ପଟ୍ଟାମୁଣ୍ଡଇ ୨୨/୫ -କାଶ୍ମୀର ପହେଲଗାମ ଆକ୍ରମଣର କଡା ଜବାବ ଦେବା ପାଇଁ ଭାରତ ସରକାରଙ୍କ ଅପରେସନ ସିନ୍ଦୁର ଅପୂର୍ବ ସଫଳତା ହାସଲ କରି ପାକିସ୍ତାନ ମାଟିରେ ଆତଙ୍କବାଦ ଉପରେ ଭାରତର ବିଜୟ ହୋଇଛି । ଭାରତବର୍ଷର ଏକତା ଅଖଣ୍ଡତା ସୁଦୃଢ କରିବା ପାଇଁ ପଟ୍ଟାମୁଣ୍ଡାଇ ଠାରେ ରାଷ୍ଟ୍ରୀୟ ନାଗରିକ ମଂଚ ପକ୍ଷରୁ ତ୍ରିରଙ୍ଗା ଯାତ୍ରା ଆୟୋଜନ କରାଯାଇଥିଲା । ପଟ୍ଟାମୁଣ୍ଡାଇ ମହାବୀର ବଜାର ଠାରୁ ତ୍ରିରଙ୍ଗା ଯାତ୍ରା ଆରମ୍ଭ ହୋଇ […]
ପଟ୍ଟାମୁଣ୍ଡାଇ ୨୨/୫- ପଟ୍ଟାମୁଣ୍ଡାଇ କୋର୍ଟର ସବଜଜ ସୁଶ୍ରୀ ସଂଗୀତା ମଲ୍ଲିକଙ୍କର ଅନ୍ୟତ୍ର ବଦଳି ହୋଇଥିବାରୁ ତାଙ୍କୁ ପଟ୍ଟାମୁଣ୍ଡାଇ ଓକିଲ ସଂଘ ପକ୍ଷରୁ କୋର୍ଟ ପରିସରରେ ବିଦାୟକାଳୀନ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି । ଓକିଲ ସଂଘ ସଭାପତି ସୂର୍ଯ୍ୟ ରଞ୍ଜନ ରାଉଳଙ୍କ ପୌରହିତ୍ୟ ଓ ପୂର୍ବତନ ସଭାପତି ତପନ ମିଶ୍ରଙ୍କ ସଂଯୋଜନାରେ ଆୟୋଜିତ ବିଦାୟ କାଳୀନ ସଭାରେ ଜେଏମଏଫସି ଡି.କେ ବାଳକ୍ରିଷ୍ଣନ, ଓକିଲ ସଂଘ ଉପସଭାପତି ସୁରେଶ ନରେନ୍ଦ୍ର, ସମ୍ପାଦକ ରବୀନ୍ଦ୍ର […]
ପଟ୍ଟାମୁଣ୍ଡାଇ ୨୨/୫ -କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମଂଚଳ ଥାନା ଅନ୍ତର୍ଗତ ସୁଜନପୁର ଗ୍ରାମ ନିକଟରେ ଗୁରୁବାର ମଧ୍ୟାହ୍ନ ୨ଟା ବେଳେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଦୁଇ ଯୁବକ ନୂଆ ପଗଛରେ ପିଟି ହେଲା ବାଇକ, ଦୁଇ ମୃତଲସର ବାଇକରେ ମାଳିବସା-ବାବର ପୂର୍ତ ରାସ୍ତା ଦେଇ ବାବର ଅଭିମୁଖେ ଯାଇଥିବା ବେଳେ ମଟରସାଇକଲଟି ନିୟନ୍ତ୍ରଣ ହରାଇ ସୁଜୁନପୁର ଗାଁ ମୁଣ୍ଡ ଏକ ଆକାସି ଗଛରେ ପିଟି ହୋଇଛି । […]
