କେନ୍ଦ୍ରାପଡ଼ା,୨୫ା୫: ପ୍ରଥମ କରି ୩୦ ବର୍ଷରୁ କମ୍ ତରୁଣ ସୃଜନ ଶିଳ୍ପୀଙ୍କୁ ନେଇ ଏକ ନିଆରା କବିତା ଆସର “ତାରୁଣ୍ୟ ତରଙ୍ଗ” ଅନୁଷ୍ଠିତ ହୋଇଯାଇଛି। କଳା, ସଂସ୍କୃତି ଓ ବୌଦ୍ଧିକତା ବିକାଶ ଦିଗରେ କାର୍ଯ୍ୟରତ ଦୁଇ ପ୍ରତିବଦ୍ଧ ଅନୁଷ୍ଠାନ ସିମ୍ଫୋନି ଓ କେନ୍ଦ୍ରାପଡ଼ା ଇଭେଣ୍ଟ ମ୍ୟାନେଜସ୍‌(କେମ୍‌)ର ମିଳିତ ପ୍ରୟାସରେ ସ୍ଥାନୀୟ ମାଧପୁର “ପୁନର୍ବାସ”ଠାରେ ଏହି ଭିନ୍ନ ସୃଜନ ଆସର ଆୟୋଜିତ ହୋଇଯାଇଛି। ଯୁବକବି ଗୋଲାପ ରାଉତଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି […]

ପଟ୍ଟାମୁଣ୍ଡାଇ ୨୫/୫ – ଓଡ଼ିଶାର ସର୍ବବୃହତ ପଂଚକଳା କେନ୍ଦ୍ର ଗୋପାଳ ଦାଶ ସ୍ମାରକୀ କଳା ମନ୍ଦିର(ଗଡ଼ମେକର)ପକ୍ଷରୁ ୧୪୯ତମ ଗଣକବି ଗୋପାଳ ଦାଶ ଜୟନ୍ତୀ ଓ ୯୬ତମ ଭଜନ ସମ୍ରାଟ ଭିକାରି ବଳଙ୍କ ଜୟନ୍ତୀ ମହା ସମାରୋହରେ ପାଳିତ ହୋଇଯାଇଛି। ଅନୁଷ୍ଠାନର ପ୍ରତିଷ୍ଠାତା-ନିର୍ଦ୍ଦେଶକ ଗୀତିକବି ସୁଶାନ୍ତ ପାଣିଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ସମାରୋହରେ କଳା ମନ୍ଦିର ଅଧ୍ୟକ୍ଷ ରମେଶ ଦେ, ତାଳବାଦ୍ୟ ଗୁରୁ ସମୀରଞ୍ଜନ ଦାସ, ନୃତ୍ୟଗୁରୁ ବିଜୟ କୁମାର ଦାଶ ପ୍ରମୁଖ […]

କେନ୍ଦ୍ରାପଡ଼ା,୨୫ା୫: ଭାବଗ୍ରାହୀ କଳା ନିକେତନ ଏବଂ ରେଡ଼ିଓ ଭାବଗ୍ରାହୀର ମିଳିତ ଆନୁକୂଲ୍ୟରେ ଚିର ସବୁଜ ଅକ୍ଷୟ ମହାନ୍ତି କକ୍ଷରେ ଓଡ଼ିଶାର କାଳଜୟୀ ସଙ୍ଗୀତଜ୍ଞ ଭଜନ ସମ୍ରାଟ ଭିକାରୀ ବଳଙ୍କ ୯୬ ତମ ପୁଣ୍ୟ ଜୟନ୍ତୀ ଉତ୍ସବ ଯଥାବିଧି ଅନୁଷ୍ଠିତ ହୋଇଯାଇଛି। ଗୀତିକାର ତଥା ସଙ୍ଗୀତ ନିର୍ଦ୍ଦେଶକ ବିମଳ ପ୍ରସାଦ ପରିଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଭବ୍ୟ କାର୍ଯ୍ୟକ୍ରମରେ ସତୀର୍ଥର ସମ୍ପାଦକ କବି ମନ୍ମଥ ବରାଳ ମୁଖ୍ୟ ଅତିଥି ଏବଂ ବାଣୀ […]

