ପଟ୍ଟାମୁଣ୍ଡାଇ ୫/୨ -କେନ୍ଦ୍ରାପଡା ଜିଲାର ଭାତହାଣ୍ଡି କୁହାଯାଇଥିବା ଉତିକଣ ଅଂଚଳକୁ ନୂତନ ବ୍ଲକ ମାନ୍ୟତା ପ୍ରଦାନ ପାଇଁ ଦାବି କରିଛି ଉତିକଣ ଚାଷୀ ମୂଲିଆ ସଂଘ । ଏ ନେଇ ମଦନପୁର ପୂର୍ଣ୍ଣତୋୟା ବିଦ୍ୟାଳୟ ପରିସରରେ ଉତିକଣ ଚାଷୀ ମୂଲିଆ ସଂଘ ଆବାହକ ଭାସ୍କର ରାଉତରାୟଙ୍କ ସଭାପତିତ୍ୱରେ ଗୁରୁବାର ଏକ ବୈଠକ ବସିଥିଲା। ପ୍ରବୀତ୍ର ବିଶ୍ୱ ଶ୍ରମୀକ ଦିବସ ଅବସରରେ ଅନୁଷ୍ଠିତ ବୈଠକରେ ଉତିକଣ ଅଂଚଳର ପ୍ରାୟ ୧୨ ପଂଚାୟତର […]

ପଟ୍ଟାମୁଣ୍ଡାଇ ୧/୫ ପଟ୍ଟାମୁଣ୍ଡାଇ ଅଂଚଳର ସର୍ବପୁରାତନ ଗୌରବ ମୟ ସରକାରୀ ଶିକ୍ଷାନୁଷ୍ଠାନ ଏମଏନ ହାଇସ୍କୁଲକୁ ଗରୁବାର ରାଜନଗର ବିଧାୟକ ଧ୍ରୁବ ସାହୁ ପରିଦର୍ଶନରେ ଆସି ବିଭିନ୍ନ ସମସ୍ୟା ସମ୍ପର୍କରେ ଅଲୋଚନା କରିଥିଲେ । ଏହି ପୁରାତନ ସରକାରୀ ଶିକ୍ଷାନୁଷ୍ଠାନର ମଧ୍ୟାହ୍ନ ଭୋଜନ ଗୃହ ନଥିବା ଛାତ୍ରୀଛାତ୍ର ମାନେ ନାହିଁନଥିବା ଅସୁବିଧା ଭୋଗ କରୁଥିବା ଜାଣି ବିଧାୟକ ଦୁଃଖ ପ୍ରକାଶ କରିବା ସହିତ ସଙ୍ଗେ ସଙ୍ଗେ ମଧ୍ୟାହ୍ନଭୋଜନ ଗୃହ ନିର୍ମାଣ ପାଇଁ […]

ପଟ୍ଟାମୁଣ୍ଡାଇ ୨/୫ – ଗୁରୁବାର ବିଶ୍ୱ ଶ୍ରମିକ ଦିବସ ବିଭିନ୍ନ ସଂଗଠନ ପକ୍ଷରୁ ପାଳିତ ହୋଇଯାଇଥିବା ବେଳେ ପଟ୍ଟାମୁଣ୍ଡାଇ ବାଲିପାଟଣା ଠାରେ କଳିଙ୍ଗ ଭାରତ ଶ୍ରମିକ ସଙ୍ଘ ଓ କଳିଙ୍ଗ ନବଦିଗନ୍ତ ସାମାଜିକ ସଂଗଠନ ପକ୍ଷରୁ ମିଳିତ ଭାବେ ମହାସମାରୋହରେ ପାଳିତ ହୋଇ ଯାଇଛି । ଶ୍ରମିକ ନେତା ଶିଶିର ଓଝାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉକ୍ତ ସଭାରେ କେନ୍ଦ୍ରାପଡ଼ା ଜିଲ୍ଲାର ବିଭିନ୍ନ ପ୍ରାନ୍ତରୁ ଆସିଥିବା ଶ୍ରମିକ ନେତା ମାନେ ନିଜନିଜର […]

