ପଟ୍ଟାମୁଣ୍ଡାଇ ୮/୧୨ -ପଟ୍ଟାମୁଣ୍ଡାଇ ବେଲତଳ ହରିହରାନନ୍ଦ ଧ୍ୟାନ ମନ୍ଦିର ଆନୁକୂଲ୍ୟରେ ପବିତ୍ର ଗୀତା ଜ୍ଞାନ ଯଜ୍ଞ ଉପଲକ୍ଷେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ଗୀତା ଜ୍ଞାନ ଯଜ୍ଞ ଚଳିତ ମାସ ୧୬ ରୁ ୧୮ ପର୍ଯ୍ୟନ୍ତ ତିନିଦିନ ଧରି ବିଶ୍ୱର କଲ୍ୟାଣ ନିମନ୍ତେ ସ୍ଥାନୀୟ ଧ୍ୟାନ ମନ୍ଦିର ଠାରେ ଅନୁଷ୍ଠିତ ହେବାକୁ ସ୍ଥିର କରାଯାଇଛି । ଏହି ବୈଠକରେ ସ୍ୱାମୀ ଧ୍ୟାନନିଷ୍ଠାନନ୍ଦ ଗିରି, ବାବା ଗୋପିନାଥ […]

କେନ୍ଦ୍ରାପଡ଼ା,୮ା୧୨: କେନ୍ଦ୍ରାପଡ଼ା ଅବକାରୀ ବିଭାଗ ପକ୍ଷରୁ ମାର୍ଶାଘାଇ ଓ ଜମ୍ବୁ ସାମୁଦ୍ରିକ ଥାନା ଅଧିନସ୍ଥ ବିଭିନ୍ନ ସ୍ଥାନରେ ଚଢାଉ କରାଯାଇ ଆଠବାଟିଆ ଗ୍ରାମର ଶିବ ପ୍ରସାଦ ନାୟକ ଓ ବାଘଡିଆ ଗ୍ରାମର ସିଲୁ ପ୍ରସାଦ ନାୟକଙ୍କ ଠାରୁ ବହୁପରିମାନର କଫ୍ ସିରପ୍‌, ତୋଷିଆବେଲାରି ଗ୍ରାମର ରବୀନ୍ଦ୍ର ମାହାକୁଡଙ୍କ ଠାରୁ ଦେଶୀ ରନ୍ଧା ଚୋରାମଦ ଓ ଅମ୍ଭାବେଲାରୀ ଗ୍ରାମର ଜୀବୀନ୍ଦ ଜ୍ଞାନଙ୍କ ଠାରୁ ଗୁଡ ପୋଚ ମଦ ଜବତ କରାଯାଇ ସେମାନଙ୍କୁ […]

କେନ୍ଦ୍ରାପଡ଼ା,୮ା୧୨:ରାଜ୍ୟ ସରକାରଙ୍କ କୃଷି ବିଭାଗ ଅଧିନରେ ମୁଖ୍ୟମନ୍ତ୍ରୀ କିଷାନ ଯୋଜନାରେ ଅନ୍ତର୍ଭୁକ୍ତ ପରିବାରର ବୈଷୟିକ ଶିକ୍ଷା ଅଧ୍ୟୟନ କରୁଥିବା ଶିକ୍ଷାର୍ଥୀଙ୍କୁ କୃଷି ବିଦ୍ୟାନଧି ଯୋଜନାରେ ଛାତ୍ର ବୃତ୍ତି ପ୍ରଦାନ କରାଯାଇଥାଏ। ଚଳିତ ବର୍ଷ ପାଇଁ ଅକ୍ଟୋବର ମାସ ୧୫ତାରିଖରୁ ନଭେମ୍ବରମାସ ୩୦ତାରିଖ ପର୍ଯ୍ୟନ୍ତ ଏହି ଯୋଜନାରେ ଛାତ୍ରବୃତ୍ତି ଆବେଦନ ପାଇଁ ସମୟ ଧାର୍ଯ୍ୟ କରାଯାଇଥିଲା। କିନ୍ତୁ ଏହି ସମୟ ଅବଧି ମଧ୍ୟରେ ସର୍ଭର ଡାଉନ ରହିବା, ଏନ.ପି.ସି.ଆଇ. ଠିକ ଭାବରେ […]

