କେନ୍ଦ୍ରାପଡ଼ା,୨୩ା୪ : ବଳଦେବସେନା ପକ୍ଷରୁ ଗୁରୁବାର ସନ୍ଧ୍ୟାରେ ଜମ୍ମୁ ଓ କାଶ୍ମୀରର ପହଲଗମରେ ଆତଙ୍କି ଆକ୍ରମଣରେ ପ୍ରାଣ ହରାଇଥିବ ବ୍ୟକ୍ତିବିଶେଷଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ ସହ ଆହତ ମାନଙ୍କ ଆଶୁ ଆରୋଗ୍ୟ କାମନା କରି ଶ୍ରୀଶ୍ରୀ ସିଦ୍ଧ ବଳଦେବଜୀଉଙ୍କ ନିକଟରେ ସମୂହ ଦୀପଦାନ କରାଯାଇଛି। ସେବକ ନୃଷିଂହ ପ୍ରସାଦ ପତ୍ରୀ କହିଥିଲେ ଯେ ଆତଙ୍କବାଦୀ ମାନେ ନିରୀହ ପର୍ଯ୍ୟଟକଙ୍କୁ ତାଙ୍କର ଧର୍ମ ପଚାରି ଗୁଳି ମାରିଥିଲେ ଏହି ଅମାନୁଷିକ କାର୍ଯ୍ୟକଳାପ ପାଇଁ […]
କେନ୍ଦ୍ରାପଡ଼ା,୨୩ା୪: କେନ୍ଦ୍ରାପଡ଼ା ଜିଲା ସାହିତ୍ୟ ସଂସଦ ଆନୁକୂଲ୍ୟରେ ବିଶ୍ୱ ପୁସ୍ତକ ଦିବସ ଓ ଅଣୁକବି ବ୍ରହ୍ମାନନ୍ଦ ଦାସଙ୍କ ୮୭ ତମ ଜୟନ୍ତୀ ସମାରୋହ ସ୍ଥାନୀୟ ପବ୍ଲିକ ରିଡିଂ ରୁମରେ ପରିସରରେ ସାହିତ୍ୟ ସଂସଦର କାର୍ଯ୍ୟକାରୀ ସଭାପତି କବି କରୁଣାକର ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ତୁଳସୀ ମହିଳା ମହାବିଦ୍ୟାଳୟର ପ୍ରାକ୍ତନ ଅଧ୍ୟକ୍ଷ ଶିକ୍ଷାବିତ ଅଜୟ କୁମାର ସାମଲ, ମୁଖ୍ୟବକ୍ତା ଭାବେ କ୍ରାଷ୍ଟ କଲେଜର […]
କେନ୍ଦ୍ରାପଡ଼ା,୨୩ା୪: ବର୍ତ୍ତମାନ ସମୟରେ ଯାତ୍ରାପାଟି ମାଲିକ, କଳାକାରଙ୍କ ମଧ୍ୟରେ ବିବାଦ ଦେଖାଯାଇଛି । ଏହା ମଧ୍ୟ କେନ୍ଦ୍ରାପଡା ଜିଲ୍ଲାରେ ଦେଖାଯାଇଛି । ଏହି ପରିପ୍ରେକ୍ଷିରେ ଗରାପୁର ଡାକବଙ୍ଗଳାରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ କମିଟର ସଭାପତି ମିହିର ସାମଲ କହିଛନ୍ତି ଆଜି ଯାତ୍ରା ପାର୍ଟିରେ ଯେଉଁ ଝଡ଼ ସୃଷ୍ଟି ହୋଇଛି ସେଥିପାଇଁ ଯାତ୍ରା ମାଲିକମାନେ ଅଧିକାଂଶରେ ଦାୟୀ । ଆହୁରି ସେମାନେ କହିଛନ୍ତି ଯେ ଯାତ୍ରା ପାର୍ଟି ମାଲିକ ଓ କଳାକାରମାନେ […]