କେନ୍ଦ୍ରାପଡ଼ା,୨୫ା୫: ଭାରତୀୟ ସଂସ୍କୃତିରେ ପର୍ବପର୍ବାଣୀଗୁଡିକ ଆମ ଜୀବନ ସହିତ ଅଙ୍ଗାଅଙ୍ଗୀ ଭାବେ ଜଡିତ । ସାମାଜିକ ଜୀବନକୁ ସରସ ସୁନ୍ଦର କରିବା ପାଇଁ ସାଧାରଣତଃ ପର୍ବଗୁଡିକ ପାଳନ କରାଯାଏ । ଓଡିଶାରେ ପାଳନ କରାଯାଉଥିବା ପର୍ବ ଗୁଡିକ ମଧ୍ୟରୁ ଏକ କୃଷିଭିତ୍ତିକ ମହାନ୍ ପର୍ବ ଅଟେ ରଜ ଯାହା ଝିଅ, ବୋହୂମାନଙ୍କର ଏକ ପ୍ରଧାନ ପର୍ବ ଅଟେ । ପ୍ରତିବର୍ଷ ଭଳି ଚଳିତ ବର୍ଷ କିପରି ଶାନ୍ତିଶୃଙ୍ଖଳା ସହିତ ଏହି […]

ଜଳୁନି ଷ୍ଟ୍ରିଟ୍ ଲାଇଟ୍ ବଢ଼ୁଛି ଅସନ୍ତୋଷ,ଚୋରି ହୋଇଗଲାଣି ଲାଇଟ   ପଟ୍ଟାମୁଣ୍ଡାଇ ୨୦/୫  – ଅନ୍ଧକାରରୁ ମୁକ୍ତି ପାଇଁ ଗାଁଗାଁରେ ଲାଗିଥିଲା ଷ୍ଟ୍ରିଟ ଲାଇଟ୍‌। ମାତ୍ର କିଛି ଦିନ ଜଳିବା ପରେ ତାହା ବନ୍ଦ ହୋଇଯାଉଥିବା ବେଳେ ଅନେକ ଚୋରି ହୋଇଯାଇଛି। ଏଭଳି ଘଟଣା ପଟ୍ଟାମୁଣ୍ଡାଇ ବ୍ଲକର ଅନେକ ପଂଚାୟତରେ ଦେଖିବାକୁ ମିଳିଛି। ଅନେକ ଗାଁରେ ଆଉ ଜଳୁନି ଷ୍ଟ୍ରିଟ୍ ଲାଇଟ। ଗାଁରେ ବିଦ୍ୟୁତୀକରଣ ପାଇଁ ସରକାରଙ୍କ ପକ୍ଷରୁ ବିପୁଳ […]

ପଟ୍ଟାମୁଣଇ ୨୨/୫ -ଓଡିଶାକୁ ପୁଣି ଫେରିଲା କରୋନା। ଭୁବନେଶ୍ୱରରେ ଜଣେ କରୋନା ଆକ୍ରାନ୍ତ ହୋଇଥିବା ସୁଚନା ମିଳିଛି । ଦେଶର ବିଭିନ୍ନ ସ୍ଥାନରେ ୨୫୭ କୋଭିଡ୍ ଭୁତାଣୁ ଚିହ୍ନଟ ହେଉଥିବା ବେଳେ ମୁମ୍ବାଇରେ ଦୁଇ ଜଣ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ଏହି ଭାରିଆଂଟକୁ ନେଇ ସତର୍କ ରହିବାକୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ସବୁ ରାଜ୍ୟକୁ ପରାମର୍ଶ ଦିଆଯିବାକୁ କୁହାଯାଇଛି। ବିଶ୍ୱର ବିଭିନ୍ନ ରାଷ୍ଟ୍ରରେ କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ […]

ବାଇପାସ ରାସ୍ତା ପାଇଁ  ଚାଲିଛି ବେଧଡ଼କ୍ କେନାଲ ଶଯ୍ୟା ଖୋଳା ବିପଦରେ ବ୍ରିଟିଶ ଅମଳର କେନାଲ ପଟ୍ଟାମୁଣ୍ଡାଇ ୨୧/୫ -କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଓ ଗୋବରି ସମ୍ପ୍ରସାରିତ କେନାଲ ଏବେ ସ୍ଥିତି ହରାଇ ସଙ୍କୁଚିତ ହୋଇଚାଲିଛି । କେନାଲ ଶଯ୍ୟାକୁ ମାଟିମାଫିଆ ଖିନ୍‌ଭିନ୍ କରି ଲୁଟି ଚାଲିଥିବା ବେଳେ ପଟ୍ଟାମୁଣ୍ଡାଇ ବିକାଶ ନାମରେ ଠିକାସଂସ୍ଥା କେନାଲକୁ ପୋତି ପ୍ରକଳ୍ପ ତିଆରି କରୁଛି। ଫଳରେ ଏବେ ଚାଷଜମୀ ପାଇଁ ଜଳଯୋଗାଣକୁ ଅସମର୍ଥ […]

