ହରା ଭାରତ ଅନୁଷ୍ଠାନକୁ ପ୍ରକୃତି ମିତ୍ର ପୁରସ୍କାର

blank

ରାଜ୍ୟ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ଓ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ଆନୁକୂଲ୍ୟରେ ଆୟୋଜିତ ୫ ଜୁନ ୨୦୨୫ ଦିନ ରାଜ୍ୟସ୍ତରୀୟ ବିଶ୍ୱ ପରିବେଶ ଦିବସ ପାଳନ ଉତ୍ସବରେ ପଟ୍ଟାମୁଣ୍ଡାଇ ବାଲିପାଟଣା ହରା ଭାରତ ଅନୁଷ୍ଠାନକୁ ପ୍ରକୃତି ମିତ୍ର ପୁରସ୍କାର ପ୍‌ରଦାନ କାରାଯାଇଛି । ପରିବେଶ ସୁରକ୍ଷା ଓ ଜଙ୍ଗଲ ସୁରକ୍ଷା ତଥା ବୃକ୍ଷ ରୋପଣ କାର୍ଯ୍ୟକ୍ରମ ସହିତ ଜନ ପ୍ରେରଣା ସୃଷ୍ଠି କରୁଥିବା ହରା ଭାରତ ସ୍ୱଛାସେବୀ ଅନୁଷ୍ଠାନକୁ ପ୍ରକୃତି ମିତ୍ର କରାଯାଇଥାଏ।ସେହିପରି ଚଳିତ ବର୍ଷ ରାଜ୍ୟ ସରକାରଙ୍କ ଦ୍ୱାରା ପ୍ରକୃତିର ସୁରକ୍ଷା ଓ ପରିବେଶ ସଂରକ୍ଷଣ କ୍ଷେତ୍ରରେ ନିରବଚ୍ଛିନ୍ନ ଭାବେ ବିବିଧ ଜନହିତକର କାର୍ଯ୍ୟ ସମ୍ପାଦନ କରୁଥିବା ସ୍ୱେଚ୍ଛାସେବୀ ଅନୁଷ୍ଠାନ ହରା ଭାରତକୁ ରାଜ୍ୟ ସରକାରଙ୍କ ଜଙ୍ଗଲ ଓ ପରିବେଶ ବିଭାଗ ଦ୍ୱାରା ପ୍ରକୃତି ମିତ୍ର ପୁରସ୍କାର ଅର୍ପଣ କରାଯାଇଛି।


Discover more from Lokamata Odisha

Subscribe to get the latest posts sent to your email.

Leave a Reply

Your email address will not be published. Required fields are marked *

Next Post

ଶିଶୁ ଯୌନ ଶୋଷଣ ଓ ଦୁର୍ବ୍ୟବହାର ସମ୍ପର୍କରେ ଆଇନଗତ ସୁରକ୍ଷା କାର୍ଯ୍ୟକ୍ରମ

Fri Jun 6 , 2025
ନିକିରାଇ ଆଇଆଇସି ପଦ୍ମାଳୟା ପ୍ରଧାନଙ୍କୁ ଶିଶୁମିତ୍ର ପୋଲିସ ଅଧିକାରୀ ଭାବେ ସମ୍ବର୍ଦ୍ଧିତ କେନ୍ଦ୍ରାପଡା,୬ା୬: ଜିଲ୍ଲା ଶିଶୁ ସୁରକ୍ଷା ବିଭାଗ ଓ ଚାଇଲଡ ଫଣ୍ଡ୍ ଇଣ୍ଡିଆର ମିଳିତ ଆନୁକୂଲ୍ୟରେ ଜିଲ୍ଲା ପରିଷଦ ସଭାଗୃହରେ ଶିଶୁ ସୁରକ୍ଷା ଉପରେ ଅନଲାଇନରେ ଶିଶୁକୁ କରାଯାଉଥିବା ଯୌନ ଶୋଷଣ ଓ ଦୁର୍ବ୍ୟବହାର ସମ୍ପର୍କରେ ଆଇନଗତ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ ଜିଲ୍ଲା ପରିଷଦର ସଭାପତି ସୁଶ୍ରୀ ଲିଳିତା ଦାସ […]
blank

ଲୋକମତ

Discover more from Lokamata Odisha

Subscribe now to keep reading and get access to the full archive.

Continue reading