କେନ୍ଦ୍ରାପଡ଼ା,୭ା୮:ରସାବଳୀ ଦିବସ ପାଳନ ଉପଲକ୍ଷେ ଶ୍ରୀବଳଦେବଜୀଉ ସାଂସ୍କୃତିକ ପରିଷଦ ଆନୁକୂଲ୍ୟରେ ଏକ ପ୍ରସ୍ତୁତି ବୈଠକ ତିନିମୁହାଣୀସ୍ଥିତ ଶ୍ରୀରାମମନ୍ଦିର ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି। ଏହି ଉପଲକ୍ଷେ ଉମାଶଙ୍କର ଜେନାଙ୍କ ପୈାରହିତ୍ୟରେ ଅନୁଷ୍ଠିତ ବୈଠକରେ ରସାବଳୀ ଦିବସ ପାଳନ ପାଇଁ ସବିଶେଷ ଆଲୋଚନା କରାଯାଇଥିଲା। ଆସନ୍ତା ୨୭ତାରିଖ ଶ୍ରୀବଳଦେବଜୀଉଙ୍କ ଜନ୍ମ ଦିବସ ଅବସରରେ ରସାବଳୀ ଦିବସ ପାଳନ କରାଯିବାକୁ ସ୍ଥିର କରାଯାଇଥିଲା। ଏହି ଉପଲକ୍ଷେ ବିଦ୍ୟାଳୟ ଓ ମହାବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ୨୨ତାରିଖରେ […]
କେନ୍ଦ୍ରାପଡା ୭ା୮: ଓଡିଶା ସ୍କୁଲ କଲେଜ ଶିକ୍ଷକ ସମନ୍ୱୟ ସମିତି ଆବାହକରେ କେନ୍ଦ୍ରାପଡା ଜିଲ୍ଲା ଶାଖା ତରଫରୁ ୪ ଦଫା ଦାବି ନେଇ ଜିଲ୍ଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣ ଓ ପ୍ରତିବାଦ ସଭା ଅନୁଷ୍ଠିତ ହୋଇଯାଇଥିଲା । ଜିଲ୍ଲା ଓଷ୍ଟାର ସଭାପତି ଅଶୋକ କୁମାର ପରିଡାଙ୍କ ସଭାପତିତ୍ୱରେ ସମନ୍ୱୟ ସମିତିର ଆବାହକ ତଥା ଜିଲ୍ଲା ଓଷ୍ଟା ସଂପାଦକ ଭଗବାନ ସାହୁ ପ୍ରତିବାଦ ସଭାର ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ […]
କଲେଜ ଛାତ୍ରଙ୍କୁ ସଙ୍ଘବଦ୍ଧ ଆକ୍ରମଣ ଭିଡିଓ ଭାଇରାଲ ଘଟଣା ଜଣେ ଅଣଛାତ୍ର କୋର୍ଟଚାଲାଣ ୨ ସାଂଟଷ୍ଟେ ହୋମ୍ରେ ରଖାଯାଇଛି ପଟ୍ଟାମୁଣ୍ଡାଇ ୬/୮ -କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଂଚଳ ଥାନା ଅନ୍ତର୍ଗତ ମଦନପୁର କଲେଜର ଜଣେ ଛାତ୍ରଙ୍କୁ ସଙ୍ଘବଦ୍ଧ ଭାବେ ନିସ୍ତୁକ ମାଡ଼ ଓ ଅପହରଣ ଘଟଣା ସମଗ୍ର ଅଂଚଳରେ ତୀବ୍ର ଚାଂଚଲ୍ୟ ସୃଷ୍ଟି କରିଛି। ଆକ୍ରମଣର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ପରିବାର ପକ୍ଷରୁ ଗ୍ରାମଂଚଳ ଥାନାରେ […]
