କେନ୍ଦ୍ରାପଡ଼ା,୨୬ା୧୨:କେନ୍ଦ୍ରାପଡ଼ାର ଇନ୍ଦାଳରେ ଦେଶ ସେବା ଫାଉଣ୍ଡେସନ ପରିବାର ୨୦୧୬ ମସିହାରେ ଗଢି ଉଠିଥିଲା। ଏହାର ତୃତୀୟ ବାର୍ଷିକ ଉତ୍ସବ ପାଳନ ଅବସରରେ ମୁଖ୍ୟ ଅତିଥି ଭାବେ ଉପସ୍ଥିତ ଥିଲେ ନବପ୍ରଭାତ ଗ୍ରୁପ ଅଫ୍ ମ୍ୟାନେଜମେଣ୍ଟର ପ୍ରାଣ ପ୍ରତିଷ୍ଠାତା ଇଂ ମାନଗୋବିନ୍ଦ ପଣ୍ଡା, ସମ୍ମାନୀତ ଅତିଥି ସମାଜସେବୀ ମନୀଷା ପଣ୍ଡା, ଯୁବସମାଜସେବୀ ଅସିତ୍ ପ୍ରିୟଦଶିନୀ, ମା’ ମଞ୍ଜୁଲତା ମଲ୍ଲିକ, ଇଦାଳ ସରପଞ୍ଚ ଜ୍ୟୋସ୍ନାମୟୀ ବେହେରା, ପୂର୍ବତନ ସରପଞ୍ଚ ଅଶ୍ୱନୀ ମହାନ୍ତି ପ୍ରମୁଖ। […]
ODISHA
କେନ୍ଦ୍ରାପଡ଼ା,୨୬ା୧୨:ଭାରତୀୟ କମ୍ୟୁନିଷ୍ଟ ପାର୍ଟି(ସି.ପି.ଆଇ.)ର ଜିଲ୍ଲା ସ୍ତରୀୟ ଶତବାର୍ଷିକୀ ଉତ୍ସବ ସହରସ୍ଥିତ ନିର୍ମାଲ୍ୟ ପ୍ୟାଲେସ ପରିସରରେ ଅନୁଷ୍ଠିତ ହୋଇଯାଇଛି। ପୂର୍ବାହ୍ଣରେ ପାର୍ଟିର ଲାଲ୍ ପତାକାକୁ ଶିକ୍ଷକ ମହାସଂଘର ପ୍ରାକ୍ତନ ସାଧାରଣ ସମ୍ପାଦକ ଅଧ୍ୟାପକ ଅଜୟ ସାମଲ ଉତ୍ତୋଳନ କରିବା ପରେ ବରିଷ୍ଠ ସଭ୍ୟ ଆଦିକନ୍ଦ ରାଉଳଙ୍କ ସଭାପତିତ୍ୱରେ ଉଦ୍ଯାପନୀ ସଭା ଅନୁଷ୍ଠିତ ହୋଇଥିଲା। ଜିଲ୍ଲାର ବିଭିନ୍ନ ଅଞ୍ଚଳରୁ ଆସିଥିବା ଶତାଧିକ କର୍ମୀଙ୍କୁ ସମ୍ବୋଧିତ କରି ରାଜ୍ୟ କମିଟି ସଭ୍ୟ ରମଣୀ ରଞ୍ଜନ […]
ପଟ୍ଟାମୁଣ୍ଡାଇ ବିଜେଡି ପକ୍ଷରୁ ୨୯ ତମ ପ୍ରତିଷ୍ଠା ଦିବସ ପାଳିତ ପଟ୍ଟାମୁଣ୍ଡାଇ ୨୬/୧୨ -ଓଡିଶାର ସାଢେ ଚାରି କୋଟି ଲୋକଙ୍କ ଆଶା ଆକାଂକ୍ଷା ଓ ସ୍ୱାଭିମାନର ସୁରକ୍ଷା ସହ ଗରିବ ଖଟିଖିଆ ସାଧାରଣ ଜନତାର ସ୍ୱାର୍ଥ ଓ ଅଧିକାର ପାଇଁ ବିଜେଡି ଜଡିତ। ବିଜୁ ଜନତା ଦଳର ସୁପ୍ରୀମ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ଚଳିତ ବର୍ଷ ସେବା, ସ୍ୱାଭିମାନ ଓ ସଂଗ୍ରାମର ବାର୍ତା ଦେଇ ସାରାରାଜ୍ୟରେ ବିଜେଡି ପାଳନ […]
