ମୁଖ୍ୟମନ୍ତ୍ରୀଙ୍କୁ ପଟ୍ଟଚିତ୍ର ପ୍ରଦାନ

blank
କେନ୍ଦ୍ରାପଡ଼ା,୧୦ା୬:ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କେନ୍ଦ୍ରାପଡ଼ାର ଆରାଧ୍ୟ ଦେବତା ସିଦ୍ଧଶ୍ରୀବଳଦେବଜୀଉଙ୍କ ମନ୍ଦିରକୁ ଚତୁର୍ଦ୍ଧା ମୂର୍ତ୍ତିଙ୍କୁ ଦର୍ଶନ କରିବାକୁ ଆସିଥିବା ବେଳେ ସେବାୟତମାନେ ତାଙ୍କୁ ତିନି ଠାକୁର ଶ୍ରୀବଳଦେବଜୀଉ, ଶ୍ରୀଜଗନ୍ନାଥ ଓ ଦେବୀ ସୁଭଦ୍ରାଙ୍କ ପଟ୍ଟଚିତ୍ର ପ୍ରଦାନ କରିଥିଲେ। ଏଥିସହ ସେବାୟତମାନେ ମନ୍ଦିରର ବିଭିନ୍ନ ସମସ୍ୟା ଉପରେ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିଥିଲେ। ଏହି ସମୟରେ ସେବାୟତଙ୍କ ପକ୍ଷରୁ ପ୍ରତିନିଧି ନୃସିଂହ ପ୍ରସାଦ ପତ୍ରୀ, ସଞ୍ଜୟ ପତ୍ରୀ, ଜ୍ୟୋତି ରଞ୍ଜନ ପତ୍ରୀ, ଅମିତାଭ ସୁଆର, ଭଗବାନ ସୁଆର, ସ୍ୱରାଜ ପତ୍ରୀ, ବିଶ୍ୱଜିତ ପତ୍ରୀ, ଚିକୁ ପତ୍ରୀ, ନିରଞ୍ଜନ ସୁଆର ପ୍ରମୁଖ ଉପସ୍ଥିତ ଥିଲେ।

Next Post

ବିପଦରେ ଦେଶର ସମ୍ବିଧାନ, ସୁରକ୍ଷା ପାଇଁ ଜନସାଧାରଣ ଆଗକୁ ଆସିବାର ଆବଶ୍ୟକତା ରହିଛି

Tue Jun 10 , 2025
କେନ୍ଦ୍ରାପଡ଼ା, ୧୦/୬- କେନ୍ଦ୍ରାପଡ଼ା ନିର୍ବାଚନ ମଣ୍ଡଳୀର ଜାତୀୟ କଂଗ୍ରେସ ପକ୍ଷରୁ ମଙ୍ଗଳବାର ସମ୍ବିଧାନ ବଞ୍ଚାଅ ସମାବେଶ ଡ. ସିପ୍ରା ମଲ୍ଲିକଙ୍କ ନେତୃତ୍ୱରେ ଅନୁଷ୍ଠିତ ହୋଇଯାଇଛି । ସର୍ବ ପ୍ରଥମେ ତିନିମୂହାଣୀ ସ୍ଥିତ ଗାନ୍ଧୀ ସ୍ମାରକୀ ପୀଠରେ ମାଲ୍ୟାର୍ପଣ କରି କେନ୍ଦ୍ରାପଡା କଂଗ୍ରେସ ଭବନ ପର୍ଯ୍ୟନ୍ତ ଏକ ବିଶାଳ ସମାବେଶ ଶୋଯାତ୍ରାରେ ଯାଇ ସେଠାରେ ଏକ ଜନସଭା କରାଯାଇଥିଲା । ଉକ୍ତ ସଭାକୁ ଜିଲ୍ଲା କଂଗ୍ରେସର ସଂଯୋଜକ ପ୍ରଫୁଲ୍ଲ କୁମାର ଦାସ […]
blank

ଲୋକମତ

Breaking News

https://v3.adxpremium.services/dashboard/register-publisher

Discover more from Lokamata Odisha

Subscribe now to keep reading and get access to the full archive.

Continue reading