କେନ୍ଦ୍ରାପଡ଼ା,୨୦ା୫:କେନ୍ଦ୍ରାପଡା ଜିଲ୍ଲାର ଆଳି ଥାନା ଅନ୍ତର୍ଗତ ଗୋବିନ୍ଦପୁର ଦଦୁଆ ଗ୍ରାମର ଶ୍ରୀଧର ନାୟକ ବିଜେପିରେ ମିଶିବାରୁ ତାଙ୍କୁ ମରଣାନ୍ତକ ଆକ୍ରମଣ କରାଯାଇଛି। ଏ ନେଇ ଶ୍ରୀଧରଙ୍କ ପରିବାର ପକ୍ଷରୁ ଆଳି ଥାନାରେ ଅଭିଯୋଗ କରାଯାଇଛି। ଗୁରୁତର ଅବସ୍ଥାରେ ଶ୍ରୀଧରଙ୍କୁ କେନ୍ଦ୍ରାପଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ତାଙ୍କୁ ସାବଳ ଓ ଭୁଜାଲିରେ ଆକ୍ରମଣ କରାଯାଇଥରବା ଅଭିଯୋଗ ହୋଇଛି। ଏଥିରେ ତାଙ୍କ ମୁଣ୍ଡ ଓ ମୁହଁରେ ଗଭୀର କ୍ଷତ ସୃଷ୍ଟି […]
featured
ପଟ୍ଟାମୁଣ୍ଡାଇ ତା୨୦/୫- ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଦାଣ୍ଡିସାହି ବ୍ରାହ୍ମଣୀ କଲେଜର ଅନ୍ୟତମ ପ୍ରତିଷ୍ଠାତା ପ୍ରଫେସର ଗୟାଧର ରାଉତଙ୍କ ୮ମ ଶ୍ରାଦ୍ଧ ବାର୍ଷିକୀ ପାଳିତ ହୋଇଯାଇଛି। ଏହି ଉପଲକ୍ଷେ କଲେଜ ପରିସରରେ ଅଧକ୍ଷ ଡ଼ଃ ଗୌରୀକୁମାର ସାମଲଙ୍କ ପୌରହିତ୍ୟରେ ଅନୁଷ୍ଠିତ କାର୍ଯ୍ୟକ୍ରମ ରେ ଅଧ୍ୟାପକ ନିରଞ୍ଜନ ବାରିକ, ଅଧ୍ୟାପକ ଦିଲ୍ଲୀପ କୁମାର ମଲ୍ଲିକ, ଅଧ୍ୟାପକ ଶିବ ଚରଣ ଦାସ, ଡି ଇ ଓ ଦୈତାରୀ ନାୟକ, ବିଜୟ ଜୁମର ରାଉତ, ମନୋଜ […]
ପଟ୍ଟାମୁଣ୍ଡାଇ ୨୦/୫- ଆକାଶଛୁଆଁ, ଦରଦାମ ବୃଦ୍ଧି, ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳା, ନାରୀ ନିର୍ଯ୍ୟାତନା, ଶ୍ରମିକମାରଣ ନୀତି ସର୍ବୋପରି କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଜନବିରୋଧୀ ନୀତି ବିରୋଧରେ ଏଆଇସିସିଟିୟୁ ଜିଲ୍ଲା କମିଟି ପକ୍ଷରୁ ପଟ୍ଟାମୁଣ୍ଡାଇ ଆଂଚଳିକ କମିଟି ସହଯୋଗରେ ପଟ୍ଟାମୁଣ୍ଡାଇ ବାଇପାସ ଆମ୍ବେଦକର ପ୍ରତିମୂର୍ତିରେ ମାଲ୍ୟାର୍ପଣ କରାଯାଇ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା । ପଟ୍ଟାମୁଣ୍ଡାଇ ମହାବୀର ବଜାର ପାର୍ଟି ଅଫିସରୁ ଦଳର କର୍ମୀମାନେ ବିଭିନ୍ନ ସ୍ଲୋଗାନ ଦେଇ ବଜାର ପରିକ୍ରମା […]
