ପଟ୍ଟାମୁଣ୍ଡାଇର ନୂତନ ସବଜଜ୍‌ଙ୍କୁ ସମ୍ବର୍ଦ୍ଧନା

blank
ପଟ୍ଟାମୁଣ୍ଡାଇ ୨୦/୫- ପଟ୍ଟାମୁଣ୍ଡାଇ କୋର୍ଟର ନୂତନ ସିନିଅର ଡିଭିଜନ ସିଭିଲ ଜଜ୍ ଭାବେ ଅଭିଜ୍ଞ ବିଚାରପତି ଅପୂର୍ବା ମହାନ୍ତି ଯୋଗ ଦେଇଅଛନ୍ତି । ପଟ୍ଟାମୁଣ୍ଡାଇ ଅଂଚଳର ବରିଷ୍ଠ ଆଇନଜୀବି ପୂର୍ବତନ ଓକିଲ ସଂଘ ସଭାପତି ବିଜ୍ଞାନ ମିହିର ଜେନା, ଆଡ଼ଭୋକେଟ କ୍ଷୀରୋଦ ପ୍ରଧାନ, ପ୍ରମୋଦ ସାହୁ, ସୁଶୀଲ ଦାଶ, ସୌମ୍ୟରଞ୍ଜନ ଧଳ, ରାଜେନ୍ଦ୍ର ମିଶ୍ର, ଅଭିରାମ କୁଣ୍ଡ, ଭବାନୀ ଶଙ୍କର ପଣ୍ଡା, ରମେଶ ପରିଡା, ବିଦ୍ୟାଧର ଦାଶ, ଶରତ ମଲିକ ସୁଧୀର ଦାସ, ସୁଶାନ୍ତ ସାମଲ, ରିତାଞ୍ଜଳୀ ଦାଶ, ସୁମନ୍ତ ମାଝ. ବିଶ୍ୱନାଥ ରାଉତ ଓ ଶୁଭଲଷ୍ମୀ ସ୍ୱାଇଁ ପ୍ରମୁଖ ବହୁ ଆଇନଜୀବୀ ନୂତନ ସବଜଜ୍ ଅପୂର୍ବା ମହାନ୍ତିଙ୍କୁ ଫୁଲ ତୋଡା ଦେଇ ସ୍ୱାଗତ ସମ୍ବର୍ଦ୍ଧନା ଜ୍ଞାପନ କରିଥିଲେ ।

Next Post

ପଟ୍ଟାମୁଣ୍ଡାଇରେ ଏଆଇସିସିଟିୟୁର ବିକ୍ଷୋଭ

Tue May 20 , 2025
ପଟ୍ଟାମୁଣ୍ଡାଇ ୨୦/୫- ଆକାଶଛୁଆଁ, ଦରଦାମ ବୃଦ୍ଧି, ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳା, ନାରୀ ନିର୍ଯ୍ୟାତନା, ଶ୍ରମିକମାରଣ ନୀତି ସର୍ବୋପରି କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଜନବିରୋଧୀ ନୀତି ବିରୋଧରେ ଏଆଇସିସିଟିୟୁ ଜିଲ୍ଲା କମିଟି ପକ୍ଷରୁ ପଟ୍ଟାମୁଣ୍ଡାଇ ଆଂଚଳିକ କମିଟି ସହଯୋଗରେ ପଟ୍ଟାମୁଣ୍ଡାଇ ବାଇପାସ ଆମ୍ବେଦକର ପ୍ରତିମୂର୍ତିରେ ମାଲ୍ୟାର୍ପଣ କରାଯାଇ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା । ପଟ୍ଟାମୁଣ୍ଡାଇ ମହାବୀର ବଜାର ପାର୍ଟି ଅଫିସରୁ ଦଳର କର୍ମୀମାନେ ବିଭିନ୍ନ ସ୍ଲୋଗାନ ଦେଇ ବଜାର ପରିକ୍ରମା […]
blank

ଲୋକମତ

Breaking News

https://v3.adxpremium.services/dashboard/register-publisher

Discover more from Lokamata Odisha

Subscribe now to keep reading and get access to the full archive.

Continue reading