କେନ୍ଦ୍ରାପଡ଼ା,୮ା୭:ରଥାରୁଢ ହୋଇ ଭକ୍ତମାନଙ୍କୁ ଦର୍ଶନ ଦେବା ପାଇଁ ଭାଇ ଭଉଣୀଙ୍କୁ ସାଙ୍ଗରେ ଧରି ରତ୍ନବେଦିରୁ ବାହାରିଥିବା ଶ୍ରୀବଳଦେବଜୀଉ ୯ ଦିନ ବ୍ୟାପୀ ଜନ୍ମବେଦିରେ ଲୀଳା ସାରିବା ପରେ ପୁନର୍ବାର ରତ୍ନବେଦିକୁ ଫେରିଛନ୍ତି। ରତ୍ନବେଦିକୁ ଫେରିବା ପୂର୍ବରୁ ମଙ୍ଗଳବାର ରଥ ଉପରେ ରଘୁନାଥ ବେଶ ହୋଇଥିଲା। ଏହି ବେଶ ଦେଖିବା ପାଇଁ ମଙ୍ଗଳବାର ରଥଦାଣ୍ଡ ଜନସମୁଦ୍ର ହୋଇଥିଲା। ମଙ୍ଗଳବାର ସକାଳୁ ରଥଦାଣ୍ଡରେ ଭକ୍ତଙ୍କ ଭିଡ଼ ଆରମ୍ଭ ହୋଇଯାଇଥିଲା। ମଧ୍ୟାହ୍ଣ ୧୨ଟା ବେଳକୁ […]
featured
କେନ୍ଦ୍ରାପଡ଼ା,୭ା୭:କେନ୍ଦ୍ରାପଡ଼ା ଜିଲ୍ଲା କ୍ଷତ୍ରୀୟ ଖଣ୍ଡାୟତ ମହାସଂଘ ପକ୍ଷରୁ ଶ୍ରୀ ସିଦ୍ଧ ବଳଦେବଜୀଉଙ୍କ ରଥଯାତ୍ରା ଅବସରରେ ଶ୍ରଦ୍ଧାଳୁ ମାନଙ୍କୁ ଅନ୍ନପ୍ରସାଦ ସେବା କାର୍ଯ୍ୟ ଅନୁଷ୍ଠିତ ହୋଇଯାଇଛି। ସଂଘ ପକ୍ଷରୁ ରଥ ଦାଣ୍ଡରେ ହଜାର ହଜାର ଶ୍ରଦ୍ଧାଳୁଙ୍କ ପାଇଁଁ ପ୍ରସାଦ ସେବନର ବ୍ୟବସ୍ଥା କରାଯାଇଥିଲା। ସେବାକାର୍ଯ୍ୟର ନେତୃତ୍ୱ ନେଇଥିଲେ ସଙ୍ଘ ସଭାପତି ଶରତ କୁମାର ବେହୁରା ଓ ଯୁବ ସଂଗଠକ ସୁଧାଂଶୁ କୁମାର ବେଉରା। ଅନନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ସଂଯୋଜକ ଚନ୍ଦନ ପରିଡା, […]
ପଟ୍ଟାମୁଣ୍ଡାଇ,୮/୭ – ପଟ୍ଟାମୁଣ୍ଡାଇ ବ୍ଲକ ନରସିଂହପୁର ପଂଚାୟତ ଅନ୍ତର୍ଗତ ଅଠରବାଟିଆ ଗ୍ରାମରେ ଏକ ହରିଣ ବୁଲୁଥିବାର ଖବର ମିଳିଛି । ଏହି ହରିଣ ଧାନ ବିଲରେରେ ପଶି ପଡିଥିବା ତଳିକୁ ଖାଇବା ସହିତ ଧାନ ବିଲକୁ ଘାଟି ପକାଉଛି । ଏନେଇ ସ୍ଥାନୀୟ ଲୋକେ ବନ ବିଭାଗକୁ ଜଣାଇଥିଲେ । ବନ ବିଭାଗ ପକ୍ଷରୁ ଏକ ୫ ଜଣିଆ ଟିମ ହରିଣ ଧରିବାକୁ ଆସି ବିଫଳ ହୋଇ ଫେରି ଯାଇଥିବା […]
