kendrapara20/7-: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଗରାପୁରସ୍ଥିତ ଶିବାନନ୍ଦ ଆଶ୍ରମରେ ସ୍ୱାମୀ ଶିବାନନ୍ଦ ସରସ୍ୱତୀଙ୍କର ୬୨ତମ ପୂଣ୍ୟତିଥି ପାଳିତ ହୋଇଯାଇଛି। ଏହି ଉପଲକ୍ଷେ ଆୟୋଜିତ ପ୍ରାତଃ ନଗର ସଙ୍କୀର୍ତ୍ତନ ଏବଂ ଶ୍ରୀ ଦିବ୍ୟ ବଳଦେବଜୀଉ ଓ ଶ୍ରୀଦିବ୍ୟେଶ୍ୱର ମହାଦେବଙ୍କ ମନ୍ଦିରରେ ପୂଜାର୍ଚ୍ଚନା କରାଯିବା ପରେ ଆଶ୍ରମର ପରାମାଧ୍ୟକ୍ଷା ଶ୍ରୀ’ମା ସ୍ୱାମୀ ଦିବ୍ୟସ୍ୱରୂପାନନ୍ଦ ସରସ୍ୱତୀ ଶ୍ରଦ୍ଧାଳୁମାନଙ୍କ ଗହଣରେ ଗୁରୁଦେବଙ୍କର ପାଦପୂଜା କରିଥିଲେ। ଏହାପରେ ବିଶ୍ୱବନ୍ଦ୍ୟ ସନ୍ଥ ସ୍ୱାମୀ ଶିବାନନ୍ଦ ସରସ୍ୱତୀଙ୍କର ଦର୍ଶନତତ୍ୱ ତଥା […]

ପଟ୍ଟାମୁଣ୍ଡାଇ୨୦/୭-ପଟ୍ଟାମୁଣ୍ଡାଇ ବାଇପାସ ଆମ୍ବେଦକର ପ୍ରତିମୂର୍ତି ନିକଟରେ ପଟ୍ଟାମୁଣ୍ଡାଇ ବିକାଶ ପରିଷଦ ପକ୍ଷରୁ ବାଲେଶ୍ୱର ଫକୀରମୋହନ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇ ଏକ ମହମବତୀ ଶୋଭାଯାତ୍ରା ଶନିବାର ଅନୁଷ୍ଠିତ ହୋଇଯଅଇଛି । ଏଥିରେ ବଳଙ୍ଗା ନାବାଳିକା ଛାତ୍ରୀଙ୍କୁ ଦୁବୃର୍ତ ମାନେ ଜିଅନ୍ତା ଜାଳିଦେବା ଓ ସମ୍ବଲପୁର ଗଙ୍ଗାଧର ମେହେର କଲେଜ ଛାତ୍ରୀଙ୍କ ଯୌନ ଶୋଷଣ ମାମଲାର ବିଧିବଦ୍ଧ ତଦନ୍ତ କରି ଅଭିଯୁକ୍ତମାନଙ୍କୁ କଠୋର ଦଣ୍ଡ ବିଧାନ ଦାବୀ କରାଯାଇଥିଲା […]

ପ୍ରବଚନ ମାଧ୍ୟମରେ ଜଗନ୍ନାଥ ସଂସ୍କୃତିର ପ୍ରଚାର ପ୍ରସାର କରୁଥିଲେ  କେନ୍ଦ୍ରାପଡ଼ା,୧୯ା୭ :ସନାତନ ଧର୍ମ ପାଇଁ ଦୀର୍ଘ ୫୦ ବର୍ଷ ଧରି ଅବିରତ ସେବାରେ ନିୟୋଜିତ ଥିବା ୮୩ ବର୍ଷୀୟ ବୃଦ୍ଧ ଗୋସ୍ୱାମୀ ଅନାମ ଚରଣ ଦାଶଙ୍କୁ ରାଜସ୍ଥାନର ଜୟପୁରରେ ଜଗନ୍ନାଥ ସେବା ସମ୍ମାନରେ ସମ୍ମାନିତ କରାଯାଇଛି। ଓଡ଼ିଶାର କେନ୍ଦ୍ରାପଡ଼ା ଜିଲ୍ଲାର ଗରଦପୁର ବ୍ଲକର ବ୍ରହ୍ମପୁର ଗ୍ରାମର ବିଶିଷ୍ଟ ସନାତନ ଧର୍ମ ବେଦାନ୍ତ ଓ ପୌରାଣିକ ଆଚାର୍ଯ୍ୟ ଗୋସ୍ୱାମୀ ଅନାମ ଚରଣ […]

