କେନ୍ଦ୍ରାପଡା ୧୭ା୧୧ -କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ପୋଲିସ ବଡ ଧରଣର ଡକାୟତି ଯୋଜନାକୁ ରବିବାର ବିଳମ୍ବିତ ରାତିରେ ପଣ୍ଡ କରିଛି । ଏହି ଯୋଜନାରେ ସଂପୃକ୍ତ ଥିବା ୯ ଜଣଙ୍କ ମଧ୍ୟରୁ ୭ ଜଣଙ୍କୁ ପୋଲିସ ଗିରଫ କରିଛି । ଜିଲା କାର୍ଯ୍ୟାଳୟରେ ଏସପି ସିଦ୍ଧାର୍ଥ କାଟାରିଆ ଏସମ୍ପର୍କରେ ସୋମବାର ସନ୍ଧ୍ୟାରେ ଖବରଦାତା ସମ୍ମିଳନୀ ଆୟୋଜନ କରି ସୂଚନା ଦେଇଛନ୍ତି । ଏସପି କାଟାରିଆ କହିଛନ୍ତିଯେ ଡକାୟତି […]
ODISHA
କେନ୍ଦ୍ରାପଡ଼ା,୧୬ା୧୧:ଜିଲ୍ଲାପାଳଙ୍କ ସଦ୍ଭାବନା ସଭା ଗୃହରେ କେନ୍ଦ୍ରାପଡ଼ା ଜିଲ୍ଲାସ୍ତରୀୟ ଜାତୀୟ ପ୍ରେସ ଦିବସ ରବିବାର ପାଳିତ ହୋଇଯାଇଛି। ଏହି ଅବସରରେ ଚଳିତ ବର୍ଷର ବିଷୟବସ୍ତୁ ‘ଭ୍ରମାତ୍ମକ ଖବର ପ୍ରସାରଣ ବୃଦ୍ଧି ପରିପ୍ରେକ୍ଷୀରେ ଗଣମାଧ୍ୟମ ବିଶ୍ୱାସନୀୟତାର ସଂରକ୍ଷଣ’ ଶୀର୍ଷକ ଉପରେ ଆଲୋଚନା ହୋଇଥିଲା । ଗଣତନ୍ତ୍ରର ଚତୁର୍ଥ ସ୍ତମ୍ଭଭାବେ ଗଣମାଧ୍ୟମର ଭୂମିକା ଗୁରୁତ୍ୱପୂର୍ଣ୍ଣ ଏବଂ ଜିଲ୍ଲା ପ୍ରଶାସନ ସହିତ ଗଣମାଧ୍ୟମର ସୁସମ୍ପର୍କ ଜିଲ୍ଲାର ବିଭିନ୍ନ ସମସ୍ୟାର ସମାଧାନ ଦିଗରେ ସହଯୋଗ କରି ଆସିଛି […]
କେନ୍ଦ୍ରାପଡ଼ା,୧୬ା୧୧:ସର୍ବ ଜନପ୍ରିୟ ଜନନେତା ସ୍ୱର୍ଗତ ଭାଗବତ ପ୍ରସାଦ ମହାନ୍ତିଙ୍କ ସ୍ମୃତିରେ ତାଙ୍କ ନାମରେ ନାମିତ ଟ୍ରଷ୍ଟ ପକ୍ଷରୁ ଅସହାୟମାନଙ୍କୁ ଶୀତବସ୍ତ୍ର କମ୍ବଳ ପ୍ରଦାନ କରାଯାଇଛି। ଗରାପୁରସ୍ଥିତ ‘ରେସୱା’ ସ୍ୱେଛାସେବୀ ଅନୁଷ୍ଠାନ ଦ୍ୱାରା ପରିଚାଳିତ ଶକ୍ତିସଦନର ଅନ୍ତେବାସୀମାନଙ୍କୁ ରବିବାର ଭାଗବତ ପ୍ରସାଦ ମହାନ୍ତି ଟ୍ରଷ୍ଟ ପକ୍ଷରୁ ଏହି କମ୍ବଳ ପ୍ରଦାନ କରାଯାଇଛି। ସ୍ୱର୍ଗତ ମହାନ୍ତିଙ୍କ ସୁପୁତ୍ର ତଥା ଦୀନବନ୍ଧୁ ସାହୁ ଆଇନ ମହାବିଦ୍ୟାଳୟ ପରିଚାଳନା ସମିତି ସଭାପତି ସୁଜିତ ମହାନ୍ତି କାର୍ଯ୍ୟକ୍ରମରେ […]
