କେନ୍ଦ୍ରାପଡ଼ା,୮ା୯: କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅଧିନ ଭେଣ୍ଡିଂ ଜୋନ କ୍ୟାବିନରେ ବୋଧଗାଁର ଝିଅ ବନିତା ରାଉତ ବିଭତ୍ସ ହତ୍ୟା ଘଟଣାର ପ୍ରତିବାଦରେ ସୋମବାର ଜିଲାପାଳଙ୍କ ଅଫିସ ସମ୍ମୁଖରେ ଏକ ଗଣଧାରଣା ଅନୁଷ୍ଠିତ ହୋଇଯାଇଛି। ପୋଲିସିର ନିଷ୍କ୍ରିୟତା ଓ ପକ୍ଷପାତିତା, ଦୋଷୀମାନଙ୍କୁ ଘଣ୍ଟ ଘୋଡାଇବା, ମୃତ ବନିତାଙ୍କ ବିରୁଦ୍ଧରେ ପୋଲିସର ବୟାନ ବାଜି ଏବଂ ପୋଲିସର ତଦନ୍ତ ଉପରେ ସନ୍ଦେହ ପ୍ରକାଶ କରିବା ସହିତ ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ […]

ପଟ୍ଟାମୁଣ୍ଡାଇ ୭/୯- କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ଦେଇ ପ୍ରବାହିତ ବ୍ରାହ୍ମଣୀ, ବୈତରଣୀ ଓ କାଣୀ ନଦୀରେ ଗତ ଜୁଲାଇ ୭ରୁ ଆଜି ପର୍ଯ୍ୟନ୍ତ ୪ ଥର ବନ୍ୟା ଆସି ୧୪ ପଚାଂୟତ ସମେତ ପୌରାଂଚଳର ୧୧ ଓାଡରେ ବ୍ୟାପକ କ୍ଷୟକ୍ଷତି ଘଟିଥିବା ବେଳେ ବହୁ ଗ୍ରାମ ବହ୍ୟଜଗତରୁ ବିଛିନ୍ନ ଅଛି । କିଛି ମାସ ଭିତରେ ୪ ଥର ବନ୍ୟା ଆସିବା ଫଳରେ ହଜାର ହଜାର ହେକ୍ଟର ଚାଷଜମିରେ […]

ପଟ୍ଟାମୁଣ୍ଡାଇ ୬/୯ – ପଟ୍ଟାମୁଣ୍ଡାଇ ଅଂଚଳର ସର୍ବପୁରାତନ ସରକାରୀ ଶିକ୍ଷାନୁଷ୍ଠାନ ବହୁ ଗୌରବରେ ଗୌରବାନ୍ୱିତ ମନ୍ମଥନାଥ ଉଚ୍ଚ ବିଦ୍ୟାଳୟର ୪ଜଣ ଶିକ୍ଷକ ଗୁରୁଦିବସ ଅବସରରେ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ଲାଭ କରି ଶିକ୍ଷାନୁଷ୍ଠାନର ଗୌରବ ବୃଦ୍ଧି କରିଛନ୍ତି। ପବିତ୍ର ଗୁରୁ ଦିବସ ତଥା ଡ଼ଃ ସର୍ବପଲ୍ଲୀ ରାଧାକୃଷ୍ନଙ୍କ ଜନ୍ମ ଦିବସ ଅବସରରେ ରାଜ୍ୟ ସରକାରଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ଦିଆଯାଇଛି। ଏହି ବିଦ୍ୟାଳୟରୁ ଚାରି ଜଣ ସୁନାମ ଧନ୍ୟ […]

ପଟ୍ଟାମୁଣ୍ଡାଇ ୬/୯ -କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଧୋୟାଂଚଳରେ ୧୪ଟି ପଂଚାୟତ ପୌରାଂଚଳର ପ୍ରାୟ ୧୧ଟି ଓାର୍ଡରେ ବାରମ୍ବାର ବନ୍ୟା ଆସି ଲୋକେ ନାହିଁନଥିବା ଅସୁବିଧା ଭୋଗ କରୁଛନ୍ତି । ଚଳିତବର୍ଷ ଗତ ୨ମାସ ଭିତରେ ୪ ଥର ବନ୍ୟା ଜଳ ପ୍ରବେଶ କରି ପ୍ରାୟ ୭୦ହଜାରରୁ ଉର୍ଦ୍ଧ ଲୋକ ଓ ୧୫ହଜାର ଗୃହ ପାଳିତ ପଶୁ ଜଳବନ୍ଦୀ ହୋଇପଡିଥିବା ବେଳେ ସହସହ ହେକ୍ଟର ଚାଷଜମୀ ନଷ୍ଠ ହୋଇଯାଇଛି । ବ୍ରାହ୍ମଣୀରେ […]

