କେନ୍ଦ୍ରାପଡା,୨୦ା୫: କେନ୍ଦ୍ରାପଡାରେ ନୂତନ ଭାବେ ଯୋଗଦେଇଥିବା ପ୍ରସିକ୍ୟୁସନ ଉପନିର୍ଦେଶକ ରବିନ୍ଦ୍ର କୁମାର ପଣ୍ଡାଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି। ଏହି ଉପଲକ୍ଷେ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଭାରପ୍ରାପ୍ତ ପବ୍ଲିକ ପ୍ରସିକ୍ୟୁଟର ସଞ୍ଜୟ କୁମାର ଜେନାଙ୍କ ପୈାରହିତ୍ୟରେ ଅନୁଷ୍ଠିତ ସଭାରେ ପ୍ରସିକ୍ୟୁସନ ଉପନିର୍ଦେଶକ ଶ୍ରୀ ପଣ୍ଡାଙ୍କୁ ଉତ୍ତରୀୟ, ପୁଷ୍ପଗୁଛ ଓ କେନ୍ଦ୍ରାପଡାର ଆରାଧ୍ୟ ପ୍ରଭୁ ଶ୍ରୀବଳଦେବଜୀଉଙ୍କ ଫଟୋ ପ୍ରଦାନ ପୂର୍ବକ ସ୍ୱାଗତ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା। ଏହି ଅବସରରେ ପ୍ରସିକ୍ୟୁସନ […]

କେନ୍ଦ୍ରାପଡ଼ା,୧୯ା୫ : କେନ୍ଦ୍ରାପଡା ଜିଲ୍ଲାର ପ୍ରସିଦ୍ଧ ଶ୍ରୀ ରାଧାଗୋବିନ୍ଦଜୀୟୁଙ୍କ ଚନ୍ଦନ ଯାତ୍ରା ମହୋତ୍ସବ ସୋମବାର ଦିନ ବିଳମ୍ବିତ ରାତ୍ରରେ ଉଦ୍‌ଯାପିତ ହୋଇଯାଇଛି । ଏପ୍ରିଲ ମାସ ୩୦ତାରିଖ ଅକ୍ଷୟ ତୃତୀୟାରୁ ଆରମ୍ଭ ହୋଇଥିବା ଏହି ଯାତ୍ରା ଧୁମଧାମରେ କେନ୍ଦ୍ରାପଡା ସହର ଚାଟରାପାଟଣାସ୍ଥିତ ମନ୍ଦିର ପରିସରରେ ଏହି ଉତ୍ସବ ଅନୁଷ୍ଠିତ ହୋଇଥିଲା । ଶ୍ରୀ ଜୀୟୁଙ୍କ ଚଳନ୍ତି ପ୍ରତିମାକୁ ଚନ୍ଦନ ଲେପ ଦିଆଯାଇ ଏକ ସୁସଜ୍ଜିତ ବିଭାନରେ ନିକଟସ୍ଥ ଚନ୍ଦନ ପୋଖରୀକୁ […]

ପଟ୍ଟାମୁଣ୍ଡାଇ୧୫ା୫ : କେନ୍ଦ୍ରାପଡ଼ା ଜିଲା  ପଟ୍ଟାମୁଣ୍ଡାଇ ଥାନା ଗାଙ୍ଗପଡା ପଞ୍ଚାୟତର ସୋବଳା ଗାଁରେ ଅଗ୍ନିକାଣ୍ଡ ଘଟି ଦୈତାରୀ ଭୋଇଙ୍କ ୪ ବଖରା ଚାଳଘର ପୋଡି ପାଉଁଶ ହୋଇଯାଇଛି। ଘରେ ଧାନ ଚାଉଳ ଆସବାବପତ୍ର ଯାହା ଥିଲା ସବୁ ନିଆଁରେ ପୋଡ଼ିଯାଇଛି। ନିଆଁର ଭୟାବହତା ଏତେ ପ୍ରଖର ଥିଲା ଯେ ନିଆଁ ଦାଉରୁ କିଛି ଜିନିଷପତ୍ର ଉଦ୍ଧାର କରାଯାଇପାରି ନଥିଲା। ଅପରାହ୍ନ ୧୨ଟା ସମୟରେ ବିଦ୍ୟୁତ ସଟସର୍କିଟ ଯୋଗୁଁ ନିଆଁ ଲାଗିଯାଇଥିଲା। […]

