କେନ୍ଦ୍ରାପଡ଼ା,୮ା୯: ଆସନ୍ତା ୨୨ତାରିଖରୁ ୨୪ତାରିଖ ପର୍ଯ୍ୟନ୍ତ ୩ଦିନ ଧରି ରାଞ୍ଚିର ମୋରାବାଡି ଫୁଟବଲ ଷ୍ଟାଡିୟମରେ ୩୬ତମ ପୂର୍ବ ଜୋନ କନିଷ୍ଠ ଆଥଲେଟିକ ଚମ୍ପିଆନସିପ ପ୍ରତିଯୋଗିତା ଅନୁଷ୍ଠିତ ହେବ। ଏହି ପ୍ରତିଯୋଗିତାରେ ଅଂଶଗ୍ରହଣ କରିବା ପାଇଁ ରାଜ୍ୟ ଆଥଲେଟିକ ଆସୋସିଏସନ ଦ୍ୱାରା କଟକ ବାରବାଟି ଷ୍ଟାଡିୟମ ପୋଲିସ ପଡିଆରେ ଚଳିତମାସ ୬ରୁ ୭ତାରିଖ ଦୁଇଦିନ ଧରି ଖେଳାଳୀ ଚୟନ ଶିବିର ଅନୁଷ୍ଠିତ ହୋଇଥିଲା। ଏଥିରେ କେନ୍ଦ୍ରାପଡା ଆଥଲେଟିକ ଆସୋସିଏସନ ପକ୍ଷରୁ ୧୪ରୁ […]

କେନ୍ଦ୍ରାପଡ଼ା,୨୭ା୫: କେନ୍ଦ୍ରାପଡା ଜିଲ୍ଲାର ସମସ୍ତ ବର୍ଗର କଳାକାର, ସାହିତ୍ୟକ ଓ ସଂସ୍କୃତି ଗବେଷକଙ୍କ ସମିଶ୍ରଣରେ ଗଠିତ ସଂଗଠନ ଯେଉଁଥିରେ ଭଜନ, ପାଲା, ଗୋଡାନାଚ, ସଂକୀର୍ତ୍ତନ, କେନ୍ଦରାଗୀତ, ଭାଗବତ ଟୁଙ୍ଗୀ, ଓଡିଶୀ ନୃତ୍ୟ, ଲୋକନୃତ୍ୟ ଇତ୍ୟାଦି ସମସ୍ତ କଳାକାରମାନଙ୍କର ବିଭିନ୍ନ ଅସୁବିଧା ଓ ସମସ୍ୟାଗୁଡିକ ଜିଲ୍ଲାପାଳଙ୍କ ଅବଗତି ଓ ସମାଧାନ ପାଇଁ ବାରମ୍ବାର ଅଭିଯୋଗ କରିବା ସତ୍ତ୍ୱେ କୌଣସି ସମାଧାନ କିମ୍ବା ସହଯୋଗ ଜିଲ୍ଲା ସଂସ୍କୃତି ବିଭାଗ ତରଫରୁ ମିଳୁନାହିଁ । […]

ଦୁବାଇ ୯/୩-ଚାମ୍ପିଅନ୍ସ ଟ୍ରଫିର ଫାଇନାଲ ମ୍ୟାଚ୍‌ରେ ଟିମ୍ ଇଣ୍ଡିଆ ନ୍ୟୁଜିଲାଣ୍ଡକୁ ପରାଜିତ କରିଛି। ଟିମ୍ ଇଣ୍ଡିଆ ୪୯ ଓଭରରେ ୬ ୱିକେଟ ହରାଇ ଧାର୍ଯ୍ୟ ୨୫୨ ରନ୍ ବିଜୟ ଲକ୍ଷ୍ୟର ପିଛା କରି ୨୫୪ ରନ୍ ସଂଗ୍ରହ କରିଛି। ଟିମ୍ ଇଣ୍ଡିଆ ପକ୍ଷରୁ ରୋହିତ ଶର୍ମା ୭୬ ରନ୍ କରିଥିବାବେଳେ ଶୁବମନ ଗିଲ୍ ୩୧ ରନ୍ କରିଥିଲେ। ବିରାଟ କୋହଲି ଏକ ରନ୍ କରି ପାଭିଲିୟନ ଫେରିଥିଲେ। ଶ୍ରେୟସ ଆୟର […]