କେନ୍ଦ୍ରାପଡ଼ା,୨୨ା୪: ଏକ ଯୈାତୁକ ଜନିତ ନିର୍ଯ୍ୟାତନା ମାମଲାର ବିଚାର କରି କେନ୍ଦ୍ରାପଡା ଆଡହକ ଫାଷ୍ଟଟ୍ରାକ କୋର୍ଟ ଜଜ ତ୍ରିବିକ୍ରମ କେଶରୀ ଚିନ୍ନାରା ଅଭିଯୁକ୍ତ ରାଜକନିକା ଥାନା ଅନ୍ତର୍ଗତ ବାଲିସାହି ଗ୍ରାମର ଅଜୟ କୁମାର ନାଥକୁ ସାଢେ ତିନି ବର୍ଷ ଜେଲ ଦଣଣ୍ଡରେ ଦଣ୍ଡିତ କରିଛନ୍ତି। ଏହାସହ ଦୋଷୀକୁ ୧୦ହଜାର ଟଙ୍କା ଜୋରିମାନାରେ ଦଣ୍ଡିତ କରିଛନ୍ତି। ଜୋରିମାନା ଅନାଦେୟ ଦୋଷୀକୁ ଅଧିକ ୩ମାସ ଜେଲଦଣ୍ଡ ଭୋଗିବାକୁ ପଡିବ ବୋଲି କୋର୍ଟ ତାଙ୍କ […]
ଗଣଧାରଣରେ ଜିଲ୍ଲାବାସୀଙ୍କ ଦାବି ମୁଖ୍ୟମନ୍ତ୍ରୀ ଲିଖିତ ପ୍ରତିଶୃତି ଦିଅନ୍ତୁ କେନ୍ଦ୍ରାପଡ଼ା, ୨୨ା୪: ମେଡିକାଲ କଲେଜ ପ୍ରତିଷ୍ଠା କେନ୍ଦ୍ରାପଡା ଜିଲ୍ଲାବାସୀଙ୍କ ପାଇଁ କେବଳ ଦାବି ନୁହେଁ। ଏହା ଜିଲ୍ଲାର ସ୍ୱାଭିମାନ ଓ ସମ୍ମାନର ପ୍ରଶ୍ନ ହେଇ ଯାଇଛି। ରାଜ୍ୟରେ ତିନୋଟିି ମେଡିକାଲ କଲେଜ ଥିଲାବେଳେ କେନ୍ଦ୍ରାପଡା ଜିଲ୍ଲାବାସୀ ମେଡିକାଲ କଲେଜ ପ୍ରତିଷ୍ଠା ପାଇଁ ଆନ୍ଦୋଳନ ଆରମ୍ଭ କରିଥିଲେ। ପୂର୍ବ ସରକାର ଠାରୁ ଏବର ସରକାର ପର୍ଯ୍ୟନ୍ତ ସତରଟି ମେଡିକାଲ କଲେଜ ଘୋଷଣା […]
କେନ୍ଦ୍ରାପଡ଼ା,୨୨ା୪: ଅସରାଏ ବର୍ଷାରେ କେନ୍ଦ୍ରାପଡ଼ା ଜିଲ୍ଲା ପ୍ରଭାଗୀୟ ଶ୍ରମ ସଂସ୍ଥାପକଙ୍କ କାର୍ଯ୍ୟାଳୟ ପରିସରରେ ଆଣ୍ଠୁଏ କାଦୁଅ ସୃଷ୍ଟି ହୋଇଛି। ଏହି ରାସ୍ତା ଦେଇ ଶ୍ରମିକ ଓ କର୍ମଚାରୀମାନେ ଯିବା ଆସିବାରେ ବିଭିନ୍ନ ସମସ୍ୟା ସୃଷ୍ଟି ହେଉଛି। ବର୍ଷା ହେଲେ ଏଭଳି ପରିସ୍ଥିତି ସୃଷ୍ଟି ହେଉଛି ବୋଲି କେତେକ ଶ୍ରମିକ ନେତା କହିଛନ୍ତି। ସେହିପରି ଏହା ପରିସରକୁ ବିଭିନ୍ନ କାର୍ଯ୍ୟରେ ଆସୁଥିବା ଶ୍ରମିକମାନେ ମଧ୍ୟ ହଇରାଣ ହରକତ ହେଉଥିବା ପ୍ରକାଶ କରିଛନ୍ତି। […]
ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଇଲେ ମୁଖ୍ୟମନ୍ତ୍ରୀ ୧୦ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା କଟକ ୨୨/୪- କଟକ-ପରାଦୀପ ରାସ୍ତାର ଗତିରାଉତ ପାଟଣା ନିକଟରେ ମଙ୍ଗଳବାର ବଡିଭୋର ସମୟରେ ପୋଲିସ ପିସିଆର ଭ୍ୟାନ ସହିତ ବାଲି ବୋଝେଇ ହାଇୱା ମୁହାଁମୁହିଁ ଧକ୍କା ହେବା ଫଳରେ ୨ ପୋଲିସ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ଏଥିରେ ଆଉ ଜଣେ ପୋଲିସ କର୍ମଚାରୀ ଗୁରୁତର ହୋଇଛନ୍ତି। ତାଙ୍କୁ ଏସସିବିରେ ଭର୍ତି କରାଯାଇଥିବା ଜଣାଯାଇଛି। […]