ପଟ୍ଟାମୁଣ୍ଡାଇ ୨/୫ -ପଟ୍ଟାମୁଣ୍ଡାଇ ତାଲୁକ ଆଇନ ସେବା ସମିତି ପକ୍ଷରୁ ଅନ୍ତର୍ଜାତୀୟ ଶ୍ରମିକ ଦିବସ ପାଳିତ ହୋଇଯାଇଛି । ପଟ୍ଟାମୁଣ୍ଡାଇ ସିଭିଲ କୋର୍ଟ ନୂତନ ଅତିରିକ୍ତ ଜିଲ୍ଲା ଜଜ ବିଦ୍ୟାଧର ପୃଷ୍ଟିଙ୍କ ପୌରହିତ୍ୟ ଓ ସିନିୟର୍ ସିଭିଲ୍ ଜଜ୍ ତଥା ତାଲୁକ୍ ଆଇନ ସେବା ସମିତି ଅଧ୍ୟକ୍ଷା ସୁଶ୍ରୀସଙ୍ଗୀତା ମଲ୍ଲିକଙ୍କ ସଂଯୋଜନାରେ ଆୟୋଜିତ ସଭାରେ ପଟ୍ଟାମୁଣ୍ଡାଇ ସିଭିଲ କୋର୍ଟ ଜେଏମଏଫସି ବିଦ୍ୟୁତଲତା ପ୍ରଧାନ, ଜେଏମଏଫସି ଡ଼ି.କେ. ବାଲକ୍ରିଷନ ଶ୍ରମିକମାନଙ୍କ ସୁରକ୍ଷା […]

ପଟ୍ଟମୁଣ୍ଡାଇ – ଅବସରପ୍ରାପ୍ତ ସରକାରୀ କର୍ମଚାରୀ ମାନଙ୍କ ସମସ୍ୟା ତଥା ବିଭିନ୍ନ ଦାବୀକୁ ନେଇ ଗୁରୁବାର ଶ୍ରମିକ ଦିବସ ଅବସରରେ ଏକ ଆଲୋଚନା ସଭା ପଟ୍ଟାମୁଣ୍ଡାଇ ବରିଷ୍ଠ ନାଗରିକ ମଞ୍ଚ ଚିତ୍ତବିନୋଦନ ଗୃହ ପରିସରରେ ଅନୁଷ୍ଠିତ ହୋଇଯାଇଛି । ସଭାପତି ପ୍ରଫେସର ଅନିରୁଦ୍ଧ ରାଉଳଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାର ପ୍ରାରମ୍ଭରେ ଜାମୁ କାଶ୍ମୀର ପହଲଗାମ ଠାରେ ଆତଙ୍କବାଦୀ ଆକ୍ରମଣରେ ମୃତ୍ୟୁ ବରଣ କରିଥିବା ଭାରତୀୟ ମାନଙ୍କ ଆତ୍ମାର ସଦଗତି ନିମନ୍ତେ […]

କେନ୍ଦ୍ରାପଡ଼ା, ୩୦ା୪: ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ, ଓଡ଼ିଶା ସରକାର ଏବଂ ଜିଲ୍ଲା ସଂସ୍କୃତି ପରିଷଦ, କେନ୍ଦ୍ରାପଡାର ମିଳିତ ଆନୁକୁଲ୍ୟରେ କବି ଜୟଦେବଙ୍କ ଜିଲ୍ଲାସ୍ତରୀୟ ଜୟନ୍ତୀ ପାଳନ ସମାରୋହ ବୁଧବାର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସଦଭାବନା ସଭାଗୃହଠାରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ସମାରୋହରେ ଜିଲ୍ଲାପରିଷଦର ମୁଖ୍ୟ ଉନ୍ନୟନ ଏବଂ ନିର୍ବାହୀ ଅଧିକାରୀ ଅଜାମ୍ବର ମହାନ୍ତି ମୁଖ୍ୟଅତିଥି ଭାବେ ଯୋଗ ଦେଇଥିବା ବେଳେ ସମ୍ମାନନୀୟ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ […]

କେନ୍ଦ୍ରାପଡ଼ା,୩୦ା୪: କେନ୍ଦ୍ରାପଡାର ଆରାଧ୍ୟ ପ୍ରଭୁ ଶ୍ରୀବଳଦେବଜୀଉଙ୍କ ମନ୍ଦିରରେ ପବିତ୍ର ଅକ୍ଷୟତୃତୀୟା ପାଳିତ ହୋଇଯାଇଛି। ତୁଳସୀ କ୍ଷେତ୍ରରେ ଅକ୍ଷୟ ତୃତୀୟା ଅବସରରେ ୨୧ଦିନ ବ୍ୟାପୀ ଚନ୍ଦନ ଯାତ୍ରା ଆରମ୍ଭ ହେବା ସହ ଶ୍ରୀଜୀଉଙ୍କ ଘୋଷଯାତ୍ରା ପାଇଁ ରଥକାଠ ଅନୁକୂଳ ହୋଇଥାଏ। ଆଜି ପବିତ୍ର ଅକ୍ଷୟ ତୃତୀୟା ତିଥି ଥିବାରୁ ଇଛାପୁରସ୍ଥିତ ତୁଳସୀ କ୍ଷେତ୍ରରେ ପ୍ରବଳ ଭିଡ଼ ଲାଗି ରହିଥିଲା। ପବିତ୍ର ଦିନ ଥିବାରୁ ଭକ୍ତମାନେ ମହାପ୍ରଭୁଙ୍କୁ ଦର୍ଶନ କରିବା ସହିତ ଆଜ୍ଞାମାଳ […]

