ପଟ୍ଟାମୁଣ୍ଡାଇ କଲେଜରେ ଏଚଆରସି ସଚେତନତା ସଭା ପଟ୍ଟାମୁଣ୍ଡାଇ ୧/୯-ଆମ ରାଜ୍ୟରେ ଗଣମାଧ୍ୟମରେ ନିୟମିତ ଆତ୍ମହତ୍ୟା ସମ୍ପର୍କିତ ଖବର ପ୍ରକାଶ ପାଇବା ଯୋଗୁ ତାହା ସ୍ଥଳବିଶେଷରେ ବିଷମ ସ୍ଥିତି ସୃଷ୍ଟି କରୁଛି। ଓଡିଶାରେ ଆତ୍ମହତ୍ୟାର ସଂଖ୍ୟା ଜାତୀୟ ହାରଠାରୁ ଅଧିକ ହୋଇଥିବା ବେଳେ ସେଥିରେ ଛାତ୍ରୀଛାତ୍ର ମହଲରେ ଦେଖା ଦେଇଥିବା ଆତ୍ମହତ୍ୟା ପ୍ରବଣତା ଏକ ଚିନ୍ତାଜନକ ବିଷୟ । ଏଭଳି ହୀନ ମାନସିକତା ବିରୋଧରେ ଜନ ସଚେତନତା ସୃଷ୍ଟି କରିବା ପାଇଁ […]

କେନ୍ଦ୍ରାପଡା ୭/୮ – ସାରା ରାଜ୍ୟରେ ଆଲୋଡନ ସୃଷ୍ଟି କରିଥିବା କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ ବଡ଼ପଡା ପଂଚାୟତ କାଠିଆପଡା ଗ୍ରାମର ଛାତ୍ରୀ ପି ଡି ସଂଗୀତା ନିଆଁରେ ପୋଡି ମୃତଙ୍କ ପାଇଁ ମୁଖ୍ୟ ମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ କେନ୍ଦ୍ରାପଡା ବିଧାୟକ ଗଣେଶ୍ୱର ବେହେରାଙ୍କ ନେତୃତ୍ୱରେ ବିଜେଡିର ଶତାଧିକ କର୍ମିର୍ ଜିଲ୍ଲାପାଳଙ୍କୁ ଏକ ସ୍ମାରକ ପତ୍ର ଦେଇଥିଲେ । ଏହି ସ୍ମାରକ ପତ୍ରରେ ଉଲ୍ଲେଖ ଅଛି ଯେ ରାଜ୍ୟରେ ଆଇନ ଶୃଙ୍ଖଳା […]

Kendrapara odisha pattamundai ୨୯/୭ -କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଂଚଳ ଥାନା ଅନ୍ତର୍ଗତ ଶ୍ରୀରାମପୁର ପଂଚାୟତ ପାଳପାଟଣା ଗ୍ରାମର ଜଣେ (61 years old man died after washed away in flood water)ବ୍ୟକ୍ତି ବ୍ରାହ୍ମଣୀ ନଦୀ ବନ୍ୟା ଜଳରେ ଭାସିଯାଇ ମୃତ୍ୟୁ ବରଣ କରିଛନ୍ତି। ମୃତକ ଜଣକ ହେଲେ ଉପରିସ୍ଥ ଗ୍ରାମର ଦିନବନ୍ଧୁ ଧଳ (୬୧) ବୋଲି ଜଣାପଡିଛି। ବନ୍ୟା ସ୍ରୋତରେ ଭାସି ଯାଉଥିବା ବାଇକ ଚାଳକ […]

କେନ୍ଦ୍ରାପଡା,୨୧ା୭:  କେନ୍ଦ୍ରାପଡା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ପଟ୍ଟାମୁଣ୍ଡାଇ ଧୋୟାଂଚଳ ଦେଇ ପ୍ରବାହିତ ବ୍ରାହ୍ମଣୀ, ବୈତରଣୀ, କାଣୀ ଆଦି ନଦୀର ତଟବର୍ତ୍ତୀ ଅଞ୍ଚଳବାସୀ ବର୍ଷା ଦିନ ଆସିଲେ ଭୟରେ କାଳାତିପାତ କରନ୍ତି। ଏହି ସବୁ ନଦୀରେ ପ୍ରାୟ ପ୍ରତିବର୍ଷ ବନ୍ୟା ହେଉଥିବାବେଳେ ଚଳିତ ବନ୍ୟା ଲୋକଙ୍କ ଆର୍ଥିକ ମେରୁଦଣ୍ଡକୁ ଦୋହଲାଇ ଦେଇଛି। ତଥାପି ବନ୍ୟାର ସ୍ଥାୟୀ ପ୍ରତିକାର ଦିଗରେ ଦୃଢ଼ ପଦକ୍ଷେପ ନିଆଯାଇପାରିନାହିଁ। କେବଳ ସମ୍ଭାବ୍ୟ ବନ୍ୟାର କିଛିଦିନ ପୂର୍ବରୁ ଏବଂ […]

