ପଟ୍ଟାମୁଣ୍ଡାଇ ୧୩/୧୨-କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ତାଲୁକ ଆଇନ ସେବା ସମିତି ଆନୁକୂଲ୍ୟରେ ଶନିବାର କୋର୍ଟ ପରିସରରେ ଚଳିତ ବର୍ଷର ଶେଷ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଛି ।  ଆଇନ ସେବା ସମିତିର ଅଧ୍ୟକ୍ଷ ତଥା ଅତିରିକ୍ତ ଜିଲା ଦୌରାଜଜ୍ ବିଦ୍ୟାଧର ପୃଷ୍ଟି ଏହି ରାଷ୍ଟ୍ରୀୟ ଲୋକ ଅଦାଲତକୁ ଉଦଘାଟନ କରିବା ସହ ନିଜ ଅଦାଲତ ପରିଚାଳନା କରିଥିଲେ। ଏଡିଜେ ବିଚାରପତି ବିଦ୍ୟାଧର ପୃଷ୍ଟି ଅଦାଲତରେ ସାଲିସଯୋଗ୍ୟ ଫୌଜଦାରୀ, ଚେକ୍ […]

କେନ୍ଦ୍ରାପଡ଼ା,୧୩ା୧୨:ପିଏମଶ୍ରୀ କୋରୋ ନୋଡାଲ ଉଚ୍ଚ ବିଦ୍ୟାଳୟରେ ୫୨ ତମ କ୍ରୀଡା ଉତ୍ସବ ଓ ଶିକ୍ଷା ସଭା ଅନୁଷ୍ଠିତ ହୋଇଯାଇଛି। ପ୍ରଧାନ ଶିକ୍ଷକ ସୋମନାଥ ମହାପାତ୍ରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କ୍ରୀଡା ଉତ୍ସବକୁ ପଞ୍ଚସଖା ଶିକ୍ଷାସେତୁ ସଭାପତି ରଞ୍ଜିତ କୁମାର ଜେନା, ସ୍କୁଲ ପରିଚାଳନା ସମିତି ସଭାପତି ମଧୁସ୍ମିତା ନାୟକ, ସି.ଆର.ସି.ସି. ବୈଲୋଚନ ସାମଲ ପ୍ରମୁଖ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ। ଉକ୍ତ ଉତ୍ସବକୁ ବିଦ୍ୟାଳୟର କ୍ରୀଡା ଶିକ୍ଷୟିତ୍ରୀ ଇତିଶ୍ରୀ ପ୍ରଧାନ […]

କେନ୍ଦ୍ରାପଡ଼ା,୧୩ା୧୨: କେନ୍ଦ୍ରାପଡ଼ା ପୈାରାଞ୍ଚଳ ଅନ୍ତର୍ଗତ ଇଚ୍ଛାପୁର ଆଞ୍ଚଳିକ ସାଧନ କେନ୍ଦ୍ର ଅଧିନ ସମସ୍ତ ବିଦ୍ୟାଳୟର ସମସ୍ତ ପ୍ରଧାନ ଶିକ୍ଷକ/ଶିକ୍ଷୟିତ୍ରୀ, ବିଦ୍ୟାଳୟ ପରିଚାଳନା କମିଟି ସଭାପତି, ଅଙ୍ଗନୱାଡ଼ି କର୍ମୀ, ଆଶ କର୍ମୀ, ଏହି କ୍ଲଷ୍ଟରରେ ଅଧାରୁ ପାଠ ଛାଡ଼ିଥିବା ଛାତ୍ରଛାତ୍ରୀ ଓ ତାଙ୍କ ପିତାମାତାମାନଙ୍କୁ ନେଇ କ୍ଲଷ୍ଟର ସ୍ତରୀୟ “ଆସ ସ୍କୁଲ ଯିବା” ନିମନ୍ତେ ଶିକ୍ଷା ସଭା-୨୦୨୫ ବଳଦେବ ଉଚ୍ଚ ବିଦ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମ ଇଚ୍ଛାପୁର କ୍ଲଷ୍ଟରର […]

କେନ୍ଦ୍ରାପଡ଼ା,୧୩ା୧୨:କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟ ପୁରାତନ ଛାତ୍ର ସଂସଦ ର ଏକ ବୈଠକ ସଭାପତି ପ୍ରଫେସର ଦୁର୍ଯ୍ୟୋଧନ ପରିଡାଙ୍କ ଅଧ୍ୟକ୍ଷତାରେ ମହାବିଦ୍ୟାଳୟ ମିନି କନଫରେନ୍ସ ହଲରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ କାର୍ଯ୍ୟକାରୀ ସଭାପତି ତଥା ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରାଧ୍ୟାପକ ଶାନ୍ତନୁ କୁମାର ଜେନା ଉପସ୍ଥିତ ଥିଲେ। ସଂସଦର ସମ୍ପାଦକ ଡ. ପ୍ରମୋଦ କୁମାର ଦାସ ବୈଠକର ଉଦ୍ଦେଶ୍ୟ ଜ୍ଞାପନ କରିବା ସହ ପୂର୍ବ ବୈଠକର ବିବରଣୀ ପାଠ କରିଥିଲେ। କଲେଜ […]