କେନ୍ଦ୍ରାପଡା, ୩୦ା୪: ଆଜି କେନ୍ଦ୍ରାପଡା ବିଜୁ ଜନତା ଦଳ ତରଫରୁ ପବିତ୍ର ଅକ୍ଷୟ ତୃତୀୟା ଉତ୍ସବ କେନ୍ଦ୍ରାପଡା ବ୍ଲକ କୋରୋ ପଞ୍ଚାୟତରେ ଅନୁଷ୍ଠିତ ହୋଇଯାଇଛି । ଏହି ଉତ୍ସବରେ ବିଧାୟକ ଗଣେଶ୍ୱର ବେହେରା ପୌରହିତ୍ୟ କରି ପବିତ୍ର କୃଷି ପର୍ବ ଅକ୍ଷୟ ତୃତୀୟାର ତାତ୍ପର୍ଯ୍ୟ ବିଷୟରେ କହିଲେ ଯେ ଏହି ଦିନ ତ୍ରେତୟା ଯୁଗ ଆରମ୍ଭ ହୋଇଥିଲା । ଏହିଦିନ ଦ୍ୱାରକାଧିପତି ଶ୍ରୀକୃଷ୍ଣ ଦରିଦ୍ର ସୁଦାମାଙ୍କୁ ଧନ ସମ୍ପତ୍ତି ଦାନ […]

ପଟ୍ଟାମୁଣ୍ଡାଇ ତା ୨୯/୪- କାଶ୍ମୀର ପହେଲଗାମ ଠାରେ ଆତଙ୍କବାଦୀ ହମଲାରେ ମୃତକ ପ୍ରତି ପଟ୍ଟାମୁଣ୍ଡାଇ ନଗର ଛାତ୍ର କଂଗ୍ରେସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି ।  ଏହି ଉପଲକ୍ଷେ ଆଜି ସନ୍ଧ୍ୟାରେ ପଟ୍ଟାମୁଣ୍ଡାଇ ହସ୍ପିଟାଲ ଛକ ଠାରୁ ଏକ ମଶାଲ ଶୋଭାଯାତ୍ରା ବାହାରି ବଜାର ପରିକ୍ରମା କରି ସ୍ଥାନୀୟ ଶ୍ରୀରାମ ମନ୍ଦିର ନିକଟରେ ପହଂଚି ଥିଲା ।  କେନ୍ଦ୍ରାପଡ଼ା ଜିଲ୍ଲା ଛାତ୍ର କଂଗ୍ରେସ ସଭାପତି ବିଭୁ ପ୍ରସାଦ ଜେନାଙ୍କ ନେତୃତ୍ୱରେ […]

ପଟାମୁଣ୍ଡାଇ ତା ୨୯/୪-ପଟ୍ଟାମୁଣ୍ଡାଇ ଓକିଲ ସଙ୍ଘ କାର୍ଯ୍ୟାଳଳରେ ୧୭୭ତମ ମଧୁବାବୁ ଜୟନ୍ତୀ ଓ ଆଇନିଜୀବି ଦିବସ ପାଳିତ ହୋଇ ଯାଇଛି ।  ଏହି ଉପଲକ୍ଷେ ବରିଷ୍ଠ ଆଇନୀଜୀବୀ ଡ଼କ୍ଟର ନରହରି ଲେଙ୍କାଙ୍କ ପୌରାହିଁତରେ ଆୟୋଜିତ ସ୍ୱତନ୍ତ୍ର ଉତ୍ସବରେ ଅତିରିକ୍ତ ଜିଲ୍ଲା ଜଜ ବିଦ୍ୟାଧର ପୃଷ୍ଟି ମୁଖ୍ୟଅତିଥି, ଓଡିଶା ଆଇନୀଜୀବୀ ପରିଷଦ ସଦସ୍ୟ ଅରୂପାନନ୍ଦ ଦାଶ ବିଶେଷ ଅତିଥି, ଡିକେ ବାଳକୃଷ୍ଣନ ଓକିଲ ସଙ୍ଘସଭାପତି ଆଇନୀଜୀବୀ ସୂର୍ଯ୍ୟ ରଞ୍ଜନ ରାଉଳ, କିଶୋର […]

Breaking News