
ପଟ୍ଟାମୁଣ୍ଡାଇ ୨୦/୯-କେନ୍ଦ୍ରାପଡା ଜଲା ପଟ୍ଟାମୁଣ୍ଡାଇ ଅଞ୍ଚଳରେ ଶନିବାର ଘଡଘଡି ସାଙ୍ଗକୁ ପ୍ରବଳ ବର୍ଷା ହୋଇଛି। ସକାଳୁ ପ୍ରବଳ ଖରା ଗରମ ଗୁଳୁଗୁଳିରେ ଲୋକେ ଡହଳବିକଳ ହେଉଥିବା ବେଳେ ମଧ୍ୟାହ୍ନ ପ୍ରାୟ ୨ ଟା ସମୟରେ ଅଚାନକ ଘଡଘଡି ସାଙ୍ଗକୁ ବର୍ଷା ପ୍ରାୟ ୧ଘଣ୍ଟା ଧରି ଛେଛିଥିଲା। ବିଜୁଳି ପାଖାପାଖି ୫୦ରୁ ଅଧିକ ଘଡଘଡି ଶବ୍ଦରେ ଲୋକେ ଭୟଭୀତ ହୋଇଥିଲେ। ଏହାର ପ୍ରଭାବରେ ଅଞ୍ଚଳରେ ବିଦ୍ୟୁତ ସରବରାହ ମଧ୍ୟ ଦୀର୍ଘ ସମୟ ଧରି ବନ୍ଦ ହୋଇ ରହିଛି।
Related
Sat Sep 20 , 2025
ପଟ୍ଟାମୁଣ୍ଡାଇ ତା ୨୦/୯- ପଟ୍ଟାମୁଣ୍ଡାଇ ବ୍ଲକରେ ସ୍ୱଚ୍ଛତା ହିଁ ସେବା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି I ଏହି ଉପଲକ୍ଷେ ପଟ୍ଟାମୁଣ୍ଡାଇ ବ୍ଲକ ସ୍ୱଚ୍ଛ ଭାରତ ସଂଯୋଜକ ରବୀନ୍ଦ୍ର ରାଉତଙ୍କ ପୌରହିତ୍ୟରେ ବ୍ଲକ ସମ୍ମିଳନୀ କକ୍ଷ ରେ ଆୟୋଜିତ କାର୍ଯ୍ୟକ୍ରମରେ ପଟ୍ଟାମୁଣ୍ଡାଇ ବ୍ଲକ ଅଧକ୍ଷ ପ୍ରଦ୍ୟୁମ୍ନ ସାମନ୍ତରାୟ ମୁଖ୍ୟଅତିଥି ଭାବେ ଯୋଗ ଦେଇ ସମ୍ପ୍ରତି ପରିବେଶ ସୁରକ୍ଷା ସମଗ୍ର ବିଶ୍ୱ ପାଇଁ ଆହ୍ୱାନ ଭାବେ ଦେଖାଦେଇଛି I ପରିବେଶ ସୁରକ୍ଷିତ ନହେଲେ […]