କେନ୍ଦ୍ରାପଡ଼ା,୧୦ା୧୦:ଇଚ୍ଛାପୁର ଗ୍ରାମରେ ରାଇଡ ପକ୍ଷରୁ ଅଭ୍ୟୁଥାନ ଫାଇନାନ୍ସସିୟାଲ ଚାରିଟେବୁଲ ଟ୍ରଷ୍ଟ ଭୁବନେଶ୍ୱର ଆନୁକୂଲ୍ୟରେ ନିବେଶ(ଇନଭେଷ୍ଟର) ଉପରେ ସ୍ୱଂୟ ସହାୟକ ଗୋଷ୍ଠୀଙ୍କୁ ସଚେତନତା କରାଯାଇଛି। ଏହି ଚାରିଟେବୁଲ ଟ୍ରଷ୍ଟ ସେବୀ (ସିକ୍ୟୁରିଟି ଆଣ୍ଡ ଏକ୍ସଚେଞ୍ଜ ବୋର୍ଡ ଅଫ୍ ଇଣ୍ଡିଆ) ଅଧିନରେ କାର୍ଯ୍ୟ କରୁଅଛି। ଜିଲ୍ଲାପାଳ ରଘୁରାମ ଆର. ଆୟର ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହି ସଚେତନତା କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ। ଜିଲ୍ଲାପାଳ ଶ୍ରୀ ଆୟର ଅଂଶଗ୍ରହଣକାରୀମାନଙ୍କୁ ସରକାରଙ୍କ ଦ୍ୱାରା ଅନୁମୋଦିତ […]
କେନ୍ଦ୍ରାପଡ଼ା,୧୦ା୧୦:ଜିଲ୍ଲା ପ୍ରଶାସନ ଏବଂ ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗର ମିଳିତ ଆନୁକୂଲ୍ୟରେ ଜିଲ୍ଲାସ୍ତରୀୟ ଆନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ପାଳିତ ହୋଇଯାଇଛି। ଏହି ଉପଲକ୍ଷେ ପୈାରସଂସ୍ଥା ଟାଉନ ହଲରେ ଆୟୋଜିତ ବୈଠକରେ ଜିଲ୍ଲାପାଳ ରଘୁରାମ ଆର. ଆୟର ମୁଖ୍ୟଅତିଥି ଭାବେ ଯୋଗ ଦେଇ କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ। ସମ୍ମାନିତ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ(ସାଧାରଣ )ନବକ୍ରିଷ୍ଣ ଜେନା, ଉପଜିଲ୍ଲାପାଳ ଅରୁଣ କୁମାର ନାୟକ,ଜିଲ୍ଲା ମୁଖ୍ୟ ଚିକିତ୍ସା […]
କେନ୍ଦ୍ରାପଡା କଲେଜରେ ଦୀନବନ୍ଧୁ ସାହୁଙ୍କ ଜୟନ୍ତୀ ସମାରୋହ କେନ୍ଦ୍ରାପଡ଼ା,୧୦ା୧୦:କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟ ସମ୍ମିଳନୀ କକ୍ଷରେ ସ୍ୱର୍ଗତ ଦୀନବନ୍ଧୁ ସାହୁଙ୍କ ୧୧୬ତମ ଜୟନ୍ତୀ ମହାସମାରୋହରେ ପାଳିତ ହୋଇଯାଇଛି। ମହାବିଦ୍ୟାଳୟ ଅଧ୍ୟକ୍ଷ ପ୍ରଫେସର ଶାନ୍ତନୁ କୁମାର ଜେନାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉତ୍ସବରେ ଅବସରପ୍ରାପ୍ତ ଆରକ୍ଷୀ ମହାନିର୍ଦ୍ଦେଶକ ତଥା ପୂର୍ବତନ ଓଡିଶା ଲୋକସେବା ଆୟୋଗର ଅଧ୍ୟକ୍ଷ ଡ. ସତ୍ୟଜିତ ମହାନ୍ତି ମୁଖ୍ୟଅତିଥି ଭାବେ ଯୋଗଦେଇ ଦୀନବନ୍ଧୁ ସାହୁ ସ୍ମାରକୀ ବକ୍ତୃତା ପ୍ରଦାନ କରିଥିଲେ। ଏହି […]
