କେନ୍ଦ୍ରାପଡା,୨୨ା୩: ୨୧ ମାର୍ଚ୍ଚ ବିଶ୍ୱ କବିତା ଦିବସ ଅବସରରେ ମାନବ ସଭ୍ୟତାର ସୂକ୍ଷ୍ମ ଅବବୋଧ ନିର୍ମାଣରେ କବିତାର ଗୁରୁତ୍ୱପୂର୍ଣ୍ଣ ଭୂମିକାକୁ ସ୍ୱୀକାର କରାଯାଇଛି। ଏହି ଅବସରରେ ସାଂସ୍କୃତିକ ଅନୁଷ୍ଠାନ କେନ୍ଦ୍ରାପଡ଼ା ଇଭେଣ୍ଟ ମ୍ୟାନେଜରର୍ସ ଓ ସିମ୍ଫୋନି ତରଫରୁ ବିଶ୍ୱ କବିତା ଦିବସ ପାଳନ କରାଯାଇଛି। “ନୂଆ କବିତାର ମାରାଥନ’ ଓ ମୋ ପାଇଁ କବିତା’ ଶୀର୍ଷକ ଆଲୋଚନା ଓ ଏକ ଅର୍ଖ ନୂତନ କବିତା ଆସର ଅନୁଷ୍ଠିତ ହୋଇଯାଇଛି । […]

କେନ୍ଦ୍ରାପଡ଼ା,୨୨ା୩: କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟର ନୂତନ ଅଧ୍ୟକ୍ଷ ଭାବେ ପ୍ରଫେସର ଡ. ସଞ୍ଜୀବ କୁମାର ମହାନ୍ତି ଶନିବାର ଯୋଗଦେଇଛନ୍ତି। ଏଠାରେ ଅତିରିକ୍ତ ଦାୟିତ୍ୱରେ ଥିବା ଇନ୍ଦୁପୁର ବିରୂପା ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରଫେସର ଅଭିଜତ ବୋଷ ଡ. ମହାନ୍ତିଙ୍କୁ ଦାୟିତ୍ୱ ହସ୍ତାନ୍ତର କରିଛନ୍ତି। ପ୍ରାୟ ଏକ ବର୍ଷରୁ ଉର୍ଦ୍ଧ୍ୱ ହେବ ଏହି ପଦବୀରେ ବିରୂପା ମହାବିଦ୍ୟାଳୟର ଅଧ୍ୟକ୍ଷ ଅତିରିକ୍ତ ଦାୟିତ୍ୱରେ ଥିଲେ। ଜଗତସିଂହପୁର ଜିଲାର ରାହାମାସ୍ଥିତ ଶାରଳା ମହାବିଦ୍ୟାଳୟର ପଦାର୍ଥ ବିଜ୍ଞାନ […]

ପଟ୍ଟାମୁଣ୍ଡାଇ ତା ୨୦/୩-ରାଜନଗର ନିର୍ବାଚନମଣ୍ଡଳୀ ତଥା ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ନଦୀ ନାଳ ଘେରା ଶ୍ରୀରାମପୁର ପଞ୍ଚାୟତବାସୀଙ୍କୁ ଉତ୍ତମ ଗମନାଗମନ ସୁବିଧା ଯୋଗାଇବା ସହିତ ଏହି ପଂଚାୟତକୁ ଆଳି ନିର୍ବାଚନ ମଣ୍ଡଳୀ ସହିତ ସଂଯୋଗ କରିବାକୁ ପାଳପାଟଣା-ମାସାହାଣୀ ସେତୁ ନିର୍ମାଣ କରିବା ପାଇଁ ସରକାରୀ ସ୍ୱୀକୃତି ପ୍ରଦାନ କରାଯାଇଛି । ରାଜ୍ୟ ସରକାରଙ୍କ ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ସରକାରୀ ଚିଠି ନଂ ୨୮୫୪୧୫୦୦୦୪୨୦୨୪ ରେ ସରକାରୀ ସ୍ୱୀକୃତି ପ୍ରଦାନ […]

