କେନ୍ଦ୍ରାପଡ଼ା,୩୦ା୧୧:କେନ୍ଦ୍ରାପଡାକୁ ଏକ କାର୍ଯ୍ୟକ୍ରମରେ ଯୋଗଦେବାକୁ ଆସିଥିବା ରାଜ୍ୟ ଆଇ.ଏନ.ଟି.ୟୁ.ସି.ସଭାପତି, ସର୍ବଭାରତୀୟ ଆଇ.ଏନ.ଟି.ୟୁ.ସି. ଉପସଭାପତି ତଥା ଜେନେଭାସ୍ଥିତ ଆନ୍ତର୍ଜାତୀୟ ପ୍ରବାସୀ ଶ୍ରମିକ ସଂଗଠନର ଅଧ୍ୟକ୍ଷ ପୂର୍ବତନ ସାଂସଦ ରାମଚନ୍ଦ୍ର ଖୁଣ୍ଟିଆଙ୍କୁ ଗରାପୁର ଡାକବଙ୍ଗଳା ଛକରେ ଉତ୍ସସିତ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି। କେନ୍ଦ୍ରାପଡାର ମିଳିତ ଟ୍ରେଡ ୟୁନିଅନ ପକ୍ଷରୁ ପ୍ରତିନିଧିମାନେ ଶ୍ରୀ ଖୁଣ୍ଟିଆଙ୍କୁ ଉତ୍ତରୀୟ ଓ ପୁଷ୍ପଗୁଛ ପ୍ରଦାନ ପୂର୍ବକ ସମ୍ବର୍ଦ୍ଧନା ଜଣାଇଥିଲେ। ଏଥିସହିତ ଟ୍ରେଡୟୁନିଅନର ପ୍ରତିନିଧିମାନେ ଆଇ.ଏନ.ଟି.ୟୁ.ସି.ର ରାଜ୍ୟ ସଭାପତିଙ୍କୁ କେନ୍ଦ୍ରାପଡାର […]

ଭୁବନେଶ୍ୱର ୩୦/୧୧- ରାଜ୍ୟ ସରକାର ସରକାରୀ ବାବୁଙ୍କ ସମ୍ପତ୍ତି ତାଲିକାକୁ ନେଇ କଠୋର ହେଇଛନ୍ତି । ସରକାରୀ ବାବୁମାନେ ସମ୍ପତ୍ତି ତାଲିକା ନଦେଲେ ପଦୋନ୍ନତି ହେବନାହିଁ । ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଏନେଇ ଚିଠି ଜାରି ହୋଇଛି । ଅତିରିକ୍ତ ମୁଖ୍ୟ ଶାସନ ସଚିବ ଏନେଇ ସବୁ ବିଭାଗକୁ ଚିଠି ଲେଖିଛନ୍ତି । ଜାନୁଆରୀ ସୁଦ୍ଧା ସମ୍ପତ୍ତି ତାଲିକା ଦେବାକୁ ପୂର୍ବରୁ ନିର୍ଦ୍ଦେଶ ଦିଆଯାଇଥିଲା । ଏହା ପୂର୍ବରୁ […]

ପଟ୍ଟାମୁଣ୍ଡାଇ ତା ୨୯/୧୧- ପଟ୍ଟାମୁଣ୍ଡାଇ କଲେଜ ପ୍ରାଣୀ ବିଜ୍ଞାନ ବିଭାଗ ପକ୍ଷରୁ ଚାପ ନିୟଂତ୍ରଣ ଶୀର୍ଷକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି । ପଟ୍ଟାମୁଣ୍ଡାଇ କଲେଜ ଅଧ୍ୟକ୍ଷ ପ୍ରଫେସର ଉମାକାନ୍ତ ପାତ୍ରଙ୍କ ପୌରହିତ୍ୟରେ ଆୟୋଜିତ ଆଲୋଚନାଚକ୍ରରେ ଭଦ୍ରକ ସ୍ୱୟଂ ଶାସିତ କଲେଜ ପ୍ରାଣୀ ବିଜ୍ଞାନ ବିଭାଗ ଆସିଷ୍ଟାଣ୍ଟ ପ୍ରଫେସର ଶ୍ରଦ୍ଧାଞ୍ଜଳି ସାହୁ ମୁଖ୍ୟ ଆଲୋଚକ ଭାବେ ଯୋଗ ଦେଇ ବିଷୟ ଭିତ୍ତିକ ଆଲୋଚନା କରିଥିଲେ । ପଟ୍ଟାମୁଣ୍ଡାଇ କଲେଜ ପ୍ରାଣୀ ବିଜ୍ଞାନ […]

