ଭୁବନେଶ୍ୱର,୧୨/୩- କଂଗ୍ରେସ ନେତା ତାରା ବାହିନୀପତିଙ୍କ ସସପେଣ୍ଡ ଘଟଣାକୁ ନେଇ ରାଜ୍ୟ ରାଜନୀତି ସରଗରମ ରହିଛି। ଏ ପ୍ରସଙ୍ଗରେ ବଡ଼ ବୈଠକ କରିଛି ବଂଗ୍ରେସ। ଯେଉଁଥିରେ ଦଳର ବହୁ ବଡ଼ ବଡ଼ ନେତା ଯୋଗ ଦେଇଥିଲେ। ତେବେ ବୈଠକ ପରେ ଦଳ ନେଇଛି ବନ ନିଷ୍ପତ୍ତି। ଯାହାକୁ ନେଇ ଏବେ ଟେନଶନରେ ଭାଜପା। ଆସନ୍ତା ୨୭ରେ ବିଧାନସଭା ଘେରିବାକୁ ଯାଉଛି କଂଗ୍ରେସ। ଏନେଇ ସୂଚନା ଦେଇଛନ୍ତି ପିସିସି ସଭାପତି ଭକ୍ତ […]