ହିନ୍ଦୁ ଏକତା ଶୋଭାଯାତ୍ରା ଓ ସମାବେଶ

blank
ପଟ୍ଟାମୁଣ୍ଡାଇ ୧୬/୪- ପଟ୍ଟାମୁଣ୍ଡାଇ ନଗର ବିଜେପି ପ୍ରାକ୍ତନ ସଭାପତି ଯୁବନେତା ଶଶିକାନ୍ତ ସ୍ୱାଇଁ ଙ୍କ ନେତୃତ୍ୱରେ ଏକ ହିନ୍ଦି ଏକତା ଶୋଭାଯାତ୍ରା ବାଲିପଡ଼ା ହନୁମାନ ମନ୍ଦିର ନିକଟରୁ ବାହାରି ପଟ୍ଟାମୁଣ୍ଡାଇ ବଜାର ପରିକ୍ରମା କରିବା ପରେ ସ୍ଥାନୀୟ ଶ୍ରୀରାମ ମନ୍ଦିର ପ୍ରାଙ୍ଗଣରେ ପହଂଚି ଥିଲା ।  ସେଠାରେ ବିଜେପି ଯୁବନେତା ଶଶିକାନ୍ତ ସ୍ୱାଇଁଙ୍କ ପୌରହିତ୍ୟ ଓ ଜ୍ୟୋତି ପ୍ରକାଶ ପ୍ରଧାନଙ୍କ ସଂଯୋଜନାରେ ଆୟୋଜିତ ସମାବେଶରେ ରାଷ୍ଟ୍ରୀୟ ହିନ୍ଦୁ ସେନା ମୁଖ୍ୟଅତିଥି, ମହାସଚିବ ମଦନ ମୋହନ ଜେନା ମୁଖ୍ୟବକ୍ତା, ରାଜନଗର ବିଜେପି ପ୍ରଭାରୀ ସୁନାକାର ପ୍ରଧାନ, ଯୁବନେତା ଅଭିଷେକ ଦାସ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ହିନ୍ଦୁ ଏକତା ଓ ଏହାର ମହତ୍ୱ ଉପରେ ଆଲୋକପାତ କରିଥିଲେ ।  ଶେଷରେ ହିମାଂଶୁ ପଣ୍ଡା ଧନ୍ୟବାଦ ଦେଇଥିଲେ ।


Discover more from

Subscribe to get the latest posts sent to your email.

Leave a Reply

Your email address will not be published. Required fields are marked *

Next Post

ଜୟ ଜଗନ୍ନାଥ ସାଂସ୍କୃତିକ ପରିଷଦ ୨୮ତମ ବାର୍ଷିକ ଉତ୍ସବ

Wed Apr 16 , 2025
ପଟ୍ଟାମୁଣ୍ଡାଇ ୧୬/୪ ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ କୁନ୍ଦୁପୁର ଜୟ ଜଗନ୍ନାଥ ସାଂସ୍କୃତିକ ପରିଷଦ ୨୮ତମ ବାର୍ଷିକ ଉତ୍ସବ ପାଳିତ ହୋଇ ଯାଇଛି ଓ ସଂଗଠନର ପ୍ରାକ୍ତନ ସଭାପତି ଦିବଂଗତ କେଶବ ପଣ୍ଡାଙ୍କ ସ୍ମୃତି ଉଦେଶ୍ୟରେ ଏକ ପ୍ରତିଭା ସମ୍ମାନ ଓ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି । ରାଜନଗର ବିଧାୟକ ଧ୍ରୁବ ସାହୁ ବରେଣ୍ୟ ଅତିଥି ଭାବେ ଯୋଗ ଦେଇ ଅନୁଷ୍ଠାନର ବିଭିନ୍ନ କାର୍ଯ୍ୟକ୍ରମକୁ ପ୍ରଶଂସା କରିଥିଲେ । ଜୟ […]
blank

ଲୋକମତ

Breaking News

error:Content is protected !!

Discover more from

Subscribe now to keep reading and get access to the full archive.

Continue reading