ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ପକ୍ଷରୁ ଚକ୍ଷୁ ଚିକିତ୍ସା ଶିବିର

blank
କେନ୍ଦ୍ରାପଡ଼ା,୨୩ା୩:ପ୍ରାଥମିକ ସଡକ ସୁରକ୍ଷା ବ୍ୟବସ୍ଥା ସ୍ୱରୂପ ବସ ଓ ଟ୍ରକ ମାଲିକ ସଙ୍ଘ ସହଯୋଗରେ ଆଞ୍ଚଳିକ ପରିବହନ ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ସୋମବାର ଏକ ଚକ୍ଷୁ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଆଞ୍ଚଳିକ ପରିବହନ ଅଧିକାରୀ ଲୋକନାଥ ମେହେରଙ୍କ ପ୍ରତ୍ୟେକ୍ଷ ତତ୍ୱାବଧାନରେ ଅନୁଷ୍ଠିତ ଏହି ଶିବିରରେ ବସ, ଟ୍ରକ ସମେତ ବିଭିନ୍ନ ଯାନର ଚାଳକମାନଙ୍କ ଚକ୍ଷୁ ବିନା ମୂଲ୍ୟରେ ପରୀକ୍ଷା କରାଯିବା ସହ ସେମାନଙ୍କୁ ଆବଶୟକ ପରାମର୍ଶ ସହିତ ଔଷଧ ପ୍ରଦାନ କରାଯାଇଥିଲା। ଏଥିରେ ଆଞ୍ଚଳିକ ପରିବହନ ଅଧିକାରୀଙ୍କ କାର୍ଯ୍ୟାଳୟର କର୍ମଚାରୀମାନେ ସହଯୋଗ କରିଥିଲେ।

Next Post

ଗବେଷକ ନିରଞ୍ଜନ ମେକାପ ପାଇବେ କେନ୍ଦ୍ରାପଡା ଗୈାରବ ସମ୍ମାନ

Mon Mar 23 , 2026
କେନ୍ଦ୍ରାପଡ଼ା,୨୩ା୩:କେନ୍ଦ୍ରାପଡା ମାଟିର ପୁଅ ଶିକ୍ଷାବୀତ ତଥା ଗବେଷକ ନିରଞ୍ଜନ ମେକାପ କେନ୍ଦ୍ରାପଡା ଗୈାରବ ସମ୍ମାନ-୨୦୨୬ପାଇବାକୁ ଯୋଗ୍ୟ ବିବେଚିତ ହୋଇଛନ୍ତି। ଧନୁର୍ଜ୍ଜୟ ବିଶ୍ୱାଳ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ଆସନ୍ତା ୨୮ତାରିଖ ସନ୍ଧ୍ୟାରେ ବସପୁର ଠାରେ ଆୟୋଜିତ ପ୍ରତିଭା ମହୋତ୍ସବ -୨୦୨୬ ଅବସରରେ ଗବେଷକ ଶ୍ରୀ ମେକାପଙ୍କୁ ଜିଲ୍ଲାର ସର୍ବୋଚ୍ଚ ସମ୍ମାନ ‘କେନ୍ଦ୍ରାପଡା ଗୈାରବ ସମ୍ମାନ’ ପ୍ରଦାନ କରାଯିବ ବୋଲି ଟ୍ରଷ୍ଟ ପକ୍ଷରୁ ସୂଚନା ଦିଆଯାଇଛି। ସାହିତ୍ୟ ଓ ସଂସ୍କୃତି ଗବେଷଣା କ୍ଷେତ୍ରରେ […]
blank

ଲୋକମତ

Breaking News

https://v3.adxpremium.services/dashboard/register-publisher

Discover more from Lokamata Odisha

Subscribe now to keep reading and get access to the full archive.

Continue reading