ପଟ୍ଟାମୁଣ୍ଡାଇ ୨୦/୫- ପଟ୍ଟାମୁଣ୍ଡାଇ କୋର୍ଟର ନୂତନ ସିନିଅର ଡିଭିଜନ ସିଭିଲ ଜଜ୍ ଭାବେ ଅଭିଜ୍ଞ ବିଚାରପତି ଅପୂର୍ବା ମହାନ୍ତି ଯୋଗ ଦେଇଅଛନ୍ତି । ପଟ୍ଟାମୁଣ୍ଡାଇ ଅଂଚଳର ବରିଷ୍ଠ ଆଇନଜୀବି ପୂର୍ବତନ ଓକିଲ ସଂଘ ସଭାପତି ବିଜ୍ଞାନ ମିହିର ଜେନା, ଆଡ଼ଭୋକେଟ କ୍ଷୀରୋଦ ପ୍ରଧାନ, ପ୍ରମୋଦ ସାହୁ, ସୁଶୀଲ ଦାଶ, ସୌମ୍ୟରଞ୍ଜନ ଧଳ, ରାଜେନ୍ଦ୍ର ମିଶ୍ର, ଅଭିରାମ କୁଣ୍ଡ, ଭବାନୀ ଶଙ୍କର ପଣ୍ଡା, ରମେଶ ପରିଡା, ବିଦ୍ୟାଧର ଦାଶ, ଶରତ ମଲିକ […]
featured
କେନ୍ଦ୍ରାପଡା,୨୦ା୫: କେନ୍ଦ୍ରାପଡାରେ ନୂତନ ଭାବେ ଯୋଗଦେଇଥିବା ପ୍ରସିକ୍ୟୁସନ ଉପନିର୍ଦେଶକ ରବିନ୍ଦ୍ର କୁମାର ପଣ୍ଡାଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି। ଏହି ଉପଲକ୍ଷେ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଭାରପ୍ରାପ୍ତ ପବ୍ଲିକ ପ୍ରସିକ୍ୟୁଟର ସଞ୍ଜୟ କୁମାର ଜେନାଙ୍କ ପୈାରହିତ୍ୟରେ ଅନୁଷ୍ଠିତ ସଭାରେ ପ୍ରସିକ୍ୟୁସନ ଉପନିର୍ଦେଶକ ଶ୍ରୀ ପଣ୍ଡାଙ୍କୁ ଉତ୍ତରୀୟ, ପୁଷ୍ପଗୁଛ ଓ କେନ୍ଦ୍ରାପଡାର ଆରାଧ୍ୟ ପ୍ରଭୁ ଶ୍ରୀବଳଦେବଜୀଉଙ୍କ ଫଟୋ ପ୍ରଦାନ ପୂର୍ବକ ସ୍ୱାଗତ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା। ଏହି ଅବସରରେ ପ୍ରସିକ୍ୟୁସନ […]
କେନ୍ଦ୍ରାପଡ଼ା,୨୦ା୫: କେନ୍ଦ୍ରାପଡ଼ା ଲ’ କଲେଜ୍ ଅନନ୍ତ ବଳିଆ ସେବାସଂଘ କେନ୍ଦ୍ରାପଡ଼ା ଶାଖା ଓ ଶ୍ରୀଜଗନ୍ନାଥ ସଙ୍କୀର୍ତ୍ତନ ମହାସଂଘର ମିଳିତ ଉଦ୍ୟମରେ କେନ୍ଦ୍ରାପଡ଼ା ଗୋପସ୍ଥିତ ଶ୍ରୀରାମ ମନ୍ଦିରଠାରେ ଏକ ଗଣମାଧ୍ୟମ ସାକ୍ଷାତକାର ଅନନ୍ତ ବଳିଆ ଟ୍ରଷ୍ଟର ବାବାଜୀ ପ୍ରଣବାନନ୍ଦ ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏହି ସାକ୍ଷାତକାରରେ ପଦ୍ମଶ୍ରୀ ବାବା ବଳିଆଙ୍କ ଆଭିମୁଖ୍ୟ ଶାନ୍ତି, ସଦ୍ଭାବନା, ସଂହତି, ସଦାଚାର, କରୁଣା, ପ୍ରେମ ଆଜି ମଣିଷ ମନରୁ ଅପସରି ଯାଉଛି । […]
