ପଟ୍ଟାମୁଣ୍ଡାଇ ତା ୨୦/୩-ରାଜନଗର ନିର୍ବାଚନମଣ୍ଡଳୀ ତଥା ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ନଦୀ ନାଳ ଘେରା ଶ୍ରୀରାମପୁର ପଞ୍ଚାୟତବାସୀଙ୍କୁ ଉତ୍ତମ ଗମନାଗମନ ସୁବିଧା ଯୋଗାଇବା ସହିତ ଏହି ପଂଚାୟତକୁ ଆଳି ନିର୍ବାଚନ ମଣ୍ଡଳୀ ସହିତ ସଂଯୋଗ କରିବାକୁ ପାଳପାଟଣା-ମାସାହାଣୀ ସେତୁ ନିର୍ମାଣ କରିବା ପାଇଁ ସରକାରୀ ସ୍ୱୀକୃତି ପ୍ରଦାନ କରାଯାଇଛି । ରାଜ୍ୟ ସରକାରଙ୍କ ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ସରକାରୀ ଚିଠି ନଂ ୨୮୫୪୧୫୦୦୦୪୨୦୨୪ ରେ ସରକାରୀ ସ୍ୱୀକୃତି ପ୍ରଦାନ […]
TOP STORIES
କେନ୍ଦ୍ରାପଡ଼ା,୧୯ା୩: କେନ୍ଦ୍ରାପଡା ସହର ସମେତ ଆଖପାଖ ଅଞ୍ଚଳରେ ବଡ ଧୁମଧାମରେ ପଞ୍ଚୁଦୋଳ ମେଳଣ ଓ ହୋଲି ଉତ୍ସବ ପାଳିତ ହୋଇଯାଇଛି । ଏହି ଅବସରରେ କେନ୍ଦ୍ରାପଡାର ଆରାଧ୍ୟ ପ୍ରଭୁ ଶ୍ରୀବଳଦେବଜୀଉଙ୍କ ଛାମୁ ମେଳଣରେ ବିଭିନ୍ନ ଅଞ୍ଚଳରୁ ଆସିଥିବା ରାଧାକୃଷ୍ଣଙ୍କ ଯୁଗଳ ମୂର୍ତ୍ତି ବିମାନରେ ସଜ୍ଜିତ ହୋଇ ବାଜାବଜାଇ, ବାଣଫୁଟାଇ ରୋଷଣିକରି ଯୋଗ ଦେଇଥିଲେ । ମଙ୍ଗଳବାର ରାତିରେ ବହୁ ଦୋଳ ବିମାନ ସହରସ୍ଥିତ ପୁରୁଣା ବସ୍ଷ୍ଟାଣ୍ଡରେ ଅନୁଷ୍ଠିତ ମେଲଣରେ ଏକାଠି […]
କେନ୍ଦ୍ରାପଡ଼ା, ୧୭ା୩: ସମାନ କାମ ପାଇଁ ସମାନ ଦରମା ଏବଂ ସମାନ ପଦବୀ ନୀତି ହେଉ। ଅନୁଦାନ ପ୍ରାପ୍ତ ମହାବିଦ୍ୟାଳୟ ଗୁଡିକୁ ସରକାରୀ ଘୋଷଣା କରାଯାଉ। ଜିଲ୍ଲାର ସର୍ବ ପୁରାତନ ଶିକ୍ଷାନୁଷ୍ଠାନ କେନ୍ଦ୍ରାପଡ଼ା ସ୍ୱୟଂଶାସିତ ମହାବିଦ୍ୟାଳୟକୁ ବିଶ୍ୱବିଦ୍ୟାଳୟର ମାନ୍ୟତା ମିଳୁ ବୋଲି ଅଖିଳ ଭାରତୀୟ ରାଷ୍ଟ୍ରୀୟ ଶୈକ୍ଷିକ ମହାସଂଘ ଜିଲ୍ଲା ବୈଠକରେ ବକ୍ତାମାନେ ମତବ୍ୟକ୍ତ କରିଛନ୍ତି। ଏହି ବୈଠକ କେନ୍ଦ୍ରାପଡ଼ା ସ୍ୱୟଂଶାସିତ ମହାବିଦ୍ୟାଳୟ ଗାନ୍ଧୀ ଭବନରେ ଅନୁଷ୍ଠିତ ହୋଇଥିଲା। ପଟ୍ଟାମୁଣ୍ଡାଇ […]