କେନ୍ଦ୍ରାପଡ଼ା,୧୯ା୭:ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ଓଡିଶା,ଭୁବନେଶ୍ୱରଙ୍କର ପତ୍ର ସଂଖ୍ୟା ୨୮୭୯୩, ତା ୩୧-୧୨-୨୦୨୦ରିଖ ଅନୁସାରେ ପ୍ରତ୍ୟେକ ଜିଲ୍ଲା ଶିକ୍ଷାଧିକାରୀ,ବ୍ଲକ ଶିକ୍ଷାଧିକାରୀ ଓ ଡି.ପି.ସି. ଅଫିସକୁ ଆଇନଗତ ପରାମର୍ଶ ଦେବା ପାଇଁ ଜଣେ ଜଣେ ଆଇନଗତ ଧାରକ(ଲିଗାଲ ରିଟେନର) ନିଯୁକ୍ତି କରିବା ପାଇଁ ଆଦେଶ ଦିଆଯାଇଅଛି। ଆମ୍ଭ ଜିଲ୍ଲାରେ ସେହିପରି ଜିଲ୍ଲା ଶିକ୍ଷାଧିକାରୀଙ୍କ ଦ୍ୱାରା ଶ୍ରୀ ବିଶ୍ୱଜିତ ରାଉତଙ୍କୁ ନଯୁକ୍ତି ଦିଆଯାଇଥିଲା। କିନ୍ତୁ ଶ୍ରୀ ରାଉତ ତାଙ୍କ ଆଇନଗତ ଧାରକ କାର୍ଯ୍ୟ ଧାରାରୁ […]

ବାଣୀକଣ୍ଠ ନିମାଇଁ ଚରଣ ହରିଚନ୍ଦନଙ୍କ ସ୍ମୃତି ସମାରୋହରେ ବିଶିଷ୍ଟ ବ୍ୟକ୍ତିଙ୍କ ମତ କେନ୍ଦ୍ରାପଡ଼ା,୧୯/୭- ବୈଦ୍ଧିକ ଜଗତକୁ ପଦ୍ମଶ୍ରୀ ବାଣୀକଣ୍ଠ ନିମାଇଁ ଚରଣ ହରିଚନ୍ଦନଙ୍କ ଅବଦାନ ଅବିସ୍ମରଣୀୟ ହୋଇ ରହିବ । ସେ ଏକାଧାରାରେ ଥିଲେ ସୁନାମଧନ୍ୟ କଣ୍ଠଶୀଳ୍ପି ,ଗୀତିକାର,ସଂସ୍କାରକ ଓ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପରମ ଭକ୍ତ ତଥା ସେବକ । ତାଙ୍କ ସଂଗୀତ ସାଧନା ଓ ସମର୍ପିିତ ବ୍ୟକ୍ତତ୍ୱ ଓଡ଼ିଆ ଜାତି ପାଇଁ ପ୍ରେରଣା ଉସ୍‌ô ହୋଇ ରହିବ । […]

ପଟ୍ଟାମୁଣ୍ଡାଇ ୧୯/୭ – କେନ୍ଦ୍ରାପଡା ଜିଲାର ପଟ୍ଟାମୁଣ୍ଡାଇ ବ୍ଲକ ଓ ପୌରାଂଚଳ ଅନ୍ତର୍ଗତ ବ୍ରାହ୍ମଣୀ ନଦୀରେ ବନ୍ୟା ଯୋଗୁ ବ୍ୟାପକ ଅଂଚଳ ଜଳମଗ୍ନ ହୋଇଛି। ୧୦ ଟି ପଂଚାୟତ ଓ ପୌରାଂଚଳର ୯ଟି ୱାର୍ଡ ବିଶେଷ ଭାବେ କ୍ଷତିଗସ୍ତ ହୋଇଛି । ସାଧାରଣ ଲୋକେ ଓ ଗୃଷପାଳିତ ପ୍ରାଣୀ ଉଚ୍ଚ ସ୍ଥାନକୁ ଚାଲି ଯାଇଛନ୍ତି। ମାତ୍ର ପ୍ରଶାସନ ପକ୍ଷରୁ ଏ ପର୍ଯ୍ୟନ୍ତ ସମସ୍ତ ବିପନ୍ନଙ୍କୁ ରିଲିଫ, ପଲିଥିନ, ଔଷଧ ଓ […]

ପଟ୍ଟାମୁଣ୍ଡାଇ ତା ୧୯/୭- ଚଳିତ ପ୍ରଳୟଙ୍କରୀ ବନ୍ୟାରେ ପଟ୍ଟାମୁଣ୍ଡାଇ ବ୍ଲକର ୧୪ଟି ପଂଚାୟତ ଓ ପୌରାଞ୍ଚଳର ୯ଟି ୱାର୍ଡ ବିଶେଷ ଭାବେ କ୍ଷତିଗସ୍ତ ହୋଇଛି । ବନ୍ୟାର ଭୟାବହତା ଓ ପ୍ରକୃତ ସ୍ଥିତି ଅନୁଧ୍ୟାନ କରିବା ପାଇଁ କେନ୍ଦ୍ରାପଡ଼ା ଜିଲ୍ଲାପାଳ ସ୍ମୃତି ରଞ୍ଜନ ପ୍ରଧାନଙ୍କ ନିର୍ଦେଶରେ ଜିଲ୍ଲା ପ୍ରକଳ୍ପ ନିର୍ଦେଶକ ଅଜାମ୍ବର ମହାନ୍ତି ବନ୍ୟା ବିପନ୍ନ ଧୋୟା ଞ୍ଚଳର ବିଭିନ୍ନ ପଂଚାୟତ ଗସ୍ତ କରି ସ୍ଥିତି ଆକଳନ କରିବା ସହିତ […]