ପଟ୍ଟାମୁଣ୍ଡାଇ ୧୯/୫ – କେନ୍ଦ୍ରାପଡା ଜିଲା ପ୍ରଶାସନ ପକ୍ଷରୁ ସୋମବାର ପଟ୍ଟାମୁଣ୍ଡାଇ ବ୍ଲକରେ ମିଳିତ ଜନଶୁଣାଣୀ ଶିବିର ଅନୁଷ୍ଠିତ ହୋଇ ଯାଇଛି । କେନ୍ଦ୍ରାପଡ଼ା ଅତିରିକ୍ତ ଜିଲ୍ଲାପାଳ ରବୀନ୍ଦ୍ର ମଲ୍ଲିକ, ଜିଲ୍ଲା ପ୍ରକଳ୍ପ ନିର୍ଦେଶକ ଅଜାମ୍ବର ମହାନ୍ତି, ସହକାରୀ ଜିଲ୍ଲାପାଳ ତୃପ୍ତି ମହାନ୍ତି, ପଟ୍ଟାମୁଣ୍ଡାଇ ତହସିଲଦାର ପଂଚାନନ ନାୟକ, ବିଡ଼ିଓ ଅଶୋକ ମହାନ୍ତି, ବ୍ଲକ ଅଧ୍ୟକ୍ଷ ପ୍ରଦ୍ୟୁମ୍ନ ସାମନ୍ତରାୟ,, ପୌର ପରିଷଦ ନିର୍ବାହୀ ଅଧିକାରୀ ପ୍ରଫୁଲ୍ଲ ବିଶ୍ୱାଳ ପ୍ରମୁଖ ଯୋଗ […]
କେନ୍ଦ୍ରାପଡ଼ା, ୧୯/୫: କେନ୍ଦ୍ରାପଡା ଜିଲ୍ଲାରେ ସରକାରୀ ଓ ବେସରକାରୀ ସ୍ତରରେ ପ୍ରତି ୩ବର୍ଷରେ ଥରେ ପରିବର୍ତ୍ତନ କରାଯାଇଥାଏ । ଏହି ଅବସରରେ ଗରାପୁର ସ୍ଥିତ ଗୋପାଳଜିୟୁ ମନ୍ଦିର ପରିସରରେ ୧୦୯ତମ ବୈଠକରେ ଶ୍ରୀ ଶ୍ରୀ ନୀଳାଚଳ ନିଖିଳୋତ୍କଳ ପାଲା ଗାୟକ ପରିଷଦ ଓଡିଶା ପକ୍ଷରୁ କେନ୍ଦ୍ରାପଡା ଜିଲ୍ଲା ପାଲା ଗାୟକ ପରିଷଦର ଜିଲ୍ଲା, ବ୍ଲକ ସ୍ତରୀୟ ନୂତନ କର୍ମକର୍ତ୍ତା ଚୟନ କରାଯାଇଥିଲା । ଏହି ବୈଠକରେ ଜିଲ୍ଲାର ସମସ୍ତ ପ୍ରତିନିଧିମାନଙ୍କୁ […]
କେନ୍ଦ୍ରାପଡ଼ା,୧୯ା୫: ଜଣେ ବ୍ୟକ୍ତି ଅସୁସ୍ଥ ଥିବାବେଳେ ଏହାର ଫାଇଦା ନେଇ ଜଳସଂପଦ ବିଭାଗ ସଂପୃକ୍ତ ବ୍ୟକ୍ତିଙ୍କ ଜମିରୁ ମାଟି ତାଡ଼ି ନେଇଛି। ଏ ନେଇ ବ୍ୟକ୍ତି ଜଣକ ପ୍ରଥମେ ବିଭାଗୀୟ ସହକାରୀ ଯନ୍ତ୍ରୀ ଓ ପରେ ବିଭାଗୀୟ ଅଧୀକ୍ଷଣ ଯନ୍ତ୍ରୀଙ୍କ ନିକଟରେ ଅଭିଯୋଗ କରିଥିଲେ। ହେଲେ ସେଠାରୁ ନ୍ୟାୟ ନପାଇବାରୁ ଏବେ ଜଳସଂପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀଙ୍କ ନିକଟରେ ଅଭିଯୋଗ କରିଛନ୍ତି। କେନ୍ଦ୍ରାପଡ଼ା ଜିଲ୍ଲା ମାର୍ଶଘାଇ ବ୍ଲକ ପିକରାଳି ଗ୍ରାମର […]
ଭାରତ-ପାକିସ୍ତାନ ଉତ୍ତେଜନା: ଅପରେସନ ସିନ୍ଦୂର ପରେ ପାକିସ୍ତାନକୁ ଖୋଲାଖୋଲି ସମର୍ଥନ କରିଥିବା ତୁର୍କୀ ଏବେ ଭାରତ-ପାକିସ୍ତାନ ଉତ୍ତେଜନାର ସମାଧାନ ପାଇଁ ‘ଚୌଧରୀ’ ବନିବାକୁ ଚାହୁଁଛି। ତୁର୍କୀ ରାଷ୍ଟ୍ରପତି ରେସେପ୍ ତାୟିପ୍ ଏର୍ଡୋଗାନଙ୍କ ଏକ ନୂତନ ବୟାନ ସାମ୍ନାକୁ ଆସିଛି। ଯେଉଁଥିରେ ସେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଶାନ୍ତି ପ୍ରତିଷ୍ଠାରେ ନିଜର ଭୂମିକା ଗ୍ରହଣ କରିବାକୁ ପ୍ରସ୍ତାବ ଦେଇଛନ୍ତି। ପହଲଗାମ ଆକ୍ରମଣ ପରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଉତ୍ତେଜନା […]
