କେନ୍ଦ୍ରାପଡା,୫ା୬: ରାଜ୍ୟ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ଓ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ଆନୁକୂଲ୍ୟରେ ଆୟୋଜିତ ୫ ଜୁନ ୨୦୨୫ ଦିନ ରାଜ୍ୟସ୍ତରୀୟ ବିଶ୍ୱ ପରିବେଶ ଦିବସ ପାଳନ ଉତ୍ସବରେ କୋରୋ ପଞ୍ଚାୟତ ନୋଡାଲ ଉଚ୍ଚ ବିଦ୍ୟାଳୟ ପ୍ରକୃତି ମିତ୍ର ପୁରସ୍କାରପ୍ରାପ୍ତ କରିଛି । ପ୍ରକୃତି ଓ ପରିବେଶକୁ ପରିବର୍ତ୍ତନ କରିବା, ପରିବେଶକୁ ସବୁଜ ସୁନ୍ଦର କରିବା, ପରିବେଶକୁ ପ୍ଲାଷ୍ଟିକ ମୁକ୍ତ କରିବା ଓ ବିଭିନ୍ନ ପରିବେଶ […]

ପଟ୍ଟାମୁଣ୍ଡାଇ ତା ୫/୬-ପଟ୍ଟାମୁଣ୍ଡାଇ ପଂଚାୟତ ସମିତି ବୈଠକ ବ୍ଲକ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇ ଯାଇଛି । ପଂଚାୟତ ସମିତି ଅଧ୍ୟକ୍ଷ ପ୍ରଦ୍ୟୁମ୍ନ ସାମନ୍ତରାୟଙ୍କ ପୌରହିତ୍ୟରେ ଗୁରୁବାର ଅନୁଷ୍ଠିତ ୫ମ ସାଧାରଣ ବୈଠକରେ କେନ୍ଦ୍ରାପଡ଼ା ବିଧାୟକ ଗଣେଶ୍ୱର ବେହେରା ଯୋଗ ଦେଇ ପଟ୍ଟାମୁଣ୍ଡାଇ ପଂଚାୟତ ସମିତର ସାମଗ୍ରିକ ବିକାଶ ପାଇଁ ସମ୍ପୂର୍ଣ ସହଯୋଗ କରିବା ସହ ପଟ୍ଟାମୁଣ୍ଡାଇକୁ ଜିଲ୍ଲାର ଏକ ନମ୍ବର ପଂଚାୟତ ସମିତି କରିବା ପାଇଁ ସମସ୍ତ ସହଯୋଗ […]

ପଟ୍ଟାମୁଣ୍ଡାଇ ୫/୬ -ପଟ୍ଟାମୁଣ୍ଡାଇ ପୌରାଂଚଳ ଅନ୍ତର୍ଗତ ପୋଖରୀପଡା ପତିତପାବନ ରଥ ଯାତ୍ରା ପାଇଁ ଏକ ପ୍ରସ୍ତୁତି ବୈଠଳ ଅନୁଷ୍ଠିତ ହୋଇଯାଇଛି । ରାଜନଗର ବିଧାୟକ ଧ୍ରୁବ ସାହୁଙ୍କ ପୌରହିତ୍ୟରେ ଆୟୋଜିତ ବୈଠକରେ ପୌରଧ୍ୟକ୍ଷ ହେମନ୍ତ ସାହୁ, ବ୍ଲକ ଅଧ୍ୟକ୍ଷ ପ୍ରଦ୍ୟୁମ୍ନ ସାମନ୍ତରାୟ, ଅତିରିକ୍ତ ତହସିଲଦାର ଦିଲ୍ଲୀପ ନାୟକ, ପୌର ପରିଷଦ ନିର୍ବାହୀ ଅଧିକାରୀ ରଞ୍ଜନ ଦାଶ, ମନ୍ଦିର ପରିଚାଳନା କମିଟି ସଭାପତି ପୂର୍ଣ୍ଣ ଚନ୍ଦ୍ର ଦାଶ, ମାଉସୀ ମା ମନ୍ଦିର […]