ପ୍ରତି ମେଢକୁ ମିଳିବ ୫୦ ହଜାର ଟଙ୍କା: ସଂସ୍କୃତିମନ୍ତ୍ରୀ କେନ୍ଦ୍ରାପଡ଼ା,୧୦ା୧୦:କେନ୍ଦ୍ରାପଡାର ପ୍ରସିଦ୍ଧ ଗଜଲକ୍ଷ୍ମୀ ପୂଜା ଭାଇଚାରାର ଅନନ୍ୟ ନିଦର୍ଶନ। ଏଠାରେ ସବୁ ସଂପ୍ରଦାୟର ଲୋକମାନେ ପୂଜାରେ ନିଜକୁ ସାମିଲ କରିଥାନ୍ତି। କେନ୍ଦ୍ରାପଡ଼ା ଗଜଲକ୍ଷ୍ମୀ ପୂଜାକୁ ଅଧିକ ସରସ ସୁନ୍ଦର କରିବା ପାଇଁ ପ୍ରତିମେଢ ପାଇଁ ୫୦ ହଜାର ଟଙ୍କା ସରକାରୀ ଅନୁଦାନ ପ୍ରଦାନ କରାଯିବ ବୋଲି ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ମତବ୍ୟକ୍ତ କରିଛନ୍ତି। ନୂଆବସଷ୍ଟାଣ୍ଡରେ ଥାନପତି ପୂଜା […]
କେନ୍ଦ୍ରାପଡା,୧୦ା୧୦: କେନ୍ଦ୍ରାପଡା ଜିଲ୍ଲା ଓକିଲ ସଂଘର କର୍ମକର୍ତ୍ତା ମାନେ ସଂଘର ବିଭିନ୍ନ ସମସ୍ୟା ନେଇ ଜିଲ୍ଲାପାଳଙ୍କୁ ଭେଟିଛନ୍ତି । ଆଇନଜୀବୀ ମାନେ କହିଥିଲେ ପୁରୁଣା କୋର୍ଟ ପରିସରରେ ଥିବା ସଂଘର କାର୍ଯ୍ୟାଳୟରେ ପାନୀୟ ଜଳ ବ୍ୟବସ୍ଥା ନାହିଁ । ଯାହା ଫଳରେ ଆଇନଜୀବୀ, ମୋହରିର, ମହକିଲମାନେ ପିଇବା ପାଇଁ ପାଣି ପାଉନାହାନ୍ତି ଏବଂ ପରିସ୍ରାଗାରା ନଥିବାରୁ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ଜିଲ୍ଲା ଅଦାଲତକୁ ଲାଗିଥିବା ଟ୍ରାନସ୍ ପୋର୍ଟ […]
ପଟ୍ଟାମୁଣ୍ଡାଇ ୧୦/୧୦- କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ମାଟିଆପଡା ହାଇସ୍କୁଲରେ ବନ୍ୟ ପ୍ରାଣୀ ସପ୍ତାହ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ପ୍ରଧାନଶିକ୍ଷକ ମନୋଜ ଶତପଥୀଙ୍କ ପୌରାହିତ୍ୟରେ ଆୟୋଜିତ ସଭାରେ ଦିହୁଡିପୁର ସରପଂଚ ନରେଶ ମଲିକ ମୁଖ୍ୟଅତିଥି, ସାମାଜିକକର୍ମୀ ସତ୍ୟବ୍ରତ ପଣ୍ଡା ମୁଖ୍ୟବକ୍ତା ଭାବେ ଯୋଗ ଦେଇ ପ୍ରାକୃତିକ ସୌନ୍ଦର୍ଯ୍ୟର ଗନ୍ତାଘର ବିଶ୍ୱ ପ୍ରସିଦ୍ଧ ଭିତରକନିକାର ଜୈବ ବିବିଧତାର ବିବିଧତା ଓ ବନ୍ୟ ପ୍ରାଣୀଙ୍କ ସୁରକ୍ଷା ଉପରେ ଆଲୋକପାତ […]