କେନ୍ଦ୍ରାପଡ଼ା,୬ା୮:କେନ୍ଦ୍ରୀୟ ଟ୍ରେଡ୍ ୟୁନିଅନମାନେ ସ୍ୱାଧୀନ ଫେଡେରେସନ୍ ଓ ଆସୋସିଏସନମାନେ ଏବଂ ସଂଯୁକ୍ତ କିଷାନ ମୋର୍ଚ୍ଚାର ଏକ ଜିଲ୍ଲା ସ୍ତରୀୟ ମିଳିତ ବୈଠକ କେନ୍ଦ୍ରାପଡା ଖଡ଼ିଅଙ୍ଗସ୍ଥିତ ସିଆଇଟିୟୁ କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ବର୍ତ୍ତମାନ ଦେଶର ଶ୍ରମିକ, କୃଷକ, କୃଷି ଶ୍ରମିକ ଏବଂ ସାଧାରଣ ଜନତାଙ୍କ ଉପରେ କେନ୍ଦ୍ର ସରକାରଙ୍କ ଜନବିରୋଧୀ ଓ କର୍ପୋରେଟ୍ ସପକ୍ଷପାତୀ ନୀତିର ପ୍ରଭାବ ସମ୍ପର୍କରେ ଆଲୋଚନା କରାଯାଇଥିଲା। ସେହିପରି ନୂଆଦିଲ୍ଲୀରେ ଅନୁଷ୍ଠିତ ଜାତୀୟ କନଭେନସନରେ […]
ସରକାରୀ ରାସ୍ତାରେ ବେଆଇନ ଗୃହ ନିର୍ମାଣ ପ୍ରତିବାଦରେ ଅନଶନ ଭିତିହିନ ଅନଶନ ବିରୋଧରେ ଶତାଧିକ ଗ୍ରାମବାସୀ ସାମୁହିକ ସ୍ୱାର୍ଥ ସମ୍ବଳିତ ସ୍ୱଚ୍ଛ ଘର ନିର୍ମାଣ ପାଇଁ ତହସିଲଦାରଙ୍କୁ ଦାବିପତ୍ର ପଟ୍ଟାମୁଣ୍ଡାଇ ୬/୮ – କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ତହସିଲ ଅନ୍ତର୍ଗତ ମଳିପୁର ଗ୍ରାମରେ ଥିବା ଶନିଦେବ ମନ୍ଦିର ପାଖ ସରକାରୀ ରାସ୍ତା କଡରେ ବେଆଇନ ଗୃହ ନିର୍ମାଣ (ସରକାରୀ ଗୋଷ୍ଟି ଶୌଚାଳୟ) କୁ ନେଇ ସୃଷ୍ଟି ହୋଇଥିବା ବିବାଦ ଗୁରୁବାର […]
ଚାପଟ୍ଟାମୁଣ୍ଡାଇ ୫/୮ -ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ପକ୍ଷରୁ ଦୀର୍ଘଦିନର ବିଭିନ୍ନ ସମସ୍ୟା ଓ ନ୍ୟାଯ୍ୟ ଦାବିର ସ୍ଥାୟୀ ସମାଧାନ ନିମନ୍ତେ ପଟ୍ଟାମୁଣ୍ଡାଇ ବ୍ଲକ ପରିସରରେ ଏକ ବିକ୍ଷୋଭ ପ୍ରଦର୍ଶନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଆନ୍ଦୋଳନରେ ବ୍ଲକ ଅଂଚଳର ବିଭିନ୍ନ ବିଦ୍ୟାଳୟ ଓ ମହାବିଦ୍ୟାଳୟର ଶିକ୍ଷୟିତ୍ରୀ/ଶିକ୍ଷକ ଓ ଅଣଶିକ୍ଷକ କର୍ମଚାରୀ ସାମିଲ ହୋଇ ସରକାରଙ୍କ ନୀତି ବିରୋଧରେ ସ୍ଲୋଗାନବାଜି କରିଥିଲେ। ସଭା ଶେଷରେ […]
ପଟ୍ଟାମୁଣ୍ଡାଇ ତା ୫/୮- ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅନ୍ତର୍ଗତ ବେଲତଳ ବନ୍ଧପଡା ଗ୍ରାମରେ ଗତକାଲି ବିଳମ୍ବିତ ରାତିରେ ଚୋରୀ ହୋଇଥିବା ନେଇ ଥାନାରେ ଲିଖିତ ଏତଲା ଦିଆଯାଇଛି । ସ୍ଥାନୀୟ ପୋଲିସ ଏହି ଘଟଣାର ତଦନ୍ତ ଆରମ୍ଭ କରିଛି । ପଟ୍ଟାମୁଣ୍ଡାଇ ଆଦର୍ଶ ଥାନାରେ ହୋଇଥିବା ଏତଲା ଅନୁଯାୟୀ ବେଲତଳ ବନ୍ଧପଡା ଗ୍ରାମର ସ୍ବର୍ଗତ ଗୋପୀନାଥ ଦାଶ ଙ୍କ ଘରେ ଗତକାଲି ବିଳମ୍ବିତ ରାତିରେ ଚୋର ମାନେ ଘର ଝରକା […]
