କେନ୍ଦ୍ରାପଡ଼ା,୨ା୧:କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଜମଧର ପଞ୍ଚାୟତର କଷୋଟି ଗ୍ରାମରେ ଅବସ୍ଥାନ କରୁଥିବା ମାର୍ଶାଘାଇ ବ୍ଲକ ଅଧିନ ଜମପଡା ଗ୍ରାମରେ ଜନ୍ମିତ ସୁଭଦ୍ରା ମହତାବ ମହାବିଦ୍ୟାଳୟର ନୃତତ୍ତ୍ୱ ବିଭାଗ ମୁଖ୍ୟ ପ୍ରାଧ୍ୟାପକ ଡ. ପ୍ରକାଶ ଚନ୍ଦ୍ର ପରିଡାଙ୍କୁ ଶିକ୍ଷକ ଓ କର୍ମଚାରୀ ସଙ୍ଘ ପକ୍ଷରୁ ଅବସରକାଳୀନ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି। ଏହି ଉପଲକ୍ଷେ ମହାବିଦ୍ୟାଳୟ ଅଧ୍ୟକ୍ଷା ଡ. ସୁପ୍ରଭା ପରିଡାଙ୍କ ପୈାରହିତ୍ୟରେ ମହାବିଦ୍ୟାଳୟ ପରିସରରେ ଅନୁଷ୍ଠିତ ଉତ୍ସବରେ ପ୍ରାକ୍ତନ ଅଧ୍ୟକ୍ଷ ଡ. […]
ODISHA
ପଟ୍ଟାମୁଣ୍ଡାଇ ତା ୨/୧- ପ୍ରଜାପିତା ବ୍ରହ୍ମାକୁମାରୀ ଇଶ୍ୱରୀୟ ବିଶ୍ୱବିଦ୍ୟାଳୟ ପଟ୍ଟାମୁଣ୍ଡାଇ ସେବା କେଦ୍ରରେ ନବ ବର୍ଷ ଅବସରରେ ବ୍ରହ୍ମ ଯୋଗିନୀ ଡା କମଲେଶ ଦିଦିଙ୍କ ସ୍ମୃତି ଉଦେଶ୍ୟରେ ଏକ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇଯାଇଛି । କେନ୍ଦ୍ର ସଞ୍ଚଳିକା ଶଶୀରେଖା ଦିଦିଙ୍କ ସଂଯୋଜନାରେ ଆୟୋଜିତ ସଭାରେ ରାଜନଗର ବିଧାୟକ ଧ୍ରୁବ ସାହୁ ମୁଖ୍ୟଅତିଥି ଭାବେ ଯୋଗ ଦେଇ ପ୍ରଜା ପିତା ଇଶ୍ୱରୀୟ ବିଶ୍ୱବିଦ୍ୟାଳୟ ଏକ ପ୍ରମୁଖ ସମାଜ ସଂସ୍କାର ସଂଗଠନ […]
ପଟ୍ଟାମୁଣ୍ଡାଇ ୨/୧- ପଟ୍ଟାମୁଣ୍ଡାଇ ବ୍ଲିକ ଅନ୍ତର୍ଗତ ବଡ଼ମୂଳବସନ୍ତ ୟୁନାଟେଡ଼ ୟୁଥ କ୍ଲବ( ୟୁ ୱା ଇ ସି) ଆନୁକୂଲ୍ୟରେ ଆୟୋଜିତ ୧୧ତମ ୟୁ ୱା ସି ଚମ୍ପିୟାନ ଟ୍ରଫି ଉଦଘାଟିତ ହୋଇଯାଇଛି । ନିତାଇ ଚୈତନ୍ୟ ହାଇସ୍କୁଲ ଖେଳ ପଡିଆରେ ଆୟୋଜିତ କ୍ରିକେଟ ଟୁର୍ନାମେଣ୍ଟ ଉଦଘାଟନ ଉତ୍ସବରେ ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଆଇ ଆଇ ସି ବନ୍ଦନା ପାତ୍ର ମୁଖ୍ୟଅତିଥି ଭାବେ ଯୋଗ ଦେଇ ଟୁର୍ନାମେଣ୍ଟ ଉଦଘାଟନ କରିବା ସହିତ […]
ପଟ୍ଟାମୁଣ୍ଡାଇ ୨/୧ -ଅଖିଳ ବିଶ୍ୱ ଗାୟତ୍ରୀ ପରିବାର ସଂସ୍ଥାପିକା ବନ୍ଦନୀୟା ମାତା ଭଗବତୀ ଦେବୀ ଶର୍ମା ଜନ୍ମ ଶତବାର୍ଷିକୀ ଓ ଅଖଣ୍ଡ ଦୀପ ପ୍ରାକଟ୍ୟ ବର୍ଷ ପାଳନ ଅବସରରେ ଗାୟତ୍ରୀ ପରିବାର ପକ୍ଷରୁ ହରିଦ୍ୱାର ଠାରୁ ଆରମ୍ଭ କରି ଦେଶ ବିଦେଶରେ ବିଭିନ୍ନ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି । ଏହି କ୍ରମରେ ପଟ୍ଟାମୁଣ୍ଡାଇ ବେଲତଳ ଗୁଲନଗର ଗାୟତ୍ରୀ ପ୍ରଜ୍ଞା ପୀଠ ପକ୍ଷରୁ ନୂଆ ବର୍ଷ ଅବସରରେ ଏକ ସାମାଜିକ ଚେତନାଧର୍ମୀ […]
