
କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅନ୍ତର୍ଗତ କଟକ-ଚାନ୍ଦବାଲି ମୁଖ୍ୟ ରାସ୍ତାର ଚୁନଢିହ ନିକଟରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ନିଳକଣ୍ଠପୁର ସରପଂଚ ଜ୍ଞାନରଞ୍ଜନ ଖଣ୍ଡାଇ (୩୮) ଗୁରୁତର ଆହାତ ହୋଇଥିଲେ। ତାଙ୍କୁ ପ୍ରଥମେ ପଟ୍ଟାମୁଣ୍ଡାଇ ଓ ପରେ କଟକ ନିଆଯାଇଥିଲା। ସେଠାରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁଘଟିଛି ।
Next Post
ସୁଭଦ୍ରା ଶକ୍ତି ପାରମ୍ପରିକ ଖାଦ୍ୟ ପ୍ରତିଯୋଗିତା: ୧୯ଟି ଏସ୍ଏଚ୍ଜି ଗୃପ ସାମିଲ
Tue Jun 10 , 2025
ପଟ୍ଟାମୁଣ୍ଡାଇ ୧୦/୬ -କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ମିଶନ ଶକ୍ତି ଭବନ ପରିସରରେ ମଙ୍ଗଳବାର ସୁଭଦ୍ରା ଶକ୍ତି କାର୍ଯ୍ୟକ୍ରମରେ ପାରମ୍ପରିକ ଖାଦ୍ୟ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ଏଥିରେ ୧୯ଟି ଏସ୍ଏଚ୍ଜି ଭାଗ ନେଇଥିଲେ। ମିଶନ ଶକ୍ତି ବ୍ଲକ ସଂଯୋଜକ ପ୍ରଭୁଧବଳେଶ୍ୱର ବରାଳ ଓ ବ୍ଲକ ସମନ୍ୱିତ ଶିଶୁ ବିକାଶ ଅଧିକାରିଣୀ ଲକ୍ଷ୍ମୀମଣୀ ସିଂ ଏହାକୁ ଉଦ୍ଘାଟନ କରିଥିଲେ। ପାରମ୍ପରିକ ଖାଦ୍ୟ ପ୍ରତିଯୋଗିତାରେ ଏଲଏମବିପିଏମ ପ୍ରକାଶ ସେଠୀ, ବ୍ଲକ ମହିଳା ମହାସଂଘସଭା […]

ଲୋକମତ
- 1 year ago
ଭୀଷ୍ମ ମହାନ୍ତି ହେଲେ ଜିଲା ପରିଷଦ ଉପାଧ୍ୟକ୍ଷ