ପଟ୍ଟାମୁଣ୍ଡାଇ ୨୫/୧୨ -ଜନୈକା ଘରୋଇ ସ୍କୁଲ ଶିକ୍ଷୟତ୍ରୀ ବ୍ଲାକ ମେଲର ଶିକାର ହୋଇ ଆତ୍ମହତ୍ୟା କରିବା ଘଟଣାରେ ଗ୍ରାମାଂଚଳ ଥାନା ପୋଲିସ ନିଷ୍କ୍ରିୟତା ପ୍ରତିବାଦରେ ସମ୍ପୃକ୍ତ ଗାଁ ଲୋକମାନେ ଗୁରୁବାର ପଟ୍ଟାମୁଣ୍ଡାଇ ଗ୍ରାମାଂଚଳ ଥାନା ଘେରାଉ କରିବା ସହିତ ରାସ୍ତାରୋକ କରିଥିଲେ । ଏଥି ପାଇଁ ଘଟଣା ସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଥିଲା । ଥାନାରେ ହୋଇଥିବା ଲିଖିତ ଅଭିଯୋଗରୁ ପ୍ରକାଶ ଯେ ଗ୍ରାମାଂଚଳ ଥାନା ଅନ୍ତର୍ଗତ ଶାସନ ପଂଚାୟତ […]
ପଟ୍ଟାମୁଣ୍ଡାଇ ତା ୨୫/୧୨- ଚାନ୍ଦବାଲି ଅଂଚଳରେ ଜନୈକା ଦିବ୍ୟାଙ୍ଗ ଛାତ୍ରୀକୁ ଦୁଷ୍କର୍ମ ପରେ ହତ୍ୟା କରାଯାଇଛି । ଏହି ଦିବ୍ୟାଙ୍ଗ ଛାତ୍ରୀଙ୍କୁ ନ୍ୟାୟ ପ୍ରଦାନ ଦାବିରେ ପଟ୍ଟାମୁଣ୍ଡାଇ ବିକାଶ ପରିଷଦ ପକ୍ଷରୁ ଆଜି ସନ୍ଧ୍ୟାରେ ମଶାଲ ଶୋଭାଯାତ୍ରା କରାଯାଇଥିଲା । ଏଥିରେ ବିକାଶ ପରିଷଦ ସଭାପତି କାଉନସିଲର ଗୋପୀବଲ୍ଲଭ ନାୟକ ସମ୍ପାଦକ ଗୋପୀନାଥ ତ୍ରିପାଠୀ ଦଳିତ ସଂଘ ପୂର୍ବତନ ସଭାପତି ବାରେଣୀ ସେଠୀ,ଇଂ ତପନ ପାତ୍ର, ଉମାବଲ୍ଲଭ ନାୟକ, ଦଶରଥ […]
ପଟ୍ଟାମୁଣ୍ଡାଇ ଶ୍ରୀରାମ ସେନା ପକ୍ଷରୁ ବାଜପେୟୀଙ୍କ ଜନ୍ମବାର୍ଷିକୀ ପାଳନ ଓ ରକ୍ତଦାନ ଶିବିର ପଟ୍ଟାମୁଣ୍ଡାଇ ୨୫/୧୨ -ଭାରତ ରତ୍ନ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଜନ୍ମବାର୍ଷିକୀ ପାଳନ ଅବଶରରେ ଶ୍ରୀରାମ ସେନା ପକ୍ଷରୁ ଗୁରୁବାର ପଟ୍ଟାମୁଣ୍ଡାଇ ମଙ୍ଗଳା ମଣ୍ଡପ ଠାରେ ଏକ ରକ୍ତଦାନ ଶିବିର ଆୟୋଜନ କରାଯାଇଥିଲା। ଏହି ଶିବିର ସକାଳ ୯ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇଥିଲା । ଏଥିରେ ବହୁ ସଂଖ୍ୟକ କର୍ମକର୍ତା […]
ପଟ୍ଟାମୁଣ୍ଡାଇ, ୨୪/୧୨ -କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ଖଡ଼ିଅଂଟା ପ୍ରାଥମିକ ବିଦ୍ୟାଳୟ ପରିସରରେ ଥିବା ବାତ୍ୟା ଆଶ୍ରୟସ୍ଥଳୀ ଅସୁରକ୍ଷିତ ଜରାଜୀର୍ଣ୍ଣ ହୋଇପଡିଛି । ଏହି ବିପଦପୂର୍ଣ୍ଣ କୋଠା ଛାତରୁ ପ୍ଲାଷ୍ଟର ଖସୁ ଥିବାରୁ ଶତାଧିକ ଛାତ୍ରୀଛାତ୍ର ଅସୁରକ୍ଷିତ ଅବସ୍ଥାରେ ସ୍କୁଲ ଜିନ ଆସିବା କରୁଛନ୍ତି । ଭବିଷ୍ୟତରେ ପିଲାଙ୍କ ପାଇଁ କାଳ ସାଜିପାରେ ବୋଲି ଅଭିଭାବକମାନଙ୍କ ଚିନ୍ତା ବଢିଛି । ସୁରକ୍ଷା ପାଇଁ ହୋଇଥିବା ଆଶ୍ରୟସ୍ଥଳ ଏବେ ଅସୁରକ୍ଷିତ […]