ପଟ୍ଟାମୁଣ୍ଡାଇ ୨୨/୫ -କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମଂଚଳ ଥାନା ଅନ୍ତର୍ଗତ ସୁଜନପୁର ଗ୍ରାମ ନିକଟରେ ଗୁରୁବାର ମଧ୍ୟାହ୍ନ ୨ଟା ବେଳେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଦୁଇ ଯୁବକ ନୂଆ ପଲସର ବାଇକରେ ମାଳିବସା-ବାବର ପୂର୍ତ ରାସ୍ତା ଦେଇ ବାବର ଅଭିମୁଖେ ଯାଇଥିବା ବେଳେ ମଟରସାଇକଲଟି ନିୟନ୍ତ୍ରଣ ହରାଇ ସୁଜୁନପୁର ଗାଁ ମୁଣ୍ଡ ଏକ ଆକାସି ଗଛରେ ପିଟି ହୋଇଛି । ଫଳରେ ଘଟଣା ସ୍ଥଳରେ ଦୁଇ ଯୁବକଙ୍କ […]
କେନ୍ଦ୍ରାପଡ଼ା,୨୧ା୫ : +୨ ପରୀକ୍ଷା ଫଳ ବୁଧବାର ପ୍ରକାଶ ପାଇଛି। ମାର୍ଶାଘାଇ ଉଚ୍ଚମାଧ୍ୟମିକ ବିଦ୍ୟାଳୟର ବିଜ୍ଞାନ ଛାତ୍ରୀ ଅସୀମା ଦାସ ମୋଟ ୫୭୨ମାର୍କ ଅର୍ଥାତ ୯୫.୩ପ୍ରତିଶତ ମାର୍କ ରଖି ଜିଲ୍ଲା ଟପ୍ପର ହୋଇଛନ୍ତି। ଅସୀମା ହେଉଛନ୍ତି ମାର୍ଶାଘାଇ ମହାବିଦ୍ୟାଳୟର ରସାୟନ ବିଜ୍ଞାନ ବିଭାଗ ଅଧ୍ୟାପକ ଦୀପକ କୁମାର ଦାସ ଓ ଅନ୍ନପୂର୍ଣ୍ଣା ଦାସଙ୍କ କନିଷ୍ଠା କନ୍ୟା। ଅସୀମା ମୁଳରୁ ଜଣେ ମେଧାବୀ ଛାତ୍ରୀ ଅଟନ୍ତି। ସେ ମାଟ୍ରିକ ପରୀକ୍ଷାରେ ମଧ୍ୟ […]
କେନ୍ଦ୍ରାପଡ଼ା,୨୧ା୫ : +୨ପରୀକ୍ଷା ଫଳ ବୁଧବାର ପ୍ରକାଶ ପାଇଛି। କେନ୍ଦ୍ରାପଡା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ସାମଗ୍ରିକ ଭାବେ +୨ ପାସ ହାର ୯୪ପ୍ରତିଶତ ରହିଛି। ବିଦ୍ୟାଳୟର +୨କଳାରେ ମୋଟ ୩୮୦ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିବା ବେଳେ ସେଥିମଧ୍ୟରୁ ପ୍ରଥମ ଶ୍ରେଣୀରେ ୧୮୧ଜଣ, ଦ୍ୱିତୀୟ ଶ୍ରେଣୀରେ ୭୮ଜଣ ଓ ତୃତୀୟ ଶ୍ରେଣୀରେ ୯୩ଜଣ ପାସ କରିଛନ୍ତି। ୨୬ଜଣ ଫେଲ ହୋଇଥିବା ବେଳେ ମୋଟ ୩୫୨ଜଣ ପାସ କରିଛନ୍ତି। ବିଦ୍ୟାଳୟର କଳାରେ ପାସ […]
କେନ୍ଦ୍ରାପଡ଼ା,୨୦ା୫:କେନ୍ଦ୍ରାପଡା ଜିଲ୍ଲାର ଆଳି ଥାନା ଅନ୍ତର୍ଗତ ଗୋବିନ୍ଦପୁର ଦଦୁଆ ଗ୍ରାମର ଶ୍ରୀଧର ନାୟକ ବିଜେପିରେ ମିଶିବାରୁ ତାଙ୍କୁ ମରଣାନ୍ତକ ଆକ୍ରମଣ କରାଯାଇଛି। ଏ ନେଇ ଶ୍ରୀଧରଙ୍କ ପରିବାର ପକ୍ଷରୁ ଆଳି ଥାନାରେ ଅଭିଯୋଗ କରାଯାଇଛି। ଗୁରୁତର ଅବସ୍ଥାରେ ଶ୍ରୀଧରଙ୍କୁ କେନ୍ଦ୍ରାପଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ତାଙ୍କୁ ସାବଳ ଓ ଭୁଜାଲିରେ ଆକ୍ରମଣ କରାଯାଇଥରବା ଅଭିଯୋଗ ହୋଇଛି। ଏଥିରେ ତାଙ୍କ ମୁଣ୍ଡ ଓ ମୁହଁରେ ଗଭୀର କ୍ଷତ ସୃଷ୍ଟି […]