ପଟ୍ଟାମୁଣ୍ଡାଇ ୫/୬ -ପଟ୍ଟାମୁଣ୍ଡାଇରୁ କଥାକାର ପ୍ରଦୀପ ନାୟକଙ୍କ ସମ୍ପାଦନାରେ ପ୍ରକାଶିତ ସର୍ଜନାର ଊର୍ମୀ ” ସାହିତ୍ୟଭୂମି ” ପତ୍ରିକାର ଷଷ୍ଠ ବର୍ଷ ସଂଖ୍ୟା ସ୍ଥାନୀୟ ଟାଉନ କ୍ଳବ୍ ପରିସରରେ ଉନ୍ମୋଚିତ ହୋଇଯାଇଛି । ସାହିତ୍ୟଭୂମି ଲେଖକ ସଂସଦର ସଭାପତି ଶିକ୍ଷାବିତ୍ ଶଚିନନ୍ଦନ ଦାସଙ୍କ ପୌରୋହିତ୍ୟରେ ଆୟୋଜିତ ସଭାରେ ପ୍ର. ଅନିରୁଦ୍ଧ ରାଉଳ ମୁଖ୍ୟ ଅତିଥି, ପଟ୍ଟାମୁଣ୍ଡାଇ ମହାବିଦ୍ୟାଳୟର ଅଧ୍ୟକ୍ଷ ଡ଼. ଦୁଃଶାସନ ପରିଡ଼ା ମୁଖ୍ୟବକ୍ତା,ପ୍ର. ରମେଶ ଚନ୍ଦ୍ର ଜେନା, ପ୍ର. […]

ପଟ୍ଟାମୁଣ୍ଡାଇ ୫/୬ – ଉତମ ରାଜସ୍ୱ ସେବା ଯୋଗାଇ ସାଧାରଣରେ ଆଦୃତ ହୋଇଥିବା ପଟ୍ଟାମୁଣ୍ଡାଇ ତହସିଲଦାର ପଂଚାନନ ନାୟକଙ୍କୁ ରାଜ୍ୟ ସ୍ତରରେ ପୁରସ୍କୃତ କରାଯାଇଛି । ଏହି ଉପଲକ୍ଷେ ଭୁବନେଶ୍ୱର ଲୋକସେବା ଭବନ ଠାରେ ଆୟୋଜିତ ରାଜ୍ୟ ରାଜସ୍ୱ ଅଧିକାରୀ ସମ୍ମିଳନୀରେ ରାଜସ୍ୱ ସେବା ପାଇଁ ରାଜ୍ୟରେ ୫ମ ସ୍ଥାନ ଅଧିକାର କରିଥବା ପଟ୍ଟାମୁଣ୍ଡାଇ ତହସିଲଦାର ପଂଚାନନ ନାୟକଙ୍କୁ ରାଜ୍ୟ ଉପମୁଖ୍ୟମନ୍ତୀ କନକ ବର୍ଦ୍ଧନ ସିଂହଦେଓ, ରାଜସ୍ୱ ଓ ବିପର୍ଯ୍ୟୟ […]

ପଟ୍ଟାମୁଣ୍ଡାଇ ୫/୬ – ପଟ୍ଟାମୁଣ୍ଡାଇ ଅଂଚଳର ସର୍ବ ପୁରାତନ ସରକାରୀ ଶିକ୍ଷାନୁଷ୍ଠାନ ମନ୍ମଥନାଥ ଉଚ୍ଚ ବିଦ୍ୟାଳୟ ପୁରାତନ ଛାତ୍ରସଂସଦ ବୈଠକ ସଂସଦ ସଭାପତି ପ୍ରଫେସର ଦୁର୍ଯୋଧନ ପରିଡାଙ୍କ ପୌରହିତ୍ୟରେ ବିଦ୍ୟାଳୟ ସଭା ଗୃହ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଆସନ୍ତା ୨୯ରେ ପୁରାତନ ଛାତ୍ର ସଂସଦର ବାର୍ଷିକ ଉତ୍ସବକୁ ସରସ ସୁନ୍ଦର ଓ ସଫଳ କରିବା ପାଇଁ ପୁରାତନ ଓ ନୂତନ ଛାତ୍ରୀଛାତ୍ରମାନେ ବହୁ ସଂଖ୍ୟାରେ ଯୋଗ ଦେବାକୁ […]

ପଟ୍ଟାମୁଣ୍ଡାଇ ୫/୬ – ପଟ୍ଟାମୁଣ୍ଡାଇ ତାଲୁକ ଆଇନ ସେବା ସମିତି ପକ୍ଷରୁ ବିଶ୍ୱ ପରିବେଶ ଦିବସ ଅବସରରେ ବଡପଡା ସରକାରୀ ମହାବିଦ୍ୟାଳୟ ପରିସରରେ ତାଲୁକ ଆଇନ ସେବା ସମିତିି ଅଧ୍ୟକ୍ଷା ତଥା ସିନିଅର ସିଭିଲ ଜର୍ଜ ଅପୂର୍ବା ଚୌଧୁରୀଙ୍କ ତତ୍ୱବଧାନରେ ବିଭିନ୍ନ ରକମର ବୃକ୍ଷ ରୋପଣ କରାଯାଇଥିଲା । ଏନେଇ ଏକ ସଚେତନତା କାର୍ଯକ୍ରମରେ ତାଲୁକ ଆଇନ ସେବା ସମିତିି ଅଧ୍ୟକ୍ଷା ଅପୂର୍ବା ଚୌଧୁରୀ କହିଥିଲେ ଯେ ଜଙ୍ଗଲ ବଂଚିଲେ […]