ପଟ୍ଟାମୁଣ୍ଡାଇ ୨୦/୭-ପଟ୍ଟାମୁଣ୍ଡାଇ ଅଂଚଳରେ ଦେଖା ଦେଇଥିବା ବନ୍ୟା ପରିସ୍ଥିତିରେ ଧୀରେ ଧୀରେ ହ୍ରାସ ପାଇବାରେ ଲାଗିଛି ।ବନ୍ୟା ଅଂଚଳ ଚାଷଜମି ଜଳମଗ୍ନ ରହିଛି । ହଜାର ହଜାର ଏକର ଚାଷ ଜମି (Farmland) ବନ୍ୟାଜଳରେ ବୁଡି ରହିଥିବାରୁ ପନିପରିବା Vegetable ସମେତ ବିଭିନ୍ନ ଫସଲହାନୀ Crop damage ଘଟିଛି । ଗୃହପାଳିତ ପ୍ରାଣୀ Domestic animal ଚରିବା ପାଇଁ ଯାଉପାରୁ ନାହାଁନ୍ତି । ଗୋଖାଦ୍ୟ ଅଭାବରୁ ବନ୍ୟା ଘେରରେ ଥିବା […]

ବହୁ ଅଂଚଳ ବାହ୍ୟଜଗତରୁ ବିଛିନ୍ନ ଗୃହପାଳିତ ପ୍ରଣୀଙ୍କ ପାଇଁ ଗୋ ଖାଦ୍ୟ ଯୋଗାଇବାକୁ ଦାବୀ  କୁମ୍ଭୀର ଦେଖାଯାଉଥିବାରୁ ଲୋକେ ଆତଙ୍କିତ  ପଟ୍ଟାମୁଣ୍ଡାଇ୧୮/୭ – ପଟ୍ଟାମୁଣ୍ଡାଇ ବ୍ଲକ ଧୋୟାଂଚଳର ବାସୀ ଗତ ୨ ସପ୍ତା ହେବ ବନ୍ୟାରେ ଆଉଟୁ ପାଉଟୁ ହେଉଥିବା ବେଳେ ଗତ ୪ ଦିନ ହେବ ଜଳବନ୍ଦୀ ଅବସ୍ଥାରେ ରହିଛନ୍ତି। ପଟ୍ଟାମୁଣ୍ଡାଇ ବ୍ଲକର ୧୦ ପଂଚାୟତର ୬୦ହଜାରରୁ ଉର୍ଦ୍ଧ ଲୋକ ଓ ପୌରାଂଚଳର ୧୧ଟି ୱାର୍ଡର ୧୧ହଜାର ଲୋକ […]

କେନ୍ଦ୍ରାପଡ଼ା,୧୬ା୭ :କେନ୍ଦ୍ରାପଡ଼ା ଜିଲ୍ଲାର ମାର୍ଶାଘାଇ ଥାନା ଅନ୍ତର୍ଗତ ରାମିଆଗଞ୍ଜ ଗ୍ରାମରୁ ଜଣେ କନିଷ୍ଠ ଯନ୍ତ୍ରୀଙ୍କ ଘରୁ ୩୦ ଳକ୍ଷ ଟଙ୍କାର ସୁନା ଗହଣା ଚୋରି ହୋଇଛି। ଏ ନେଇ କନିଷ୍ଠ ଯନ୍ତ୍ରୀ ଜଣକ ମାର୍ଶାଘାଇ ଥାନାରେ ଅଭିଯୋଗ କରିବା ପରେ ପୋଲିସ ସନ୍ଧାନୀ କୁକୁର ଓ ସାଇଣ୍ଟିଫିକ ଟିମ ସହ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ କରିଛି। କନିଷ୍ଠ ଯନ୍ତ୍ରୀ କମଳ ଲୋଚନ ଲେଙ୍କା କୌଣସି କାର୍ଯ୍ୟରେ ମଙ୍ଗଳବାର କେନ୍ଦ୍ରାପଡ଼ା […]