ପଟ୍ଟାମୁଣ୍ଡାଇ ତା୨୦/୫- ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଦାଣ୍ଡିସାହି ବ୍ରାହ୍ମଣୀ କଲେଜର ଅନ୍ୟତମ ପ୍ରତିଷ୍ଠାତା ପ୍ରଫେସର ଗୟାଧର ରାଉତଙ୍କ ୮ମ ଶ୍ରାଦ୍ଧ ବାର୍ଷିକୀ ପାଳିତ ହୋଇଯାଇଛି। ଏହି ଉପଲକ୍ଷେ କଲେଜ ପରିସରରେ ଅଧକ୍ଷ ଡ଼ଃ ଗୌରୀକୁମାର ସାମଲଙ୍କ ପୌରହିତ୍ୟରେ ଅନୁଷ୍ଠିତ କାର୍ଯ୍ୟକ୍ରମ ରେ ଅଧ୍ୟାପକ ନିରଞ୍ଜନ ବାରିକ, ଅଧ୍ୟାପକ ଦିଲ୍ଲୀପ କୁମାର ମଲ୍ଲିକ, ଅଧ୍ୟାପକ ଶିବ ଚରଣ ଦାସ, ଡି ଇ ଓ ଦୈତାରୀ ନାୟକ, ବିଜୟ ଜୁମର ରାଉତ, ମନୋଜ […]
ପଟ୍ଟାମୁଣ୍ଡାଇ ୨୦/୫- ଆକାଶଛୁଆଁ, ଦରଦାମ ବୃଦ୍ଧି, ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳା, ନାରୀ ନିର୍ଯ୍ୟାତନା, ଶ୍ରମିକମାରଣ ନୀତି ସର୍ବୋପରି କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଜନବିରୋଧୀ ନୀତି ବିରୋଧରେ ଏଆଇସିସିଟିୟୁ ଜିଲ୍ଲା କମିଟି ପକ୍ଷରୁ ପଟ୍ଟାମୁଣ୍ଡାଇ ଆଂଚଳିକ କମିଟି ସହଯୋଗରେ ପଟ୍ଟାମୁଣ୍ଡାଇ ବାଇପାସ ଆମ୍ବେଦକର ପ୍ରତିମୂର୍ତିରେ ମାଲ୍ୟାର୍ପଣ କରାଯାଇ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା । ପଟ୍ଟାମୁଣ୍ଡାଇ ମହାବୀର ବଜାର ପାର୍ଟି ଅଫିସରୁ ଦଳର କର୍ମୀମାନେ ବିଭିନ୍ନ ସ୍ଲୋଗାନ ଦେଇ ବଜାର ପରିକ୍ରମା […]
ପଟ୍ଟାମୁଣ୍ଡାଇ ୨୦/୫- ପଟ୍ଟାମୁଣ୍ଡାଇ କୋର୍ଟର ନୂତନ ସିନିଅର ଡିଭିଜନ ସିଭିଲ ଜଜ୍ ଭାବେ ଅଭିଜ୍ଞ ବିଚାରପତି ଅପୂର୍ବା ମହାନ୍ତି ଯୋଗ ଦେଇଅଛନ୍ତି । ପଟ୍ଟାମୁଣ୍ଡାଇ ଅଂଚଳର ବରିଷ୍ଠ ଆଇନଜୀବି ପୂର୍ବତନ ଓକିଲ ସଂଘ ସଭାପତି ବିଜ୍ଞାନ ମିହିର ଜେନା, ଆଡ଼ଭୋକେଟ କ୍ଷୀରୋଦ ପ୍ରଧାନ, ପ୍ରମୋଦ ସାହୁ, ସୁଶୀଲ ଦାଶ, ସୌମ୍ୟରଞ୍ଜନ ଧଳ, ରାଜେନ୍ଦ୍ର ମିଶ୍ର, ଅଭିରାମ କୁଣ୍ଡ, ଭବାନୀ ଶଙ୍କର ପଣ୍ଡା, ରମେଶ ପରିଡା, ବିଦ୍ୟାଧର ଦାଶ, ଶରତ ମଲିକ […]