କେନ୍ଦ୍ରାପଡା ୧୫/୧୦ –ଭାରତର ପୂର୍ବତନ ରାଷ୍ରପତି ତଥା ଭାରତରତ୍ନ ଡଃ ଏ. ପି.ଜେ.ଅବଦୁଲ କଲାମ ସ୍ମୃତି କମିଟି ତରଫରୁ ପୂର୍ବତନ ରାଷ୍ଟ୍ରପତି ଡଃ. କଲାମଙ୍କ ୯୪ତମ ଜୟନ୍ତୀ ପାଳନ କରାଯାଇଥିଲା । ମେଡିକାଲ ରୋଡରେ ଥିବା ଡଃ. ଅବଦୁଲ୍ କଲାମଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯିବା ପରେ ସ୍ମୃତିଚାରଣ ସଭା ଅନୁଷ୍ଠିତ ହୋଇଥିଲା । ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ସଭାରେ ସଂଘର କାର୍ଯ୍ୟକାରୀ ସଭାପତି ବ୍ରଜକିଶୋର […]

କେନ୍ଦ୍ରାପଡା ୧୫/୧୦- କେନ୍ଦ୍ରାପଡ଼ା ଜିଲ୍ଲାରେ ଥେରାପି ସେବା, ଭିନ୍ନକ୍ଷମଙ୍କ ଅଧିକାର ସଚେତନତା ଓ ସଶକ୍ତିକରଣ ନିମନ୍ତେ କାର୍ଯ୍ୟରତ ସ୍ୱେଚ୍ଛାସେବୀ ଅନୁଷ୍ଠାନ ପୁନର୍ବାସ ପକ୍ଷରୁ ଭିନ୍ନକ୍ଷମ ଶିଶୁଙ୍କ ଥେରାପି ସେବା ନିମନ୍ତେ ଏକ ନୂତନ ଥେରାପି କେନ୍ଦ୍ର କାର୍ଯ୍ୟକ୍ଷମ ହେବାକୁ ଯାଉଛି। କେନ୍ଦ୍ରାପଡ଼ା ସହରର ସ୍ଥାନୀୟ ମାଧପୁରସ୍ଥିତ ଅମରଉଦ୍ୟାନ ମଣ୍ଡପ ପ୍ରଥମ ମହଲାରେ ଖୁବ୍ ଶୀଘ୍ର ଏହି ବୃହତ୍ ଏକକ କେନ୍ଦ୍ରର ଶୁଭାରମ୍ଭ କରାଯିବ। ଏହି ଅତ୍ୟାଧୁନିକ କେନ୍ଦ୍ର ନିମନ୍ତେ ଆବଶ୍ୟକ […]

କେନ୍ଦ୍ରାପଡ଼ା,୧୫ା୧୦:୬୯ତମ ଓଡିଶା ରାଜ୍ୟ ବିଦ୍ୟାଳୟ ସମୁହ ଭଲିବଲ ପ୍ରତିଯୋଗିତା- ୨୦୨୫ରେ କେନ୍ଦ୍ରାପଡା ଜିଲ୍ଲା ତିନୋଟି ବର୍ଗରେ ଚମ୍ପିୟନ ଆଖ୍ୟା ଅର୍ଜ୍ଜନ କରିବା ସହ ୩ଟି ଟ୍ରଫି ହାସଲ କରିଛି। ଚଳିତମାସ ୧୧ତାରିଖରୁ ୧୪ତାରିଖ ପର୍ଯ୍ୟନ୍ତ ୪ଦିନ ଧରି ଭଦ୍ରକ ଜିଲ୍ଲାର ଚରମ୍ପାସ୍ଥିତ ଶ୍ରୀ ଶ୍ରୀ ହନୁମାନଜୀଉ ଉଚ୍ଚବିଦ୍ୟାଳୟ ରେ ରାଜ୍ୟ ସରକାରଙ୍କ ଦ୍ୱାରା ଆୟୋଜିତ ରାଜ୍ୟ ବିଦ୍ୟାଳୟ ସମୁହ ୬୯ତମ ଭଲିବଲ ପ୍ରତିଯୋଗିତାରେ ୧୪ବର୍ଷରୁ କମ ବର୍ଗର ବାଳକ ବିଭାଗରେ […]