ପଟ୍ଟାମୁଣ୍ଡାଇ ୧୦/୧୦- ପଟ୍ଟାମୁଣ୍ଡାଇ ତାଲୁକ ଆଇନ ସେବା ସମିତି ପକ୍ଷରୁ ପଟ୍ଟାମୁଣ୍ଡାଇ ସବ ଡିଭିଜନ ହସ୍ପିଟାଲ ପରିସରରେ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ପଟ୍ଟାମୁଣ୍ଡାଇ କୋର୍ଟର ଅତିରିକ୍ତ ଜିଲ୍ଲା ଜଜ ବିଦ୍ୟାଧର ପୃଷ୍ଟିଙ୍କ ପୌରହିତ୍ୟ କରି ସମଗ୍ର ବିଶ୍ୱରେ ମାନସିକ ରୋଗୀଙ୍କ ସଂଖ୍ୟା ଏକ ଆହ୍ୱାନ ଭାବେ ଦେଖା ଦେଇଥିବାରୁ ଏହାର ନିୟଂତ୍ରଣ ଓ ନିରାକରଣ ଦିଗରେ ସବୁ […]
ଚାଷଜମିକୁ ବେଣାମୁକ୍ତ କରି କୃଷି ଭିତିକ ଶିଳ୍ପ କରାଯାଉ ପଟ୍ଟାମୁଣ୍ଡାଇ ୧୦/୧୦-କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଧୋୟାଂଚଳରେ ଥିବା ଶହ ଶହ ଏକର ଉର୍ବର ଚାଷଜମୀ ବେଣା ଜଙ୍ଗଲରେ ପରିପୂର୍ଣ୍ଣ ହୋଇପଡିଛି । ଚାଷ ଜମି ବେଣା ମୟ ହୋଇ ପଡିବା ଫଳରେ କୌଣସି ଫସଲ କରି ନପାରି ଚାଷୀ କ୍ଷତିଗସ୍ତ ହେଉଛି । ଯାହାକୁ ନେଇ ଚାଷୀ ଚାଷରୁ ବିମୁଖ ହୋଇ ବାହାର ରାଜ୍ୟରେ ଦାଦନ ଖଟିବାକୁ ଯାଉଛନ୍ତିା କୃଷି […]
ଗଡମେକର୍ ଶାରଦୀୟ ନୃତ୍ୟାଞ୍ଜଳି’୨୫ ସମର୍ପିତ ପଟ୍ଟାମୁଣ୍ଡାଇ ୯/୧୦ – ଓଡ଼ିଶାର ସର୍ବବୃହତ ପଂଚକଳା ପ୍ରତିଷ୍ଠାନ ଗୋପାଳ ଦାଶ ସ୍ମାରକୀ ସାଂସ୍କୃତିକ ସଙ୍ଗଠନ (ଗଡମେକର) ପକ୍ଷରୁ ଶାରଦୀୟ ନୃତ୍ୟାଞ୍ଜଳି’୨୦୨୫ ସମର୍ପିତ ହୋଇଯାଇଛି। ଗଡମେକର୍ ପ୍ରତିଷ୍ଠାତା ନିର୍ଦ୍ଦେଶକ ଗୀତିକବି ତଥା ଗୁରୁଶ୍ରୀ ସୁଶାନ୍ତ ପାଣିଙ୍କ ସଂଯୋଜନା ତଥା ନୃତ୍ୟଗୁରୁଶ୍ରୀ ବିଜୟ ଦାଶଙ୍କ ମାର୍ଗଦର୍ଶନରେ ଅନୁଷ୍ଠାନର ଦୂରଦର୍ଶନ ସ୍ୱୀକୃତିପ୍ରାପ୍ତ ନୃତ୍ୟଶିଳ୍ପୀ ସୁଶ୍ରୀ ବୈଶାଖୀ ରାଉତ ସ୍ମୃତିପ୍ରିୟା ପ୍ରଧାନ ରୀତା ସେଠୀ, ସମ୍ପୂର୍ଣ୍ଣାଇନ୍ଦୁ ପାଣିଙ୍କ ଦ୍ୱାରା […]
ପଟ୍ଟାମୁଣ୍ଡାଇ ୯/୧୦ – ଓଡିଶାରେ ଜନ୍ମ ନେଇଥିବା ମହାପୁରୁଷଙ୍କ ମଧ୍ୟରୁ ପୂଣ୍ୟଶ୍ଲୋକ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୮ତମ ଜୟନ୍ତୀ ଗୁରୁବାର ପଟ୍ଟାମୁଣ୍ଡାଇର ବିଭିନ୍ନ ସ୍ଥାନରେ ପାଳିତ ହୋଇଯାଇଛି । ବିଭିନ୍ନ ସଂଗଠନ ପକ୍ଷରୁ ତାଙ୍କ ପ୍ରତିମୂର୍ତିିରେ ମାଲ୍ୟାର୍ପଣ କାର୍ଯ୍ୟକ୍ରମ କରାଯାଇଛି । ଏହି ପରିପେକ୍ଷୀରେ ପଟ୍ଟାମୁଣ୍ଡାଇ ବ୍ଲକ ବରିଷ୍ଠ ନାଗରିକ ମଂଚ ତରଫରୁ ଚିତବିନୋଦନ ଗୃହ ପରିସରରେ ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜୟନ୍ତି ପାଳିତ ହୋଇଛି । ବରିଷ୍ଠ […]