କେନ୍ଦ୍ରାପଡ଼ା,୭ା୧୨:ଦୀନବନ୍ଧୁ ସାହୁ ଆଇନ ମହାବିଦ୍ୟାଳୟ ପରିସରରେ ପୂର୍ବତନ ମନ୍ତ୍ରୀ ସ୍ୱର୍ଗତ ଭାଗବତ ପ୍ରସାଦ ମହାନ୍ତିଙ୍କର ଷଷ୍ଠ ଶ୍ରାଦ୍ଧ ଦିବସ ଉପଲକ୍ଷେ ରବିବାର ସ୍ମୃତି ସମାରୋହ ଅନୁଷ୍ଠିତ ହୋଇଯାଇଛି। ଆଇନ ମହାବିଦ୍ୟାଳୟ ପରିଚାଳନା ପରିଷଦ ସଭାପତି ତଥା ଭାଗବତ ବାବୁଙ୍କ ସୁପୁତ୍ର ସୁଜିତ୍ କୁମାର ମହାନ୍ତିଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସମାରୋହରେ ପୂର୍ବତନ ମନ୍ତ୍ରୀ ଅମର ପ୍ରସାଦ ଶତପଥୀ ମୁଖ୍ୟଅତିଥି, ଅବସରପ୍ରାପ୍ତ ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ସୁଦର୍ଶନ ନାୟକ ମୁଖ୍ୟବକ୍ତା ଏବଂ […]

ପଟ୍ଟାମୁଣ୍ଡାଇ ୬/୧୨ -ପଟ୍ଟାମୁଣ୍ଡାଇ ଆମ୍ବେଦକର ସ୍ମୃତି ସଂସଦ ପକ୍ଷରୁ ସମ୍ବିଧାନ ପ୍ରଣେତା ଭି ଆର ଆମ୍ବେଦକରଙ୍କ ୭୦ତମ ମହାପରାୟଣ ଦିବସ ପାଳିତ ହୋଇଯାଇଛି । ସ୍ମୃତି ସଂସଦ ସଭାପତି ବାରେଣୀ ସେଠୀଙ୍କ ପୌରହିତ୍ୟରେ ସ୍ଥାନୀୟ ବାଇପାସ ଠାରେ ଆୟୋଜିତ ସ୍ମୃତି ସଭାରେ ପଟ୍ଟାମୁଣ୍ଡାଇ ପୌର ପରିଷଦ ଅଧ୍ୟକ୍ଷ ହେମନ୍ତ ସାହୁ ଷ୍ଟେଟବ୍ୟାଙ୍କ ଶାଖା ପରିଚାଳକ ଅଶୋକ ରାଉତ, ଆଦର୍ଶ ଥାନା ଅଧିକାରୀଣୀ ବନ୍ଦନା ପାତ୍ର ସଂଖ୍ୟାଲଘୁ ସେଲରୁ ରିଜଓାନ ବେଗମ […]

କେନ୍ଦ୍ରାପଡା,୬ା୧୨: ଓଡିଶା ସ୍କୁଲ କଲେଜ ଶିକ୍ଷକ କର୍ମଚାରୀ ସମନ୍ୱୟ ସମିତି ଆହ୍ୱାନରେ ଜିଲ୍ଲା କନଭେନସନ ଦୁହୁରିଆ ସ୍ଥିତ ଶିକ୍ଷକ ଭବନ ସମ୍ମିଳନୀ କକ୍ଷରେ ଜିଲ୍ଲା ଓଷ୍ଟା ସଭାପତି ଅଶୋକ କୁମାର ପରିଡାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଅଛି । ପ୍ରାରମ୍ଭରେ ଜିଲ୍ଲା ଓଷ୍ଟା ସମ୍ପାଦକ ଭଗବାନ ସାହୁ କନଭେନସନର ଉଦ୍ଦେଶ୍ୟ ଜ୍ଞାପନ କରିଥିବା ବେଳେ ରାଜ୍ୟ ସମ୍ପାଦକ ପ୍ରଣବ କୁମାର ଜେନା ଶିକ୍ଷକମାନଙ୍କର ବିଭିନ୍ନ ସମସ୍ୟା ବିଭିନ୍ନ ସମସ୍ୟା ଉପରେ ଆଲୋଚନା […]

କେନ୍ଦ୍ରାପଡ଼ା,୬ା୧୨:କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଗରାପୁରସ୍ଥିତ ଦିବ୍ୟଜୀବନ ସଙ୍ଘ ଶିବାନନ୍ଦ ଆଶ୍ରମର ଅଧ୍ୟକ୍ଷା ଶ୍ରୀମା ସ୍ୱାମୀ ଦିବ୍ୟସ୍ୱରୂପାନନ୍ଦ ସରସ୍ୱତୀ ବିଗତ ୮ବର୍ଷ ଧରି ବିଶ୍ୱଶାନ୍ତି ପାଇଁ ପ୍ରତ୍ୟେକ ବର୍ଷ ଜାନୁଆରୀମାସ ପହିଲା ଦିନ ସମୂହ ପ୍ରାର୍ଥନାର ଆୟୋଜନ କରିଆସୁଛନ୍ତି। ସମଗ୍ର ବିଶ୍ୱରେ ଆଶାନ୍ତି ବ୍ୟାପୁଥିବାରୁ ଧର୍ମ,ମତ,ବର୍ଣ୍ଣ ନିର୍ବିଶେଷରେ ସମସ୍ତଙ୍କ ଭିତରେ ସୈାହାର୍ଦ୍ୟପୂର୍ଣ୍ଣ ସମ୍ପର୍କ ଓ ବାତାବରଣ ସୃଷ୍ଟି କରିବା ଉଦେଶ୍ୟରେ ଏକ ନିର୍ଦ୍ଦିଷ୍ଟ ସମୟରେ ସମସ୍ତେ ଘଣ୍ଟାଟିଏ ପାଇଁ ନିଜ ନିଜର […]

