ଦୁବାଇ ୪ା୩- ଆଇସିସି ଚାମ୍ପିୟନ୍ସ ଟ୍ରଫିର ଫାଇନାଲରେ ପ୍ରବେଶ କରିଛି ଟିମ ଇଣ୍ଡିଆ। ମଙ୍ଗଳବାର ଦୁବାଇ ଇଣ୍ଟରନ୍ୟାସନାଲ ଷ୍ଟାଡିୟମଠାରେ ଖେଳାଯାଇଥିବା ପ୍ରଥମ ସେମିଫାଇନାଲ ମ୍ୟାଚରେ ଅଷ୍ଟ୍ରେଲିଆକୁ ୪ ୱିକେଟରେ ପରାସ୍ତ କରି ଭାରତ ଫାଇନାଲରେ ପ୍ରବେଶ କରିଛି । ଏହା ସହିତ ୨୦୨୩ ବିଶ୍ୱକପ ଫାଇନାଲ ପରାଜୟର ପ୍ରତିଶୋଧ ନେଇଛି ଭାରତ । ଏହି ମ୍ୟାଚରେ ଅଷ୍ଟ୍ରେଲିଆ ପକ୍ଷରୁ ଭାରତ ଆଗରେ ବିଜୟ ପାଇଁ ୨୬୫ ରନର ଲକ୍ଷ୍ୟ ରଖାଯାଇଥିଲା […]

କେନ୍ଦ୍ରାପଡା, ତା.୦୪.୦୩.୨୦୨୫ରିଖ:- ପାଟକୁରା ବିଧାନସଭା ନିର୍ବାଚନ ମଣ୍ଡଳୀର ଉନ୍ନୟନ କମିଟିର ଏକ ବୈଠକ ଆଜି ପୂର୍ବାହ୍ଣ ଘ. ୧୦:୩୦ ମିନିଟ ସମୟରେ ଜିଲ୍ଲା ପରିଷଦ ସଭାଗୃହଠାରେ ଅରବିନ୍ଦ ମହାପାତ୍ର, ମାନ୍ୟବର ବିଧାୟକ ପାଟକୁରାଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ବିଧାୟକ ଶ୍ରୀ ମହାପାତ୍ର ପାଟକୁରା ବିଧାନସଭା ନିର୍ବାଚନ ମଣ୍ଡଳୀର ସମସ୍ତ ବିଭାଗୀୟ ବିକାଶମୂଳକ କାର୍ଯ୍ୟକ୍ରମର ପୁଙ୍ଖାନୁପୁଙ୍ଖ ଆଲୋଚନା କରିଥିଲେ । ଆଲୋଚ୍ୟ ବିଷୟବସ୍ତୁ ମଧ୍ୟରେ ରାସ୍ତା […]

କେନ୍ଦ୍ରାପଡା,୧ା୪: ପଞ୍ଚାୟତିରାଜ ଦିବସ ପରିବର୍ତ୍ତନକୁ ପ୍ରତିବାଦ କରି ବ୍ଲକ ଓ ନଗର ବିଜୁ ଜନତା ଦଳ କେନ୍ଦ୍ରାପଡା ଜିଲ୍ଲାପାଳଙ୍କ ଜରିଆରେ ରାଜ୍ୟପାଳଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି । ସୂଚନା ଯେ ରାଜ୍ୟ ସରକାର ଏକ ନିଷ୍ପତ୍ତି ନେଇ ମାର୍ଚ୍ଚ ୫ ତାରିଖ ପଞ୍ଚାୟତରାଜ ଦିବସ ଭାବେ ପାଳନ କରାଯିବ ନାହିଁ ବୋଲି ଗତକାଲି ଘୋଷଣା କରିଛନ୍ତି । ଏହି ନିଷ୍ପତ୍ତି ଦୁର୍ଭାଗ୍ୟଜନକ । ଓଡିଶାର ବରପୁତ୍ର ତଥା ରାଷ୍ଟ୍ରନାୟକ ବିଜୁ […]

