ପଟ୍ଟାମୁଣ୍ଡାଇ ୧୯/୪ -ପଟ୍ଟାମୁଣ୍ଡାଇ ଗ୍ରାମଂଚଳ ଥାନା ଅନ୍ତର୍ଗତ ଡାମରପୁର ଗ୍ରାମରେ ଶୁକ୍ରବାର ସକାଳେ ଏକ ଅଘଟଣ ଘଟିଛି । ଏକ ଆମ୍ବ ଗଛରୁ ଖସିପଡି ଜଣେ ନାବାଳିକା ୫ମ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ସଂଗୀତା ତରାଇ ୧୩ ବୋଲି ଜଣାପଡିଛି ।ଏହି ଘଟଣା ସ୍ଥାନୀୟ ଅଂଚଳରେ ଶୋକର ଛାୟା ଖେଳାଇ ଦେଇଛି । ପ୍ରକାଶ ଯେ ପଟ୍ଟାମୁଣ୍ଡାଇ ଗ୍ରାମାଂଚଳ ଥାନା ଅନ୍ତର୍ଗତ ଛେଦରା ଗ୍ରାମର ସଂଗୀତା […]
କେନ୍ଦ୍ରାପଡ଼ା,୧୭ା୪: ଜମ୍ବୁଦ୍ୱୀପର ନୌବାଣିଜ୍ୟ ଇତିହାସ ଆମକୁ ବିକାଶ ଦିଗକୁ ଆଗେଇ ନେବ। ଓଡ଼ିଶା ରାଜ୍ୟର ବାଣିଜ୍ୟ ପେଣ୍ଠସ୍ଥଳ ଥିଲା ଜମ୍ବୁଦ୍ୱୀପ। ସାଧବ ପୁଅମାନେ ଇଣ୍ଡୋନେସିଆ, ବାଲି, ସୁମାତ୍ରାକୁ ବ୍ୟବସାୟ କରିବାକୁ ଯାଉଥିଲେ। ମୁକସାକ୍ଷୀ ଭାବେ ରହିଛି ହୁକିଟୋଲା ଓ ବତିଘର ବୋଲି ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ମତବ୍ୟକ୍ତ କରିଛନ୍ତି। ଦରିଆ ରାମଚଣ୍ଡୀଙ୍କ ପୀଠରେ ଜମ୍ବୁଦ୍ୱୀପ ମହୋତ୍ସବର ଦ୍ୱିତୀୟ ସନ୍ଧ୍ୟାରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ସ୍ୱାସ୍ଥ୍ୟମନ୍ତ୍ରୀ ଆହୁରି କହିଥିଲେ ଯେ […]
କେନ୍ଦ୍ରାପଡା,୧୭ା୪: ତରାଣ୍ଡୋ ସରକାରୀ ଉଚ୍ଚ ବିଦ୍ୟାଳୟରେ ୟୁଥ୍ ଏବଂ ୟୁକୋ କ୍ଲବର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଏହି ଉପଲକ୍ଷେ ପ୍ରଧାନ ଶିକ୍ଷୟିତ୍ରୀ ଜ୍ୟୋସ୍ନାରାଣୀ ଦାଶଙ୍କ ଅଧ୍ୟକ୍ଷତାରେ ଏକ ସଭାର ଆନ୍ଦୋଳନ କରାଯାଇଥିଲା । ଏଥିରେ ବିଶିଷ୍ଟ ସମାଜସେବୀ, ପରିବେଶବିତ୍ ତଥା ଆଇନଜୀବୀ ପ୍ରଦୀପ କୁମାର ଦାଶ ଓ କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟର ପ୍ରାଣୀ ବିଜ୍ଞାନ ବିଭାଗର ସୁନାମଧନ୍ୟ ଅଧ୍ୟାପକ ପ୍ରଶାନ୍ତ କୁମାର ସାହୁ ମୁଖ୍ୟ ଅତିଥି ଭାବେ […]