ପଟ୍ଟାମୁଣ୍ଡାଇ କଲେଜ ଇତିହାସ ବିଭାଗ ଆଲୋଚନାଚକ୍ର ପଟ୍ଟାମୁଣ୍ଡାଇ ତା ୧୬/୧୧ -ପଟ୍ଟାମୁଣ୍ଡାଇ କଲେଜ ଇତିହାସ ବିଭାଗ ପକ୍ଷରୁ “ମେରାଇନର୍ସ ଆଣ୍ଡ ମର୍ଚ୍ଚାଣ୍ଟ ଶୀର୍ଷକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି । କଲେଜ ରାଜନୀତି ବିଭାଗ ପ୍ରାଧ୍ୟାପକ ସର୍ବେଶ୍ୱର ସାହୁଙ୍କ ପୌରହିତ୍ୟରେ ଆୟୋଜିତ ଆଲୋଚନାଚକ୍ରରେ ପ୍ରତ୍ନତତ୍ୱବିତ ଇତିହାସକାର ଡ଼ ସୁନୀଲ କୁମାର ପଟ୍ଟନାୟକ ଓଡିଶାର ନୌବାଣିଜ୍ୟ ଇତିହାସ, ସାଧବ ମାନଙ୍କ ଭୂମିକା ଓ ବାଲିଯାତ୍ରାର ମହତ୍ୱ ସମ୍ପର୍କରେ ଆଲୋକପାତ କରି କହିଥିଲେ ଉତ୍କଳ […]
କେନ୍ଦ୍ରାପଡ଼ା,୧୫ା୧୧:କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ କୋରୋ ପଞ୍ଚାୟତର ପିଙ୍ଗଳ ଗ୍ରାମସ୍ଥିତ ଆଶ୍ରମରେ ସପ୍ତଦିନ ବ୍ୟାପି ଅନୁଷ୍ଠିତ ଭାଗବତ ସପ୍ତାହ ଉଦଯାପିତ ହୋଇଯାଇଛି। ଗରାପୁରସ୍ଥିତ ଶିବାନନ୍ଦ ଆଶ୍ରମର ଅଧ୍ୟକ୍ଷା ଶ୍ରୀମା ସ୍ୱାମୀ ଦିବ୍ୟସ୍ୱରୂପାନନ୍ଦ ସରସ୍ୱତୀ ଏହି ଭାଗବତ ସପ୍ତାହର ସାତଦିନ ଯାକ ଆଧ୍ୟାତ୍ମିକ ପ୍ରବଚନ ପ୍ରଦାନ କରିଥିଲେ। ଶ୍ରୀମା’ କହିଥିଲେ ଯେ ସପ୍ତାହର ସାତ ଦିନ ମଧ୍ୟରେ ମନୁଷ୍ୟ ମୃତ୍ୟୁବରଣ କରିବ। ଏହି ସାତ ଦିନକୁ ଆମେ ସ୍ମରଣ ରଖିବା ଉଚିତ। କାରଣ […]
କେନ୍ଦ୍ରାପଡ଼ା,୧୫ା୧୧:ଜିଲ୍ଲା ପ୍ରଶାସନ(ମଙ୍ଗଳ ବିଭାଗ) ଆନୁକୂଲ୍ୟରେ ଜିଲ୍ଲା ସଂସ୍କୃତି ଭବନରେ ଜନଜାତୀୟ ଗୌରବ ଦିବସ-୨୦୨୫ ଓ ଭଗବାନ ବିର୍ସା ମୁଣ୍ଡା ଜନ୍ମଜୟନ୍ତୀ ଉପଲକ୍ଷେ ଜିଲ୍ଲାସ୍ତରୀୟ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲା ମଙ୍ଗଳ ଅଧିକାରୀ ଅରବିନ୍ଦ ରାୟଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଜିଲ୍ଲାସ୍ତରୀୟ ଉତ୍ସବରେ ମୁଖ୍ୟଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) ନବକ୍ରୀଷ୍ଣ ଜେନା ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ସୁଷମା ମହାନ୍ତି, ଅତିରିକ୍ତ ଜିଲ୍ଲା […]
କେନ୍ଦ୍ରାପଡ଼ା,୧୫ା୧୧:ରାଜ୍ୟ ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ର କୁଇଜ୍ ପ୍ରତିଯୋଗିତାରେ କେନ୍ଦ୍ରାପଡାର ବିନୀତ କୁମାର ଷଡଙ୍ଗୀ ପ୍ରଥମ ହୋଇ ପୁରସ୍କୃତ ହୋଇଛନ୍ତି। କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଭରତପୁର ଗ୍ରାମପଞ୍ଚାୟତ ମେହେନ୍ଦିପୁର ସ୍ଥିତ ଲାଲବାହାଦୂର ସରକାରୀ ଉଚ୍ଚ ବିଦ୍ୟାଳୟର ଦଶମ ଶ୍ରେଣୀ ଛାତ୍ର ବିନୀତ ରାଜ୍ୟ ସ୍ତରୀୟ ଶିଶୁ ମହୋତ୍ସବ ସୁରଭିର ବରିଷ୍ଠ ବିଭାଗର କୁଇଜ୍ ପ୍ରତିଯୋଗିତାରେ ପ୍ରଥମ ସ୍ଥାନ ଅଧିକାର କରି କେନ୍ଦ୍ରାପଡା ଜିଲ୍ଲା ତଥା ବିଦ୍ୟାଳୟ ପାଇଁ ଗୈାରବ ଆଣିଦେଇଛନ୍ତି। […]