କେନ୍ଦ୍ରାପଡ଼ା,୧୫ା୫ : ଭାରତ ପାକ୍ ଯୁଦ୍ଧରେ ଅସୀମ ବୀରତ୍ୱ ଓ ଦେଶଭକ୍ତିର ପରାକାଷ୍ଠା ଦେଖାଇ ସହୀଦ ହୋଇଥିବା ବୀର ଜବାନଙ୍କ ଅମର ଆତ୍ମା ପ୍ରତି ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛି କେନ୍ଦ୍ରାପଡା ଜିଲ୍ଲା କଂଗ୍ରେସ କମିଟି। ଏହି ଉପଲକ୍ଷେ କେନ୍ଦ୍ରାପଡା ସହରର କଜଳାସ୍ଥିତ ଜିଲ୍ଲା କଂଗ୍ରେସ ଭବନ ପରିସରରେ ଥିବା ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତି ନିକଟରେ ଜିଲ୍ଲା କଂଗ୍ରେସ ସଂଯୋଜକ ପ୍ରଫୁଲ୍ଲ କୁମାର ଦାସଙ୍କ ନେତୃତ୍ୱରେ କଂଗ୍ରେସ ଦଳର ନେତା […]

କେନ୍ଦ୍ରାପଡ଼ା,୧୪ା୫: କେନ୍ଦ୍ରାପଡ଼ାରେ ପ୍ରବଳ ଗ୍ରୀଷ୍ମପ୍ରବାହ ଯୋଗୁଁ ଲୋକମାନେ ନାହିଁନଥିବା ସମସ୍ୟାରେ ସମ୍ମୁଖୀନ ହେଉଥିବା ବେଳେ ଅଘୋଷିତ ବିଦ୍ୟୁତ କାଟ ସେମାନଙ୍କ ସମସ୍ୟାକୁ ଆହୁରି ଅଧିକ ବଢାଇ ଦେଇଛି। ବିଶେଷତଃ କେନ୍ଦ୍ରାପଡା ବିଦ୍ୟୁତ ଡିଭିଜନ ଅଧିନ ୨ନମ୍ବର ସେକ୍ସନର ଭରତପୁର, ମେହେନ୍ଦିପୁର, ଖଣ୍ଡିଆବନ୍ଧ, ପାରାଚକ,ଦିଆନପାଟଣା, ଜଗନ୍ନାଥପୁର, କନ୍ତିଆ ପ୍ରଭୃତି ଅଞ୍ଚଳରେ ଦୈନିକ ବିଭିନ୍ନ ସମୟରେ ୧୦ଘଣ୍ଟାରୁ ଉର୍ଦ୍ଧ୍ୱ ସମୟ ଧରି ଅଘୋଷିତ ବିଦ୍ୟୁତ କାଟ ହେଉଛି। ଦୈନିକ ସକାଳ ୮ଟାରୁ ୧୧ଟା, […]

ପଟ୍ଟାମୁଣ୍ଡାଇ ୧୪/୫ -କେନ୍ଦ୍ରାପଡ଼ା ଜିଲା ଅବକାରୀ ବିଭାଗ ପକ୍ଷରୁ ବୁଧବାର କେନ୍ଦ୍ରାପଡା, ଆଳି ଓ ନିକିରାଇ ଥାନା ଅଂଚଳର ବିଭିନ୍ନ ସ୍ଥାନରେ ଚଢାଉ କରାଯାଇ ୧୫୫ ଲିଟର ଦେଶୀ ବିଦେଶୀ ମଦ ଜବତ । ଜଣେ ମହିଳା ସମେତ ୫ ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି।କେନ୍ଦ୍ରାପଡା ଜିଲ୍ଲାପାଳଙ୍କ ନିର୍ଦ୍ଦେଶକ୍ରମେ ଅବକାରୀ ଅଧୀକ୍ଷକ ବିପ୍ର ମଣ୍ଡଳଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଅବକାରୀ ନିରିକ୍ଷକ ହିତାଂଶୁ ଶେଖର ମଲ୍ଲିକ, ଅବକାରୀ ଉପନିରିକ୍ଷକ ଧର୍ମପଦ ଦାସ, […]

କେନ୍ଦ୍ରାପଡା ବିଶ୍ୱ ସମ୍ବାଦ କେନ୍ଦ୍ର ପକ୍ଷରୁ ନାରଦ ଜୟନ୍ତୀ ପାଳିତ ପଟ୍ଟାମୁଣ୍ଡଇ୧୩-୫ -ବିଶ୍ୱ ସମ୍ବାଦ କେନ୍ଦ୍ର, କେନ୍ଦ୍ରାପଡା ଶାଖା ପକ୍ଷରୁ ପଟ୍ଟାମୁଣ୍ଡାଇ ସରସ୍ୱତି ଶିଶୁ ମନ୍ଦିର ସମ୍ମିଳନୀ କକ୍ଷରେ ମଙ୍ଗଳବାର ସନ୍ଧ୍ୟାରେ ବିଶ୍ୱର ଆଦ୍ୟ ପତ୍ରକାର ଦେବର୍ଷି ନାରଦ ମୁନିଙ୍କ ପବିତ୍ର ଜୟନ୍ତୀ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ବିଶ୍ୱ ସମ୍ବାଦ କେନ୍ଦ୍ର ସଭ୍ୟ ସୁଧାଂଶୁ ତ୍ରିପାଠୀଙ୍କ ପୌରହିତରେ ଆୟୋଜିତ ସଭାରେ ମୁଖ୍ୟଅତିଥି ଭାବେ ଗାଳ୍ପିକ ପ୍ରଦୀପ ନାୟକ ଏବଂ ମୁଖ୍ୟବକ୍ତା […]