କେନ୍ଦ୍ରାପଡ଼ା,୬ା୯:ଜିଲ୍ଲାପାଳଙ୍କ ନିର୍ଦ୍ଦେଶକ୍ରମେ କେନ୍ଦ୍ରାପଡ଼ା ଅବକାରୀ ବିଭାଗ ପକ୍ଷରୁ ରାଜନଗର ଓ ତନ୍ତିଆପାଳ ସାମୁଦ୍ରିକ ଥାନା ଅନ୍ତର୍ଗତ ବିଭିନ୍ନ ସ୍ଥାନରେ ଚଢାଉ କରାଯାଇ ଗୋବିନ୍ଦପୁର ଗ୍ରାମର ଅନିରୁଦ୍ଧ ମଳିକ(୪୧)ଙ୍କ ଠାରୁ ୧୮ ଲିଟର ବିଦେଶୀ ମଦ, ସୌମ୍ୟରଞ୍ଜନ ପାତ୍ର(୨୧)ଙ୍କ ଠାରୁ ୨୧ ଲିଟର ଦେଶୀ ମଦ, ଏକଲାପୁର ଗ୍ରାମର ସଞ୍ଜୟ ରାଉତ(୪୫)ଙ୍କ ଠାରୁ ୩୬ ଲିଟର ବିଦେଶୀ ମଦ, ବେଣାକନ୍ଦା ଗ୍ରାମର ନାଡୁଗୋପାଳ ମଣ୍ଡଳ(୫୨)ଙ୍କ ଠାରୁ ୩୨ ଲିଟର ବିଦେଶୀ ମଦ, […]

କେନ୍ଦ୍ରାପଡ଼ା,୬ା୯:ପବିତ୍ର ସୁନିଆର ଶୁଭମୁହୂର୍ତ୍ତରେ ପ୍ରାନ୍ତ ଧର୍ମଜାଗରଣ ସମନ୍ୱୟ ସଂସ୍କୃତି ଆୟମ ଦ୍ୱାରା କେନ୍ଦ୍ରାପଡା ଜିଲ୍ଲା ଧର୍ମଜାଗରଣ ସମନ୍ୱୟ ସହଯୋଗରେ ଏବଂ ରାଷ୍ଟ୍ରୀୟ ସ୍ୱୟଂସେବକ ସଙ୍ଘ ତତ୍ୱାବଧାନରେ “ସାଧୁ ସ୍ୱାଧାୟ ସଙ୍ଗମ -୨୦୨୫” ନାମରେ ଏକ ଭବ୍ୟ କାର୍ଯ୍ୟକ୍ରମ ଗୁରୁବାର ଗରାପୁରସ୍ଥିତ ଶିବାନନ୍ଦ ଆଶ୍ରମ ପରିସରରେ ଆୟୋଜନ କରାଯାଇଥିଲା। ପୂଜ୍ୟ ସ୍ୱାମୀ ବ୍ରହ୍ମାନନ୍ଦଜୀ, ପ୍ରାନ୍ତ ସଂସ୍କୃତି ପ୍ରମୁଖ ସ୍ୱାମୀ ସ୍ମୃତିସାଗର ମହାରାଜ, ସ୍ୱାମୀ ସଚ୍ଚିଦାନନ୍ଦ ମହାରାଜ, ସ୍ୱାମୀ ବିଶ୍ୱନାଥ ମହାରାଜ,ତ୍ରୈଲୋକ୍ୟକେଶରୀ ଭାରତୀ […]

ଜିଲ୍ଲା ସ୍ୱାସ୍ଥ୍ୟ ସମିତି ଓ ଜିଲ୍ଲା ସ୍ୱାସ୍ଥ୍ୟ ମିଶନ ବୈଠକ କେନ୍ଦ୍ରାପଡ଼ା,୬ା୯: ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଜିଲ୍ଲା ସ୍ୱାସ୍ଥ୍ୟ ସମିତି ଓ ଜିଲ୍ଲା ସ୍ୱାସ୍ଥ୍ୟ ମିଶନ ବୈଠକ ଜିଲ୍ଲା ପରିଷଦ ସଭାପତି ଲିଲିତା ଦାସଙ୍କ ସଭାପତିତ୍ୱରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଭିତ୍ତିଭୂମି, ଷ୍ଟାଫ ପୋଜିସନ ସମେତ ଅନ୍ୟ ଆନୁଷଙ୍ଗିକ ବ୍ୟବସ୍ଥା ଉପରେ ବିସ୍ତୃତ ଭାବେ ଆଲୋଚନା କରାଯାଇଥିଲା। ସ୍ୱାସ୍ଥ୍ୟ ବିଭାଗର ସମସ୍ତ କାର୍ଯ୍ୟକ୍ରମ, ଯୋଜନାଗୁଡିକ ଯେପରି ତୃଣମୂଳ […]

