ଜନକଲ୍ୟାଣ ଶାନ୍ତି ଟ୍ରଷ୍ଟ ପକ୍ଷରୁ ସମ୍ବର୍ଦ୍ଧନା

blank
କେନ୍ଦ୍ରାପଡ଼ା,୧୮ା୨:ଜନକଲ୍ୟାଣ ଶାନ୍ତି ଟ୍ରଷ୍ଟ ପକ୍ଷରୁ ଜିଲ୍ଲାପାଳ ରଘୁରାମ ଆର. ଆୟରଙ୍କୁ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି। ଟ୍ରଷ୍ଟର ଅଧ୍ୟକ୍ଷ ଆଇନଜୀବୀ ଧରଣୀଧର ସାହୁ, ନିର୍ଦ୍ଦେଶକ ଆଇନଜୀବୀ ସଞ୍ଜୟ କୁମାର ଜେନା, ସନ୍ତୋଷ ପୋଥାଳ, ବରିଷ୍ଠ ଆଇନଜୀବୀ ଗଗନବିହାରୀ ଜେନା ଓ ଧିରେନ୍ଦ୍ର ଦାସ ପ୍ରମୁଖ ଉତ୍ତରୀୟ ଓ ପୁଷ୍ପଗୁଛ ପ୍ରଦାନ ପୂର୍ବକ ଜିଲ୍ଲାପାଳ ଶ୍ରୀ ଆୟରଙ୍କୁ ସମ୍ବର୍ଦ୍ଧିତ କରିଥିଲେ। ଟ୍ରଷ୍ଟ ପକ୍ଷରୁ ହେଉଥିବା ବିଭିନ୍ନ ସମାଜକଲ୍ୟାଣ କାର୍ଯ୍ୟକ୍ରମ ସମ୍ପର୍କରେ ଅନ୍ୟମାନଙ୍କ ମଧ୍ୟରେ ଟ୍ରଷ୍ଟର ଉପସଭାପତି ରମଣୀରଞ୍ଜନ ରାଉତରାୟ, ନିର୍ଦ୍ଦେଶକ ସତ୍ୟବ୍ରତ ସିଂହ,ଗୋଲେଖ ପରିଡା ଓ ଅକ୍ଷୟପ୍ରିୟ ଦାସ ପ୍ରମୁଖ ଉପସ୍ଥିତ ଥିଲେ।

Next Post

ପ୍ରେମିକାକୁ ଦେହ ବ୍ୟବସାୟରେ ଲଗାଇବା ମାମଲା , ପ୍ରେମିକ ସମେତ ୪ କୋର୍ଟଚାଲାଣ

Thu Feb 19 , 2026
ଅନ୍‌ଲାଇନ୍‌ରେ ବିଶେଷକରି ସୋସିଆଲ୍ ମିଡିଆର ପ୍ରେମ ଏବେ ଯୁବପିଢ଼ିଙ୍କଠାରେ ସବୁଠୁ ଅଧିକ ଦେଖିବାକୁ ମିଳୁଛି। ହେଲେ ଏହାଦ୍ୱାରା କେବେକେବେ ଅନେକଙ୍କୁ ବିଭିନ୍ନ ସମସ୍ୟାର ମଧ୍ୟ ସମ୍ମୁଖୀନ ହେବାକୁ ପଡୁଛି। କେତେବେଳେ ବିଶ୍ୱାସଘାତକତା ଓ ଅପରାଧିକ କାରଣ ପାଲଟୁଛି। ଏଭଳି ଏକ ଘଟଣା କେନ୍ଦ୍ରାପଡ଼ା ସଦର ଥାନା ଅଧୀନ ଶାମାଗୁଡ଼ିଆ ଅଂଚଳରେ ଚାଂଚଲ୍ୟ ଖେଳାଇ ଦେଇଛି । ସୋସିଆଲ୍ ମିଡିଆରୁ ପ୍ରେମ, ବିଶ୍ୱାସ ତାପରେ ବିବାହ ପ୍ରତିଶୃତି ପରେ ଦେହ ବ୍ୟବସାୟ […]
blank

ଲୋକମତ

Breaking News

https://v3.adxpremium.services/dashboard/register-publisher

Discover more from Lokamata Odisha

Subscribe now to keep reading and get access to the full archive.

Continue reading