କେନ୍ଦ୍ରାପଡ଼ା,୧୯ା୩: କେନ୍ଦ୍ରାପଡା ସହର ସମେତ ଆଖପାଖ ଅଞ୍ଚଳରେ ବଡ ଧୁମଧାମରେ ପଞ୍ଚୁଦୋଳ ମେଳଣ ଓ ହୋଲି ଉତ୍ସବ ପାଳିତ ହୋଇଯାଇଛି । ଏହି ଅବସରରେ କେନ୍ଦ୍ରାପଡାର ଆରାଧ୍ୟ ପ୍ରଭୁ ଶ୍ରୀବଳଦେବଜୀଉଙ୍କ ଛାମୁ ମେଳଣରେ ବିଭିନ୍ନ ଅଞ୍ଚଳରୁ ଆସିଥିବା ରାଧାକୃଷ୍ଣଙ୍କ ଯୁଗଳ ମୂର୍ତ୍ତି ବିମାନରେ ସଜ୍ଜିତ ହୋଇ ବାଜାବଜାଇ, ବାଣଫୁଟାଇ ରୋଷଣିକରି ଯୋଗ ଦେଇଥିଲେ । ମଙ୍ଗଳବାର ରାତିରେ ବହୁ ଦୋଳ ବିମାନ ସହରସ୍ଥିତ ପୁରୁଣା ବସ୍‌ଷ୍ଟାଣ୍ଡରେ ଅନୁଷ୍ଠିତ ମେଲଣରେ ଏକାଠି […]

କେନ୍ଦ୍ରାପଡ଼ା, ୧୭ା୩: ସମାନ କାମ ପାଇଁ ସମାନ ଦରମା ଏବଂ ସମାନ ପଦବୀ ନୀତି ହେଉ। ଅନୁଦାନ ପ୍ରାପ୍ତ ମହାବିଦ୍ୟାଳୟ ଗୁଡିକୁ ସରକାରୀ ଘୋଷଣା କରାଯାଉ। ଜିଲ୍ଲାର ସର୍ବ ପୁରାତନ ଶିକ୍ଷାନୁଷ୍ଠାନ କେନ୍ଦ୍ରାପଡ଼ା ସ୍ୱୟଂଶାସିତ ମହାବିଦ୍ୟାଳୟକୁ ବିଶ୍ୱବିଦ୍ୟାଳୟର ମାନ୍ୟତା ମିଳୁ ବୋଲି ଅଖିଳ ଭାରତୀୟ ରାଷ୍ଟ୍ରୀୟ ଶୈକ୍ଷିକ ମହାସଂଘ ଜିଲ୍ଲା ବୈଠକରେ ବକ୍ତାମାନେ ମତବ୍ୟକ୍ତ କରିଛନ୍ତି। ଏହି ବୈଠକ କେନ୍ଦ୍ରାପଡ଼ା ସ୍ୱୟଂଶାସିତ ମହାବିଦ୍ୟାଳୟ ଗାନ୍ଧୀ ଭବନରେ ଅନୁଷ୍ଠିତ ହୋଇଥିଲା। ପଟ୍ଟାମୁଣ୍ଡାଇ […]

କେନ୍ଦ୍ରାପଡ଼ା, ୧୬ା୩ : କେନ୍ଦ୍ରାପଡ଼ା ଜିଲ୍ଲାର ରାଜକନିକା ବ୍ଲକ୍‌ରେ ୬ଶହ ବର୍ଷର କନିକା ରାଜମେଳଣ ଆନନ୍ଦ ଉତ୍ସାହର ସହିତ ଶେଷ ହୋଇଛି। ପାଂଚଦିନ ଧରି କାଳିକାପୁର, ଆୟତନ, ଦେଉଳି ଏବଂ ଗିରୀଆ ମେଳଣ ଉତ୍ସବ ପରେ କନିକାର ପ୍ରସିଦ୍ଧ ମେଳଣ ଉତ୍ସବର ଶେଷ ଦିନ କନିକା ରାଜପ୍ରସାଦ ଆଗରେ ରାଜ ମେଳଣ ଶାନ୍ତି ଶୃଙ୍ଖଳାର ସହ ଶେଷ ହୋଇଛି। ଏହି ରାଜ ମେଳଣ ଉତ୍ସବକୁ ଦେଖିବା ପାଇଁ ଲୋକେ ପ୍ରତିବର୍ଷ […]