କେନ୍ଦ୍ରାପଡ଼ା,୨୧ା୪ : କେନ୍ଦ୍ରାପଡା ଜିଲ୍ଲାର ସାହିତ୍ୟ, ସଂସ୍କୃତି ଓ ସମାଜସେବା ଭଳି ବିଭିନ୍ନ କ୍ଷେତ୍ରରେ ପାରଦର୍ଶିତା ଲାଭ କରିଥିବା ବିଶିଷ୍ଟବ୍ୟକ୍ତିମାନଙ୍କୁ ରାଜ୍ୟ ସ୍ତରୀୟ ସାରସ୍ୱତ ସମାରୋହରେ ସମ୍ମାନିତ କରାଯାଇଛି। ଏହି ଉପଲକ୍ଷେ ରାଷ୍ଟ୍ରୀୟ ପୂଜ୍ୟପୂଜା ପରିଷଦ, କଟକ ପକ୍ଷରୁ ଶ୍ରୀରାମଚନ୍ଦ୍ର ଭବନ ପରିସରରେ ସଭାପତି ବରିଷ୍ଠ ସାମ୍ବାଦିକ ଡକ୍ଟର ସତ୍ୟ ରାୟଙ୍କ ପୈାରହିତ୍ୟରେ ଅନୁଷ୍ଠିତ ଉତ୍ସବରେ ପ୍ରାକ୍ତନ ପୋଲିସ ଆଇ.ଜି. ରାଜକିଶୋର ଦାଶ ମୁଖ୍ୟଅତିଥି, ବିଶିଷ୍ଟ ସାରସ୍ୱତ ସାଧକ ଡ. […]
କେନ୍ଦ୍ରାପଡ଼ା,୨୧ା୪ : ଆସନ୍ତା ମଇମାସ ୧୦ତାରିଖରେ କେନ୍ଦ୍ରାପଡା ଜିଲ୍ଲାରେ ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହେବ। ଏହି ରାଷ୍ଟ୍ରୀୟ ଲୋକ ଅଦାଲତ କେନ୍ଦ୍ରାପଡା ଜିଲ୍ଲା ସଦର ମହକୁମାରେ ଥିବା ଜିଲ୍ଲା ଅଦାଲତ ସମେତ ପଟ୍ଟାମୁଣ୍ଡାଇ, ଆଳି ଓ ରାଜନଗରରେ ଥିବା ଅଦାଲତ ଗୁଡିକରେ ମଧ୍ୟ ଅନୁଷ୍ଠିତ ହେବ। ଜନସାଧାରଣଙ୍କୁ ବିନା ମୂଲ୍ୟରେ ଆଇନସେବା ଯୋଗାଇ ଦେବା ଲକ୍ଷ୍ୟରେ ଏହି ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହେଉଛି। ଏଥିରେ ସାଲିସ […]
କେନ୍ଦ୍ରାପଡ଼ା,୨୧ା୪: କେନ୍ଦ୍ରାପଡ଼ା ଜିଲ୍ଲାରେ କାର୍ଯ୍ୟରତ ୫୦ରୁ ଊର୍ଦ୍ଧ୍ୱ ନିର୍ମାଣ ଶ୍ରମିକଙ୍କ ମୃତ୍ୟୁ ୫ ବର୍ଷ ପୂର୍ବେ ହୋଇଥିଲେ ମଧ୍ୟ ଏପର୍ଯ୍ୟନ୍ତ ଶ୍ରମ କାର୍ଯ୍ୟାଳୟ ପକ୍ଷରୁ ସେମାନଙ୍କ ପରିବାରକୁ ମୃତ୍ୟୁକାଳୀନ ସହାୟତା ପ୍ରଦାନ କରାଯାଇନାହିଁ। ଯାହା ଫଳରେ ଶ୍ରମିକମାନଙ୍କ ବିଧବା ପତ୍ନୀ ସହାୟତା ପାଇବା ପାଇଁ ବର୍ଷ ବର୍ଷ ଧରି ଶ୍ରମ କାର୍ଯ୍ୟାଳୟକୁ ଦୌଡି ଦୈାଡି ନିରାଶ ହୋଇଛନ୍ତି। ଶ୍ରମ କାର୍ଯ୍ୟାଳୟ ପକ୍ଷରୁ ସେମାନଙ୍କୁ ଆଜି ଆସ କାଲି ଆସ କହି […]