ପଟ୍ଟାମୁଣ୍ଡାଇ ୧୫/୧୦ – କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଅବକାରୀ ବିଭାଗ ପକ୍ଷରୁ ବୁଧବାର ପଟ୍ଟାମୁଣ୍ଡାଇ ମେଡିକାଲ ଛକ ଓ ପୋଖରିଆପଡା ଗ୍ରାମରେ ଚଢ଼ାଉ କରାଯାଇ ୧୧୫ ଗ୍ରାମର ବ୍ରାଉନ ସୁଗାର ଜବତ କରିବା ସହିତ ୨ ଜଣଙ୍କୁ ଗିରଫ କରାଯାଇଛି। ଏମାନେ ହେଲେ ପୌରାଂଚଳର ୧୧ ନଂ ୱାର୍ଡର ଏସକେ ମୁଜାଫର ଅଲ୍ଲି ଓ ଡିକେ ସମସେର ଅଲ୍ଲିଙ୍କୁ ବୋଲି ଅବକାରୀ ପୋଲିସ କହିଛି । ଜବତ ବ୍ରାଉନ ସୁଗାରର […]

भुवनेश्वर केंद्रापरा 15/10 – केंन्द्रापाड़ा ज़िले के पट्टामुंन्डाई एक्साइज़ डिपार्टमेंट ने बुधवार को पट्टामुंडई मेडिकल चौक और पोखरियापाड़ा गांव में छापा मारकर 115 ग्राम ब्राउन शुगर ज़ब्त की और दो लोगों को गिरफ्तार किया गया। बो लोग पोरपालिका वार्ड नंबर 11 के एसके मुज़फ़्फ़र अल्ली और डीके समसेर अल्ली हैं। […]

କେନ୍ଦ୍ରାପଡ଼ା,୧୫ା୧୦:କେନ୍ଦ୍ରାପଡ଼ାର ଆରାଧ୍ୟ ପ୍ରଭୁ ସିଦ୍ଧ ଶ୍ରୀବଳଦେବଜୀଉ ମନ୍ଦିରର ସର୍ବେକ୍ଷଣ ପାଇଁ ପ୍ରତ୍ନତତ୍ତ୍ୱ ବିଭାଗର ଏକ ଦଳ ବୁଧବାର କେନ୍ଦ୍ରାପଡ଼ାରେ ପହଞ୍ଚି ମନ୍ଦିରର ସ୍ଥିତି ପରଖିଛନ୍ତି। ଏହି ଦଳ ପ୍ରଥମେ ଶ୍ରୀଜୀଉଙ୍କ ମୁଖ୍ୟ ଦେଉଳର ଜଗମୋହନରେ ଥିବା ଖୁମ୍ବର ଫାଟକୁ ତଦାରଖ କରିଥିଲେ। ପୂର୍ବରୁ ପ୍ଲେଟ୍ ପଡିବା ଯୋଗୁଁ ସମସ୍ୟା ସୃଷ୍ଟି ହୋଇଛି। ତେଣୁ ଏବେ ଯେଉଁ ଡିପିଆର ପ୍ରସ୍ତୁତ ହେବ ସେଥିରେ ପ୍ଲେଟ୍ ଲାଗିବାର ବ୍ୟବସ୍ଥା ରହିବ ନାହିଁ। ଏକ […]

