ରାଷ୍ଟ୍ରୀୟ ସ୍ୱୟଂସେବକ ସଙ୍ଘର ରାଷ୍ଟ୍ରୀୟ ନବବର୍ଷ ପାଳନ

blank
କେନ୍ଦ୍ରାପଡ଼ା,୧୯ା୩:ଚୈତ୍ର ଶୁକ୍ଳ ପ୍ରତିପଦା ତିଥିରେ ରାଷ୍ଟ୍ରୀୟ ସ୍ୱୟଂସେବକ ସଙ୍ଘ କେନ୍ଦ୍ରାପଡା ନଗର ଖଣ୍ଡ ପକ୍ଷରୁ ରାଷ୍ଟ୍ରୀୟ ନବ ବର୍ଷ ଉତ୍ସବ ସାନ୍ତସାହିସ୍ଥିତ ସରସ୍ୱତୀ ବିଦ୍ୟାମନ୍ଦିର ପରିସରରେ ପାଳିତ ହୋଇଯାଇଛି। ନଗର ସଙ୍ଘ ଚାଳକ ବାଇଧର ରାଉତଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ଉତ୍ସବରେ ମୁଖ୍ୟଅତିଥି ଭାବେ କେନ୍ଦ୍ରାପଡା ଜିଲ୍ଲାର ସହ ଜିଲ୍ଲା ସଙ୍ଘ ଚାଳକ ସଞ୍ଜୟ କୁମାର ପତ୍ରୀ ଯୋଗଦେଇ ବର୍ଷ ପ୍ରତିପଦା ଉତ୍ସବ ପାଳନର ଆଭିମୁଖ୍ୟ ଉପରେ ମାର୍ଗଦର୍ଶନ କରିଥିଲେ। ଶେଷରେ ସଙ୍ଘ ପ୍ରାର୍ଥନା ବୋଲାଯାଇଥିଲା। ଏହି କାର୍ଯ୍ୟକ୍ରମରେ କେନ୍ଦ୍ରାପଡା ନଗରଖଣ୍ଡ ପକ୍ଷରୁ ଶତାଧିକ ସ୍ୱୟଂସେବକ ଯୋଗଦେଇଥିଲେ।

Next Post

ପଟ୍ଟାମୁଣ୍ଡାଇରେ ରାମଚରିତ ମାନସ ପ୍ରବଚନ ଜ୍ଞାନଯଜ୍ଞ ଆରମ୍ଭ

Thu Mar 19 , 2026
ପଟ୍ଟାମୁଣ୍ଡାଇ ତା ୧୯/୩-ପଟ୍ଟାମୁଣ୍ଡାଇ ଶ୍ରୀରାମ କଥାମୃତ ପ୍ରଚାରିଣୀ ସଭା ଓ ବଣିକ ସଂଘ ମିଳିତ ଆନୁକୂଲ୍ୟରେ ଶ୍ରୀରାମ ଚରିତ ମାନସ ଓ ପ୍ରବଚନ ଜ୍ଞାନଯଜ୍ଞ ୧୯ ତାରିଖ ଠାରୁ ୨୭ତାରିଖ ପର୍ଯ୍ୟନ୍ତ ୯ଦିନ ବ୍ୟାପି ସ୍ଥାନୀୟ ଶ୍ରୀରାମ ମନ୍ଦିର ମାନସ ମଣ୍ଡପ ଠାରେ ଆୟୋଜିତ ଏହି ମହାର୍ଘ୍ୟ କାର୍ଯ୍ୟକ୍ରମର ଆଜି ଶୁଭାରମ୍ଭ କରାଯାଇଛି । ଏହି ମହାର୍ଘ୍ୟ କାର୍ଯ୍ୟକ୍ରମକୁ ପୁରୀ ଗୋବର୍ଧନ ପୀଠ ସନ୍ଥ ସଂରକ୍ଷକ ପଟ୍ଟାମୁଣ୍ଡାଇ ରାଧାରମଣ ମଠ […]
blank

ଲୋକମତ

Breaking News

https://v3.adxpremium.services/dashboard/register-publisher

Discover more from Lokamata Odisha

Subscribe now to keep reading and get access to the full archive.

Continue reading