ବଡ଼ମୋହନପୁରରେ ଜଗନ୍ନାଥ ମନ୍ଦିର ପାଇଁ ଶୁଭ ଦେଲେ ବିଧାୟକ

blank
ପଟ୍ଟାମୁଣ୍ଡାଇ ତା ୩୦/୬- ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ବଡ଼ମୋହନପୁର ପଂଚାୟତ ବାଇପାଟଣା ଠାରେ ମହପ୍ରଭୁ ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା ପାଇଁ ପବିତ୍ର ଶ୍ରୀଗୁଣ୍ଡିଚା ଯାତ୍ରା ଅବସରରେ ଶୁଭ ଦେଇଛନ୍ତି ରାଜନଗର ବିଧାୟକ ଧ୍ରୁବ ସାହୁ । ଏହି ଶୁଭଦାନ ଉତ୍ସବରେ ପଟ୍ଟାମୁଣ୍ଡାଇ ବ୍ଲକ ଅଧକ୍ଷ ପ୍ରଦ୍ୟୁମ୍ନ ସାମନ୍ତରାୟ, ବଡ଼ମୋହନପୁର ସରପଞ୍ଚ ପ୍ରତିନିଧି ରାମ ଚଦ୍ର ରାଉତ ପୂର୍ବତନ ସରପଞ୍ଚ ରବୀନ୍ଦ୍ର ବେହେରାସାନଜରିଆ ସମବାୟ ସମିତି ସଭାପତି ନିକୁଞ୍ଜ ଦାଶ, ବରିଷ୍ଠ ନେତା ପରମାନନ୍ଦ ପଲାଇ ପ୍ରମୁଖ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ଜନସାଧାରଣ ଯୋଗ ଦେଇଥିଲେ ।

Next Post

୫.୫୦ ଲକ୍ଷ ଟଙ୍କାର ବ୍ରାଉନ ସୁଗାର ଜବତ, ଜଣେ ଗିରଫ

Mon Jun 30 , 2025
ପଟ୍ଟାମୁଣ୍ଡାଇ ୩୦/୬ – କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ସହରରେ ବ୍ରାଉନ ସୁଗାର ରାକେଟ୍ ସକ୍ରିୟ ରହିଥିବା ନେଇ ଅଭିଯୋଗ ହୋଇଆସୁଥିଲା । ଏନେଇ ଜିଲ୍ଲା ଅବକାରୀ ଅଧିକ୍ଷକଙ୍କ ନିର୍ଦ୍ଦେଶ କ୍ରମେ ରବିବାର ସଂନ୍ଧ୍ୟାରେ ପଟ୍ଟାମୁଣ୍ଡାଇ ଅବକାରୀ ବିଭାଗ ଏକ ଟିମ ଆଦର୍ଶ ଥାନା ଅଧୀନ ପୋଖରିଆପଡା ହରପାର୍ବତୀ ମନ୍ଦିର ଛକ ଠାରେ ଚଢ଼ାଉ କରି ଜଣେ ବ୍ୟକ୍ତିଙ୍କଠାରୁ ୫୫ ଗ୍ରାମ ବ୍ରାଉନ ସୁଗାର ଜବତ କରିଛିି। ଯାହାର ଆନୁମାନିକ ମୂଲ୍ୟ […]
blank

ଲୋକମତ

Breaking News

https://v3.adxpremium.services/dashboard/register-publisher

Discover more from Lokamata Odisha

Subscribe now to keep reading and get access to the full archive.

Continue reading