ପଟ୍ଟାମୁଣ୍ଡାଇ ତା ୨୯/୧୧- ରାଜ୍ୟ ବିଧାନସଭାରେ ଆଜି ପଟ୍ଟାମୁଣ୍ଡାଇ ରିଂ ରୋଡ଼ ଓ ବିଶ୍ୱ ପ୍ରସିଦ୍ଧ ଭିତରକନିକା ରାସ୍ତା ନିର୍ମାଣ ପ୍ରସଙ୍ଗ ଉତଥାପିତ ହୋଇଛି । ପଟ୍ଟାମୁଣ୍ଡାଇ ଆଳି ରାଜନଗର ଓ ରାଜକନିକା ବ୍ଲକର କେନ୍ଦ୍ରସ୍ଥଳ ଓ ବିଶ୍ୱ ପ୍ରସିଦ୍ଧ ଭିତରକନିକାର ପ୍ରବେଶ ଦ୍ୱାର ସର୍ବୋପରି ଓଡିଶାର ପ୍ରମୁଖ ବାଣିଜ୍ୟକ ପେଣ୍ଠ ପଟ୍ଟାମୁଣ୍ଡାଇରେ ଟ୍ରାଫିକ ସମସ୍ୟା ଉତ୍କଟ ରୂପ ଧାରଣ କରିଛି । ପଟ୍ଟାମୁଣ୍ଡାଇ ସମେତ ଆଖ ପାଖ ବିଭିନ୍ନ […]

ପଟ୍ଟାମୁଣ୍ଡାଇ ୨୯/୧୧ – ପଟ୍ଟାମୁଣ୍ଡାଇ କୋର୍ଟ ଓ ଓକିଲ ସଂଘର ରୌପ୍ୟ ଜୟନ୍ତୀ ପାଳନ ଅବସରରେ ପଟ୍ଟାମୁଣ୍ଡାଇ କୋର୍ଟ କାର୍ଯ୍ୟାଳୟ ଠାରେ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରକୁ ଅତିରିକ୍ତ ଜିଲ୍ଲା ଜଜ ବିଦ୍ୟାଧର ପୃଷ୍ଟି ଉଦଘାଟନ କରିଥିଲେ । ସବଜଜ ଅପୂର୍ବା ଚୌଧୁରୀ, ଜେଏମଏଫସି ବିଦ୍ୟୁତଲତା ପ୍ରଧାନ, ଜେଏମଏଫସି ଡ଼ି କେ ବାଳକ୍ରିଷ୍ଣନ ପ୍ରମୁଖ ସମ୍ମାନିତଅତିଥି ଭାବେ ଯୋଗ ଦେଇଥିଲେ । ପଟ୍ଟାମୁଣ୍ଡାଇ ଓକିଲ […]

ପଟ୍ଟାମୁଣ୍ଡାଇ ୨୯/୧୧ -କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ସରରରେ ବ୍ୟାପକ ପରିମାଣରେ ପଲିଥିନ ବ୍ୟବହାର ଦ୍ୱାରା ଜଳବାୟୁ ଉପରେ ପ୍ରଭାବ ପଡୁଥିବାର ଅଭିଯୋଗ ପାଇବା ପରେ ଶନିବାର ପାରାଦିପ ପଦୁଷଣ କଂଟ୍ରୋଲ ବୋର୍ଡ ପକ୍ଷରୁ ପୌରସଂସ୍ଥାର ସହେଯାଗରେ ପଲିଥିନ ବ୍ୟବହାର କରୁଥିବା ଦୋକାନୀ ମାନଙ୍କ ଉପରେ ଚଢଉ କରାଯାଇଛି । ବଜାରରେ ପଲିଥିନ ଥର୍ମକଲ ବ୍ୟବହାର ଓ ବିକ୍ରି କରୁଥିବା ଦୋକାନୀ ମାନଙ୍କ ଉପରେ ଚଢଉ କରି ୨ ହଜାର ୬୦୦ […]

ପଟ୍ଟାମୁଣ୍ଡାଇ ୨୯/୧୧ – ସ୍ୱଛ ସର୍ବେକ୍ଷଣକୁ ନେଇ ପଟ୍ଟାମୁଣ୍ଡାଇ ପୌରପରିଷଦ ପକ୍ଷରୁ ଅନେକ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି । ସହରକୁ ସରସ ସୁନ୍ଦର କରିବା ଓ ସ୍ୱଚ୍ଛତା କାର୍ଯ୍ୟକ୍ରମକୁ ଆଗେଇ ନେବା ପାଇଁ ପୌରପରିଷଦ ପକ୍ଷରୁ ବିଭିନ୍ନ ପ୍ରୟାସ ଜାରିରହିଛି । ସାଧାରଣ ଜନତା ଓ ସହରବାସୀଙ୍କ ସହଯୋଗ ପାଇଁ ଆହ୍ୱାନ କରି ବାର୍ତା ପ୍ରେରଣ କରାଯାଉଛି । ସହରକୁ ସ୍ୱଚ୍ଛ ସର୍ବେକ୍ଷଣରେ ସାମିଲ କରିବା ନିମନ୍ତେ ଶନିବାର ସ୍ୱଛ […]

