କେନ୍ଦ୍ରାପଡ଼ା, ୧୧.୦୬-ରାଜ୍ୟ ସରକାରଙ୍କ ମହିଳା, ଶିଶୁ ବିକାଶ ଓ ମିଶନଶକ୍ତି ବିଭାଗ ନିର୍ଦେଶରେ କେନ୍ଦ୍ରାପଡ଼ା ଜିଲ୍ଲା ମିଶନ ଶକ୍ତି ଭବନ ବରୋ ଠାରେ ଜିଲ୍ଲା ସ୍ତରୀୟ ସୁଭଦ୍ରା ଶକ୍ତି ପାରମ୍ପାରିକ ଖାଦ୍ୟ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି ।ଏଥିରେ ବ୍ଲକସ୍ତରୀୟ ସୁଭଦ୍ରା ଶକ୍ତି ପାରମ୍ପାରିକ ଖାଦ୍ୟ ପ୍ରତିଯୋଗିତାରେ ପ୍ରଥମ, ଦ୍ୱିତୀୟ ଓ ୩ୟ ସ୍ଥାନ ଅଧିକାର କରିଥିବା ଏସ୍ଏଚ୍ଜି ଗୃପ ଭାଗ ନେଇଥିଲେ।ଏହି ଜିଲ୍ଲା ସ୍ତରୀୟ ସୁଭଦ୍ରା ଶକ୍ତି ପାରମ୍ପାରିକ ଖାଦ୍ୟ […]
TOP STORIES
ପଟ୍ଟାମୁଣ୍ଡାଇ ୩୧/୫- କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ସଂସାରଫଳ ଗ୍ରାମର ଆରାଧ୍ୟ ଦେବାତା ଶ୍ରୀଶ୍ରୀ ଗୁପ୍ତେଶ୍ୱର ମହାଦେବ ମନ୍ଦିରରେ ଶୀତଳ ଷଷ୍ଠୀ ଯାତ୍ରା ପାଳିତ ଅବସରରେ ଶନିବାର ଦେବ ଦେବ ମହାଦେବ ଓ ମାତା ପାର୍ବତୀଙ୍କ ବିବାହ ମହୋତ୍ସବ ଦେବ ରିତୀକ୍ରାନ୍ତି ଅନୁସାରେ ପାଳିତ ହୋଇଯାଇଛି। ମନ୍ଦିରର ପରମ୍ପରାକୁ ନେଇ ପ୍ରଥମେ ମଙ୍ଗଳନ ଓ ପଞ୍ଚଦେବତା ପୁଜା କରିବା ପରେ ଗୋଧୁଳି ଲଗ୍ନରେ ବିବାହ କାର୍ଯ୍ୟ ସମ୍ପନ୍ନ ହୋଇଥିଲା । […]
ପଟ୍ଟାମୁଣ୍ଡାଇ ୨୭/୫-ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁଁ ଆଜି ପଟ୍ଟାମୁଣ୍ଡାଇ ପୌରପରିଷଦ ଅନ୍ତର୍ଗତ ୧୧ ନମ୍ବର ୱାର୍ଡ ଉବୁ ଟୂବୁ ହେବା ସହିତ କୁତ୍ରିମ ବନ୍ୟା ପରିସ୍ଥିତି ଦେଖାଦେଇଛି । ଉପଯୁକ୍ତ ଜଳ ନିଷ୍କାସନ ବ୍ୟବସ୍ଥା ନଥିବାରୁ ଅସରାଏ ବର୍ଷାରେ ମୁସଲମାନ ବସ୍ତି ରେ ଥିବା ଲୋକମାନଙ୍କ ଘରେ ବର୍ଷା ପାଣି ଲହଡି ଭାଙ୍ଗୁଛି । କେତେକଙ୍କ ଘରେ ଆଣ୍ଠୁଏରୁ ଜଙ୍ଗେ ଯାଏ ପାଣିରେ ବୁଡି ରହିଛି । ଏଥି […]
