କେନ୍ଦ୍ରାପଡ଼ା,୯ା୯:କେନ୍ଦ୍ରାପଡା ବ୍ଲକର ଗରାପୁରସ୍ଥିତ ଦିବ୍ୟଜୀବନ ସଙ୍ଘ ଶିବାନନ୍ଦ ଆଶ୍ରମ ପକ୍ଷରୁ ସ୍ୱାମୀ ଶିବାନନ୍ଦ ଜୟନ୍ତୀ ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଶ୍ରୀମା ସ୍ୱାମୀ ଦିବ୍ୟସ୍ୱରୂପାନନ୍ଦ ସରସ୍ୱତୀଙ୍କ ପ୍ରତ୍ୟେକ୍ଷ ତତ୍ୱାବଧାନରେ ବିଶ୍ୱଶାନ୍ତି ପାଇଁ ରୁଦ୍ରାଭିଷେକ, ପ୍ରାତଃ ପ୍ରାର୍ଥନା, ଜପ, ଧ୍ୟାନ ସହିତ ନଗର ପରିକ୍ରମା ପ୍ରଭୃତି କରାଯାଇଥିଲା। ଭକ୍ତମାନଙ୍କ ଦ୍ୱାରା ଶ୍ରୀଗୁରୁ ପାଦପୂଜା କରାଯିବା ସହ ସ୍ୱାମିଜୀଙ୍କ ଜୀବନଦର୍ଶନ ଉପରେ ଆଲୋଚନା କରାଯାଇଥିଲା। ଏଥିରେ ଶ୍ରୀମାଙ୍କ ସମେତ ଡ. କାଳିପ୍ରସନ୍ନ […]

କେନ୍ଦ୍ରାପଡ଼ା,୯ା୯:କେନ୍ଦ୍ରାପଡ଼ା ଜିଲ୍ଲା ପ୍ରଶାସନ ପକ୍ଷରୁ ଆଜି ରାଜସ୍ୱ କର୍ମଚାରୀଙ୍କର ଏକ ଅଦଳବଦଳ କରାଯାଇଛି। ପ୍ରଶାସନିକ ଆବଶ୍ୟକତା ଏବଂ ଜିଲ୍ଲାର ଦୈନନ୍ଦିନ କାର୍ଯ୍ୟାଳୟ ପରିଚାଳନାକୁ ଅଧିକ ସୁଚାରୁ ଓ ଗତିଶୀଳ କରିବା ପାଇଁ ଜିଲ୍ଲାପାଳଙ୍କ ପତ୍ର ସଂଖ୍ୟା -୧୬୬୪, ତା ୯.୯.୨୦୨୬ରିଖରେ ଏକକାଳୀନ ୧୫ ଜଣ ରାଜସ୍ୱ କର୍ମଚାରୀଙ୍କୁ ବଦଳି କରାଯାଇଛି। କଟକ ରାଜସ୍ୱ ବିଭାଗୀୟ କମିଶନର (ଆରଡିସି)ଙ୍କ ପୂର୍ବ ଅନୁମୋଦନ କ୍ରମେ ଜିଲ୍ଲାର ବିଭିନ୍ନ ବ୍ଲକ୍‌, ତହସିଲ, ଆଇସିଡିଏସ୍ ଓ […]

ପଟ୍ଟାମୁଣ୍ଡାଇ ୯/୯-ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଚନ୍ଦନନଗର ପଞ୍ଚାୟତର ବନ୍ତୋଠାରେ ଅବସ୍ଥିତ ଆଦର୍ଶ ବିଦ୍ୟାଳୟ ପରିସରରେ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ ଆଡ଼ମ୍ବର ସହକାରେ ପାଳିତ ହୋଇଯାଇଛି। ଏହି ଉପଲକ୍ଷେ ଆୟୋଜିତ ବର୍ଣ୍ଣାଢ଼୍ୟ ଉତ୍ସବରେ ବିଦ୍ୟାଳୟର ଅଧ୍ୟକ୍ଷ ଲକ୍ଷ୍ମୀକାନ୍ତ ବେହେରା ପୌରୋହିତ୍ୟ କରିଥିଲେ। କେନ୍ଦ୍ରାପଡ଼ା ସହକାରୀ ଜିଲ୍ଲାପାଳ ଶୁଭଦର୍ଶନୀ ଦାସ ମୁଖ୍ୟଅତିଥି, ଶିକ୍ଷାବିତ କାଳୀ ପ୍ରସାଦ ନାୟକ ମୁଖ୍ୟବକ୍ତା, ଜିଲ୍ଲା ଇକୋ କ୍ଲବ ସଂଯୋଜକ ଗୋପୀନାଥ ଦାସ ପୂର୍ବତନ ପ୍ରଧାନଶିକ୍ଷକ କବି […]