ରଙ୍ଗାରଙ୍ଗ ଗଡମେକର୍ ଶିଶିର ଉତ୍ସବ-୨୦୨୬ ପଟ୍ଟାମୁଣ୍ଡାଇ ୧/୧ -ଇଂରାଜୀ ନୂଆବର୍ଷ ମନୋରମ ଶୀତୁଆ ସକାଳ ବର୍ଣ୍ଣ୍ୟଢ ପରିବେଶ ମଧ୍ୟରେ ଓଡିଶାର ସର୍ବବୃହତ ପଂଚକଳା ପ୍ରତିଷ୍ଠାନ ଗୋପାଳ ଦାଶ ସ୍ମାରକୀ ସାଂସ୍କୃତିକ ସଂଗଠନ (ଗଡ଼ମେକର)ର ଶାସ୍ତ୍ରୀୟ ତଥା ପାରମ୍ପରିକ ଓଡ଼ିଶୀ ପଂଚକଳା ଆସର ପକ୍ଷରୁ ୧୯ତମ ଶିଶିର ଉତ୍ସବ ସହିତ ୩୯ତମ ବାର୍ଷିକୋତ୍ସବ ଆୟୋଜିତ ହୋଇଯାଇଛିା ଶ୍ରୀରାମ ମନ୍ଦିର ସମ୍ମୁଖ ସୁସଜ୍ଜିତ ମଂଚରେ ଗଡ଼ମେକର ପ୍ରତିଷ୍ଠାତା ନିର୍ଦେଶକ ଗୀତି କବି ସୁଶାନ୍ତ […]
କେନ୍ଦ୍ରାପଡ଼ା,୩୧ା୧୨:ଜିଲ୍ଲାର ସ୍କୁଲ ମାନଙ୍କରେ କିଶୋର କିଶୋରୀଙ୍କ ପୁଷ୍ଟିକର ସ୍ୱାସ୍ଥ୍ୟ ସହିତ ଚକ୍ଷୁ ପରୀକ୍ଷା ବିଷୟରେ ସଚେତନତା ସୃଷ୍ଟି କରିବା ପାଇଁ ଜିଲ୍ଲାପାଳ ରଘୁରାମ ଆର. ଆୟର ଖଡିଅଙ୍ଗସ୍ଥିତ ପୁରୁଣା ଡାକ୍ତରଖାନା ସମ୍ମିଳନୀ କକ୍ଷରେ ଆଇଇସି(ସୂଚନା ଶିକ୍ଷା ଯୋଗାଯୋଗ) ସମ୍ମିଳିତ ସାମଗ୍ରୀକୁ ଉଦଘାଟନ କରିଛନ୍ତି। ଶାରୀରିକ ଓ ମାନସିକ ଅଭିବୃଦ୍ଧି, ଭାବନାତ୍ମକ କୁଶଳତା ଓ ମାନିସିକ ସ୍ୱାସ୍ଥ୍ୟ, ଲିଙ୍ଗଗତ ସମାନତା, ପୋଷଣ ସ୍ୱାସ୍ଥ୍ୟ ଓ ପରିମଳ, ନାଗରିକତାର ମୂଲ୍ୟବୋଧ ଇତ୍ୟାଦି ଲେଖା […]
କେନ୍ଦ୍ରାପଡ଼ା,୩୧ା୧୨:କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଭରତପୁର ଗ୍ରାମପଞ୍ଚାୟତର ମେହେନ୍ଦିପୁରସ୍ଥିତ ଲାଲବାହାଦୂର ଉଚ୍ଚଶିକ୍ଷାଶ୍ରମର ୧୯୮୮ ମାଟ୍ରିକ ବ୍ୟାଚର ପୁରାତନ ଛାତ୍ରଛାତ୍ରୀମାନଙ୍କର ଏକ ବନ୍ଧୁମିଳନ ଉତ୍ସବ ବେଣାଜୋରୀବଟରେ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ୨୪ଜଣ ପୁରାତନ ଛାତ୍ରଛାତ୍ରୀ ଯୋଗଦେଇ ବିଦ୍ୟାଳୟ ଜୀବନର ସେହି ପୁରୁଣା ଅତୀତର ସ୍ମୃତିଚାରଣ କରିଥିଲେ। ପୁରାତନ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଡାକ୍ତର ଅମଳେନ୍ଦୁ ଜେନା, ତାପସ ବାରିକ, ବିଭୁତିଭୂଷଣ ଦାସ, ପ୍ରଶାନ୍ତ ମଲ୍ଲ, ଶିବପ୍ରସାଦ ଦାସ, ଦିଲ୍ଲିପ ରାଉତ, ବରଦାକାନ୍ତ ମନ୍ତ୍ରୀ, […]