ଦୁବାଇ ୪ା୩- ଆଇସିସି ଚାମ୍ପିୟନ୍ସ ଟ୍ରଫିର ଫାଇନାଲରେ ପ୍ରବେଶ କରିଛି ଟିମ ଇଣ୍ଡିଆ। ମଙ୍ଗଳବାର ଦୁବାଇ ଇଣ୍ଟରନ୍ୟାସନାଲ ଷ୍ଟାଡିୟମଠାରେ ଖେଳାଯାଇଥିବା ପ୍ରଥମ ସେମିଫାଇନାଲ ମ୍ୟାଚରେ ଅଷ୍ଟ୍ରେଲିଆକୁ ୪ ୱିକେଟରେ ପରାସ୍ତ କରି ଭାରତ ଫାଇନାଲରେ ପ୍ରବେଶ କରିଛି । ଏହା ସହିତ ୨୦୨୩ ବିଶ୍ୱକପ ଫାଇନାଲ ପରାଜୟର ପ୍ରତିଶୋଧ ନେଇଛି ଭାରତ । ଏହି ମ୍ୟାଚରେ ଅଷ୍ଟ୍ରେଲିଆ ପକ୍ଷରୁ ଭାରତ ଆଗରେ ବିଜୟ ପାଇଁ ୨୬୫ ରନର ଲକ୍ଷ୍ୟ ରଖାଯାଇଥିଲା […]

ଦୁବାଇ୨ା୩- ଦୁବାଇ ଇଣ୍ଟରନ୍ୟାସନାଲ ଷ୍ଟାଡିୟମଠାରେ ଚାଲିଥିବା ଆଇସିସି ଚାମ୍ପିୟନ୍ସ ଟ୍ରଫିର ଏକ ମ୍ୟାଚରେ ନ୍ୟୁଜିଲାଣ୍ଡକୁ ୪୪ ରନରେ ପରାସ୍ତ କରିଛି ଭାରତ । ଭାରତ ପକ୍ଷରୁ ନ୍ୟୁଜିଲାଣ୍ଡ ଆଗରେ ୨୫୦ ରନର ଲକ୍ଷ୍ୟ ରଖାଯାଇଥିଲା । ତେବେ ନ୍ୟୁଜିଲାଣ୍ଡ ୪୫.୩ ଓଭରରେ ୨୦୫ ରନ କରି ଅଲଆଉଟ ହୋଇଯାଇଥିଲା । ଦଳ ପକ୍ଷରୁ କେନ ୱିଲିୟମସନ ୮୧ ରନକରିଥିବାବେଳେ ମିଚେଲ ସାଣ୍ଟନର ୨୮ରନ ଓ ୱିଲ ୟଙ୍ଗ ୨୨ ରନ […]

ଦୁବାଇ୨୩ା୨-ଭାରତ ଏବଂ ପାକିସ୍ତାନ ମଧ୍ୟରେ ଚାମ୍ପିଅନ୍ସ ଟ୍ରଫି ୨୦୨୫ର ରବିବାର ଦୁବାଇ ଅନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମରେ ଖେଳାଯାଇଥିବା ପଞ୍ଚମ ମ୍ୟାଚ୍‌ରେ ଟିମ୍ ଇଣ୍ଡିଆର ମହାବିଜୟ ହୋଇଛି। ଚାମ୍ପିଅନ୍ସ ଟ୍ରଫିର ଏହି ହାଇଭୋଲଟେଜ୍ ମ୍ୟାଚ୍‌ରେ ପାକିସ୍ତାନ ଟସ୍ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଭାରତ ବୋଲିଂ କରିଥିବା ବେଳେ ପାକିସ୍ତାନ ୪୯.୪ ଓଭରରେ ଅଲ୍‌ଆଉଟ୍ ହୋଇ ୨୪୧ ରନ୍ କରିଥିଲା। ଧାର୍ଯ୍ୟ ୨୪୨ ରନ୍ ଲକ୍ଷ୍ୟର ପିଛା କରି […]

Breaking News