ବିପ୍ଲବୀ ଆନନ୍ଦ ଚନ୍ଦ୍ର ଜେନା ସ୍ମୃତି କମିଟି ପକ୍ଷରୁ ଶ୍ରଦ୍ଧାଞ୍ଜଳି

କେନ୍ଦ୍ରାପଡ଼ା,୨୭ା୪: ବିପ୍ଲବୀ ଆନନ୍ଦ ଚନ୍ଦ୍ର ଜେନା ସ୍ମୃତି କମିଟି ପକ୍ଷରୁ ପହଲଗାଓଁଠାରେ ଆତଙ୍କବାଦୀ ଆକ୍ରମଣ ରେ ନିହତ ହୋଇଥିବା ନିରୀହ ପର୍ଯ୍ୟଟକମାନଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି । କେନ୍ଦ୍ରାପଡ଼ା ବିପ୍ଲବୀ ଆନନ୍ଦ ଜେନା ସ୍ମୃତି କମିଟି ପକ୍ଷରୁ ପହଲଗାଓଁ ସହିଦଙ୍କୁ ଶ୍ରଦ୍ଧାଞ୍ଜଳି ବିପ୍ଲବୀ ଆନନ୍ଦ ଚନ୍ଦ୍ର ଜେନା ସ୍ମୃତି କମିଟି ପକ୍ଷରୁ କାଶ୍ମୀରର ପହଲଗାଓଁଠାରେ ଆତଙ୍କବାଦୀ ଆକ୍ରମଣରେ ନିହତ ହୋଇଥିବା ନିରୀହ ପର୍ଯ୍ୟଟକମାନଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି । କମିଟି ସ୍ଥାୟୀ ସଭାପତି ବିଚିତ୍ରାନନ୍ଦ ମହାନ୍ତିଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଗବେଷକ ନିରଞ୍ଜନ ମେକାପ, ସମ୍ପାଦକ ରମଣୀ ରଂଜନ ରାଉତରାୟ, ପ୍ରଦୀପ କୁମାର ଦାସ, ଉପଦେଷ୍ଟା କରୁଣାକର ଦାସ, ମୁକ୍ତାର ଖାଁ, ଧୀରେନ୍ଦ୍ର ଦାସ, ସତ୍ୟବ୍ରତ ସିଂ, ସଂଯୋଜକ ସଞ୍ଜୟ କୁମାର ଜେନା, ଗୋଲଖ ଚନ୍ଦ୍ର ପରିଡା, ପ୍ରଦୀପ୍ତ କୁମାର ସିଂ, ଉମାକାନ୍ତ ଗୁରୁ ପ୍ରମୁଖ ଉପସ୍ଥିତ ରହି ଆତଙ୍କବାଦୀଙ୍କୁ ନିପାତ କରିବା ସହ ତାଙ୍କ ବିରୋଧରେ କଡା ପଦକ୍ଷେପ ନେବାକୁ ଦାବି କରିଛନ୍ତି ।

Next Post

ଓକିଲ ସଂଘ ପକ୍ଷରୁ ମଧୁସୁଦନ ଦାସଙ୍କ ଜୟନ୍ତୀ ପାଳିତ

Mon Apr 28 , 2025
କେନ୍ଦ୍ରାପଡ଼ା,୨୮ା୪ : ଆଇନଜୀବୀ ଦିବସ ଅବସରରେ କେନ୍ଦ୍ରାପଡା ଜିଲ୍ଲା ଓକିଲ ସଂଘ ପକ୍ଷରୁ ଏକ ବର୍ଣ୍ଣାଢ଼୍ୟ ସମାବେଶରେ ପୂଣ୍ୟାତ୍ମା ମଧୁସୁଦନ ଦାସଙ୍କ ୧୭୭ତମ ଜୟନ୍ତୀ ଅବସରରେ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ କେନ୍ଦ୍ରାପଡ଼ା ଜିଲ୍ଲା ଓକିଲସଂଘ ସଭାପତି ଗୋବର୍ଦ୍ଧନ ରାଉତଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉତ୍ସବରେ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ ସରିତା ମହାନ୍ତି ମୁଖ୍ୟ ଅତିଥି, ବିଶିଷ୍ଟ ସାହିତ୍ୟିକ ଓଡ଼ିଆ ପ୍ରଫେସର ମୋହନ ଚରଣ ଜେନା ମୁଖ୍ୟବକ୍ତା, ଓଡିଶା ଉଚ୍ଚ […]
blank

ଲୋକମତ

Breaking News

https://v3.adxpremium.services/dashboard/register-publisher

Discover more from Lokamata Odisha

Subscribe now to keep reading and get access to the full archive.

Continue reading