କେନ୍ଦ୍ରାପଡ଼ା, ୧୬ା୩ : କେନ୍ଦ୍ରାପଡ଼ା ଜିଲ୍ଲାର ରାଜକନିକା ବ୍ଲକ୍ରେ ୬ଶହ ବର୍ଷର କନିକା ରାଜମେଳଣ ଆନନ୍ଦ ଉତ୍ସାହର ସହିତ ଶେଷ ହୋଇଛି। ପାଂଚଦିନ ଧରି କାଳିକାପୁର, ଆୟତନ, ଦେଉଳି ଏବଂ ଗିରୀଆ ମେଳଣ ଉତ୍ସବ ପରେ କନିକାର ପ୍ରସିଦ୍ଧ ମେଳଣ ଉତ୍ସବର ଶେଷ ଦିନ କନିକା ରାଜପ୍ରସାଦ ଆଗରେ ରାଜ ମେଳଣ ଶାନ୍ତି ଶୃଙ୍ଖଳାର ସହ ଶେଷ ହୋଇଛି। ଏହି ରାଜ ମେଳଣ ଉତ୍ସବକୁ ଦେଖିବା ପାଇଁ ଲୋକେ ପ୍ରତିବର୍ଷ […]
କେନ୍ଦ୍ରାପଡ଼ା, ୧୩ା୩: ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ, ଓଡ଼ିଶା ସରକାରଙ୍କ ଦ୍ୱାରା ନାନୋ ୟୁନିକର୍ନ୍ ଯୋଜନାର ସଫଳତା ନିମନ୍ତେ ଜିଲ୍ଲା ପ୍ରଶାସନ ଏବଂ ଜିଲ୍ଲା ଦକ୍ଷତା ବିକାଶ ଓ ନିୟୋଜନ କାର୍ଯ୍ୟାଳୟ ନାନୋ ୟୁନିକର୍ନ୍ ଯୋଜନା ମାଧ୍ୟମରେ ଦକ୍ଷତା ବିକାଶ ତାଲିମ ପ୍ରଦାନ ପାଇଥିବା ପ୍ରାର୍ଥୀ ଓ ପ୍ରାର୍ଥୀନୀ ମାନଙ୍କୁ ଉଦ୍ୟୋଗତା ରୂପେ ଆତ୍ମ ନିର୍ଭରଶୀଳ ହେବା ନିମନ୍ତେ ଏକ ଦଶ ଦିନିଆ ତାଲିମ ପ୍ରଦାନ କାର୍ଯ୍ୟକ୍ରମ […]
କେନ୍ଦ୍ରାପଡ଼ା,୧୩ା୩: ଧାନର ମାନ ଉନ୍ନତ ଥିଲେ କଟନୀ ଛଟନୀ ହେବ ନାହିଁ ବୋଲି ସରକାର ନିୟମ ରହିଛି। କିନ୍ତୁ ସରକାରୀ ନିୟମକୁ ମାନିବାକୁ ସମିତି ସାମ୍ପାଦକମାନେ ରାଜି ନୁହନ୍ତି। ସେମାନେ କଟନୀ ଛଟନୀ କରିବା ପାଇଁ କଳ, ବଳ, କୌଶଳ ପ୍ରୟୋଗ କରୁଛନ୍ତି। ଯଦି ଚାଷୀ ଦେଇଥିବା ଧାନର ମାନ ଉତ୍କୃଷ୍ଟ ରହିଛି ତେବେ ଟାର୍ଗେଟ୍ ନ ଥିବା ଭୟ ଦେଖାଉଛନ୍ତି। ଫଳରେ ବହୁ କଷ୍ଟ କରି ମଣ୍ଡିକୁ ଧାନ […]
କେନ୍ଦ୍ରାପଡ଼ା, ୧୩ା୩: କେନ୍ଦ୍ରାପଡା ସହରର ନୂଆ ବସ୍ଷ୍ଟାଣ୍ଡସ୍ଥିତ ବଡକୋଠା ଠାରେ ଦୋଳ ମେଳଣ ଅନୁଷ୍ଠିତ ହୋଇଯାଇଛି । କାକଟର ରାଧାଗୋବିନ୍ଦଜୀଉଙ୍କ ନିମନ୍ତ୍ରଣରେ ସହର ଓ ଆଖାପାଖ ଅଞ୍ଚଳରୁ ୮ଟି ବିମାନରେ ରାଧାଗୋବିନ୍ଦଜୀଉ ଆସି ବଡକୋଠା ଠାରେ ଏକାଠି ହୋଇ ଭୋଗ ଖାଇଥିଲେ । ପ୍ରଥମେ କାକଟର ରାଧାଗୋବିନ୍ଦଜୀଉ ପୂର୍ବାହ୍ନ ୧୦ଟା ବେଳେ ଆସି ଦୋଳବେଦୀ ଉପରେ ବସିଥିଲେ । ଏହାପରେ ଇଚ୍ଛାପୁରର ରଘୁନାଥଜୀଉ, ଗଣାମାହାଲର ବିନୋଦବିହାରୀଜୀଉ, ବଣିଆମାଳର ତ୍ରିପାଠୀ ସାହି […]