କେନ୍ଦ୍ରାପଡ଼ା,୧୭ା୪: ଅତିରିକ୍ତ ଜିଲ୍ଲାପାଳ(ରାଜସ୍ୱ) ନୀଲୁ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଜିଲ୍ଲାସ୍ତରୀୟ ସଡକ ସୁରକ୍ଷା କମିଟି ବୈଠକ ଗୁରୁବାର ଅନୁଷ୍ଠିତ ହୋଇଯାଇଛି । ଅତିରିକ୍ତ ଜିଲ୍ଲାପାଳ(ରାଜସ୍ୱ)ଙ୍କ କାର୍ଯ୍ୟାଳୟ ପ୍ରକୋଷ୍ଠରେ ଅନୁଷ୍ଠିତ ବୈଠକରେ ଆଞ୍ଚଳିକ ପରିବହନ ଅଧିକାରୀ ଧିରେନ କୁମାର ନାୟକ, ଗ୍ରାମ୍ୟ ଉନ୍ନୟନ ବିଭାଗର ଅଧୀକ୍ଷଣ ଯନ୍ତ୍ରୀ ସୁରଜ ବିଶ୍ୱାଳ, ଜାତୀୟ ରାଜପଥର ଅମିତ କୁମାର ରାଉତ, ଜିଲ୍ଲା ଶିକ୍ଷା ଅଧିକାରୀ ବସନ୍ତ କୁମାର ନାୟକ, ରାସ୍ତା ଓ କୋଠାବାଡି ବିଭାଗ-୧ର ସହକାରୀ […]
କେନ୍ଦ୍ରାପଡା,୧୭ା୪: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଗୁଲନଗର ଗ୍ରାମର ଆରାଧ୍ୟ ଦେବତା ମା’ ନାରାୟଣୀ(ଥାନପତି) ନୂତନ ମନ୍ଦିରର ଗୁରୁବାର ଦିନ ରତ୍ନମୁଦ ଦଧିକଳସ ସ୍ଥାପନ କରାଯାଇଛି । ଏହି ଉପଲକ୍ଷେ ଗୁଲନଗର ପଞ୍ଚାୟତର ଶତାଧିକ ଗ୍ରାମବାସୀ ଶୁଳ୍କ, ଧାନ, ସ୍ୱର୍ଣ୍ଣ, ରୌପ୍ୟ, ତମ୍ବା ଇତ୍ୟାଦି ଅଷ୍ଟଧାତୁ ଓ ଧାତବ ମୁଦ୍ରା ଦାନ ଦେଇଥିଲେ । ଏହାକୁ ଆଜି ସମସ୍ତ ବିଧି ଅନୁସାରେ ମନ୍ଦିର ପରିସରରେ ପୂଜାର୍ଚ୍ଚନା କରାଯିବା ପରେ କଳସରେ ଦାନ […]
କେନ୍ଦ୍ରାପଡ଼ା,୧୭ା୪: ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୨୮ତମ ଶ୍ରାଦ୍ଧୋତ୍ସବ କେନ୍ଦ୍ରାପଡା ନିର୍ବାଚନ ମଣ୍ଡଳୀ ପକ୍ଷରୁ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ସକାଳେ ସ୍ଥାନୀୟ ଗୋବରୀନଦୀ ଘାଟରେ ତିଳତର୍ପଣ କରାଯାଇ ନୂଆ ବସ୍ଷ୍ଟାଣ୍ଡସ୍ଥିତ ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିରେ ସାମୁହିକ ମାଲ୍ୟାର୍ପଣ କରାଯାଇଥିଲା । ପରେ ମେଡିକାଲ ଛକରେ ଥିବା ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇ ସେଠାରେ ସାଧାରଣ ସଭା ଅନୁଷ୍ଠିତ ହୋଇଥିଲା । ଜିଲ୍ଲା ବିଜେଡି ସଭାପତି ଧିରେନ୍ […]
ପଟ୍ଟାମୁଣ୍ଡାଇ ୧୭/୪ – ପଟ୍ଟାମୁଣ୍ଡାଇ ପୌର ପରିଷଦ ବୈଠକ ପୌର ପରିଷଦ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି ।ପୌର ପରିଷଦ ଅଧ୍ୟକ୍ଷ ହେମନ୍ତ କୁମାର ସାହୁଙ୍କ ପୌରହିତ୍ୟରେ ଆୟୋଜିତ ବୈଠକରେ ରାଜନଗର ବିଧାୟକ ଧ୍ରୁବ ସାହୁ ମୁଖ୍ୟଅତିଥି ଭାବେ ଯୋଗ ଦେଇ ପଟ୍ଟାମୁଣ୍ଡାଇ ପୌରାଂଚଳବାସୀ ଉତମ ନାଗରିକ ସେବା ଯୋଗାଇବା ପାଇଁ ସ୍ୱଚ୍ଛତାର ସହିତ ସମସ୍ତ ବିକାଶ କାର୍ଯ୍ୟକ୍ରମକୁ ଆଗେଇ ନେବାକୁ ପରାମର୍ଶ ଦେଇଥିଲେ । ପୌର ପରିଷଦ ନିର୍ବାହୀ […]
ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୨୮ତମ ଶ୍ରାଦ୍ଧୋତ୍ସବ ପଟ୍ଟାମୁଣ୍ଡାଇ ,୧୭/୪ – ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୟାନନ୍ଦ ପଟ୍ଟନାୟକ (ବିଜୁ ବାବୁ)ଙ୍କ ୨୮ତମ ଶ୍ରାଦ୍ଧଦିବସ ଗୁରୁବାର ପଟ୍ଟାମୁଣ୍ଡାଇ ବିଜୁ ଜନତା ଦଳ ପକ୍ଷରୁ ପାଳିତ ହୋଇଯାଇଛି। ସକାଳୁ ସ୍ଥାନୀୟ ବାଇପାସ ଛକଠାରେ ବିଜୁ ବାବୁଙ୍କ ପ୍ରତିମୂର୍ତିରେ ମାଲ୍ୟାର୍ପଣ କରାଯାଇଥିଲା ।ସଂନ୍ଧ୍ୟାରେ ବ୍ଲକ ବିଜେଡି ସଭାପତି କିଶୋର ସାହୁଙ୍କ ପୌରହିତରେ ହରପାର୍ବତୀ ମନ୍ଦିର ପ୍ରାଙ୍ଗଣରେ ଆୟୋଜିତ ସଭାରେ ରାଜନଗର ବିଧାୟକ ଧ୍ରୁବ ସାହୁ […]
ପଟ୍ଟାମୁଣ୍ଡାଇ ୧୬/୪ ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ କୁନ୍ଦୁପୁର ଜୟ ଜଗନ୍ନାଥ ସାଂସ୍କୃତିକ ପରିଷଦ ୨୮ତମ ବାର୍ଷିକ ଉତ୍ସବ ପାଳିତ ହୋଇ ଯାଇଛି ଓ ସଂଗଠନର ପ୍ରାକ୍ତନ ସଭାପତି ଦିବଂଗତ କେଶବ ପଣ୍ଡାଙ୍କ ସ୍ମୃତି ଉଦେଶ୍ୟରେ ଏକ ପ୍ରତିଭା ସମ୍ମାନ ଓ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି । ରାଜନଗର ବିଧାୟକ ଧ୍ରୁବ ସାହୁ ବରେଣ୍ୟ ଅତିଥି ଭାବେ ଯୋଗ ଦେଇ ଅନୁଷ୍ଠାନର ବିଭିନ୍ନ କାର୍ଯ୍ୟକ୍ରମକୁ ପ୍ରଶଂସା କରିଥିଲେ । ଜୟ […]
ପଟ୍ଟାମୁଣ୍ଡାଇ ୧୬/୪- ପଟ୍ଟାମୁଣ୍ଡାଇ ନଗର ବିଜେପି ପ୍ରାକ୍ତନ ସଭାପତି ଯୁବନେତା ଶଶିକାନ୍ତ ସ୍ୱାଇଁ ଙ୍କ ନେତୃତ୍ୱରେ ଏକ ହିନ୍ଦି ଏକତା ଶୋଭାଯାତ୍ରା ବାଲିପଡ଼ା ହନୁମାନ ମନ୍ଦିର ନିକଟରୁ ବାହାରି ପଟ୍ଟାମୁଣ୍ଡାଇ ବଜାର ପରିକ୍ରମା କରିବା ପରେ ସ୍ଥାନୀୟ ଶ୍ରୀରାମ ମନ୍ଦିର ପ୍ରାଙ୍ଗଣରେ ପହଂଚି ଥିଲା । ସେଠାରେ ବିଜେପି ଯୁବନେତା ଶଶିକାନ୍ତ ସ୍ୱାଇଁଙ୍କ ପୌରହିତ୍ୟ ଓ ଜ୍ୟୋତି ପ୍ରକାଶ ପ୍ରଧାନଙ୍କ ସଂଯୋଜନାରେ ଆୟୋଜିତ ସମାବେଶରେ ରାଷ୍ଟ୍ରୀୟ ହିନ୍ଦୁ ସେନା ମୁଖ୍ୟଅତିଥି, […]