କେନ୍ଦ୍ରାପଡ଼ା, ୬ା୧୨: ଜିଲ୍ଲା ପୋଲିସ ମୂଖ୍ୟାଳୟ ରିଜର୍ଭ ପୋଲିସ ପଡିଆରେ ଶନିବାର ୬୩ତମ ରାଜ୍ୟ ଗ୍‌ୃହରକ୍ଷୀ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ଅନୁଷ୍ଠିତ ଉତ୍ସବରେ ଆରକ୍ଷୀ ଅଧୀକ୍ଷକ ସିଦ୍ଧାର୍ଥ କଟ୍ଟାରିଆ ସମ୍ମିଳିତ ପ୍ୟାରେଡରେ ଅଭିବାଦନ ଗ୍ରହଣ କରିଥିଲେ । ସମ୍ମିଳିତ ପ୍ୟାରେଡର ନେତୃତ୍ୱ ନେଇଥିଲେ ଗୃହରକ୍ଷୀ ବନବିହାରୀ ନାୟକ । ପ୍ରଥମେ ୧୯୪୨ ମସିହାରେ ବମ୍ବେ ଠାରେ ସାମ୍ପ୍ରଦାୟିକ ଦଙ୍ଗାକୁ ନିୟନ୍ତ୍ରଣ କରିବା ପାଇଁ ଆବଶ୍ୟକ […]

କେନ୍ଦ୍ରାପଡ଼ା,୬ା୧୨:କେନ୍ଦ୍ରାପଡ଼ା ଜିଲ୍ଲାପାଳ ରଘୁରାମ ଆର. ଆୟାର ଶନିବାର ଜିଲ୍ଲା କାର୍ଯ୍ୟାଳୟର ସଦଭାବନା ସଭାଗୃହରେ ଜିଲ୍ଲାରେ ଚାଲିଥିବା ବିଭିନ୍ନ କାର୍ଯ୍ୟର ସମୀକ୍ଷା କରିଛନ୍ତି। ଜନଶୁଣାଣି,ସରକାରୀ ଜମି ସୁରକ୍ଷା, ଅଙ୍ଗନୱାଡି ଏବଂ ବିଦ୍ୟାଳୟ ଗୁଡିକର ଭିତ୍ତିଭୂମି ସୁଦୃଢ କରିବା, ବାତ୍ୟା ଆଶ୍ରୟ ସ୍ଥଳ ମରାମତି, ଭାଗବତ ଟୁଙ୍ଗି, ବ୍ଲକସ୍ତରୀୟ ଷ୍ଟାଡିୟମ ନିର୍ମାଣ ପାଇଁ ଜମି ଚିହ୍ନଟ, ଶ୍ରମିକ ପଞ୍ଜିକରଣ, ଶୀତଳ ଭଣ୍ଡାର, ପ୍ୟାକ୍ସରେ ମଣ୍ଡୀ ପାଇଁ ଜମି ଏବଂ ବିଭାଗ ବିଭାଗ ମଧ୍ୟରେ […]

କେନ୍ଦ୍ରାପଡ଼ା,୬ା୧୨:ପିଏମଶ୍ରୀ କୋରୋ ସଂଯୁକ୍ତ ଉଚ୍ଚ ବିଦ୍ୟାଳୟରେ ବ୍ୟାଗଲେସ୍ ଡେ ପାଳନ ହେଇଯାଇଛି। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସୋମନାଥ ମହାପାତ୍ରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏଇ ଦିବସରେ ମୁଖ୍ୟଅତିଥି ଭାବରେ କେନ୍ଦ୍ରାପଡ଼ା ଟାଉନ ହାଇସ୍କୁଲର ପ୍ରଧାନଶିକ୍ଷକ ମଦନମୋହନ କର, ମୁଖ୍ୟବକ୍ତା କବି ଅମର ପ୍ରସାଦ ରାଉତ,ସମ୍ମାନିତ ଅତିଥି ଭାବରେ ଯୁବ ସାମ୍ବାଦିକ ମଳୟ ରଞ୍ଜନ ସାହୁ, କୋରୋ ରାଜସ୍ୱ ନିରୀକ୍ଷକ ରୁଚିକା ମହାନ୍ତି, ଶିକ୍ଷାବିତ ହରିହର ସିଂହ, ବିଦ୍ୟାଳୟ ପରିଚାଳନା ସମିତି ଅଧ୍ୟକ୍ଷା […]

Breaking News