ପଟ୍ଟାମୁଣ୍ଡାଇ ୨୭/୫ – ରାଣୀ ଅହଲ୍ୟା ବାଇ ହୋଲକରଙ୍କ ଜୟନ୍ତୀ ଅବସରରେ ପଟ୍ଟାମୁଣ୍ଡାଇ ନଗର ଭାଜପା ପକ୍ଷରୁ ମଙ୍ଗଳବାର ସ୍ୱତନ୍ତ୍ର ସ୍ୱଚ୍ଛତା କର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ନଗର ଭାଜପାର କର୍ମକର୍ତାମାନେ ସ୍ୱଚ୍ଛତା ଅଭିଯାନରେ ସାମିଲ ହୋଇ ଶ୍ରୀରାମ ମନ୍ଦିର ପରିସରରେ ଶ୍ରମଦାନ କରିଥିଲେ। ଏହି ଅବସରରେ ସେ ସମସ୍ତ ଜନସାଧାରଣଙ୍କୁ ଅନୁରୋଧ କରି ନିଜେ ସ୍ୱଚ୍ଛତା ରହିବା ସହ ନିଜ ପରିବେଶକୁ ସ୍ୱଚ୍ଛ ରଖିବା ପାଇଁ ଅନୁରୋଧ କରିଥିଲେ।ପୌର ନିର୍ବାହୀ […]
ଜଳୁନି ଷ୍ଟ୍ରିଟ୍ ଲାଇଟ୍ ବଢ଼ୁଛି ଅସନ୍ତୋଷ,ଚୋରି ହୋଇଗଲାଣି ଲାଇଟ ପଟ୍ଟାମୁଣ୍ଡାଇ ୨୦/୫ – ଅନ୍ଧକାରରୁ ମୁକ୍ତି ପାଇଁ ଗାଁଗାଁରେ ଲାଗିଥିଲା ଷ୍ଟ୍ରିଟ ଲାଇଟ୍। ମାତ୍ର କିଛି ଦିନ ଜଳିବା ପରେ ତାହା ବନ୍ଦ ହୋଇଯାଉଥିବା ବେଳେ ଅନେକ ଚୋରି ହୋଇଯାଇଛି। ଏଭଳି ଘଟଣା ପଟ୍ଟାମୁଣ୍ଡାଇ ବ୍ଲକର ଅନେକ ପଂଚାୟତରେ ଦେଖିବାକୁ ମିଳିଛି। ଅନେକ ଗାଁରେ ଆଉ ଜଳୁନି ଷ୍ଟ୍ରିଟ୍ ଲାଇଟ। ଗାଁରେ ବିଦ୍ୟୁତୀକରଣ ପାଇଁ ସରକାରଙ୍କ ପକ୍ଷରୁ ବିପୁଳ […]
ବାଇପାସ ରାସ୍ତା ପାଇଁ ଚାଲିଛି ବେଧଡ଼କ୍ କେନାଲ ଶଯ୍ୟା ଖୋଳା ବିପଦରେ ବ୍ରିଟିଶ ଅମଳର କେନାଲ ପଟ୍ଟାମୁଣ୍ଡାଇ ୨୧/୫ -କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଓ ଗୋବରି ସମ୍ପ୍ରସାରିତ କେନାଲ ଏବେ ସ୍ଥିତି ହରାଇ ସଙ୍କୁଚିତ ହୋଇଚାଲିଛି । କେନାଲ ଶଯ୍ୟାକୁ ମାଟିମାଫିଆ ଖିନ୍ଭିନ୍ କରି ଲୁଟି ଚାଲିଥିବା ବେଳେ ପଟ୍ଟାମୁଣ୍ଡାଇ ବିକାଶ ନାମରେ ଠିକାସଂସ୍ଥା କେନାଲକୁ ପୋତି ପ୍ରକଳ୍ପ ତିଆରି କରୁଛି। ଫଳରେ ଏବେ ଚାଷଜମୀ ପାଇଁ ଜଳଯୋଗାଣକୁ ଅସମର୍ଥ […]
କେନ୍ଦ୍ରାପଡା,୨୦ା୫: କେନ୍ଦ୍ରାପଡାରେ ନୂତନ ଭାବେ ଯୋଗଦେଇଥିବା ପ୍ରସିକ୍ୟୁସନ ଉପନିର୍ଦେଶକ ରବିନ୍ଦ୍ର କୁମାର ପଣ୍ଡାଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି। ଏହି ଉପଲକ୍ଷେ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଭାରପ୍ରାପ୍ତ ପବ୍ଲିକ ପ୍ରସିକ୍ୟୁଟର ସଞ୍ଜୟ କୁମାର ଜେନାଙ୍କ ପୈାରହିତ୍ୟରେ ଅନୁଷ୍ଠିତ ସଭାରେ ପ୍ରସିକ୍ୟୁସନ ଉପନିର୍ଦେଶକ ଶ୍ରୀ ପଣ୍ଡାଙ୍କୁ ଉତ୍ତରୀୟ, ପୁଷ୍ପଗୁଛ ଓ କେନ୍ଦ୍ରାପଡାର ଆରାଧ୍ୟ ପ୍ରଭୁ ଶ୍ରୀବଳଦେବଜୀଉଙ୍କ ଫଟୋ ପ୍ରଦାନ ପୂର୍ବକ ସ୍ୱାଗତ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା। ଏହି ଅବସରରେ ପ୍ରସିକ୍ୟୁସନ […]