ପଟ୍ଟାମୁଣ୍ଡାଇରେ ସିଭିଲ କୋର୍ଟ ପରିସରରେ ମଧ୍ୟସ୍ଥତା କେନ୍ଦ୍ର ଉଦଘାଟିତ   ପଟ୍ଟାମୁଣ୍ଡାଇ,୯ା୯ – ଜାତୀୟ ଆଇନ ସେବା ପ୍ରାଧିକରଣ ମଧ୍ୟସ୍ଥତା ଓ ମିଳାମିଶା ପ୍ରକଳ୍ପ କମିଟି ଏବଂ ଭାରତର ମାନ୍ୟବର ସର୍ବୋଚ୍ଚ ନ୍ୟାୟାଳୟଙ୍କ ନିର୍ଦ୍ଦେଶକ୍ରମେ ଦେଶବ୍ୟାପୀ “ମଧ୍ୟସ୍ଥତା ୩.୦’ କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଯାଇଛି। ଏହି କ୍ରମରେ ପଟ୍ଟାମୁଣ୍ଡାଇ ତାଲୁକ ଆଇନ ସେବା ସମିତି ତରଫରୁ ସମିତିର ଅଧ୍ୟକ୍ଷ ତଥା ଅତିରିକ୍ତ ଜିଲ୍ଲା ବିଚାରପତି ବିଦ୍ୟାଧର ପୃଷ୍ଟିଙ୍କ କରକମଳରେ ପଟ୍ଟାମୁଣ୍ଡାଇ ସିଭିଲ […]

କେନ୍ଦ୍ରାପଡ଼ା୭/୯-କେନ୍ଦ୍ରାପଡ଼ା ସଦର ଥାନା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବେଆଇନ୍ ମଦ କାରବାର ବିରୋଧରେ ପୋଲିସ ପକ୍ଷରୁ ଚାଲିଥିବା କଡ଼ା ଚଢ଼ାଉ ବେଳେ ବିପୁଳ ପରିମାଣର ଦେଶୀ ଓ ବିଦେଶୀ ମଦ ଜବତ କରାଯିବା ସହ ଏଥିରେ ସଂପୃକ୍ତ ଜଣେ ବେପାରୀଙ୍କୁ ଗିରଫ କରାଯାଇଛି। ମିଳିଥିବା ସୂଚନା ଅନୁଯାୟୀ, ସଦର ଥାନା ଅଂଚଳରେ ଦୀର୍ଘଦିନ ହେବ ବେଆଇନ୍ ଭାବେ ମଦ ଚୋରା ଚାଲାଣ ଓ ବିକ୍ରି ହେଉଥିବା ନେଇ […]

କେନ୍ଦ୍ରାପଡା, ୬/୯: ବ୍ୟାଡମିଣ୍ଟନ ଆସୋସିଏସନ ଅଫ୍ କେନ୍ଦ୍ରାପଡା ପକ୍ଷରୁ ଆୟୋଜିତ ପଞ୍ଚମ ଜିଲ୍ଲା ସ୍ତରୀୟ ବ୍ୟାଡମିଣ୍ଟନ ଟୁର୍ଣ୍ଣାମେଣ୍ଟ ଆଜି କେନ୍ଦ୍ରାପଡା ମଲ୍ଟି ପରପସ୍ ଇନଡୋର ଷ୍ଟାଡିୟମଠାରେ ଉତ୍ସାହ ଓ ଆଡମ୍ବରପୂର୍ଣ୍ଣ ପରିବେଶରେ ଅନୁଷ୍ଠିତ ହୋଇଯାଇଛି। ଏହି ଜିଲ୍ଲାସ୍ତରୀୟ ପ୍ରତିଯୋଗିତାରେ ୧୩ରୁ କମ, ୧୫ରୁ କମ ଓ ୧୭ରୁ କମ ବାଳକ ଏବଂ ବାଳିକା ବିଭାଗରେ (ବିଏସ ଓ ଜିଏସ) କେନ୍ଦ୍ରାପଡା ଜିଲ୍ଲାର ବିଭିନ୍ନ ଅଞ୍ଚଳରୁ ଶତାଧିକ ଛାତ୍ରଛାତ୍ରୀ ଉତ୍ସାହର ସହ […]

କେନ୍ଦ୍ରାପଡ଼ା,୭ା୯:କେନ୍ଦ୍ରାପଡ଼ା ଜିଲ୍ଲାର ବିଭିନ୍ନ ତହସିଲସ୍ତରରେ ବିଚାରାଧୀନ ରାଜସ୍ୱ ସମ୍ପର୍କିତ ଅଭିଯୋଗ ଗୁଡ଼ିକର ତ୍ୱରିତ ସମାଧାନ ଏବଂ ଜନସାଧାରଣଙ୍କୁ ନିଜ ଅଭିଯୋଗ ଉପସ୍ଥାପନ ପାଇଁ ସୁଯୋଗ ପ୍ରଦାନ ନିମନ୍ତେ ପ୍ରତି ମାସରେ ତହସିଲସ୍ତରରେ ବରିଷ୍ଠ ଅଧିକାରୀଙ୍କ ଦ୍ୱାରା ଅଭିଯୋଗ ଶୁଣାଣି କରାଯାଉଛି। ଏହି ପରିପ୍ରେକ୍ଷୀରେ ସେପ୍ଟେ୍ଟମ୍ବରମାସ ପାଇଁ ଅଭିଯୋଗ ଶୁଣାଣିର କାର୍ଯ୍ୟସୂଚୀ ଘୋଷଣା କରାଯାଇଛି। କାର୍ଯ୍ୟସୂଚୀ ଅନୁଯାୟୀ ଜିଲ୍ଲାପାଳ ରଘୁରାମ ଆର. ଆୟର୍ ୧୦ ସେପ୍େଟମ୍ବରରେ କେନ୍ଦ୍ରାପଡ଼ା ତହସିଲରେ ଅଭିଯୋଗ ଶୁଣାଣି […]

