ପେପର ପ୍ଲେଟ ଓ ଦୋନା କ୍ଲଷ୍ଟର ଉଦଘାଟିତ

blank
ପଟ୍ଟାମୁଣ୍ଡାଇ୨୭ା୯: କେନ୍ଦ୍ରାପଡା ଜିଲ୍ଲାର ପଟ୍ଟାମୁଣ୍ଡାଇ ବ୍ଲକ ଅଧିନ ବାଛରା ଗ୍ରାମ ପଞ୍ଚାୟତରେ ଶ୍ରଦ୍ଧାସୁମନ ପେପରପ୍ଲେଟ ଏବଂ ଦୋନା କ୍ଲଷ୍ଟର ଉଦଘାଟିତ ହୋଇଯାଇଛି। ଏହି ଉପଲକ୍ଷେ ଅନୁଷ୍ଠିତ ଉତ୍ସବରେ ଜିଲ୍ଲାପାଳ ରଘୁରାମ ଆର. ଆୟର ମୁଖ୍ୟଅତିଥି ଭାବେ ଯୋଗଦେଇ ଏହି କ୍ଳଷ୍ଟରକୁ ଉଦଘାଟନ କରିଛନ୍ତି। ଏହି ଉତ୍ସବରେ ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ଅଜାମ୍ବର ମହାନ୍ତି, ଓରମାସର ଡେପୁଟି ସିଇଓ ନିରଦ ଜେନା,ପଟ୍ଟାମୁଣ୍ଡାଇ ବ୍ଲକ ମିଶନଶକ୍ତି ସଂଯୋଜକ ପ୍ରଭୁ ଧବଳେଶ୍ୱର ବରାଳଙ୍କ ସମେତ ବ୍ଲକସ୍ତରୀୟ ଅଧିକାରୀମାନେ ଉପସ୍ଥିତ ଥିଲେ।

Next Post

ଚିକିମିକି ଆଲୋକମାଳାରେ ଝଲସୁଛି ପଟ୍ଟାମୁଣ୍ଡାଇ ସହର , ଆଜି ପୀଠରେ ସପ୍ତମୀ ପୂଜା

Sat Sep 27 , 2025
ପଟ୍ଟାମୁଣ୍ଡାଇ ୨୭.୯ – କେନ୍ଦ୍ରାପଡା ଜିଲ୍ଲାର ପଟ୍ଟାମୁଣ୍ଡାଇ ଅଂଚଳ ଶାରଦୀୟ ଦୁର୍ଗାପୁଜା ପାଇଁ ଉତ୍ସବ ମୁଖର ହୋଇଉଠିଛି । ମା’ଙ୍କ ଧରାବତରଣକୁ ସ୍ୱାଗତ ପାଇଁ କାଶତଣ୍ଡୀରେ ସଜେଇ ହୋଇଛି ପରିବେଶ। ମହାଳୟା ଠାରୁ ମା’ଙ୍କ ମୃଣ୍ମୟ ମୂର୍ତିରେ ଖଡି ଚଢା ହେଇ ଗତ ୨୨ତାରିଖ ଠାରୁ ପିଠରେ ନବରାତ୍ରୀ ଆରମ୍ଭ ହୋଇଯାଇଛି । ପୋଖରିଆପଡା ଗାୟତ୍ରୀ ମନ୍ଦିରରେ ପ୍ରତ୍ୟେକ ଦିନ ଭିନ୍ନ ଭିନ୍ନ ବେଶରେ ମା ଜଗତଜନନୀ ଭକ୍ତଙ୍କୁ ଦର୍ଶନ […]
blank

ଲୋକମତ

Breaking News

https://v3.adxpremium.services/dashboard/register-publisher

Discover more from Lokamata Odisha

Subscribe now to keep reading and get access to the full archive.

Continue reading