ଭୁବନେଶ୍ୱର,୧୨/୩- କଂଗ୍ରେସ ନେତା ତାରା ବାହିନୀପତିଙ୍କ ସସପେଣ୍ଡ ଘଟଣାକୁ ନେଇ ରାଜ୍ୟ ରାଜନୀତି ସରଗରମ ରହିଛି। ଏ ପ୍ରସଙ୍ଗରେ ବଡ଼ ବୈଠକ କରିଛି ବଂଗ୍ରେସ। ଯେଉଁଥିରେ ଦଳର ବହୁ ବଡ଼ ବଡ଼ ନେତା ଯୋଗ ଦେଇଥିଲେ। ତେବେ ବୈଠକ ପରେ ଦଳ ନେଇଛି ବନ ନିଷ୍ପତ୍ତି। ଯାହାକୁ ନେଇ ଏବେ ଟେନଶନରେ ଭାଜପା। ଆସନ୍ତା ୨୭ରେ ବିଧାନସଭା ଘେରିବାକୁ ଯାଉଛି କଂଗ୍ରେସ। ଏନେଇ ସୂଚନା ଦେଇଛନ୍ତି ପିସିସି ସଭାପତି ଭକ୍ତ […]
କେନ୍ଦ୍ରାପଡ଼ା,୧୨ା୩: ଶହେ କୋଟିରୁ ଅଧିକ ଟଙ୍କା ଖର୍ଚ୍ଚ କରାଯାଇ ଇଚ୍ଛାପୁର ନିକଟ ଶ୍ୟାମଗୁଡିଆ ଠାରେ ଜିଲ୍ଲା ମୁଖ୍ୟଚିକିତ୍ସାଳୟର ନୂତନ ଅଟ୍ଟାଳିକା ନିର୍ମାଣ କରାଗଲା। ଆଶାଥିଲା ନୂତନ ଚିକିତ୍ସାଳୟରେ ରୋଗୀମାନଙ୍କୁ ସର୍ବୋତ୍ତମ ଚିକିତ୍ସା ସେବା ମିଳିବ। କିନ୍ତୁ ବାସ୍ତବ ଚିତ୍ର ଭିନ୍ନ। ସକାଳ ୮ଟାରୁ ମୁଖ୍ୟଚିକିତ୍ସାଳୟର ବିଭିନ୍ନ ବର୍ହିବିଭାଗରେ ଡାକ୍ତରମାନେ ଡ୍ୟୁଟି କରିବାର ନିୟମ ଥିବା ବେଳେ ସେମାନେ ମନଇଛା ଆସୁଛନ୍ତି। ଫଳରେ ରୋଗୀମାନେ ଘଣ୍ଟା ଘଣ୍ଟା ଧରି ଲମ୍ବା ଲାଇନ୍ରେ […]
ପଟ୍ଟାମୁଣ୍ଡାଇ ୧୨/୩ – ପଟ୍ଟାମୁଣ୍ଡାଇ ମହିଳା ସ୍ନାତକ ମହାବିଦ୍ୟାଳୟ ଇତିହାସ ବିଭାଗ ପକ୍ଷରୁ ଏକ ବାର୍ଷିକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି । ଏହି ଆଲୋଚନା ଚକ୍ରକୁ କଲେଜ ଅଧ୍ୟକ୍ଷ ରମେଶ ଚନ୍ଦ୍ର ଦେଠୀ ଉଦଘାଟନ କରିଥିଲେ। ପଟ୍ଟାମୁଣ୍ଡାଇ ମହିଳା ଉଚ୍ଚମାଧ୍ୟମିକ ବିଦ୍ୟାଳୟ ଅଧ୍ୟକ୍ଷା ଡ. ରାଜଲକ୍ଷ୍ମୀ ମହାନ୍ତି ମୁଖ୍ୟଅତିଥି, ପାଟକୁରା ଲୋକନାଥ କଲେଜ ଇତିହାସ ବିଭାଗ ମୁଖ୍ୟ ତପନ କୁମାର ଡୁଙ୍ଗୁରି ବିଷୟ ବିଶେଷଜ୍ଞ ଭାବେ ଅଧ୍ୟାପକ ଯୋଗ ଦେଇ […]