ବ୍ରାହ୍ମଣୀ କଲେଜରେ ଏନ ଏସ ଏସ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ

blank

ପଟ୍ଟାମୁଣ୍ଡାଇ ୬/୭- ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଦାଣ୍ଡିସାହି ବ୍ରାହ୍ମଣୀ କଲେଜ ଏନଏସଏସ ପକ୍ଷରୁ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି । ଏହି କାର୍ଯ୍ୟକ୍ରମକୁ କଲେଜ ଅଧ୍ୟକ୍ଷ ବିଭୁ ପ୍ରସାଦ ରାୟ ଉଦଘାଟନ କରିଥିଲେ । ଏନଏସଏସ ସଂଯୋଜକ ଅଧ୍ୟାପକ ନଟବର ସୂତାରଙ୍କ ନେତୃତ୍ୱରେ ଅଧ୍ୟାପକ ଡ଼ ଚିନ୍ମୟ ପ୍ରଧାନ, ଅଧ୍ୟାପକ ସତ୍ୟଜିତ ବେହେରା, ଅଧ୍ୟାପକ ନିରଞ୍ଜନ ବାରିକ, ଅଧ୍ୟାପକ ଡ଼ ମନୋରଞ୍ଜନ ସାହୁ ଓ ଏନଏସଏସ ଛାତ୍ରୀଛାତ୍ର ମାନେ କଲେଜ ପରିସରରେ ବିଭିନ୍ନ ପ୍ରକାର ବୃକ୍ଷରୋପଣ କରି ପରିବେଶ ସଚେତନତା ବାର୍ତା ଦେଇଥିଲୋ

Next Post

କେନ୍ଦ୍ରାପଡା ଜିଲ୍ଲା ପାରାକ୍ରୀଡା ସଂଘ ଗଠିତ

Sun Jul 6 , 2025
କେନ୍ଦ୍ରାପଡା ୬/୭- ଭିନ୍ନକ୍ଷମମାନଙ୍କ ଥେରାପି ସେବା ଓ ସଶକ୍ତିକରଣ ନିମନ୍ତେ କାର୍ଯ୍ୟରତ ଅନୁଷ୍ଠାନ “ପୁନର୍ବାସ’ ଆନୁକୁଲ୍ୟରେ ପ୍ରଥମ ଥର ପାଇଁ ଜିଲ୍ଲା ପାରା କ୍ରୀଡା ସଙ୍ଘ ଗଠିତ ହୋଇଛି । କେନ୍ଦ୍ରାପଡା ଜିଲ୍ଲାରେ ପାରାକ୍ରୀଡ଼ାର ବିକାଶ ଓ ପ୍ରୋତ୍ସାହନକୁ ଧ୍ୟାନ ଦେବା ସହିତ ଏହା ଲୁକାୟିତ ଭାବେ ଥିବା ଯୋଗ୍ୟ ଭିନ୍ନକ୍ଷମ କ୍ରୀଡାବିତ୍ ମାନଙ୍କୁ ପ୍ରତିଭା ବିକାଶରେ ସହାୟତା ପାଇଁ ଉଦ୍ୟମ କରିବ । ଏହାର ମୁଖ୍ୟ ଉପଦେଷ୍ଟା ଭାବେ […]
blank

ଲୋକମତ

Breaking News

https://v3.adxpremium.services/dashboard/register-publisher

Discover more from Lokamata Odisha

Subscribe now to keep reading and get access to the full archive.

Continue reading