କେନ୍ଦ୍ରାପଡ଼ା,୨୪ା୧୨:ଚଳିତମାସ୧୮ତାରିଖରେ ବାଂଲାଦେଶରେ ଶ୍ରମିକ ଭାବେ କାମ କରୁଥିବା ଦିପୁଚନ୍ଦ୍ର ଦାସଙ୍କୁ ବିଧର୍ମୀ କଟ୍ଟର ପନ୍ଥିଙ୍କ ଦ୍ୱାରା ନିର୍ମମ ମାଡ଼ ମାରି ଗଛରେ ବାନ୍ଧି ଜୀବନ୍ତ ଅବସ୍ଥାରେ ନିଆଁ ଲଗାଇ ହତ୍ୟା କରାଯାଇଥିଲା। ଏଥିସହିତ ସେହି ହତ୍ୟାକୁ ଗଣ ପର୍ବ ଭଳି ପାଳନ କରାଯାଇ ଥିଲା। ସେହି ଘଟଣାର ପ୍ରତିବାଦରେ ବିଶ୍ୱହିନ୍ଦୁ ପରିଷଦ ବଜରଙ୍ଗ ଦଳ ପକ୍ଷରୁ ଆଜି ଅପରାହ୍ନରେ ନୂଆ ବସ୍ଷ୍ଟାଣ୍ଡରେ ବିକ୍ଷୋଭ ପ୍ରଦର୍ଶନ କରାଯିବା ସହ ବାଂଲାଦେଶର ହିନ୍ଦୁ […]
କେନ୍ଦ୍ରାପଡ଼ା,୨୪ା୧୨:ଜିଲ୍ଲାସ୍ତରୀଯୁବ ମହୋତ୍ସବରେ ବିଭିନ୍ନ ବର୍ଗରେ କୃତିତ୍ୱ ଅର୍ଜନ କରିଥିବା ଶ୍ରେଷ୍ଠ ପ୍ରତିଯୋଗୀମାନେ ରାଜ୍ୟସ୍ତରରେ ଆୟୋଜିତ ହେବାକୁ ଥିବା ଯୁବ ମହୋତ୍ସବରେ ଯୋଗଦେବା ପାଇଁ ମଙ୍ଗଳବାର ଭୁବନେଶ୍ୱର ଯାତ୍ରା କରିଛନ୍ତି। ଜିଲ୍ଲା କ୍ରୀଡା ଅଧିକାରୀ ଲୋକନାଥ ପାଣିଗ୍ରାହୀଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଏଠାରୁ ୩୧ ଜଣ ପ୍ରତିଯୋଗୀ ଭୁବନେଶ୍ୱରକୁ ଏକ ସ୍ୱତନ୍ତ୍ର ବସ ଯୋଗେ ଯାଇଛନ୍ତି। ଆଜି ସକାଳେ ଜିଲ୍ଲାପାଳ ରଘୁରାମ ଆର. ଆୟର ପ୍ରତିଯୋଗୀ ମାନଙ୍କୁ ଯାତ୍ରା ପୂର୍ବରୁ ଉତ୍ସାହିତ କରିବା […]
କେନ୍ଦ୍ରାପଡ଼ା,୨୪ା୧୨:କେନ୍ଦ୍ରାପଡ଼ା ଜିଲ୍ଲାର ଆଳି ଓ ରାଜକନିକା ବ୍ଲକ ଅଞ୍ଚଳରେ ସରକାର ପନ୍ଦରଟି ନୂଆ ମଦ ଦୋକାନ ଖୋଲିବାକୁ ବିଜ୍ଞପ୍ତି ପ୍ରକାଶ କରିଥିଲେ। ଆଜି ଏହା ବିରୋଧରେ ଆପତ୍ତି ଅଭିଯୋଗ ଦାଖଲର ଶେଷ ତାରିଖ ଥିବା ବେଳେ ନିଶା ନିବାରଣ ଅଭିଯାନ ପକ୍ଷରୁ ପ୍ରତିବାଦ ଦରଖାସ୍ତ ଦାଖଲ କରାଯାଇଛି। ସଂଗଠନର ଜିଲ୍ଲା ସମ୍ପାଦକ ଆଦିକନ୍ଦ ରାଉଳଙ୍କ ନେତୃତ୍ୱରେ ଜିଲ୍ଲା ଉପସଭାପତି ଭାଗୀରଥି ଜେନା, ଆଳି ବ୍ଲକ ସଭାପତି ଲକ୍ଷ୍ମୀଧର ଦୀକ୍ଷିତ, ସମ୍ପାଦକ […]

