- ସ୍ୱତନ୍ତ୍ର ସଘନ ସଂଶୋଧନ- ୨୦୨୬କୁ ନେଇ ରାଜନୈତିକ ଦଳ ଗୁଡିକ ସହ ବୈଠକ
କେନ୍ଦ୍ରାପଡ଼ା,୩ା୯:୧.୦୭.୨୦୨୬କୁ ଯୋଗ୍ୟତା ତାରିଖ ଭାବେ ଧାର୍ଯ୍ୟ କରି ଚାଲୁଥିବା ସ୍ୱତନ୍ତ୍ର ସଘନ ସଂଶୋଧନ (ଏସଆଇଆର)-୨୦୨୬ ପରିପ୍ରେକ୍ଷୀରେ ଆଜି ଜିଲ୍ଲାପାଳ ତଥା ଜିଲ୍ଲା ନିର୍ବାଚନ ଅଧିକାରୀ ରଘୁରାମ ଆର. ଆୟରଙ୍କ ଅଧ୍ୟକ୍ଷତାରେ ସ୍ୱୀକୃତିପ୍ରାପ୍ତ ରାଜନୈତିକ ଦଳ ଗୁଡ଼ିକର ପ୍ରତିନିଧିମାନଙ୍କୁ ନେଇ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଏହି ବୈଠକରେ ଜିଲ୍ଲାର ସମସ୍ତ ୫ଟି ବିଧାନସଭା ନିର୍ବାଚନମଣ୍ଡଳୀ ଯଥା ପାଟକୁରା, କେନ୍ଦ୍ରାପଡ଼ା, ଆଳି, ରାଜନଗର ଓ […]
- ବନ୍ୟା ଦୁର୍ଗତଙ୍କ ସେବାରେ ମାନବିକତାର ହାତ , ଜିଲ୍ଲା କ୍ଷତ୍ରିୟ ଖଣ୍ଡାୟତ ମହାସଂଘ, ଭାଗବତ ପ୍ରସାଦ ମହାନ୍ତି ଟ୍ରଷ୍ଟ ପକ୍ଷରୁ ରିଲିଫ ବଣ୍ଟନ
ପଟ୍ଟାମୁଣ୍ଡାଇ ତା ୧/୯- କେନ୍ଦ୍ରାପଡ଼ା ଜିଲ୍ଲା କ୍ଷତ୍ରିୟ ଖଣ୍ଡାୟତ ମହାସଂଘ ଓ ଭାଗବତ ପ୍ରସାଦ ମହାନ୍ତି ଟ୍ରଷ୍ଟ ମିଳିତ ଆନୁକୂଲ୍ୟରେ ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ବଳଭଦ୍ରପୁର ଗ୍ରାମ ପଞ୍ଚାୟତର ବନ୍ୟାବିପନ୍ନ ଙ୍କୁ ରିଲିଫ୍ ସାମଗ୍ରୀ ବଣ୍ଟନ କରାଯାଇଛି Iମହାସଂଘର ସଭାପତି ଶରତ କୁମାର ବେହୁରାଙ୍କ ନେତୃତ୍ୱରେ ପୀତବାସ ବେହେରା, ସଂଗ୍ରାମ ଜେନା, ପ୍ରକାଶ ପରିଡ଼ା, ସୁଶୀଲ ସାମଲ, ତରୁଣ ପ୍ରଧାନ, ରାଜ କିଶୋର ରାଉତରାୟ, ବାବାଜୀ ଧଳ, ଜଗନ୍ନାଥ ଧଳ, […]
- ୧୦୮ ତୀର୍ଥଯାତ୍ରୀଙ୍କ ଅଯୋଦ୍ଧା- ବାରାଣସୀ ଯାତ୍ରା
ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନାରେ କେନ୍ଦ୍ରାପଡା କେନ୍ଦ୍ରାପଡ଼ା,୧ା୯:ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ୨୦୨୬–୨୭ ଅଧିନରେ କେନ୍ଦ୍ରାପଡ଼ା ଜିଲ୍ଲାର ୧୦୮ ଜଣ ବରିଷ୍ଠ ନାଗରିକ ଅଯୋଧ୍ୟା ଓ ବାରାଣସୀ ତୀର୍ଥଯାତ୍ରାରେ ବାହାରିଛନ୍ତି। ଏହି ତୀର୍ଥଯାତ୍ରା ୨ ସେପ୍େଟମ୍ବରରୁ ୭ ସେପ୍େଟମ୍ବର ୨୦୨୬ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏହି ଅବସରରେ ଆଜି ଅପରାହ୍ନ ୪ଟାରେ କେନ୍ଦ୍ରାପଡ଼ା ସଂସ୍କୃତି ଭବନରେ ଆୟୋଜିତ ଫ୍ଲାଗ୍-ଅଫ୍ କାର୍ଯ୍ୟକ୍ରମରେ ଜିଲ୍ଲାପାଳ ରଘୁରାମ ଆର. ଆୟର ପତାକା ଦେଖାଇ ତୀର୍ଥଯାତ୍ରାର […]
- ଗଞ୍ଜେଇ ଜବତ,୨ଗିରଫ
କେନ୍ଦ୍ରାପଡ଼ା,୧ା୯:କେନ୍ଦ୍ରାପଡ଼ା ଜିଲ୍ଲାପାଳ ରଘୁରାମ ଆର. ଆୟରଙ୍କ ନିର୍ଦ୍ଦେଶକ୍ରମେ ଏବଂ କେନ୍ଦ୍ରାପଡା ଅବକାରୀ ଅଧୀକ୍ଷକ ବିପ୍ର ଚରଣ ମଣ୍ଡଳଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ କେନ୍ଦ୍ରାପଡ଼ା ସଦର ଥାନା ଅଞ୍ଚଳର ବିଭିନ୍ନ ସ୍ଥାନରେ ଅବକାରୀ ବିଭାଗ ପକ୍ଷରୁ ବ୍ୟାପକ ଚଢ଼ାଉ କରାଯାଇଥିଲା। ଏହି କ୍ରମରେ କଚେରିପଡ଼ା ଗ୍ରାମରେ କଙ୍ଗୋ ସିଗାରେଟ୍ ଖୋଳ ମଧ୍ୟରେ ଗଞ୍ଜେଇ ଭର୍ତ୍ତି କରି ବିକ୍ରି କରାଯାଉଥିବା ସମ୍ପର୍କରେ ବିଶେଷ ସୂତ୍ରରୁ ସୂଚନା ପାଇ ଅବକାରୀ ବିଭାଗ ପକ୍ଷରୁ ଅତର୍କିତ ଚଢ଼ାଉ […]
- ଗୋଷ୍ଠୀ ଶୌଚାଳୟ ପାଲଟିଛି ଶ୍ରମିକଙ୍କ ବାସଗୃହ
ପୌରପରିଷଦ ଯୋଜନାର ବାଟମାରଣା ପଟ୍ଟାମୁଣ୍ଡାଇ୧/୯ – ପଟ୍ଟାମୁଣ୍ଡାଇ ପୌରପରିଷଦ ଅଂଚଳରେ ସରକାରୀ ଯୋଜନାର ବାସ୍ତବ ରୂପରେଖକୁ ନେଇ ଏବେ ସାଧାରଣରେ ବଡ଼ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ସହରକୁ ସ୍ୱଚ୍ଛ, ନିର୍ମଳ ଏବଂ ବାହାରେ ମଳତ୍ୟାଗ ମୁକ୍ତ କରିବା ପାଇଁ ଲକ୍ଷ ଲକ୍ଷ ଟଙ୍କା ବ୍ୟୟରେ ନିର୍ମାଣ କରାଯାଇଥିବା ଗୋଷ୍ଠୀ ଶୌଚାଳୟଗୁଡ଼ିକ ଏବେ ସମ୍ପୂର୍ଣ୍ଣ ସେବାହୀନ ହୋଇପଡ଼ିଛି। ସବୁଠାରୁ ଦୁଃଖଦାୟକ ବିଷୟ ହେଉଛି ଯେଉଁ ଶୌଚାଳୟ ଲୋକଙ୍କ ଶୌଚ ପାଇଁ ବ୍ୟବହାର […]