ପଟ୍ଟାମୁଣ୍ଡାଇ ୨୦/୫- ପଟ୍ଟାମୁଣ୍ଡାଇ କୋର୍ଟର ନୂତନ ସିନିଅର ଡିଭିଜନ ସିଭିଲ ଜଜ୍ ଭାବେ ଅଭିଜ୍ଞ ବିଚାରପତି ଅପୂର୍ବା ମହାନ୍ତି ଯୋଗ ଦେଇଅଛନ୍ତି । ପଟ୍ଟାମୁଣ୍ଡାଇ ଅଂଚଳର ବରିଷ୍ଠ ଆଇନଜୀବି ପୂର୍ବତନ ଓକିଲ ସଂଘ ସଭାପତି ବିଜ୍ଞାନ ମିହିର ଜେନା, ଆଡ଼ଭୋକେଟ କ୍ଷୀରୋଦ ପ୍ରଧାନ, ପ୍ରମୋଦ ସାହୁ, ସୁଶୀଲ ଦାଶ, ସୌମ୍ୟରଞ୍ଜନ ଧଳ, ରାଜେନ୍ଦ୍ର ମିଶ୍ର, ଅଭିରାମ କୁଣ୍ଡ, ଭବାନୀ ଶଙ୍କର ପଣ୍ଡା, ରମେଶ ପରିଡା, ବିଦ୍ୟାଧର ଦାଶ, ଶରତ ମଲିକ […]
କେନ୍ଦ୍ରାପଡା,୨୦ା୫: କେନ୍ଦ୍ରାପଡାରେ ନୂତନ ଭାବେ ଯୋଗଦେଇଥିବା ପ୍ରସିକ୍ୟୁସନ ଉପନିର୍ଦେଶକ ରବିନ୍ଦ୍ର କୁମାର ପଣ୍ଡାଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି। ଏହି ଉପଲକ୍ଷେ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଭାରପ୍ରାପ୍ତ ପବ୍ଲିକ ପ୍ରସିକ୍ୟୁଟର ସଞ୍ଜୟ କୁମାର ଜେନାଙ୍କ ପୈାରହିତ୍ୟରେ ଅନୁଷ୍ଠିତ ସଭାରେ ପ୍ରସିକ୍ୟୁସନ ଉପନିର୍ଦେଶକ ଶ୍ରୀ ପଣ୍ଡାଙ୍କୁ ଉତ୍ତରୀୟ, ପୁଷ୍ପଗୁଛ ଓ କେନ୍ଦ୍ରାପଡାର ଆରାଧ୍ୟ ପ୍ରଭୁ ଶ୍ରୀବଳଦେବଜୀଉଙ୍କ ଫଟୋ ପ୍ରଦାନ ପୂର୍ବକ ସ୍ୱାଗତ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା। ଏହି ଅବସରରେ ପ୍ରସିକ୍ୟୁସନ […]
କେନ୍ଦ୍ରାପଡ଼ା,୨୦ା୫: କେନ୍ଦ୍ରାପଡ଼ା ଲ’ କଲେଜ୍ ଅନନ୍ତ ବଳିଆ ସେବାସଂଘ କେନ୍ଦ୍ରାପଡ଼ା ଶାଖା ଓ ଶ୍ରୀଜଗନ୍ନାଥ ସଙ୍କୀର୍ତ୍ତନ ମହାସଂଘର ମିଳିତ ଉଦ୍ୟମରେ କେନ୍ଦ୍ରାପଡ଼ା ଗୋପସ୍ଥିତ ଶ୍ରୀରାମ ମନ୍ଦିରଠାରେ ଏକ ଗଣମାଧ୍ୟମ ସାକ୍ଷାତକାର ଅନନ୍ତ ବଳିଆ ଟ୍ରଷ୍ଟର ବାବାଜୀ ପ୍ରଣବାନନ୍ଦ ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏହି ସାକ୍ଷାତକାରରେ ପଦ୍ମଶ୍ରୀ ବାବା ବଳିଆଙ୍କ ଆଭିମୁଖ୍ୟ ଶାନ୍ତି, ସଦ୍ଭାବନା, ସଂହତି, ସଦାଚାର, କରୁଣା, ପ୍ରେମ ଆଜି ମଣିଷ ମନରୁ ଅପସରି ଯାଉଛି । […]
ପଟ୍ଟାମୁଣ୍ଡାଇ ୧୯/୫ – କେନ୍ଦ୍ରାପଡା ଜିଲା ପ୍ରଶାସନ ପକ୍ଷରୁ ସୋମବାର ପଟ୍ଟାମୁଣ୍ଡାଇ ବ୍ଲକରେ ମିଳିତ ଜନଶୁଣାଣୀ ଶିବିର ଅନୁଷ୍ଠିତ ହୋଇ ଯାଇଛି । କେନ୍ଦ୍ରାପଡ଼ା ଅତିରିକ୍ତ ଜିଲ୍ଲାପାଳ ରବୀନ୍ଦ୍ର ମଲ୍ଲିକ, ଜିଲ୍ଲା ପ୍ରକଳ୍ପ ନିର୍ଦେଶକ ଅଜାମ୍ବର ମହାନ୍ତି, ସହକାରୀ ଜିଲ୍ଲାପାଳ ତୃପ୍ତି ମହାନ୍ତି, ପଟ୍ଟାମୁଣ୍ଡାଇ ତହସିଲଦାର ପଂଚାନନ ନାୟକ, ବିଡ଼ିଓ ଅଶୋକ ମହାନ୍ତି, ବ୍ଲକ ଅଧ୍ୟକ୍ଷ ପ୍ରଦ୍ୟୁମ୍ନ ସାମନ୍ତରାୟ,, ପୌର ପରିଷଦ ନିର୍ବାହୀ ଅଧିକାରୀ ପ୍ରଫୁଲ୍ଲ ବିଶ୍ୱାଳ ପ୍ରମୁଖ ଯୋଗ […]