କେନ୍ଦ୍ରାପଡ଼ା,୭ା୯:ଭିଜିଲାନ୍ସ ହାତରେ ଧରା ପଡିଥିବା କେନ୍ଦ୍ରାପଡ଼ା ଡ୍ରେନେଜ ଡିଭିଜନର ସହକାରୀ ନିର୍ବାହୀ ଯନ୍ତ୍ରୀ ଅନୁପମା ସାହୁଙ୍କ ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି। ଶ୍ରୀମତୀ ସାହୁ ୨୦୦୯ ମସିହାରେ ମାତ୍ର ୪ ହଜାର ଟଙ୍କା ଦରମାରେ ଚାକିରୀ ଆରମ୍ଭ କରି ୨୦୨୬ ମସିହା ମଧ୍ୟରେ କୋଟିପତି ହୋଇଯାଇଥିଲେ। ୨୦୧୬ ମସିହାରେ ତାଙ୍କ ଚାକିରୀ ନିୟମିତ ହୋଇଥିଲା ଓ ସେ ସହକାରୀ ଯନ୍ତ୍ରୀ ଭାବେ ପଦୋନ୍ନତି […]

କେନ୍ଦ୍ରାପଡ଼ା,୭ା୯:କେନ୍ଦ୍ରାପଡ଼ା ଜିଲ୍ଳା ସାମାଜିକ ସଦ୍ଭାବନା ପକ୍ଷରୁ ଜିଲାସ୍ତରୀୟ ଆଧ୍ୟାତ୍ମିକ ସଂଗଠନ ପ୍ରମୁଖ ସମ୍ମିଳନୀ ଇଚ୍ଛାପୁର ରଥଦାଣ୍ଡ ସ୍ଥିତ ଶ୍ରୀବଳଦେବଜୀଉଙ୍କ ଯାତ୍ରୀନିବାସ ପରିସରରେ ଅନୁଷ୍ଠିତ ହୋଇଯାଇଛି। ବିଶିଷ୍ଟ ରାଷ୍ଟ୍ରବାଦୀ ପ୍ରବକ୍ତା ତଥା ସଂସ୍କୃତ ବିଦ୍ୱାନ ବିଦ୍ୟାଭୂଷଣ ଡ଼ ଗୌତମ ମହାରଣା ଏଥିରେ ମୁଖ୍ୟବକ୍ତା ଭାବେ ଯୋଗଦେଇ ନୀତିନିଷ୍ଠ ଓ ମୂଲ୍ୟବୋଧଭିତ୍ତିକ ସମାଜ ଜାଗରଣରେ ଆଧ୍ୟାତ୍ମିକ ସଂଗଠନ ମାନଙ୍କର ନେତୃତ୍ୱ ଉପରେ ଗୁରୁତ୍ୱାରୋପ କରିଥିଲେ। ତେବେ ପରସ୍ପର ମଧ୍ୟରେ ସଦ୍ଭାବ ଓ ସୌହାର୍ଦ୍ଦ୍ୟ […]

ପଟ୍ଟାମୁଣ୍ଡାଇ,୭ା୯-ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଅଳପୁଆ ପଂଚାୟତର ଦାମୋଦରପାଟଣା ଗ୍ରାମରେ ଚଳିତ ବର୍ଷ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦ ଉତ୍ସବ ଅତ୍ୟନ୍ତ ଆଧ୍ୟାତ୍ମିକ ଓ ଚିତ୍ତାକର୍ଷକ ପରିବେଶ ମଧ୍ୟରେ ମହା ସମାରୋହରେ ସମ୍ପନ୍ନ ହୋଇଯାଇଛି। ଗ୍ରାମର କୈଳାସ ଚନ୍ଦ୍ର ଦାସଙ୍କ ପ୍ରତିଷ୍ଠିତ ରାଧାରଣୀ ମନ୍ଦିର ପ୍ରାଙ୍ଗଣରେ ଏହି ଭବ୍ୟ ଉତ୍ସବର ଆୟୋଜନ କରାଯାଇଥିଲା। ପଣ୍ଡିତ ସିଦ୍ଧାର୍ଥ ଶଙ୍କର ପଣ୍ଡାଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଅନ୍ୟାନ୍ୟ ବେଦଜ୍ଞ ବ୍ରାହ୍ମଣମାନେ ଶାସ୍ତ୍ରୀୟ ରୀତିନୀତି ଅନୁସାରେ ନନ୍ଦ […]

Breaking News