ପଟ୍ଟାମୁଣ୍ଡାଇ ୧୨/୫ -କେନ୍ଦ୍ରାପଡା ଜିଲାବାସୀଙ୍କୁ କଲବଲ କରୁଛି ଅଘୋଷିତ ବିଦ୍ୟୁତ କାଟ୍ । ଦିନ ହେଉ ବା ରାତି, ନିୟମିତ ଘଂଟା ଘଂଟା ବିଦ୍ୟୁତ କାଟ ଯୋଗୁ ଜନ ଜୀବନ ଅସ୍ତବ୍ୟସ୍ତ ହୋଇ ପଡୁଛି । ଜନସାଧାରଣଙ୍କୁ ଗ୍ରୀଷ୍ମ ପ୍ରବାହରୁ ରକ୍ଷା କରିବା ନିରନ୍ତର ବିଦ୍ୟୁତ ସେବା ଯୋଗାଇବା ସହିତ ଅଘୋଷିତ ବିଦ୍ୟୁତକାଟ ବନ୍ଦ ପାଇଁ ସରକାର କଡା ନିର୍ଦେଶ ଦେଇଛନ୍ତି ।ସହର ହେଉ ଅବା ଗ୍ରାମାଂଚଳ ପ୍ରତି ଦିନ […]

କେନ୍ଦ୍ରାପଡା ୧୦/୫:  କେନ୍ଦ୍ରାପଡା ବିଧାୟକ ଗଣେଶ୍ୱର ବେହେରା ଶନିବାର କେନ୍ଦ୍ରାପଡ଼ା ସ୍ୱୟଂ ଶାସିତ ମହାବିଦ୍ୟାଳୟ ପରିଦର୍ଶନ କରିବା ସହିତ କଲେଜ ଅଧ୍ୟକ୍ଷଙ୍କ ସହ ମହାବିଦ୍ୟାଳୟର ବିଭିନ୍ନ ସମସ୍ୟା ଓ ତାହାର ନିରାକରଣ ବିଷୟରେ ଆଲୋଚନା କରିଥିଲେ। ମୁଖ୍ୟତଃ ଜମି ସମସ୍ୟା, କଲେଜର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ, କିଛି ନୂତନ ପ୍ରକଳ୍ପ ଓ ଏକ ବିଜ୍ଞାନ ରିସର୍ଚ୍ଚ ଲ୍ୟାବର ପ୍ରତିଷ୍ଠା ପାଇଁ ଆଲୋଚନା ହୋଇଥିଲା । କଲେଜର ବିଭିନ୍ନ ସମସ୍ୟା […]

ପଟ୍ଟାମୁଣ୍ଡାଇ ୯/୫ – ଭାରତର ବୀର ଯବାନ ପାକିସ୍ତାନର ଆତଙ୍କବାଦୀ କାର୍ଯ୍ୟକ୍ରମକୁ ଦମନ କରିବା ପାଇଁ ଅପରେସନ ସିନ୍ଦୁର ଜାରି କରି ଯେଉଁ ସାହସ, ପରାକ୍ରମ ଓ ଶକ୍ତି ପ୍ରଦର୍ଶନ କରିଛନ୍ତି ତାର ସମ୍ମାନର୍ଥେ ଶୁକ୍ରବାର ସଂନ୍ଧ୍ୟାରେ ପଟ୍ଟାମୁଣ୍ଡାଇ ବିକାଶ ପରିଷଦ ପକ୍ଷରୁ ଭାରତୀୟ ସେନାକୁ ସାଲାମୀ ଉପଲକ୍ଷେ ଏକ ଶୋଭଯାତ୍ରା କରାଯାଇଛି । ଏହି ଶୋଭଯାତ୍ରା ପଟ୍ଟାମୁଣ୍ଡାଇ ବାଇପାସ ଛକରୁ ବାହାରି ବଜାର ପରିକ୍ରମା କରିବା ପରେ ଆମ୍ବେଦକର […]

Breaking News