ପଟ୍ଟାମୁଣ୍ଡାଇ ପୌରାଂଚଳରେ ପ୍ରଭାବଶାଳୀଙ୍କ କବଜାରେ ସରକାରୀ ଜାଗା ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକୁ ମାନୁନାହାଁନ୍ତି ଅଧିକାରୀ ପଟ୍ଟାମୁଣ୍ଡାଇ ୧୧/୧୨ -କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଅଂଚଳରେ ବହୁ ମୂଲ୍ୟବାନ ସରକାରୀ ଜମି ପ୍ରଭାବଶାଳୀଙ୍କ କବଜାରେ ରହିଛି। ସରକାରଙ୍କ ବାରମ୍ବାର ତାଗିତ ସ୍ୱତେ ମଧ୍ୟ ଏମାନେ ସରକାରୀଜମିକୁ ବର୍ଷ ବର୍ଷ ଧରି ନିଜ ଆୟତରେ ରଖି ଘରବାରି କରିବା ସହ ବ୍ୟବସାୟ ପ୍ରତିଷ୍ଠାନ ନିର୍ମାଣ କରିଛନ୍ତି। ମାତ୍ର ତହସିଲ ନିକଟରେ ସରକାରୀ ଜମିର ପ୍ରମାଣ […]

ତାଲୁକ ଆଇନ ସେବା ସମିତି ପକ୍ଷରୁ ସାର୍ବଜନୀନ ସ୍ୱାସ୍ଥ୍ୟସେବା ଦିବସ ପଟ୍ଟାମୁଣ୍ଡାଇ ୧୨/୧୨ -ପଟ୍ଟାମୁଣ୍ଡାଇ ତାଲୁକ ଆଇନ ସେବା ସମିତି ପକ୍ଷରୁ ଅନ୍ତର୍ଜାତୀୟ ସାର୍ବଜନୀନ ସ୍ୱାସ୍ଥ୍ୟ ସେବା ଦିବସ ଶୁକ୍ରବାର ପଟ୍ଟାମୁଣ୍ଡାଇ ଉପଖଣ୍ଡ ସ୍ତରିୟ ଚିକିତ୍ସାଳୟ ପରିଶରରେ ପାଳିତ ହୋଇଯାଇଛି । ଉପଖଣ୍ଡ ଡାକ୍ତରଖାନାର ଭାରପ୍ରାପ୍ତ ମେଡିକାଲ ଅଫିସର ଡ଼ ନିରାକାର ପରିଡାଙ୍କ ଅଧ୍ୟକ୍ଷତାରେ ଅୟୋଜିତ ସଭାରେ ଅତିଥିଭାବେ ଅତିରିକ୍ତ ଜିଲା ଦୌରାଜଜ୍ ବିଚାରପତି ବିଦ୍ୟାଧର ପୃଷ୍ଟି,ବିଚାରପତି ବିଦ୍ୟୁତଲତା ପ୍ରଧାନ […]

ପଟ୍ଟାମୁଣ୍ଡାଇ କଲେଜରେ ଅନ୍ତର୍ଜାତୀୟ  ପ୍ରାଣୀ ଅଧିକାର ଦିବସ ପଟ୍ଟାମୁଣ୍ଡାଇ ତା ୧୧/୧୨-ପଟ୍ଟାମୁଣ୍ଡାଇ କଲେଜ ପ୍ରାଣୀ ବିଜ୍ଞାନ ବିଭାଗ ପକ୍ଷରୁ ପ୍ରାଣୀ ବିଜ୍ଞାନ ପ୍ରକୋଷ୍ଠରେ ଆନ୍ତର୍ଯ୍ୟାତୀୟ ପ୍ରାଣୀ ଅଧିକାର ଦିବସ ପାଳିତ ହୋଇଯାଇଛି । କଲେଜ ଅଧ୍ୟକ୍ଷ ପ୍ରଫେସର ଉମାକାନ୍ତ ପାତ୍ରଙ୍କ ପୌରହିତ୍ୟରେ ପ୍ରାଣୀଙ୍କ ପ୍ରତି ଦୟ ସୁରକ୍ଷା ଓ ଦାୟିତ୍ୱ ଶୀର୍ଷକ ଆଲୋଚନାଚକ୍ରରେ କହିଥିଲେ ପରିବେଶୀୟ ସନ୍ତୁଳନ ପାଇଁ ପ୍ରାଣୀଙ୍କ ସୁରକ୍ଷା ଏବଂ ସଂରକ୍ଷଣ ଅପରିହାର୍ଯ୍ୟ। ମୁଖ୍ୟତଃ ଜଙ୍ଗଲରେ ରହୁଥିବା […]