କେନ୍ଦ୍ରାପଡ଼ା,୧୬ା୫ : ସି.ବି.ଏସ.ଇ.ର ଦଶମ ଶ୍ରେଣୀ ପରୀକ୍ଷାରେ ୯୫ପ୍ରତିଶତ ମାର୍କ ରଖି ଏ-୧ଗ୍ରେଡ୍ରେ ପାସ କରିଛନ୍ତି ରୋଶ୍ନି ରାଉତ। ରୋଶ୍ନି ହେଉଛନ୍ତି ହଜାରି ବଗିଚାସ୍ଥିତ ପିତା ସଞ୍ଜୟ କୁମାର ରାଉତ ଓ ମାତା ସଶ୍ମିତା ସୁବୁଧିରାୟଙ୍କ କନିଷ୍ଠା କନ୍ୟା ତଥା ପୂର୍ବତନ କେନ୍ଦ୍ରାପଡା ବିଧାୟକ ଇନ୍ଦ୍ରମଣୀ ରାଉତଙ୍କ ନାତୁଣୀ। ରୋଶ୍ନି ପିଏମଶ୍ରୀ କେନ୍ଦ୍ରୀୟ ବିଦ୍ୟାଳୟର ଛାତ୍ରୀ। ସେ ପିଲାଦିନରୁ ଜଣେ ମେଧାବୀ ଛାତ୍ରୀ। ଭବିଷ୍ୟତରେ ରୋଶ୍ନି ଜଣେ ଚାଟାର୍ଡ ଆକାଉଂଟାଣ୍ଟ […]
ପଟ୍ଟାମୁଣ୍ଡାଇ ୧୬/୫ -ଓଡ଼ିଶାର ସର୍ବବୃହତ ପଂଚକଳା ପ୍ରତିଷ୍ଠାନ ଗୋପାଳ ଦାଶ ସ୍ମାରକୀ କଳା ମନ୍ଦିର(ଗଡମେକର)ର ଶିଳ୍ପୀ ସୁଶ୍ରୀ ସମନ୍ୱିତା ଦାଶ ଓଡ଼ିଶୀ କଣ୍ଠ ସଙ୍ଗୀତରେ କେନ୍ଦ୍ର ସରକାରଙ୍କ ମର୍ଯ୍ୟାଦାଜନକ ସିସିଆରଟି ଜାତୀୟ ପ୍ରତିଭା ବୃତି ପାଇବାକୁ ଯୋଗ୍ୟ ବିବେଚିତ ହୋଇ ବୃତିଲାଭ କରିଛନ୍ତି। କଣ୍ଠଶିଳ୍ପୀ ସମ୍ୱନ୍ୱିତା କଦଳୀବଣ ଗ୍ରାମର ସରୋଜ କାନ୍ତ ଦାଶ ଓ ପଦ୍ମଜା ପ୍ରିୟଦର୍ଶିନୀ କରଙ୍କ ସୁପୁତ୍ରୀ ଅଟନ୍ତି । ସୁଶ୍ରୀ ସମନ୍ୱିତା ବାଲ୍ୟକାଳରୁ ଚମତ୍କାର ସଙ୍ଗୀତ […]
ପଟ୍ଟାମୁଣ୍ଡାଇ ୧୫/୫ – କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ଶିକ୍ଷାଧିକାରୀ ଭାବେ ଅଜିତ ବାରିକ ଆଜି କାର୍ଯ୍ୟରେ ଯୋଗଦାନ କରିଛନ୍ତି। ପୂର୍ବରୁ ସେ ଆନନ୍ଦପୁରରେ ବିଇଓ ରୂପେ କାର୍ଯ୍ୟ କରୁଥିଲେ। ନୂତନ ବ୍ଲକ ଶିକ୍ଷାଧିକାରୀ ଭାବେ ବିଦାୟୀ ବ୍ଲକ ଶିକ୍ଷାଧିକାରୀ ହରିହର ଦଳାଇଙ୍କ ଠାରୁ ଦାୟିତ୍ୱ ଗ୍ରହଣ କରିଛନ୍ତି । ନୂତନ ବିଇଓ ବାରିକ ପୂର୍ବରୁ ଦୀର୍ଘ ୬ବର୍ଷ ଧରି ରାଜନଗର ବ୍ଲକ ବି.ଆର.ସି.ସି ଭାବେ ଦକ୍ଷତାର କାର୍ଯ୍ୟ କରିଛନ୍ତି […]