କେନ୍ଦ୍ରାପଡ଼ା, ୧୩ା୩: ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ, ଓଡ଼ିଶା ସରକାରଙ୍କ ଦ୍ୱାରା ନାନୋ ୟୁନିକର୍ନ୍ ଯୋଜନାର ସଫଳତା ନିମନ୍ତେ ଜିଲ୍ଲା ପ୍ରଶାସନ ଏବଂ ଜିଲ୍ଲା ଦକ୍ଷତା ବିକାଶ ଓ ନିୟୋଜନ କାର୍ଯ୍ୟାଳୟ ନାନୋ ୟୁନିକର୍ନ୍ ଯୋଜନା ମାଧ୍ୟମରେ ଦକ୍ଷତା ବିକାଶ ତାଲିମ ପ୍ରଦାନ ପାଇଥିବା ପ୍ରାର୍ଥୀ ଓ ପ୍ରାର୍ଥୀନୀ ମାନଙ୍କୁ ଉଦ୍ୟୋଗତା ରୂପେ ଆତ୍ମ ନିର୍ଭରଶୀଳ ହେବା ନିମନ୍ତେ ଏକ ଦଶ ଦିନିଆ ତାଲିମ ପ୍ରଦାନ କାର୍ଯ୍ୟକ୍ରମ […]

କେନ୍ଦ୍ରାପଡ଼ା,୧୩ା୩: ଧାନର ମାନ ଉନ୍ନତ ଥିଲେ କଟନୀ ଛଟନୀ ହେବ ନାହିଁ ବୋଲି ସରକାର ନିୟମ ରହିଛି। କିନ୍ତୁ ସରକାରୀ ନିୟମକୁ ମାନିବାକୁ ସମିତି ସାମ୍ପାଦକମାନେ ରାଜି ନୁହନ୍ତି। ସେମାନେ କଟନୀ ଛଟନୀ କରିବା ପାଇଁ କଳ, ବଳ, କୌଶଳ ପ୍ରୟୋଗ କରୁଛନ୍ତି। ଯଦି ଚାଷୀ ଦେଇଥିବା ଧାନର ମାନ ଉତ୍କୃଷ୍ଟ ରହିଛି ତେବେ ଟାର୍ଗେଟ୍ ନ ଥିବା ଭୟ ଦେଖାଉଛନ୍ତି। ଫଳରେ ବହୁ କଷ୍ଟ କରି ମଣ୍ଡିକୁ ଧାନ […]

କେନ୍ଦ୍ରାପଡ଼ା, ୧୩ା୩: କେନ୍ଦ୍ରାପଡା ସହରର ନୂଆ ବସ୍‌ଷ୍ଟାଣ୍ଡସ୍ଥିତ ବଡକୋଠା ଠାରେ ଦୋଳ ମେଳଣ ଅନୁଷ୍ଠିତ ହୋଇଯାଇଛି । କାକଟର ରାଧାଗୋବିନ୍ଦଜୀଉଙ୍କ ନିମନ୍ତ୍ରଣରେ ସହର ଓ ଆଖାପାଖ ଅଞ୍ଚଳରୁ ୮ଟି ବିମାନରେ ରାଧାଗୋବିନ୍ଦଜୀଉ ଆସି ବଡକୋଠା ଠାରେ ଏକାଠି ହୋଇ ଭୋଗ ଖାଇଥିଲେ । ପ୍ରଥମେ କାକଟର ରାଧାଗୋବିନ୍ଦଜୀଉ ପୂର୍ବାହ୍ନ ୧୦ଟା ବେଳେ ଆସି ଦୋଳବେଦୀ ଉପରେ ବସିଥିଲେ । ଏହାପରେ ଇଚ୍ଛାପୁରର ରଘୁନାଥଜୀଉ, ଗଣାମାହାଲର ବିନୋଦବିହାରୀଜୀଉ, ବଣିଆମାଳର ତ୍ରିପାଠୀ ସାହି […]

ଭୁବନେଶ୍ୱର,୧୨/୩- କଂଗ୍ରେସ ନେତା ତାରା ବାହିନୀପତିଙ୍କ ସସପେଣ୍ଡ ଘଟଣାକୁ ନେଇ ରାଜ୍ୟ ରାଜନୀତି ସରଗରମ ରହିଛି। ଏ ପ୍ରସଙ୍ଗରେ ବଡ଼ ବୈଠକ କରିଛି ବଂଗ୍ରେସ। ଯେଉଁଥିରେ ଦଳର ବହୁ ବଡ଼ ବଡ଼ ନେତା ଯୋଗ ଦେଇଥିଲେ। ତେବେ ବୈଠକ ପରେ ଦଳ ନେଇଛି ବନ ନିଷ୍ପତ୍ତି। ଯାହାକୁ ନେଇ ଏବେ ଟେନଶନରେ ଭାଜପା। ଆସନ୍ତା ୨୭ରେ ବିଧାନସଭା ଘେରିବାକୁ ଯାଉଛି କଂଗ୍ରେସ। ଏନେଇ ସୂଚନା ଦେଇଛନ୍ତି ପିସିସି ସଭାପତି ଭକ୍ତ […]

Breaking News