ପଟ୍ଟାମୁଣ୍ଡାଇ ୧୯/୭ -କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଂଚଳ ଥାନା ଅଧୀନ ବଡପଡା ପଂଚାୟତ କାଠିଆପଡା ଗ୍ରାମର କାବେରୀ ପାଢ଼ୀ ନାମକ ଜଣେ ମହିଳାଙ୍କୁ ଶାଶୁଘର ଲୋକେ ମାରିଦେଇଥିବା ନେଇ ପଟ୍ଟାମୁଣ୍ଡାଇ ଗ୍ରାମଂଚଳ ଥାନାରେ ଅଭିଯୋଗ ହୋଇଛି। ଏନେଇ ପୋଲିସ ଏକ ମାମଲା(ନଂ ୨୬୮ /୨୫) ରୁଜୁକରି ତଦନ୍ତ ଚଳାଇଛି। ଅଭିଯୋଗ ଅନୁଯାୟୀ କାଠିଆପଡା ଗ୍ରାମର ବିକ୍ରମ ପାଢ଼ୀଙ୍କ ପୁତ୍ର ଶିବପ୍ରସାଦ ପାଢ଼ୀ ଗତ ୬ ମାସ ତଳେ ରାଜନଗର ଅଂଚଳର […]

ପଟ୍ଟାମୁଣ୍ଡାଇ ତା ୧୮/୭- ଓଳାଭର ଅଂଚଳର ବିଶିଷ୍ଟ ସମାଜସେବୀ ତଥା ଲଷ୍ମୀନାରାୟଣ ମଦିର ପ୍ରତିଷ୍ଠାତା ଘନଶ୍ୟାମ ଜଗତିଙ୍କ ତାଙ୍କ ବାସବଭବନରେ ପରଲୋକ ହୋଇଯାଇଛି । ତାଙ୍କୁ ୯୪ ବର୍ଷ ହୋଇଥିଲା। ଶେଷ ସମୟରେ ତାଙ୍କ ମୃତ୍ୟୁ ଶଯ୍ୟା ନିକଟରେ ବାବନ କିଶୋର ଜଗତି, ବିରେନ କୁମାର ଜଗତି, ସମାଜ ସେବୀ ଦାମୋଦର ନାୟକ, ସାମ୍ବାଦିକ ଅକ୍ଷୟ କୁମାର ସାହୁ ନମିତା ନାୟକ, ସୁମିତ୍ରା ସାହୁ, ଅତିରିକ୍ତ ଜିଲ୍ଲାଜଜ ବିଦ୍ୟାଧର ପୃଷ୍ଟି, […]

କେନ୍ଦ୍ରାପଡ଼ା,୧୮ା୭:କେନ୍ଦ୍ରାପଡା ସରକାରୀ ଉଚ୍ଚ ବିଦ୍ୟାଳୟରେ ଛାତ୍ରଛାତ୍ରୀମାନଙ୍କୁ ନିମ୍ନମାନର ମଧ୍ୟାହ୍ନ ଭୋଜନ ପରସା ଯାଉଛି। ମଧ୍ୟାହ୍ନ ଭୋଜନରେ ଯେଉଁ ସୋୟାବିନ ପଡୁଛି ତାହା ମଧ୍ୟ ଅତ୍ୟନ୍ତ ନିମ୍ନମାନର। ସେହିପରି ଛାତ୍ରଛାତ୍ରୀଙ୍କୁ ଯେଉଁ ବାଦାମଲଡୁ ଦିଆଯାଉଛି ତାହାର ମାନ ମଧ୍ୟ ସଠିକ ନାହିଁ। କେବଳ ସେତିକି ନୁହେଁ ଛାତ୍ରଛାତ୍ରୀଙ୍କୁ ପିଇବା ପାଇଁ ଯେଉଁ ପାନୀୟ ଜଳ ଦିଆଯାଉଛି ତାହା ମଧ୍ୟ ସଂକ୍ରମିତ। ଏହାକୁ କେନ୍ଦ୍ରକରି କେନ୍ଦ୍ରାପଡା ଜିଲ୍ଲା ଶିକ୍ଷାଧିକାରୀ ପବିତ୍ରମୋହନ ବାରିକ କେନ୍ଦ୍ରାପଡା […]

Breaking News