କେନ୍ଦ୍ରାପଡ଼ା,୫ା୮: ଚଳିତ ବର୍ଷ ଅଗଷ୍ଟ ୯ କ୍ରାନ୍ତୀ ଦିବସ ତିନିମୁହାଣୀସ୍ଥିତ ଗାନ୍ଧୀସ୍ମାରକୀ ପୀଠରେ ପାଳନ କରାଯିବ। ଏଥି ନିମନ୍ତେ ଏକ ପ୍ରସ୍ତୁତି ବୈଠକ ଗରାପୁରସ୍ଥିତ ଗାନ୍ଧୀଭବନରେ ଗାନ୍ଧୀ ପଦଯାତ୍ରା ସ୍ମୃତି ପରିଷଦ ସଭାପତି ଅଧ୍ୟାପକ ଅଜୟ ସାମଲଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି।୧୯୪୨ମସିହା ଅଗଷ୍ଟମାସ ୯ତାରିଖ ଭାରତ ଇତିହାସରେ ଏକ ଅବିସ୍ମରଣୀୟ ଦିନ। ଏହିଦିନ ଭାରତକୁ ପରାଧୀନତାର ବେଡିରୁ ମୁକୁଳାଇବା ପାଇଁ ଇଂରେଜମାନଙ୍କୁ ମହାତ୍ମାଗାନ୍ଧୀ ଆହ୍ୱାନ ଦେଇଥିଲେ ଭାରତଛାଡ । ସେହି […]
କେନ୍ଦ୍ରାପଡ଼ା,୪ା୮:ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ଏବଂ ଶକ୍ତି ବିଭାଗ ମନ୍ତ୍ରୀ କେ.ଭି. ସିଂହଦେଓ ଆଜି କେନ୍ଦ୍ରାପଡ଼ା ଜିଲ୍ଲାର ବିଭିନ୍ନ ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରି ବନ୍ୟା ପରିସ୍ଥିତି, ରିଲିଫ୍ ଓ ଉଦ୍ଧାର କାର୍ଯ୍ୟ ଏବଂ ଜିଲ୍ଲା ପ୍ରଶାସନର ପ୍ରସ୍ତୁତି ଓ ପଦକ୍ଷେପ ସମ୍ପର୍କରେ ସ୍ଥିତି ସମୀକ୍ଷା କରିଛନ୍ତି। ଆଜି ସକାଳେ ଉପମୁଖ୍ୟମନ୍ତ୍ରୀ ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଦାଣ୍ଡିସାହି ଛକ, କୃଷ୍ଣଦାସପୁର (ସିଂହଗାଁ), ଅଣ୍ଡରା ଗ୍ରାମ […]
ପଟ୍ଟାମୁଣ୍ଡାଇ ତା ୪/୮- ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଅଳପୁଆ ପଂଚାୟତ ଦାମୋଦରପାଟଣା ଗ୍ରାମର ସୁଚିତ୍ରା ଦାସ (୪୬) ଗତକାଲି ସକାଳ ୫ଟା ସମୟରେ ସବୁ ଦିନ ପରି ବ୍ରାହ୍ମଣୀ ନଦୀକୁ ଶୌଚ ହେବାକୁ ଯାଇଥିଲେ । ମାତ୍ର ଦୀର୍ଘ ସମୟ ପରେ ସେ ଘରକୁ ନଫେରିବାରୁ ପରିବାର ଓ ଗ୍ରାମବାସୀ ନଦୀକୂଳରେ ଖୋଜାଖୋଜି କରି ନପାଇବାରୁ ପଟ୍ଟାମୁଣ୍ଡାଇ ଦମକଳ ବାହିନୀକୁ ଖବର ଦେଇଥିଲେ । ଏହି ଖବର ପ୍ରଚାରିତ ହେବା […]