କେନ୍ଦ୍ରାପଡ଼ା,୧୯ା୫ : କେନ୍ଦ୍ରାପଡା ଜିଲ୍ଲାର ପ୍ରସିଦ୍ଧ ଶ୍ରୀ ରାଧାଗୋବିନ୍ଦଜୀୟୁଙ୍କ ଚନ୍ଦନ ଯାତ୍ରା ମହୋତ୍ସବ ସୋମବାର ଦିନ ବିଳମ୍ବିତ ରାତ୍ରରେ ଉଦ୍ଯାପିତ ହୋଇଯାଇଛି । ଏପ୍ରିଲ ମାସ ୩୦ତାରିଖ ଅକ୍ଷୟ ତୃତୀୟାରୁ ଆରମ୍ଭ ହୋଇଥିବା ଏହି ଯାତ୍ରା ଧୁମଧାମରେ କେନ୍ଦ୍ରାପଡା ସହର ଚାଟରାପାଟଣାସ୍ଥିତ ମନ୍ଦିର ପରିସରରେ ଏହି ଉତ୍ସବ ଅନୁଷ୍ଠିତ ହୋଇଥିଲା । ଶ୍ରୀ ଜୀୟୁଙ୍କ ଚଳନ୍ତି ପ୍ରତିମାକୁ ଚନ୍ଦନ ଲେପ ଦିଆଯାଇ ଏକ ସୁସଜ୍ଜିତ ବିଭାନରେ ନିକଟସ୍ଥ ଚନ୍ଦନ ପୋଖରୀକୁ […]
ପଟ୍ଟାମୁଣ୍ଡାଇ୧୫ା୫ : କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଥାନା ଗାଙ୍ଗପଡା ପଞ୍ଚାୟତର ସୋବଳା ଗାଁରେ ଅଗ୍ନିକାଣ୍ଡ ଘଟି ଦୈତାରୀ ଭୋଇଙ୍କ ୪ ବଖରା ଚାଳଘର ପୋଡି ପାଉଁଶ ହୋଇଯାଇଛି। ଘରେ ଧାନ ଚାଉଳ ଆସବାବପତ୍ର ଯାହା ଥିଲା ସବୁ ନିଆଁରେ ପୋଡ଼ିଯାଇଛି। ନିଆଁର ଭୟାବହତା ଏତେ ପ୍ରଖର ଥିଲା ଯେ ନିଆଁ ଦାଉରୁ କିଛି ଜିନିଷପତ୍ର ଉଦ୍ଧାର କରାଯାଇପାରି ନଥିଲା। ଅପରାହ୍ନ ୧୨ଟା ସମୟରେ ବିଦ୍ୟୁତ ସଟସର୍କିଟ ଯୋଗୁଁ ନିଆଁ ଲାଗିଯାଇଥିଲା। […]
କେନ୍ଦ୍ରାପଡ଼ା,୧୫ା୫ : ଭାରତ ପାକ୍ ଯୁଦ୍ଧରେ ଅସୀମ ବୀରତ୍ୱ ଓ ଦେଶଭକ୍ତିର ପରାକାଷ୍ଠା ଦେଖାଇ ସହୀଦ ହୋଇଥିବା ବୀର ଜବାନଙ୍କ ଅମର ଆତ୍ମା ପ୍ରତି ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛି କେନ୍ଦ୍ରାପଡା ଜିଲ୍ଲା କଂଗ୍ରେସ କମିଟି। ଏହି ଉପଲକ୍ଷେ କେନ୍ଦ୍ରାପଡା ସହରର କଜଳାସ୍ଥିତ ଜିଲ୍ଲା କଂଗ୍ରେସ ଭବନ ପରିସରରେ ଥିବା ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତି ନିକଟରେ ଜିଲ୍ଲା କଂଗ୍ରେସ ସଂଯୋଜକ ପ୍ରଫୁଲ୍ଲ କୁମାର ଦାସଙ୍କ ନେତୃତ୍ୱରେ କଂଗ୍ରେସ ଦଳର ନେତା […]