ପଟ୍ଟାମୁଣ୍ଡାଇ ତା ୭/୮-କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଅଂଚଳରେ ଚଳିତ ବର୍ଷର ପ୍ରଥମ ବନ୍ୟା ପାଣି ପ୍ରବେଶ କରିଛି । ଲଘୁ ଚାପଜନିତ ଲଗାଣବର୍ଷା ଓ ରେଙ୍ଗାଲି ପାଣି ଛାଡିବା ଯୋଗୁଁ ବ୍ରାହ୍ମଣୀ, ବୈତରଣୀ ଓ କାଣୀ ନଦୀରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି । ପଟ୍ଟାମୁଣ୍ଡାଇ ବ୍ଲକର ସବୁଠାରୁ ଦୁର୍ଗମ ଅଂଚଳ ଭାବେ ପରିଚିତ ସିଂହଗାଁ ପଂଚାୟତକୁ ଯାତାୟାତ ବଡ ଉପୁଯିଛି ତ୍ଡ଼୍ବା ବେଳେ ସିଂହଗାଁ, କୃଷ୍ଣଦାସପୁର ରାଉଳିଆଡିଆ, ପାଣିସାଉଁଳିଆ […]
ପଟ୍ଟାମୁଣ୍ଡାଇ ତା ୮/୭- ପଟ୍ଟାମୁଣ୍ଡାଇ ଅଂଚଳର ଶିକ୍ଷକନେତା କବି ଅନ୍ତର୍ଯ୍ୟାମୀ ବେଜଙ୍କୁ ପରିବେଶ ସୁରକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ପ୍ରକୃତିବନ୍ଧୁ ପୁରସ୍କାର ପ୍ରଦାନ କରାଯାଇଛି । ଏହି ରାଜ୍ୟ ଉପଲକ୍ଷେ ଜଙ୍ଗଲ ପରିବେଶ ଓ ଜଳବାୟୁ ପରିବର୍ତନ ବିଭାଗ, ଜିଲ୍ଲା ପ୍ରଶାସନ ଓ ବନ ବିଭାଗ ମିଳିତ ଆନୁକୂଲ୍ୟରେ ମହାକାଳପଡା ବ୍ଲକ ବାରଡାଙ୍ଗ ଧ୍ୟାନଦାସ ମଠ ଠାରେ ଆୟୋଜିତ ଜିଲ୍ଲା ସ୍ତରୀୟ ବନ ମହୋତ୍ସବରେ ରାଜନଗର ବନଖଣ୍ଡ ଅଧିକାରୀ […]
କେନ୍ଦ୍ରାପଡା ୭/୭ – କେନ୍ଦ୍ରାପଡା ଜିଲ୍ଲାରେ ମେଡିକାଲ କଲେଜ ପ୍ରତିଷ୍ଠା ଦାବିରେ ଲଢେଇ ଏକ ନିର୍ଣ୍ଣାୟକ ମୋଡ଼ରେ ପହଞ୍ଚିଛି। ରାଜନୈତିକ ପସାପାଲିରେ ବାରମ୍ବାର ପ୍ରତାରିତ କେନ୍ଦ୍ରାପଡା ଜିଲ୍ଲା ଆଜି ଅର୍ଥନୈତିକ ଦୁର୍ଗତିରେ ସଢ଼ୁଛି। ସରକାର ପରେ ସରକାର ବଦଳୁଛି। କିନ୍ତୁ ବିକାଶର ନା ଧରୁନି। ପ୍ରତିଶ୍ରୁତିର ଅଭାବ ନାହିଁ। ପ୍ରତ୍ୟେକ କେନ୍ଦ୍ରାପଡ଼ିଆଙ୍କ ଦାବି ମେଡିକାଲ କଲେଜ ପ୍ରତିଷ୍ଠା ହେଉ। ଦାବିର ଯଥାର୍ଥତା ମଧ୍ୟ ରହିଛି। କିନ୍ତୁ ପଦ୍ମ ଘୁଞ୍ôଚ ଘୁଞ୍ôଚ […]
କେନ୍ଦ୍ରାପଡା ୭/୭- ଯଶସ୍ୱୀ ରାଜନେତା ଭାଗବତ ପ୍ରସାଦ ମହାନ୍ତିଙ୍କ ୯୭ତମ ଜୟନ୍ତୀ ସ୍ଥାନୀୟ ଦିନବନ୍ଧୁସାହୁ ଆଇନ ମହାବିଦ୍ୟାଳୟ ସଭାଗୃହରେ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ଭାଗବତ ପ୍ରସାଦ ମହାନ୍ତି ଟ୍ରଷ୍ଟ ଆନୁକୂଲ୍ୟରେ ଏହି ସଭାରେ ପ୍ରାକ୍ତନ ମନ୍ତ୍ରୀ ପ୍ରଫୁଲ୍ଲ ସାମଲ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଭାଗବତ ବାବୁଙ୍କ ଜୀବନୀ ଏକ ସାଲିସ ବିହିନ ସଂଗ୍ରମୀ ଥିଲା ବୋଲି ମତବ୍ୟକ୍ତ କରିଥିଲେ । ସଂପ୍ରତି ବିପନ୍ନ ହୋଇପଡୁଥିବା ଗଣତନ୍ତ୍ରକୁ ରକ୍ଷାକରିବା […]