ପଟ୍ଟାମୁଣ୍ଡାଇ ୨୩/୫ – ‘ଅପରେସନ ସିନ୍ଦୂର’ର ସଫଳତାକୁ ପାଳନ କରିବା ଏବଂ ଆତଙ୍କବାଦ ବିରୋଧରେ ଦେଶର ପ୍ରତିବଦ୍ଧତା ପ୍ରଦର୍ଶନ କରିବା ଉଦେଶ୍ୟରେ ଭାରତୀୟ ଜନତା ପାର୍ଟି ପକ୍ଷରୁ ଗତ ୧୩ ତାରିଖ ଠାରୁ ୨୩ ପର୍ଯ୍ୟନ୍ତ ସାରା ଦେଶରେ ୧୦ ଦିନ ବ୍ୟାପି ତ୍ରିରଙ୍ଗା ଯାତ୍ରା ପ୍ରଦର୍ଶନ କରିବାକୁ ଘୋଷଣା କରାଯାଇଥିଲା । ଏହିପରିପେକ୍ôଷିରେ ଭାରତବର୍ଷର ଏକତା ଅଖଣ୍ଡତା ସୁଦୃଢ କରିବା ପାଇଁ ପଟ୍ଟାମୁଣ୍ଡାଇ ବ୍ଲକ ଚନ୍ଦନନଗର ଠାରେ ତ୍ରିରଙ୍ଗା […]

ପଟ୍ଟାମୁଣ୍ଡାଇ ୨୨/୫- ପଟ୍ଟାମୁଣ୍ଡାଇ କୋର୍ଟର ସବଜଜ ସୁଶ୍ରୀ ସଂଗୀତା ମଲ୍ଲିକଙ୍କର ଅନ୍ୟତ୍ର ବଦଳି ହୋଇଥିବାରୁ ତାଙ୍କୁ ପଟ୍ଟାମୁଣ୍ଡାଇ ଓକିଲ ସଂଘ ପକ୍ଷରୁ କୋର୍ଟ ପରିସରରେ ବିଦାୟକାଳୀନ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି । ଓକିଲ ସଂଘ ସଭାପତି ସୂର୍ଯ୍ୟ ରଞ୍ଜନ ରାଉଳଙ୍କ ପୌରହିତ୍ୟ ଓ ପୂର୍ବତନ ସଭାପତି ତପନ ମିଶ୍ରଙ୍କ ସଂଯୋଜନାରେ ଆୟୋଜିତ ବିଦାୟ କାଳୀନ ସଭାରେ ଜେଏମଏଫସି ଡି.କେ ବାଳକ୍ରିଷ୍ଣନ, ଓକିଲ ସଂଘ ଉପସଭାପତି ସୁରେଶ ନରେନ୍ଦ୍ର, ସମ୍ପାଦକ ରବୀନ୍ଦ୍ର […]

କେନ୍ଦ୍ରାପଡ଼ା,୨୧ା୫ : +୨ ପରୀକ୍ଷା ଫଳ ବୁଧବାର ପ୍ରକାଶ ପାଇଛି। ମାର୍ଶାଘାଇ ଉଚ୍ଚମାଧ୍ୟମିକ ବିଦ୍ୟାଳୟର ବିଜ୍ଞାନ ଛାତ୍ରୀ ଅସୀମା ଦାସ ମୋଟ ୫୭୨ମାର୍କ ଅର୍ଥାତ ୯୫.୩ପ୍ରତିଶତ ମାର୍କ ରଖି ଜିଲ୍ଲା ଟପ୍ପର ହୋଇଛନ୍ତି। ଅସୀମା ହେଉଛନ୍ତି ମାର୍ଶାଘାଇ ମହାବିଦ୍ୟାଳୟର ରସାୟନ ବିଜ୍ଞାନ ବିଭାଗ ଅଧ୍ୟାପକ ଦୀପକ କୁମାର ଦାସ ଓ ଅନ୍ନପୂର୍ଣ୍ଣା ଦାସଙ୍କ କନିଷ୍ଠା କନ୍ୟା। ଅସୀମା ମୁଳରୁ ଜଣେ ମେଧାବୀ ଛାତ୍ରୀ ଅଟନ୍ତି। ସେ ମାଟ୍ରିକ ପରୀକ୍ଷାରେ ମଧ୍ୟ […]

Breaking News