କେନ୍ଦ୍ରାପଡ଼ା, ୨୯.୦୫.୨୦୨୫, ଆଜି ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲା ସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ ସ୍ମୃତି ରଞ୍ଜନ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକରେ ପ୍ରାକୃତିକ ବିପର୍ଯ୍ୟୟ ସମୟରେ କିପରି ପ୍ରସ୍ତୁତ ରହି ତାହାର ପରିଚାଳନା କରିବା ସଂକ୍ରାନ୍ତୀୟ ବିଭିନ୍ନ ପ୍ରସଙ୍ଗ ଉପରେ ଆଲୋଚନା କରାଯାଇଥିଲା। ବୈଠକରେ ଦୁର୍ବଳ ନଦୀ ବନ୍ଦର ସ୍ଥିତି ଓ ଏହାର ମରାମତି, […]
କେନ୍ଦ୍ରାପଡ଼ା, ୨୯.୦୫, ଆସନ୍ତା ଜୁନ ମାସ ୨ରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କେନ୍ଦ୍ରାପଡ଼ା ଗସ୍ତ ଆସିବେ ।ଏନେଇ ଗୁରୁବାର ସ୍ଥାନୀୟ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷଠାରେ ପ୍ରାକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ ସ୍ମୃତି ରଞ୍ଜନ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ପ୍ରସ୍ତୁତି ବୈଠକରେ ମହାକାଳପଡ଼ା ବିଧାୟକ ଡ. ଦୁର୍ଗା ପ୍ରସନ୍ନ ନାୟକ, ବିଜେପି ଜିଲ୍ଲାସଭାପତି ଶଶାଙ୍କ ଶେଖର ସେଠୀ, ଅତିରିକ୍ତ ଜିଲ୍ଲାପାଳ ରବୀନ୍ଦ୍ର କୁମାର ମଲ୍ଲିକ, ଅତିରିକ୍ତ ଆରକ୍ଷୀ […]
କେନ୍ଦ୍ରାପଡ଼ା,୨୯ା୫: ମହାରାଷ୍ଟ୍ର, ଛତିଶଗଡ ରାଜ୍ୟ ଢାଞ୍ଚାରେ ଓଡିଶାର ସାମ୍ବାଦିକମାନଙ୍କ ସୁରକ୍ଷା ପାଇଁ ଆଇନ, ପେନସନ୍, ଅନୁକମ୍ପା ରାଶି ୮ଲକ୍ଷକୁ ବୃଦ୍ଧି, ସ୍ୱାସ୍ଥ୍ୟ ବୀମା ୧୦ଲକ୍ଷକୁ ବୃଦ୍ଧି କରିବା ଦାବିରେ ଓଡିଶା ସାମ୍ବାଦିକ ୟୁନିୟନ ନେତୃତ୍ୱରେ କେନ୍ଦ୍ରାପଡା ଜିଲ୍ଲା ସାମ୍ବାଦିକ ସଂଘ ଆଜି ମୁଖ୍ୟମନ୍ତ୍ରୀଙ୍କ ନିକଟକୁ ପଠାଇବା ପାଇଁ ଏକ ସ୍ମାରକପତ୍ର ଜିଲ୍ଲାପାଳଙ୍କୁ ପ୍ରଦାନ କରିଛନ୍ତି । ସାମ୍ବାଦିକମାନେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଏହି ଦାବିକୁ ନେଇ ସ୍ଲୋଗାନ ଦେବା ସହିତ […]
କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଅଂଚଳରେ ଥିବା ସରକାରୀ କାର୍ଯ୍ୟାଳୟ ଗୁଡିକରେ ଅବ୍ୟବସ୍ଥା ଦେଖା ଦେଇଛି । ସରକାର ବିଭିନ୍ନ ବିଭାଗ ମାଧ୍ୟମରେ ଅଧିକାରୀ ଓ କର୍ମଚାରୀ ରଖି ତଦାରଖ ଦାୟୀତ୍ୱ ଦେଇଛନ୍ତି । ହେଲେ ଅଧିକାରୀ ଓ କର୍ମଚାରୀ ନିଜ କାର୍ଯ୍ୟରେ ଅବହେଳା, ଅନିୟମିତତା, ସରକାରୀ ଅର୍ଥର ଦୂରୁପଯୋଗ ଏବଂ ପରିଚାଳନାଗତ ତ୍ରୁଟି କରୁଥିବା ଦେଖିବାକୁ ମିଳିଛି । ଲୋକେ ଅଭିଯୋଗ କଲେ ମଧ୍ୟ ଅଣଦେଖା କରାଯାଉଛି । ଫଳରେ […]
କେନ୍ଦ୍ରାପଡ଼ା ୨୮ା୫-କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧ୍ୟକ୍ଷା କଳ୍ପନା ରାଉତ ଅନାସ୍ଥା ଭୋଟ୍ରେ ହାରିଯାଇଛନ୍ତି।ବୁଧବାର ଆୟୋଜିତ ବୈଠକରେ ୪୯ ଜଣ ସଭ୍ୟାସଭ୍ୟ ଉପସ୍ଥିତ ରହି ଅନାସ୍ଥାକୁ ସମର୍ଥନ କରିଥିଲେ। ଅପରପକ୍ଷରେ ବ୍ଲକରେ ୩୧ ପଂଚାୟତର ମୋଟ ୬୨ ସରପଂଚ ଏବଂ ସମିତି ସଭ୍ୟ ଉପସ୍ଥିତ ଥିଲେ। ଅନାସ୍ଥା ବୈଠକରେ ଦୁଇ ତୃତୀୟାଂଶ ଅର୍ଥାତ୍ ୪୪ ଜଣଙ୍କ ସମର୍ଥନ ଆବଶ୍ୟକତା ରହିଥିଲା। ତେବେ ସମର୍ଥନ ଅଭାବରୁ ବ୍ଲକ୍ ଅଧ୍ୟକ୍ଷା କଳ୍ପନା ରାଉତ […]
ପଟ୍ଟାମୁଣ୍ଡାଇ ତା ୨୮/୫- ପଟ୍ଟାମୁଣ୍ଡାଇ ସହର ସମେତ ପୌରାଞ୍ଚକର ବିଭିନ୍ନ ୱାର୍ଡରୁ ଜଳନିଷ୍କାସନ ପାଇଁ ସ୍ଥାୟୀ ବ୍ୟବସ୍ଥା କରିବା ଉଦେଶ୍ୟରେ ପଟ୍ଟାମୁଣ୍ଡାଇ ବିକାଶ ପରିଷଦ ପକ୍ଷରୁ ଜିଟି 19 ତାରିଖରେ ବ୍ଲକ ସମ୍ମିଳନୀ କକ୍ଷରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଆୟୋଜିତ ମିଳିତ ଜନଶୁଣାଣୀ ଶିବିରରେ ବିଆଯାଇଥିବା 10 ଦଫା ସମ୍ବଳିତ ଦାବୀପତ୍ରରେ ପଟ୍ଟାମୁଣ୍ଡାଇ ସହରରୁ ଜଳ ନିଷ୍କାସନ ପାଇଁ ନୂତନ ଡ୍ରେନ ନିର୍ମାଣ, ପୁରାତନ ଡ୍ରେନ ସଫେଇ ଆଦି ଦାବୀ […]
ପଟ୍ଟାମୁଣ୍ଡାଇ ୨୮/୫ -ପଟ୍ଟାମୁଣ୍ଡାଇ ବଣିକ ସଂଘର ପୂର୍ବତନ ସଭାପତି ଓ ସମ୍ପାଦକ ପିତାମ୍ବର ସାହୁଙ୍କ ଦ୍ୱାଦଶାହ ଅବସରରେ ପଟ୍ଟାମୁଣ୍ଡାଇ ଡିଭାଇନ ପ୍ୟାଲେସ ଠାରେ ଏକ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇଯାଇଛି । ବିକାଶ ପରିଷଦ ସମ୍ପାଦକ ଗୋପୀନାଥ ତ୍ରିପାଠୀଙ୍କ ପୌରହିତ୍ୟରେ ଆୟୋଜିତ ଶ୍ରଦ୍ଧାଞ୍ଜଳି ସଭାରେ କେନ୍ଦ୍ରାପଡ଼ା ବିଧାୟକ ପୂର୍ବତନମନ୍ତ୍ରୀ ଗଣେଶ୍ୱର ବେହେରା, ରାଜନଗର ବିଧାୟକ ଧ୍ରୁବ ସାହୁ, ପୂର୍ବତନ ବିଧାୟକ କିଶୋର ତରାଇ, ଅଂଶୁମାନ ମହାନ୍ତି ଓ ଡ଼ ଅଲେଖ […]