କେନ୍ଦ୍ରାପଡା ୭/୭ – କେନ୍ଦ୍ରାପଡ଼ା ଜିଲ୍ଲାରର ଅଗ୍ରଣୀ ସ୍ୱେଚ୍ଛାସେବୀ ଅନୁଷ୍ଠାନ ଯୁବ ସ୍ୱାଭିମାନ ପକ୍ଷରୁ ଶ୍ୟାମସୁ୍ନ୍ଦରପୁର ଗ୍ରାମପଞ୍ଚାୟତ, ପୁରୁଷୋତ୍ତମପୁର ଗ୍ରାମର ସ୍ୱର୍ଗତଃ କାର୍ତ୍ତିକ ସେଠୀ (୩୯) ଙ୍କ ଅସହାୟ ପରିବାରକୁ ନଗଦ ୨୦ ହଜାର ଟଙ୍କାର ଆର୍ôଥକ ସହାୟତା ପ୍ରଦାନ କରାଯାଇଛି। ଖବର ମୁତାବକ ଗତ ଜୁନ ୮ ତାରିଖ ରବିବାର ଦିନ ପୋଖରୀ ରେ ବୁଡ଼ି କାର୍ତ୍ତିକ ଙ୍କ ମୃତ୍ୟୁ ଘଟିଥିଲା। ପରିବାର ରେ ଅସହାୟ ସ୍ତ୍ରୀ ଏବଂ […]
କେନ୍ଦ୍ରାପଡ଼ା,୭ା୭:ତୁଳସୀକ୍ଷେତ୍ର କେନ୍ଦ୍ରାପଡାର ବ୍ରହ୍ମତାଳଧ୍ୱଜ ରଥ ଚନ୍ଦନପୋଖରୀ ନିକଟରେ ଅଟକି ଥିବା ବେଳେ ସୋମବାର ମୁଖ୍ୟ ଦେଉଳ ନିକଟ ଦୋଳବେଦି ପାଖରେ ଲାଗିଛି। ।ମଙ୍ଗଳବାର ପୂର୍ବାହ୍ନରେ ରଥ ଉପରେ ମହାପ୍ରଭୁଙ୍କ ରଘୁନାଥ ବେଶ ଅନୁଷ୍ଠିତ ହେବ ବୋଲି ସୂଚନା ଦିଆଯାଇଛି । ରଥାରୁଢ ଠାକୁରମାନଙ୍କ ଦର୍ଶନ କରିବା ପାଇଁ ସୋମବାର ମଧ୍ୟ ହଜାର ହଜାର ଭକ୍ତଙ୍କ ସମାଗମ ରଥଦାଣ୍ଡରେ ହୋଇଥିଲା। ସୋମବାର ସକାଳୁ ଝିପି ଝିପି ମେଘ ଲାଗି ରହିଥିଲା। ଏହା ସତ୍ବେ […]
କେନ୍ଦ୍ରାପଡ଼ା,୭ା୭:କେନ୍ଦ୍ରାପଡା ପୈାରସଂସ୍ଥା ଟାଉନ ହଲରେ ସୋମବାର ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ମିଳିତ ଜନଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଏହି ଜନ ଅଭିଯୋଗ ଶୁଣାଣୀ ଶିବିରରେ ମୋଟ ୧୨୩ଟି ଅଭିଯୋଗ ପଞ୍ଜିକୃତ ହୋଇଥିଲା। ସେଥିମଧ୍ୟରୁ ୧୧୨ ଟି ବ୍ୟକ୍ତିଗତ ହୋଇଥିବା ବେଳେ୧୧ଟି ସାମୂହିକ ଅଭିଯୋଗ ଥିଲା। ଅଭିଯୋଗ ଶୁଣାଣୀରେ ୯ ଜଣଙ୍କୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ମୋଟ ୩୭ହଜାର ଟଙ୍କା ଆର୍ôଥକ ସହାୟତା ପ୍ରଦାନ କରାଯାଇଛି। ଅଭିଯୋଗ ଶୁଣାଣୀରେ […]

