ଜିଲ୍ଲା ଟପ୍ପର ଶୁଭମ ଜ୍ୟୋତି ରାଉତ ସମ୍ବର୍ଦ୍ଧିତ

blank
ପଟ୍ଟାମୁଣ୍ଡାଇ ତା ୭/୫- ପଟ୍ଟାମୁଣ୍ଡାଇ ବ୍ଲକ କାଠିଆପଡା ଦକ୍ଷିନେଶ୍ୱର ହାଇସ୍କୁଲର ଛାତ୍ର ଶୁଭମ ଜ୍ୟୋତି ରାଉତ ଚଳିତ ମାଟ୍ରିକ ପରୀକ୍ଷା ରେ ୫୭୫ ନମ୍ବର ରଖି ଜିଲ୍ଲା ଟପ୍ପର ହୋଇଛନ୍ତି । ତାଙ୍କୁ ପଟ୍ଟାମୁଣ୍ଡାଇ ବିକାଶ ପରିଷଦ ପକ୍ଷରୁ ବିକାଶ ପରିଷଦ ସଭାପତି କାଉନସିଲର ଗୋପୀବଲ୍ଲଭ ନାୟକ, ସମ୍ପାଦକ ଗୋପୀନାଥ ତ୍ରିପାଠୀ, ତପନ କୁମାର ଦାଶ ଓ ସଞ୍ଜୟ ବର୍ମା ପ୍ରମୁଖ ଉତ୍ତରୀୟ ଓ ଫୁଲ ତୋଡ଼ା ଦେଇ ସମ୍ବର୍ଦ୍ଧିତ କରିଛନ୍ତି ।

Next Post

ବିଜ୍ଞପ୍ତି ପରେ ମଧ୍ୟ ଗୁଡ଼ିଆଜୋର ସେତୁ ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଲାନାହିଁ

Mon May 5 , 2025
ପଟ୍ଟାମୁଣ୍ଡାଇ ତା ୭/୫ -କେନ୍ଦ୍ରାପଡ଼ା ନିର୍ବାଚନମଣ୍ଡଳୀ ତଥା ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ବନ୍ୟା ବିପନ୍ନ ଧୋୟା ଞ୍ଚଳର ଅଣ୍ଢରା ଓ ଅମୃତମଣୋହି ସମେତ ଆଖ ପାଖ ଅଂଚଳର ହଜାର ହଜାର ଚାଷୀମାନେ ଗୁଡ଼ିଆ ଜୋର ସେତୁ ନିର୍ମାଣ ପାଇଁ ବର୍ଷ ବର୍ଷ ଧରି ଦାବୀ କରିଆସୁଥିଲେ । ଗୁଡ଼ିଆଜୋର ସେତୁ ନିର୍ମାଣ ପାଇଁ ସରକାରଙ୍କ ଦୃଷ୍ଟି ଆକର୍ଷଣ କରିବା ପାଇଁ ସ୍ଥାନୀୟ ଚାଷୀମାନେ ବାରମ୍ବାର ଦାବୀ କରିଆସୁଛନ୍ତି। ଗୁଡ଼ିଆ ଜୋର […]
blank

ଲୋକମତ

Breaking News

https://v3.adxpremium.services/dashboard/register-publisher

Discover more from Lokamata Odisha

Subscribe now to keep reading and get access to the full archive.

Continue reading