର ଆଭିମୁଖ୍ୟ ପ୍ରଦାନ କରିଥିଲେ। ତ୍ରୈମାସିକ ସାହିତ୍ୟ ଓ ସଙ୍ଗୀତ […]
କେନ୍ଦ୍ରାପଡା ୩/୧-କେନ୍ଦ୍ରାପଡ଼ା ଜିଲା ରାଜନଗର ବିଡିଓ ତିଳୋମା ପୃଷ୍ଟିଙ୍କୁ ଭାଜପା ନେତା ଓ କର୍ମୀମାନେ ଆକ୍ରମଣ ଘଟଣାରେ ଶନିବାର ଦିନତମାମ ବ୍ଲକ ପରିସରରେ ଉତେଜନା ଲାଗିରହିଛି। ବିଡିଓଙ୍କୁ ଆକ୍ରମଣ ଘଟଣାକୁ ବିରୋଧ କରି ବିଜେଡି କର୍ମୀମାନେ ବ୍ଲକ କାର୍ଯ୍ୟାଳୟ ପରିସରରେ ଧାରଣାରେ ବସି ଭାଜପା ସରକାରଙ୍କ ବିରୋଧରେ ବିଭିନ୍ନ ନାରାବାଜି କରିବା ସହିତ ଆକ୍ରମଣକାରୀଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଦାବିକରି ହଂସୁଆ ସେତୁ ଉପରେ ରାସ୍ତାରୋକ କରିଛନ୍ତି । ଫଳରେ ଶହ […]
କେନ୍ଦ୍ରାପଡ଼ା,୧ା୧:କେନ୍ଦ୍ରାପଡା ତୁଳସୀକ୍ଷେତ୍ରର ଆରାଧ୍ୟ ପ୍ରଭୁ ଶ୍ରୀ ବଳଦେବଜୀଉଙ୍କ ମନ୍ଦିର ଝୁଲଣମଣ୍ଡପ ସମ୍ମୁଖରେ ବିଶ୍ୱଶାନ୍ତି ପ୍ରାର୍ଥନା ଦିବସ ପାଳିତ ହୋଇଯାଇଛି। ଦିବ୍ୟଜୀବନସଙ୍ଘ ଶିବାନନ୍ଦ ଆଶ୍ରମର ପ୍ରତିଷ୍ଠାତା ଶ୍ରୀମା ସ୍ୱାମୀ ଦିବ୍ୟସ୍ୱରୂପାନନ୍ଦ ସରସ୍ୱତୀଙ୍କ ପ୍ରତ୍ୟେକ୍ଷ ତତ୍ୱାବଧାନ ଓ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ପ୍ରାର୍ଥନା ଦିବସରେ ଜିଲ୍ଲାପାଳ ରଘୁରାମ ଆର.ଆୟାର ଅତିଥି ଭାବେ ଯୋଗଦେଇ କହିଥିଲେ ଯେ ଶ୍ରୀମାଙ୍କ ଉଦ୍ୟମରେ ଆଜିକୁ ଦୀର୍ଘ ୯ବର୍ଷ ଧରି ପାଳିତ ହୋଇ ଆସୁଥିବା ବିଶ୍ୱଶାନ୍ତି ପ୍ରାର୍ଥନା ଦିବସ […]