ପଟ୍ଟାମୁଣ୍ଡାଇ ୩/୩ – ପଟ୍ଟାମୁଣ୍ଡାଇ ଉତିକଣ ଅଂଚଳର ଜଣେ ନାବାଳିକା +୨ କଲେଜ ଛାତ୍ରୀଙ୍କ ଆତ୍ମହତ୍ୟା ଘଟଣାରେ ପୋଲିସ ତନାଘନା ଆରମ୍ଭ କରିଛି। ଘଟଣାକୁ ନେଇ ପୋଲିସ ତଦନ୍ତ ଜାରି ରଖିଥିବା ବେଳେ ସୋମବାର ପୁର୍ବାହ୍ନରେ ସ୍ୱତନ୍ତ୍ର ତଦନ୍ତ ଅଧିକାରୀ ଟିମ୍ ଉକ୍ତ କଲେଜରେ ପହଂଚିଥିଲେ। ତଦନ୍ତଦଳ କଲେଜ ସିସିଟିଭି ଯାଂଚ କରିବା ସହ ପରିକ୍ଷା ନିରିକ୍ଷକ, ଆଭ୍ୟନ୍ତରିଣ ଦଳର ଜଣ ଜଣଙ୍କୁ ପଚରା ଉଚରା କରିବା ସହ ପରିକ୍ଷା […]

କେନ୍ଦ୍ରାପଡ଼ା,୩ା୩: ବାଞ୍ଛାନିଧି ଦାସ ଓ ଶ୍ରୀମତୀ ଦେବୀ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ଜଣେ କର୍କଟ ପିଡିତଙ୍କୁ ଆର୍ଥିକ ସହାୟତା ପ୍ରଦାନ କରାଯାଇଛି। ଟ୍ରଷ୍ଟର ମୁଖ୍ୟ ପୃଷ୍ଟପୋଷକ ଆମେରିକାସ୍ଥିତ ଆଲାସ୍କା ବିଶ୍ୱବିଦ୍ୟାଳୟର ଏମରିଟସ ପ୍ରଫେସର ଡ. ଦେବେନ୍ଦ୍ର କୁମାର ଦାସ ଏସମ୍ପର୍କରେ ଜିଲ୍ଲାର ଜଣାଶୁଣା ସମାଜସେବୀ ପ୍ରଦୀପ କୁମାର ମହାନ୍ତିଙ୍କ ଠାରୁ ଖବର ପାଇବା ପରେ ଟ୍ରଷ୍ଟ ପକ୍ଷରୁ ତୁରନ୍ତ ସହାୟତା ପ୍ରଦାନ କରିବାକୁ ପରାମର୍ଶ ଦେଇଥିଲେ। ଟ୍ରଷ୍ଟି ଭୁବନମୋହନ ଦାସ […]

କେନ୍ଦ୍ରାପଡ଼ା,୩ା୩: ନଡିଆବରେଇ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ମା’ଗଜଲକ୍ଷ୍ମୀ ସାଂସ୍କୃତିକ ପରିଷଦ ଓ ନଡିଆବରେଇ ଗ୍ରାମପଞ୍ଚାୟତର ଯୁବକସଙ୍ଘ ଦ୍ୱାରା ହାଇଟେକ ମେଡିକାଲ କଲେଜର ଅଭିଜ୍ଞ ଡାକ୍ତରମାନଙ୍କ ଦ୍ୱାରା ଏକ ମାଗଣା ବହୁବିଧ ମେଗା ସ୍ୱାସ୍ଥ୍ୟସେବା ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିସହିତ ଏହି ଶିବିରରେ ୭୫୦ଜଣ ରୋଗୀଙ୍କୁ ପରୀକ୍ଷା କରାଯାଇ ମାଗଣା ଔଷଧ ମଧ୍ୟ ବଣ୍ଟନ କରାଯାଇଥିଲା। ଏହି ଉପଲକ୍ଷେ ଧର୍ମପ୍ରକାଶ ମହାପାତ୍ରଙ୍କ ପୈାରହିତ୍ୟରେ ଅନୁଷ୍ଠିତ ସ୍ୱାସ୍ଥ୍ୟ ଶିବିର ଉଦଘାଟନୀ ଉତ୍ସବରେ […]

କେନ୍ଦ୍ରାପଡ଼ା, ୩ା୩: କେନ୍ଦ୍ରାପଡ଼ା ସଦର ମହକୁମାରେ ସୋମବାର ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ପୂର୍ବାହ୍ଣ ୧୦ ଟାରୁ ଅପରାହ୍ଣ ଗୋଟାଏ ପର୍ଯ୍ୟନ୍ତ କେନ୍ଦ୍ରାପଡ଼ା ପୈାରସଂସ୍ଥା ଟାଉନ୍‌ହଲ୍‌ରେ ଜିଲ୍ଲାପାଳ ସ୍ମୃତିରଞ୍ଜନ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ମିଳିତ ଜନ ଅଭିଯୋଗ ଶୁଣାଣି ଶିବିରରେ ଆରକ୍ଷୀ ଅଧୀକ୍ଷକ ସିଦ୍ଧାର୍ଥ କଟାରିଆ, ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ) ନୀଲୁ ମହାପାତ୍ର, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ […]