କେନ୍ଦ୍ରାପଡ଼ା,୧୧ା୧୨:କେନ୍ଦ୍ରାପଡାର ଝିଅ ରିଷିକା ମହାନ୍ତି ଏମଡିଏସ ପରୀକ୍ଷାରେ ଶତକଡା ୬୦.୩୩ ପ୍ରତିଶତ ମାର୍କ ରଖି ସ୍ୱର୍ଣ୍ଣ ପଦକ ପ୍ରାପ୍ତ କରିଛନ୍ତି। ଧିଷକା ହେଉଛନ୍ତି କେନ୍ଦ୍ରାପଡା ବ୍ଲକ ଅଧିନ କପାଳେଶ୍ୱର ଗ୍ରାମପଞ୍ଚାୟତର ଗରାପୁର ଗ୍ରାମର ତଥା ପଟ୍ଟାମୁଣ୍ଡାଇ ଉପନିବନ୍ଧକ ଅଶୋକ କୁମାର ମହାନ୍ତିଙ୍କ ଝିଅ। ରିଷିକା ୨୦୨୫ ଏମଡିଏସ ପରୀକ୍ଷାରେ ଆଇ.ଡି.ଏସ. ସମ ହସପିଟାଲର ନ୍ୟାସନାଲ ଇନଷ୍ଟିଟ୍ୟୁଟ ଅଫ୍ ଡେଣ୍ଟାଲ ସାଇନ୍ସର କଞ୍ଜରଭେଟିଭ୍ ଡେଣ୍ଟିଷ୍ଟ ଏବଂ ଏଣ୍ଡୋଡଣ୍ଟିକ୍ସ ବିଭାଗରୁ ସର୍ବୋଚ୍ଚ ମାର୍କ […]

ତାଳୁକ ଆଇନ ସେବା ସମିତି ପକ୍ଷରୁ ମାନବ ଅଧିକାର ଦିବସ ପାଳିତ   ପଟ୍ଟାମୁଣ୍ଡାଇ ୧୦/୧୨ – ମାନବାଧିକାର ଦିବସ କେବଳ ଏକ ସ୍ମୃତିଚାରଣ ନୁହେଁ ବରଂ ଦୈନନ୍ଦିନ ଜୀବନରେ ମର୍ଯ୍ୟାଦା ପ୍ରତିଫଳିତ କରିବା ପାଇଁ ଏକ ଆମନ୍ତ୍ରଣ ବୋଲି ପଟ୍ଟାମୁଣ୍ଡାଇ ତାଲୁକ ଆଇନ ସେବା ସମିତି ପକ୍ଷରୁ ପଟ୍ଟାମୁଣ୍ଡାଇ କଲେଜ ପରିସରରେ ବୁଧବାର ଅନୁଷ୍ଠିତ ମାନବ ଅଧିକାର ଆଇନ ସଚେତନତା ଶିବିରରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ […]

ପଟ୍ଟାମୁଣ୍ଡାଇ ୧୦/୧୨ -କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନ ଅନ୍ତର୍ଗତ ଗୋଗୁଆ ନିକଟରେ ଏକ ଅଜଣା ଗାଡି ଧକ୍କାରେ ଜଣେ ବୁଦ୍ଧଙ୍କର ମୃତ୍ୟୁ ଘଟିଛି। ବୁଧବାର ସଂଦ୍ଧ୍ୟା ସମୟରେ ଏହି ଦୁର୍ଘଟଣା ଘଟିଥିବା ଜଣାପଡିଛି। ମୃତ ଜଣଙ୍କ ହେଉଛନ୍ତି ସ୍ଥାନୀୟ ଗୋଗୁଆ ଗ୍ରାମର ସୁଦର୍ଶନ ଜେନା (୭୦ ) । ଗାଡିଟି ଦୁର୍ଘଟଣା ଘଟାଇ ଦେଇ ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲା। ଯାହାକୁ ନେଇ ସ୍ଥାନୀୟଲୋକ ଉତ୍ୟାକ୍ତ ହୋଇ ରାସ୍ତାରେ ଟାଇୟାର […]

Breaking News