କେନ୍ଦ୍ରାପଡା,୨୮ା୫: ରାଷ୍ଟ୍ରବାଦୀ ସାମାଜିକ ସଂଗଠନ ଜୟ ରାଷ୍ଟ୍ର ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ତଥା ମହାନ୍ କ୍ରାନ୍ତିକାରୀ ବିନାୟକ ଦାମୋଦର ସଭରକରଙ୍କ ୧୪୨ତମ ଜୟନ୍ତୀ ଉତ୍ସବ ସ୍ଥାନୀୟ ପବ୍ଲିକ୍ ରିଡ଼ିଙ୍ଗ ରୁମ୍ଠାରେ ପାଳିତ ହୋଇଯାଇଛି । ଆୟୋଜିତ କାର୍ଯ୍ୟକ୍ରମରେ ଅବସରପ୍ରାପ୍ତ ଶିକ୍ଷକ ସତ୍ୟନାରାୟଣ ପତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ସଭରକରଙ୍କୁ ଜଣେ ଅଦ୍ୱିତୀୟ ସ୍ୱାଧୀନତା ସଂଗ୍ରାମୀ ଭାବେ ଅବିହିତ କରିଥିଲେ । ସଭରକର କେବଳ ଜଣେ […]
କେନ୍ଦ୍ରାପଡ଼ା,୨୭ା୫, ଭୁବନେଶ୍ୱରରେ ଆୟୋଜିତ ହେବାକୁ ଥିବା ରାଜ୍ୟସ୍ତରୀୟ ସିଏମ ଟ୍ରଫି ଟୁର୍ଣ୍ଣାମେଣ୍ଟରେ ଅଂଶ ଗ୍ରହଣ କରିବା ପାଇଁ ଆଜି କେନ୍ଦ୍ରାପଡ଼ାରୁ ୨୨ ଜଣିଆ ଦଳ ସହିତ କୋଚ୍ ଶରତ କୁମାର ଜେନା, ସହକାରୀ କୋଚ୍ ଏସ୍କେ ଅଜିମୁଦ୍ଧିନ ଏବଂ ମ୍ୟାନେଜର ମନୋଜ କୁମାର ଦାସ ଭୁବନେଶ୍ୱର ଗସ୍ତ କରିଛନ୍ତି। ଏହି ପରିପ୍ରେକ୍ଷୀରେ ଆଜି କେନ୍ଦ୍ରାପଡ଼ା ଜିଲ୍ଲାପାଳ ସ୍ମୃତି ରଞ୍ଜନ ପ୍ରଧାନ ତାଙ୍କ ବାସଭବନରେ ଖେଳାଳିମାନଙ୍କ ସହିତ ମିଶିବା ସହିତ ତାଙ୍କୁ […]
କେନ୍ଦ୍ରାପଡ଼ା,୨୭ା୫: କେନ୍ଦ୍ରାପଡା ଜିଲ୍ଲାର ସମସ୍ତ ବର୍ଗର କଳାକାର, ସାହିତ୍ୟକ ଓ ସଂସ୍କୃତି ଗବେଷକଙ୍କ ସମିଶ୍ରଣରେ ଗଠିତ ସଂଗଠନ ଯେଉଁଥିରେ ଭଜନ, ପାଲା, ଗୋଡାନାଚ, ସଂକୀର୍ତ୍ତନ, କେନ୍ଦରାଗୀତ, ଭାଗବତ ଟୁଙ୍ଗୀ, ଓଡିଶୀ ନୃତ୍ୟ, ଲୋକନୃତ୍ୟ ଇତ୍ୟାଦି ସମସ୍ତ କଳାକାରମାନଙ୍କର ବିଭିନ୍ନ ଅସୁବିଧା ଓ ସମସ୍ୟାଗୁଡିକ ଜିଲ୍ଲାପାଳଙ୍କ ଅବଗତି ଓ ସମାଧାନ ପାଇଁ ବାରମ୍ବାର ଅଭିଯୋଗ କରିବା ସତ୍ତ୍ୱେ କୌଣସି ସମାଧାନ କିମ୍ବା ସହଯୋଗ ଜିଲ୍ଲା ସଂସ୍କୃତି ବିଭାଗ ତରଫରୁ ମିଳୁନାହିଁ । […]