केंद्रापड़ा 14/10: केंद्रापड़ा की पूर्व विधायक डॉ. शिप्रा मलिक ने केंद्रपाड़ा प्रखंड अंतर्गत चकरोडा ग्राम पंचायत की सड़क प्रकाश परियोजना में हुए भ्रष्टाचार की सतर्कता जांच की मांग की है। डॉ. मलिक ने एक प्रेस विज्ञप्ति में कहा कि राज्यसभा सांसद सुलता देव ने केंन्द्रापाड़ा निर्वाचन क्षेत्र में सड़क प्रकाश […]

କେନ୍ଦ୍ରାପଡ଼ା,୧୪ା୧୦:କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଚକ୍ରୋଡା ଗ୍ରାମପଞ୍ଚାୟତର ପଥ ଆଲୋକୀକରଣ ପ୍ରକଳ୍ପ ଦୁର୍ନୀତିର ଭିନଜିଲାନ୍ସ ତଦନ୍ତ ଦାବି କରିଛନ୍ତି ପ୍ରାକ୍ତନ ବିଧାୟିକା ଡ. ସିପ୍ରା ମଲ୍ଲିକ। ଡ. ମଲ୍ଲିକ ଏକ ପ୍ରେସ ବିଜ୍ଞପ୍ତିରେ କହିଛନ୍ତି ଯେ କେନ୍ଦ୍ରାପଡା ନିର୍ବାଚନ ମଣ୍ଡଳୀରେ ପଥ ଆଲୋକୀକରଣ ନିମନ୍ତେ ରାଜ୍ୟସଭା ସାଂସଦ ସୁଲତା ଦେଓ ପ୍ରାୟ ଏକ କୋଟି ଟଙ୍କା ସାଂସଦଙ୍କ ଆଞ୍ଚଳିକ ଉନ୍ନୟନ ପାଣ୍ଠିରୁ ପ୍ରଦାନ କରିଥିଲେ। ସେଥିମଧ୍ୟରୁ କେବଳ ଚକ୍ରୋଡା ଗ୍ରାମପଞ୍ଚାୟତକୁ ୫୦ଲକ୍ଷ […]

କେନ୍ଦ୍ରାପଡ଼ା,୧୪ା୧୦:କେନ୍ଦ୍ରାପଡାରେ ଗଜଲକ୍ଷ୍ମୀ ପୂଜା, ମେଲଣ ଓ ଭଷାଣୀ ହେଉଛି ଭାଇଚାରାର ପର୍ବ। ଯାହାକୁ ଗଣପର୍ବ ଭାବେ ପାଳନ କରାଯାଇଥାଏ। ଏହି ପୂଜାରେ ଜାତି, ଧର୍ମ,ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ଏକାଠି ହୋଇ ଗଜଲକ୍ଷ୍ମୀ ପୂଜା, ମେଲଣ ଓ ଭଷାଣୀ ଉତ୍ସବକୁ ଅତି ଆନନ୍ଦ ଉଲ୍ଲାସର ସହିତ ପାଳନ କରିଥାନ୍ତି। ଏହାର ଏକ ନିଦର୍ଶନ ଦେଖିବାକୁ ମିଳିଛି ସୋମବାର ରାତିରେ ଗଜଲକ୍ଷ୍ମୀ ମେଲଣରେ ପୁରୁଣା ବସଷ୍ଟାଣ୍ଡ ମେଢ ନିକଟରେ ଜାତି, ଧର୍ମ,ବର୍ଣ୍ଣ ନିର୍ବିଶେଷରେ […]

केंद्रपाड़ा, 14/10: गजलक्ष्मी पूजा, मेलन और भसानी केंद्रपाड़ा में भाईचारे के त्योहार हैं। जिसे एक सार्वजनिक उत्सव के रूप में मनाया जाता है। इस पूजा में जाति, धर्म, रंग से ऊपर उठकर सभी लोग एक साथ आते हैं और गजलक्ष्मी पूजा, मेला और भसानी उत्सव को बड़े हर्ष और उल्लास […]

Breaking News