କେନ୍ଦ୍ରାପଡ଼ା,୧ା୧:ନୂଆ ବର୍ଷ ଅବସରରେ ଗୁରୁବାର ପୂର୍ବାହ୍ନରେ ଜିଲ୍ଲାପାଳ ରଘୁରାମ ଆର. ଆୟର ଜିଲ୍ଲା କାର୍ଯ୍ୟାଳୟ ସଦଭାବନା ସଭାଗୃହରେ ଜିଲ୍ଲାର ସର୍ବାଙ୍ଗୀନ ଉନ୍ନତି ନିମନ୍ତେ ବିଭିନ୍ନ ବିଭାଗର ଆଗାମୀ କାର୍ଯ୍ୟାପନ୍ଥା ସମ୍ପର୍କରେ ଅଧିକାରୀ ମାନଙ୍କ ସହିତ ଆଲୋଚନା କରିଥିଲେ। ଅଧିକାରୀ ମାନେ ନିଜ ନିଜ ବିଭାଗର ପ୍ରସ୍ତାବିତ କାର୍ଯ୍ୟ ଯେପରିକି ଅଡ଼ିଟୋରିୟମ ନିର୍ମାଣ ,ଅତିଥି ଭବନ, ଇଣ୍ଡୋର ହଲ, ସୁଇମିଂ ପୁଲ୍ ନିର୍ମାଣ, ଶୀତଳ ଭଣ୍ଡାର, ନୂତନ ରାସ୍ତା ନିର୍ମାଣ ସହିତ […]
କେନ୍ଦ୍ରାପଡ଼ା,୧ା୧:ନୂଆ ବର୍ଷ ଉପଲକ୍ଷେ ଶ୍ରୀବଳଦେବଜୀଉଙ୍କ ମନ୍ଦିରରେ ପ୍ରବଳ ଭିଡ ପରିଲକ୍ଷିତ ହୋଇଛି। ଭକ୍ତ ଓ ଶ୍ରଦ୍ଧାଳୁମାନେ କେନ୍ଦ୍ରାପଡ଼ା ଜିଲ୍ଲାର ଆରାଧ୍ୟ ପ୍ରଭୁ ସିଦ୍ଧ ଶ୍ରୀବଳଦେବଜୀଉଙ୍କ ମନ୍ଦିରରେ ଦର୍ଶନ ପାଇଁ ଭିଡ଼ ଜମାଇଥିବାର ଦେଖିବାକୁ ମିଳିଛି। ଗୁରୁବାର ସକାଳୁ ମନ୍ଦିରରେ ଶ୍ରଦ୍ଧାଳୁଙ୍କ ଭିଡ଼ ଆରମ୍ଭ ହୋଇଯାଇଥିଲା। ରାତି ପର୍ଯ୍ୟନ୍ତ ମଧ୍ୟ ଏହି ଭିଡ଼ ଲାଗି ରହିଥିଲା। ପ୍ରାୟ ଏକ ଲକ୍ଷରୁ ଅଧିକ ଲୋକ ଶ୍ରୀବଳଦେବଜୀଉଙ୍କ ଦର୍ଶନ କରିଥିବା ସୂଚନା ମିଳିଛି। କେନ୍ଦ୍ରାପଡ଼ା […]
କେନ୍ଦ୍ରାପଡ଼ା,୨ା୧:ଜିଲ୍ଲା ପ୍ରଦକ୍ଷଣ ଭବନରେ ପାଣି ପଞ୍ଚାୟତ ପକ୍ଷ-୨୦୨୬ପାଳନ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ ରଘୁରାମ ଆର. ଆୟରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ପ୍ରସ୍ତୁତି ବୈଠକରେ ନିଷ୍ପତ୍ତି ଗ୍ରହଣ କରାଯାଇଛି ଯେ ରାଜ୍ୟସରକାରଙ୍କ ନିଷ୍ପତି କ୍ରମେ ଚଳିତ ଜାନୁଆରୀ ୬ ତାରିଖ ଠାରୁ ଜାନୁଆରୀ ୨୦ ତାରିଖ ପର୍ଯ୍ୟନ୍ତ ପାଣି ପଞ୍ଚାୟତ ପକ୍ଷ-୨୦୨୬ ଡିଭିଜନ ଓ ଜିଲ୍ଲାସ୍ତରୀୟ ଭାବେ ପାଳନ କରାଯିବ। ପାଣି ପଞ୍ଚାୟତର ସୁଫଳ ଓ […]