କେନ୍ଦ୍ରାପଡ଼ା, ୩ା୩: କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ସରକାରୀ ମାନ୍ୟତା ପ୍ରଦାନ, କଲେଜରେ ସ୍ଥାୟୀ ଅଧ୍ୟକ୍ଷ ନିଯୁକ୍ତି, ୫ବର୍ଷରୁ ଉର୍ଦ୍ଧ୍ୱ ସମୟ ଧରି ରହିଥିବା ଅଧ୍ୟାପକ/ଅଧ୍ୟାପିକାଙ୍କୁ ବଦଳି କରାଯିବା, ବର୍ଷବର୍ଷ ଧରି ଚାଲିଥିବା ବ୍ୟାପକ ହରିଲୁଟ, ଅନିୟମିତତା ଓ ଅରାଜକତା ପ୍ରଭୃତିର ତୁରନ୍ତ ଭିଜିଲାନ୍ସ ବିଭାଗ ଦ୍ୱାରା ତଦନ୍ତ କରାଯିବା ଦାବିରେ ପୁରାତନ ଛାତ୍ରମାନଙ୍କ ପକ୍ଷରୁ ଉଚ୍ଚଶିକ୍ଷା ମନ୍ତ୍ରୀ ସୂରଜ ସୂର୍ଯ୍ୟବଂଶୀଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି। ଉଚ୍ଚଶିକ୍ଷା ମନ୍ତ୍ରୀ […]

ଭୁବନେଶ୍ୱର: କିଛି ମାସ ପୂର୍ବରୁ ଦେଶ ବିଦେଶର ନିବେଶକମାନଙ୍କ ପାଇଁ ଓଡ଼ିଶା ଥିଲା ପ୍ରଥମ ପସନ୍ଦ। ମାତ୍ର ଓଡ଼ିଶା କ୍ରମଶଃ ନିବେଶକଙ୍କ ଆସ୍ଥା ହରାଉଥିବା ଦେଖିବାକୁ ମିଳୁଛି। ଓଡ଼ିଶାରେ ବିପୁଳ ନିବେଶ ନିମନ୍ତେ ଆଦାନୀ କମ୍ପାନୀ ‘ଉତ୍କର୍ଷ ଓଡ଼ିଶା’ ସମାବେଶରେ ଆଗ୍ରହ ପ୍ରକାଶ କରିଥିବା ସତ୍ୱେ ବର୍ତମାନ ଆସାମ, ପଶ୍ଚିମବଙ୍ଗ ଓ ମଧ୍ୟପ୍ରଦେଶ ମୁହାଁ ହେବା ରାଜ୍ୟର ଶିଳ୍ପ ଭବିଷ୍ୟତକୁ ଅନିଶ୍ଚିତ କରିଛି। ଅନୁରୂପ ଭାବରେ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ର ମୁଖ୍ୟ […]

ଦୁବାଇ୨ା୩- ଦୁବାଇ ଇଣ୍ଟରନ୍ୟାସନାଲ ଷ୍ଟାଡିୟମଠାରେ ଚାଲିଥିବା ଆଇସିସି ଚାମ୍ପିୟନ୍ସ ଟ୍ରଫିର ଏକ ମ୍ୟାଚରେ ନ୍ୟୁଜିଲାଣ୍ଡକୁ ୪୪ ରନରେ ପରାସ୍ତ କରିଛି ଭାରତ । ଭାରତ ପକ୍ଷରୁ ନ୍ୟୁଜିଲାଣ୍ଡ ଆଗରେ ୨୫୦ ରନର ଲକ୍ଷ୍ୟ ରଖାଯାଇଥିଲା । ତେବେ ନ୍ୟୁଜିଲାଣ୍ଡ ୪୫.୩ ଓଭରରେ ୨୦୫ ରନ କରି ଅଲଆଉଟ ହୋଇଯାଇଥିଲା । ଦଳ ପକ୍ଷରୁ କେନ ୱିଲିୟମସନ ୮୧ ରନକରିଥିବାବେଳେ ମିଚେଲ ସାଣ୍ଟନର ୨୮ରନ ଓ ୱିଲ ୟଙ୍ଗ ୨୨ ରନ […]

Breaking News