କେନ୍ଦ୍ରାପଡ଼ା,୨୮ା୧୧:ତୁଳସୀକ୍ଷେତ୍ର କଳାକାର ସଙ୍ଘର ଜିଲ୍ଲା ସ୍ତରୀୟ ମହୋତ୍ସବ ଉଦଯାପିତ ହୋଇଯାଇଛି। ଏହି ଉପଲକ୍ଷେ ତୁଳସୀକ୍ଷେତ୍ର କଳାକାର ସଙ୍ଘ ସଭାପତି କେଦାର ସାମନ୍ତରାୟଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉଦଯାପନୀ ଉତ୍ସବରେ ଅବସରପ୍ରାପ୍ତ ରାଜସ୍ୱ କମିଶନର ଶୋଭନ କର ମୁଖ୍ୟଅତିଥି ଭାବେ ଯୋଗଦେଇ କଳାକାରଙ୍କ ସମାଜ ଗଠନରେ ମୁଖ୍ୟ ଭୂମିକା ରହିଥାଏ। କାରଣ କଳାକାରଙ୍କ ଅଭିନୟର ପ୍ରଭାବ ପ୍ରତ୍ୟେକ ମାନବ ଉପରେ ପଡିଥାଏ। କଳାକାରଙ୍କୁ ଆମ ସମାଜ ଉଚିତ ସମ୍ମାନ ପ୍ରଦାନ କରିବା ଆବଶ୍ୟକ […]

କେନ୍ଦ୍ରାପଡ଼ା,୨୮ା୧୧:କେନ୍ଦ୍ରାପଡା ବ୍ଲକ ଅଧିନ କଂସାର ଗ୍ରାମପଞ୍ଚାୟତ କାର୍ଯ୍ୟାଳୟରେ ଆମ ଗାଁରେ ତହସିଲ କାର୍ଯ୍ୟାଳୟ କାର୍ଯ୍ୟକ୍ରମ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଏହି ଉପଲକ୍ଷେ ଅନୁଷ୍ଠିତ କାର୍ଯ୍ୟକ୍ରମରେ କେନ୍ଦ୍ରାପଡା ତହସିଲଦାର ରବିନାରାୟଣ ଆଚାର୍ଯ୍ୟ ଯୋଗଦେଇ ପଞ୍ଚାୟତବାସୀ ବିଭିନ୍ନ ଅଭିଯୋଗ ଗୁଡିକର ଶୁଣାଣି କରିଥିଲେ। ଏଥିସହିତ ୧୫୦ଟି ଅଭିଯୋଗ ମଧ୍ୟରୁ ୫୦ଟିର ସମାଧାନ କରିଥିଲେ। ୩୮ଜଣଙ୍କୁ ଜମି ପଟ୍ଟା ପ୍ରଦାନ କରିଥିଲେ। ରାଜସ୍ୱ ନିରୀକ୍ଷକ ଅରକ୍ଷ ଖିଲାର, ବରିଷ୍ଠ ରାଜସ୍ୱ ସହାୟକ ପ୍ରଦୀପ କୁମାର […]

କେନ୍ଦ୍ରାପଡ଼ା,୨୮ା୧୧:ଗରାପୁରସ୍ଥିତ ଦିବ୍ୟଜୀବନ ସଙ୍ଘ ଶିବାନନ୍ଦ ଆଶ୍ରମ ପରିସରରେ ବିଶ୍ୱ ପ୍ରାର୍ଥନା ଦିବସ ପାଳନ ଉଦେଶ୍ୟରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଶିବାନନ୍ଦ ଆଶ୍ରମର ଅଧ୍ୟକ୍ଷା ଶ୍ରୀମା ସ୍ୱାମୀ ଦିବ୍ୟସ୍ୱରୂପାନନ୍ଦ ସରସ୍ୱତୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ପ୍ରସ୍ତୁତି ବୈଠକରେ କେନ୍ଦ୍ରାପଡା ନିଶା ନିବାରଣ ସମିତି, ବଳଦେବ ସେନା, ଧର୍ମଜାଗରଣ ସେନାର ସମସ୍ତ ସଦସ୍ୟ ଯୋଗଦେଇ ବିଶ୍ୱ ପ୍ରାର୍ଥନା ଦିବସ ପାଳନ ସମ୍ପର୍କରେ ଆଲୋଚନା କରିଥିଲେ। ଆସନ୍ତା ଜାନୁଆରୀମାସ ପହିଲାରେ ସମସ୍ତ […]

Breaking News