ଭାରତରେ ବହୁ ପ୍ରାଚୀନ କାଳ ରାଜାମହାରାଜାଙ୍କ ସମୟରେ ବିଭିନ୍ନ ସ୍ଥାନରେ ଗୁରୁକୁଳ ସ୍ଥାପନ କରାଯାଇ ବିଦ୍ୟା, ଶାସ୍ତ୍ର ଓ ଶିକ୍ଷାକୁ ସମ୍ମାନ ଦିଆଯାଇ ଆସୁଥିଲା। ଅନେକ ଗୁରୁକୁଳରେ ଏତେ ବିଷୟରେ ଶିକ୍ଷା ପ୍ରଦାନ କରାଯାଉଥିଲା ଯେ ବହୁ ସଂଖ୍ୟାରେ ଛାତ୍ରୀଛାତ୍ର ଅଧ୍ୟୟନ କରୁଥିଲେ । ଆଉ ସେଗୁଡିକ ସ୍ୱତଃ ବିଶ୍ୱବିଦ୍ୟାଳୟରେ ପରିଣତ ହୋଇ ଯାଇଥିଲା। ସେହି ସମୟରେ ବିଶେଷ ପ୍ରତିଷ୍ଠା ଲାଭ କରିଥିବା ବିଶ୍ୱବିଦ୍ୟାଳୟ ହେଉଛି– ତକ୍ଷଶିଳା, ନାଳନ୍ଦା, ବିକ୍ରମଶିଳା, […]

ପଟ୍ଟାମୁଣ୍ଡାଇ ୫/୯ କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ସଂଖ୍ୟାଲଘୁ ବସ୍ତିରେ ଶୁକ୍ରବାର ଆନନ୍ଦଉଲ୍ଲାସର ସହ ମହାପୁରୁଷ ମହମ୍ମଦଙ୍କ ଜନ୍ମଜୟନ୍ତୀ ପାଳିତ ହୋଇଯାଇଛି । ଏହି ଅବସରରେ ସକାଳ ୯ଘଟିକା ସମୟରେ ସଂଖ୍ୟାଲଘୁ ବସ୍ତିରେ ଥିବା ମଦ୍ରାସା ନିକଟରୁ ଶୋଭାଯାତ୍ରା ବାହାରି ପଟ୍ଟାମୁଣ୍ଡାଇ କେନାଲ ପୋଲ ଓ ବଜାର ପରିକ୍ରମା କରି ବାଳିକା ହାଇସ୍କୁଲ ଦେଇ ମଦ୍ରାସା ନିକଟରେ ପହଂଚି ଥିଲା । ମଦ୍ରସା ପ୍ରଙ୍ଗଣରେ ସମୂହ ପ୍ରାର୍ଥନାସଭା ଅନୁଷ୍ଠିତ ହୋଇଥିଲା । […]

ପଟ୍ଟାମୁଣ୍ଡାଇ ୫/୯ -ପଟ୍ଟାମୁଣ୍ଡାଇ ଓକିଲ ସଙ୍ଘ ପକ୍ଷରୁ ଭାରତର ରାଷ୍ଟ୍ରପତି ଡ଼କ୍ଟର ରାଧାକ୍ରୀଷ୍ଣାଙ୍କ ଜନ୍ମଜୟନ୍ତୀ ଶୁକ୍ରବାର ପାଳିତ ହୋଇଯାଇଅଛି । ଏହି ଅବସରରେ ଓକିଲ ସଙ୍ଘ କାର୍ଯ୍ୟାଳୟରେ ଡ଼କ୍ଟର ସର୍ବପଲ୍ଲୀ ରାଧାକ୍ରୀଷ୍ଣାଙ୍କ ଫଠୋଚିତ୍ରରେ ପୁଷ୍ପମାଲ୍ୟ ଅଳ୍ପଣ କରାଯାଇଥିଲା । ପରେ ଡ଼କ୍ଟର ରାଧାକ୍ରୀଷ୍ଣାଙ୍କ ଜୀବନ ଉପରେ ସଂଘର ପକ୍ଷରୁ ଆଲୋଚନା କରାଯାଇଥିଲା । ୧୮୮୪ ମସିହା ଡିସେମ୍ବର ୩ ତାରିଖରେ ସେ ବିହାରର ଜିରାଦେଇରେ ଜନ୍ମଗ୍ରହଣ କରିଥିଲେ । ତାଙ୍କର […]

Breaking News