ପଟ୍ଟାମୁଣ୍ଡାଇ ୧୪/୧୧- ଆପଣ କୌଣସି ସୁରାକ୍ ପାଇବେ ନାହିଁ, ଆପଣଙ୍କ ମୋବାଇଲ ନମ୍ବର ବ୍ୟବହାର କରି ଅନ୍ୟ ଜଣେ ଅସୀମିତ କଲ୍ କରିପାରିବ। ଆପଣଙ୍କ ମୋବାଇଲ୍ ନମ୍ବର ବ୍ୟବହାର କରି ଅନ୍ୟ କାହାକୁ ଠକି ପାରିବ। ଗୋଟିଏ ଲିଙ୍କ୍ ଜରିଆରେ ଆପଣଙ୍କ ଆକାଉଣ୍ଟ୍ରୁ ଲକ୍ଷ ଲକ୍ଷ ଟଙ୍କା ନିମିଷକେ ଗାୟବ ହୋଇଯିବ। ସାଇବର୍ ଅପରାଧୀ ଏଭଳି କୌଶଳ ବ୍ୟବହାର କରି ଦିନକୁ ଦିନ ଠକିବାରେ ଲାଗିଛନ୍ତି, ଯାହାର ମୁକାବିଲା ସମଗ୍ର […]
ପଟ୍ଟାମୁଣ୍ଡାଇ ତା ୧୫/୧୧- ପଟ୍ଟାମୁଣ୍ଡାଇ କଲେଜ ଇଂରାଜୀ ବିଭାଗ ପକ୍ଷରୁ ଇଣ୍ଟର ଉୟରିଂ ଆଇଡେଣ୍ଟଟିଟି, ଜେନେରାଲ କଲଚର ଲିଟ୍ରେଚର ଇନ ଇଣ୍ଡିଆନ କଣ୍ଟେଣ୍ଟ ଶୀର୍ଷକ ୨ ଦିନିଆ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । କଲେଜ ଅଧ୍ୟକ୍ଷ ପ୍ରଫେସର ଉମାକାନ୍ତ ପାତ୍ରଙ୍କ ପୌରହିତ୍ୟରେ ଆୟୋଜିତ ଜାତୀୟ ସମ୍ମିଳନୀରେ ପଣ୍ଡିଚେରୀ ବିଶ୍ୱବିଦ୍ୟାଳୟର ଡ଼ କଳ୍ପନା ରାଉତ,ଦକ୍ଷିଣ ଗୁଜୁରାଟ ବୀର ନର୍ମଦ ବିଶ୍ୱବିଦ୍ୟାଳୟର ଡ଼ ମହେଶ ଦେ, ବାରିପଦା ମହାରାଜା ରାମ ଚନ୍ଦ୍ର ଭଞ୍ଜଦେଓ […]
କେନ୍ଦ୍ରାପଡ଼ା,୧୪ା୧୧: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ବାରୋ ଗ୍ରାମରେ ଗଢି ଉଠିଥିବା ଓପିଏସ ବିଦ୍ୟାଳୟରେ ଶିଶୁଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ବିଦ୍ୟାଳୟର ପ୍ରତିଷ୍ଠାତା ଉତ୍ତରମ ଚରଣ ସ୍ୱାଇଁଙ୍କ ପୈାରହିତ୍ୟରେ ଅନୁଷ୍ଠିତ ଉତ୍ସବରେ ସାମ୍ବାଦିକ ସୁଦର୍ଶନ ମହାପାତ୍ର ମୁଖ୍ୟଅତିଥି ଭାବେ ଯୋଗଦେଇ ପଣ୍ଡିତ ଜବାହରଲାଲ ନେହେରୁଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ ପୂର୍ବକ ତାଙ୍କ ଜୀବନାଦର୍ଶ ଉପରେ ଆଲୋକପାତ କରିଥିଲେ। ଛାତ୍ରଛାତ୍ରୀମାନେ ଆବାହନୀ ସଂଗୀତ ଗାନ କରିଥିଲେ।ଶିଶୁଦିବସ ଉପରେ ଛାତ୍ରଛାତ୍ରୀମାନେ ବକ୍ତବ୍ୟ ପ୍ରଦାନ କରିଥିଲେ। […]