କେନ୍ଦ୍ରାପଡ଼ା, ୧୯/୫: କେନ୍ଦ୍ରାପଡା ଜିଲ୍ଲାରେ ସରକାରୀ ଓ ବେସରକାରୀ ସ୍ତରରେ ପ୍ରତି ୩ବର୍ଷରେ ଥରେ ପରିବର୍ତ୍ତନ କରାଯାଇଥାଏ । ଏହି ଅବସରରେ ଗରାପୁର ସ୍ଥିତ ଗୋପାଳଜିୟୁ ମନ୍ଦିର ପରିସରରେ ୧୦୯ତମ ବୈଠକରେ ଶ୍ରୀ ଶ୍ରୀ ନୀଳାଚଳ ନିଖିଳୋତ୍କଳ ପାଲା ଗାୟକ ପରିଷଦ ଓଡିଶା ପକ୍ଷରୁ କେନ୍ଦ୍ରାପଡା ଜିଲ୍ଲା ପାଲା ଗାୟକ ପରିଷଦର ଜିଲ୍ଲା, ବ୍ଲକ ସ୍ତରୀୟ ନୂତନ କର୍ମକର୍ତ୍ତା ଚୟନ କରାଯାଇଥିଲା । ଏହି ବୈଠକରେ ଜିଲ୍ଲାର ସମସ୍ତ ପ୍ରତିନିଧିମାନଙ୍କୁ […]
କେନ୍ଦ୍ରାପଡ଼ା,୧୯ା୫: ଜଣେ ବ୍ୟକ୍ତି ଅସୁସ୍ଥ ଥିବାବେଳେ ଏହାର ଫାଇଦା ନେଇ ଜଳସଂପଦ ବିଭାଗ ସଂପୃକ୍ତ ବ୍ୟକ୍ତିଙ୍କ ଜମିରୁ ମାଟି ତାଡ଼ି ନେଇଛି। ଏ ନେଇ ବ୍ୟକ୍ତି ଜଣକ ପ୍ରଥମେ ବିଭାଗୀୟ ସହକାରୀ ଯନ୍ତ୍ରୀ ଓ ପରେ ବିଭାଗୀୟ ଅଧୀକ୍ଷଣ ଯନ୍ତ୍ରୀଙ୍କ ନିକଟରେ ଅଭିଯୋଗ କରିଥିଲେ। ହେଲେ ସେଠାରୁ ନ୍ୟାୟ ନପାଇବାରୁ ଏବେ ଜଳସଂପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀଙ୍କ ନିକଟରେ ଅଭିଯୋଗ କରିଛନ୍ତି। କେନ୍ଦ୍ରାପଡ଼ା ଜିଲ୍ଲା ମାର୍ଶଘାଇ ବ୍ଲକ ପିକରାଳି ଗ୍ରାମର […]
ଭାରତ-ପାକିସ୍ତାନ ଉତ୍ତେଜନା: ଅପରେସନ ସିନ୍ଦୂର ପରେ ପାକିସ୍ତାନକୁ ଖୋଲାଖୋଲି ସମର୍ଥନ କରିଥିବା ତୁର୍କୀ ଏବେ ଭାରତ-ପାକିସ୍ତାନ ଉତ୍ତେଜନାର ସମାଧାନ ପାଇଁ ‘ଚୌଧରୀ’ ବନିବାକୁ ଚାହୁଁଛି। ତୁର୍କୀ ରାଷ୍ଟ୍ରପତି ରେସେପ୍ ତାୟିପ୍ ଏର୍ଡୋଗାନଙ୍କ ଏକ ନୂତନ ବୟାନ ସାମ୍ନାକୁ ଆସିଛି। ଯେଉଁଥିରେ ସେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଶାନ୍ତି ପ୍ରତିଷ୍ଠାରେ ନିଜର ଭୂମିକା ଗ୍ରହଣ କରିବାକୁ ପ୍ରସ୍ତାବ ଦେଇଛନ୍ତି। ପହଲଗାମ ଆକ୍ରମଣ ପରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଉତ୍ତେଜନା […]