କେନ୍ଦ୍ରାପଡ଼ା,୧୧/୭: ଓଡ଼ିଶୀ ନୃତ୍ୟଗୁରୁ କେନ୍ଦ୍ରାପଡ଼ା ମାଟିର ଝିଅ ଭାନୁପ୍ରିୟା ଖଟୁଆଙ୍କୁ ବଙ୍ଗରତ୍ନ ସମ୍ମାନରେ ସମ୍ମାନୀତ କରାଯାଇଛି । ଭାରତ ସରକାରଙ୍କ ଅଧିନସ୍ଥ କଲଚରାଲ ଡ଼େଭଲମେଣ୍ଟ ଫାଉଣ୍ଡେସନ ପକ୍ଷରୁ ପଶ୍ଚିମବଙ୍ଗର କୋଲକାତା ଠାରେ ଆୟୋଜିତ ଆନ୍ତର୍ଜାତୀୟ ମେଗା ସୁପରକ୍ଲାସ୍ ଡ଼୍ୟାନ୍ସ ଓ ମ୍ୟୁଜିକ୍ ଫେଷ୍ଟିଭାଲ ରେ ସୁଶ୍ରୀ ଭାନୁପ୍ରିୟାଙ୍କୁ ଏହି ସମ୍ମାନ ମିଳିଛି । କେନ୍ଦ୍ରାପଡ଼ାର ସର୍ବପ୍ରାଚୀନ ଗୋକୁଳ ଚନ୍ଦ୍ର ସଂଗୀତ ସଦନରେ ଓଡ଼ିଶୀ ନୃତ୍ୟ ଶିକ୍ଷା ଦେଉଥିବା ସୁଶ୍ରୀ ଭାନୁପ୍ରିୟା […]

ପଟ୍ଟାମୁଣ୍ଡାଇ ୧୧/୭– ଆଗାମୀ ଦୁଇ ହଜାର ତିରିଶି ସୁଦ୍ଧା ଦୀର୍ଘ ସ୍ଥାୟୀ ଯୋଜନା ମାଧ୍ୟମରେ ଆଗାମୀ ପିଢ଼ିକୁ ସମସ୍ତ ସୁରକ୍ଷା ପ୍ରଦାନ ଲକ୍ଷରେ ପଟ୍ଟାମୁଣ୍ଡାଇ ବ୍ଲକ୍ ସମ୍ମିଳନୀ କକ୍ଷରେ ତାଲିମ ଶିବିର ଦୁଇଦିନ ଧରି ଅନୁଷ୍ଠିତ ହୋଇ ଶୁକ୍ରବାର ଉଦଯାପିତ ହୋଇଯାଇଛି । ପଂଚାୟତର ଆଗ ଧାଡ଼ିର ଯୋଦ୍ଧା ଯଥା- ଆଶା, ଅଙ୍ଗନବାଡି କର୍ମୀ,ଶିକ୍ଷକ,ସରପଂଚ, ଜିଆରଏସ,ଏମବିକେ ,ପିଇଓ, ଗ୍ରାମସେବକ ଭଳି ପଂଚାୟତର ଯୋଦ୍ଧା ମାନଙ୍କ କର୍ମଶାଳା ଅନୁଷ୍ଠିତ ହୋଇଥିଲା। ଏହି […]

ପାଣିରେ ଭାସୁଛି ସୁନା ଫସଲ ବ୍ୟାପକ ଫସଲ ଓ ପନିପରିବା ନଷ୍ଟ ପରିବା ଦର ଆକାଶ ଛୁଆଁ   ପଟ୍ଟାମୁଣ୍ଡାଇ ୧୧/୭ – ବାରମ୍ବାର ଲଘୁଚାପ ଜନିତ ଲଗାଣବର୍ଷା ଓ ରେଙ୍ଗାଲି ପାଣି ଛାଡିବା ଯୋଗୁଁ କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଧୋୟାଂଚଳରେ ଦେଇ ପ୍ରବାହିତ ବ୍ରାହ୍ମଣୀ, ବୈତରଣୀ ଓ କାଣୀ ନଦୀରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇ ଗତ ତିନିଦିନ ହେବ ପାଣି ସ୍ଥିର ରହିଛି । କିଛି ଅଂଶର […]

Breaking News