କେନ୍ଦ୍ରାପଡ଼ା,୩୧ା୧୨:କେନ୍ଦ୍ରାପଡା ବ୍ଲକ ଅଧିନ କପାଳେଶ୍ୱର ପଞ୍ଚାୟତର ଗରାପୁରସ୍ଥିତ ଶିବାନନ୍ଦ ବିଦ୍ୟାମନ୍ଦିରର ବାର୍ଷିକ କ୍ରୀଡା ଉତ୍ସବ ଉଦଯାପିତ ହୋଇଯାଇଛି। ଏହି ଉତ୍ସବକୁ ବିଦ୍ୟାମନ୍ଦିରର ପ୍ରତିଷ୍ଠାତ୍ରୀ ଶ୍ରୀମା ସ୍ୱାମୀ ଦିବ୍ୟସ୍ୱରୂପାନନ୍ଦ ସରସ୍ୱତୀ ଉଦଘାଟନ କରିପିଲାମାନଙ୍କୁ ନୈତିକ ଶିକ୍ଷା, ସମାଜସଂସ୍କାର ସହିତ ଖେଳକୁଦରେ ଅଗ୍ରସର ହେବାକୁ ପରାମର୍ଶ ଦେଇଥିଲେ। ଏଥିସହିତ ପ୍ଲାଷ୍ଟିକକୁ ବର୍ଜ୍ଜନ କରିବା, ସ୍ୱଛତା ରକ୍ଷା, ବିଦ୍ୟାଳୟ ଚର୍ତୁପାଶ୍ୱର୍ ସଫାସୁତୁରା ରଖିବା, ପାଣିକୁ ନଷ୍ଟ ନକରିବା, ପରିବେଶ ସୁରକ୍ଷା ପାଇଁ ବୃକ୍ଷରୋପଣ କରିବା […]
କେନ୍ଦ୍ରାପଡ଼ା,୩୦ା୧୨:ବାଂଲାଦେଶରେ ନିରୀହ ହିନ୍ଦୁମାନଙ୍କୁ ନିର୍ମମ ହତ୍ୟା ଘଟଣାର ପ୍ରତିବାଦରେ ବଳଦେବସେନା ପକ୍ଷରୁ ମଙ୍ଗଳବାର ଶ୍ରୀ ଶ୍ରୀ ସିଦ୍ଧ ବଳଦେବଜୀଉଙ୍କ ମନ୍ଦିର ସିଂହଦ୍ୱାର ନିକଟରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ଏହି ବିକ୍ଷୋଭରେ ସଂଗଠନର ବହୁ କାର୍ଯ୍ୟକର୍ତ୍ତା ଓ ସମର୍ଥକ ଯୋଗ ଦେଇଥିଲେ। ବିକ୍ଷୋଭକାରୀମାନେ ବାଂଲାଦେଶରେ ଅଳ୍ପସଂଖ୍ୟକ ହିନ୍ଦୁ ସମୁଦାୟଙ୍କ ସୁରକ୍ଷା ତତ୍କାଳ ନିଶ୍ଚିତ କରାଯାଉ ବୋଲି ଦାବି କରିଥିଲେ। କୌଣସି ଦେଶରେ ଧର୍ମ ଆଧାରରେ ନିରୀହ ଲୋକଙ୍କ ଉପରେ ହିଂସା କେବେ […]
କେନ୍ଦ୍ରାପଡ଼ା,୩୦ା୧୨:ମଙ୍ଗଳବାର ଅପରାହ୍ନରେ ଜିଲ୍ଲାପାଳଙ୍କ ସଦଭାବନା ସଭାଗୃହରେ ଆୟୋଜିତ କାର୍ଯ୍ୟକ୍ରମରେ ଜିଲ୍ଲାପାଳ ରଘୁରାମ ଆର. ଆୟର ସମସ୍ତ ଛାପା ଏବଂ ବୈଦ୍ୟୁତିକ ଗଣମାଧ୍ୟମ ପ୍ରତିନିଧିମାନଙ୍କ ସହିତ ଆଲୋଚନା କରିଛନ୍ତି। କେନ୍ଦ୍ରାପଡା ଜିଲ୍ଲାରେ ଜିଲ୍ଲାଠାରୁ ଆରମ୍ଭ କରି ବ୍ଲକ ପର୍ଯ୍ୟନ୍ତ ଓସ୍ୱାସ ଫାଇଲ କାର୍ଯ୍ୟ, ନଭେମ୍ବର ମାସରୁ ଆରମ୍ଭ ହୋଇଥିବା ରାଜସ୍ୱ ଜନଅଭିଯୋଗ ଶୁଣାଣି ଶିବିର ଛଡା ପ୍ରତ୍ୟେକ ସୋମବାର ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଏବଂ ପୂର୍ବରୁ ଅଭିଯୋଗ ଶୁଣାଣି ଶିବିରରେ […]