ପଟ୍ଟାମୁଣ୍ଡାଇ ୪/୬- ପଟ୍ଟାମୁଣ୍ଡାଇ ଏମଏନ ହାଇସ୍କୁଲ ମୋ ସ୍କୁଲ ଅଭିଯାନ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି । ମୋ ସ୍କୁଲ ଅଭିଯାନ କମିଟି ସଭାପତି ପ୍ରଫେସର ଅନିରୁଦ୍ଧ ରାଉଳଙ୍କ ପୌରହିତ୍ୟରେ ଆୟୋଜିତ ବୈଠକରେ ବରିଷ୍ଠ ସଦସ୍ୟ ଡ଼ କେଳୁ ଚରଣ ସ୍ୱାଇଁ ଗୋପୀ ବଲ୍ଲଭ ନାୟକ, ଗୋପୀନାଥ ତ୍ରିପାଠୀ, ନିଶିକାନ୍ତ ପ୍ରଧାନ, ରମେଶ ଦେ ହାଇସ୍କୁଲର ବିଭିନ୍ନ ସମସ୍ୟା ଯଥା ଆବଶ୍ୟକ ଶିକ୍ଷକ ଅଭାବ ଦୂର ପାଇଁ ଜିଲ୍ଲା ଶିକ୍ଷାଧିକାରୀ […]

ପଟ୍ଟାମୁଣ୍ଡାଇ ୪/୬-କେନ୍ଦ୍ରାପଡ଼ା ନିର୍ବାଚନମଣ୍ଡଳୀ ତଥା ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଅଳପୁଆ ଘାଟ ସେତୁ ନିର୍ମାଣ ପାଇଁ ରାଜ୍ୟ ସରକାର ଆବଶ୍ୟକ ଅର୍ଥ ମଂଜୁର କରିବା ସହିତ ଟେଣ୍ଡର ପ୍ରକ୍ରିୟା ଆରମ୍ଭ କରିଛନ୍ତି । ଦୀର୍ଘ ଦିନର ଦାବୀ ପୂରଣ ହେବାକୁ ଯାଉଥିବାରୁ ସମଗ୍ର ଅଂଚଳରେ ଖୁସିର ଲହରୀ ଖେଳି ଯାଇଛି । ଏହି ସେତୁ ନିର୍ମାଣ ପାଇଁ ଗତ ୨୦୨୧ ମସିହା ଡ଼ିସେମ୍ବର ୧୫ ତାରିଖରେ ତତ୍କାଳୀନ ସରକାର ସମୟରେ […]

କେନ୍ଦ୍ରାପଡା ୪/୬- କେନ୍ଦ୍ରାପଡା ଜିଲ୍ଲା ଶିବାଜୀ ଟାଇକୋଣ୍ଡୋଆକାଡ଼େମୀର ପ୍ରତିଯୋଗୀମାନେ କଟକସ୍ଥିତ ଜବାହରଲାଲ ନେହୁର ଇନଡୋର ଷ୍ଟାଡିୟମରେ ନବମ ଜାତୀୟ ଓପେନ ଟାଇକୋଣ୍ଡୋ ଚମ୍ପିୟାନସିପ ପ୍ରତିଯୋଗୀତାରେ ଭାଗ ନେଇ ୪ଟି ପଦକ ହାସଲ କରିଛନ୍ତି । ଏହା ଗତ ମେ ମାସ ୩୦ତାରିଖରୁ ଆରମ୍ଭ ହୋଇ ଜୁନ ୧ତାରିଖ ପର୍ଯ୍ୟନ୍ତ ଆୟୋଜିତ ହୋଇଥିଲା। ଏଥିରେ ଦେଶର ବିଭିନ୍ନ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରୁ ୧୦୦୦ରୁ ଉର୍ଦ୍ଧ ପ୍ରତିଯୋଗୀ ବିଭିନ୍ନ ବର୍ଗ ଯଥା […]

Breaking News