ରାଜ୍ୟ ଗୁଡିକୁ କେନ୍ଦ୍ରର଼ ନିର୍ଦ୍ଦେଶ , ବିମାନ ଆକ୍ରମଣ ସାଇରନ ସକ୍ରିୟ ରଖନ୍ତୁ , ବ୍ଲାକଆଉଟ୍ ଓ ସୁରକ୍ଷା ଅଭ୍ୟାସ କରନ୍ତୁ ନୂଆଦିଲ୍ଲୀ,୫/୫- ବଢିଲା ଯୁଦ୍ଧ ଆଶଙ୍କା। ଯୁଦ୍ଧ ପାଇଁ ପୂର୍ବ ପ୍ରସ୍ତୁତି ଆରମ୍ଭ ହୋଇଛି। ଭାରତ-ପାକିସ୍ତାନ ମଧ୍ୟରେ ପ୍ରବଳ ଉତ୍ତେଜନା ଗୃହ ମନ୍ତ୍ରଣାଳୟ ପକ୍ଷରୁ ବଡ଼ ପଦକ୍ଷେପ ନିଆଯାଇଛି। ରାଜ୍ୟଗୁଡ଼ିକୁ ମକଡ୍ରିଲ୍ କରିବାପାଇଁ ଗୃହ ମନ୍ତ୍ରଣାଳୟ ନିର୍ଦ୍ଦେଶ ଜାରି କରିଛି। ସ୍ୱରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଜାରି ନିର୍ଦ୍ଦେଶ ଅନୁସାରେ […]

ପଟ୍ଟାମୁଣ୍ଡାଇ ତା ୭/୫- ରାଜ୍ୟ ବିଜେଡି ସଂଖ୍ୟାଲଘୁସେଲର ଟାଣୁଆ ନେତ୍ରୀ ଦୃଢ଼ ସଂଗଠିକା ଋଜୁୱାନା ବେଗମକୁ ରାଜ୍ୟ ବିଜେଡି ସଂଖ୍ୟାଲଘୁ ସେଲର ସହ ଆବାହକ ଭାବେ ରାଜ୍ୟ ବିଜେଡି ସୁପ୍ରିମୋ ନବୀନ ପଟନାୟକ ନିଯୁକ୍ତି ଦେଇଛନ୍ତି I ପଟ୍ଟାମୁଣ୍ଡାଇ ଅଂଚଳର ଏକ ଇଂରାଜୀ ମାଧ୍ୟମ ସ୍କୁଲରେ ସାଧାରଣ ଶିକ୍ଷୟତ୍ରୀ ଭାବେ କାର୍ଯ୍ୟ କରୁଥିବା ଋଜୁୱାନା ପରବର୍ତୀ ସମୟରେ ସକ୍ରିୟ ରାଜନୀତିରେ ପାଦ ଦେଇ ପଟ୍ଟାମୁଣ୍ଡାଇ ପୌର ପରିଷଦ ୧୧ନଂ ୱାର୍ଡରୁ […]

କେନ୍ଦ୍ରାପଡା,୫ା୫: କେନ୍ଦ୍ରାପଡ଼ା ସଦର ମହକୁମାରେ ଆଜି ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ପୂର୍ବାହ୍ଣ ୭ ଘଟିକାଠାରୁ ୧୦ ଘଟିକା ପର୍ଯ୍ୟନ୍ତ କେନ୍ଦ୍ରାପଡ଼ା ମୁନିସିପାଲିଟି ଟାଉନ୍‌ହଲ୍‌ଠାରେ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ଅଜାମ୍ବର ମହାନ୍ତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ମିଳିତ ଅଭିଯୋଗ ଶୁଣାଣି ଶିବିରରେ ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ସୁଧାକର ସାହୁ, ଉପ ଜିଲ୍ଲାପାଳ ଅରୁଣ କୁମାର ନାୟକ, କେନ୍ଦ୍ରାପଡା ବିଡିଓ ଅଭିଷେକ ସ୍ୱାଇଁ, […]

କେନ୍ଦ୍ରାପଡ଼ା,୫ା୫: କେନ୍ଦ୍ରାପଡ଼ାରେ ନୂତନ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଭାବେ ଫକିର ମୋହନ ମାଝି ସୋମବାର ପୂର୍ବାହ୍ନରେ ଯୋଗଦେଇଛନ୍ତି। ସେ ଏହା ପୂର୍ବରୁ ଭଞ୍ଜନଗର ଓ ରେଢାଖୋଲରେ ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଭାବେ ଏବଂ ସମ୍ବଲପୁରରେ ଦୀର୍ଘ ୩ ବର୍ଷ ଧରି ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଭାବେ ଦକ୍ଷତାର ସହ କାର୍ଯ୍ୟ ସମ୍ପାଦନ କରି ପ୍ରଶଂସିତ ହୋଇଛନ୍ତି। ରାଜ୍ୟ […]

ପଟ୍ଟାମୁଣ୍ଡାଇ ତା ୭/୫ -କେନ୍ଦ୍ରାପଡ଼ା ନିର୍ବାଚନମଣ୍ଡଳୀ ତଥା ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ବନ୍ୟା ବିପନ୍ନ ଧୋୟା ଞ୍ଚଳର ଅଣ୍ଢରା ଓ ଅମୃତମଣୋହି ସମେତ ଆଖ ପାଖ ଅଂଚଳର ହଜାର ହଜାର ଚାଷୀମାନେ ଗୁଡ଼ିଆ ଜୋର ସେତୁ ନିର୍ମାଣ ପାଇଁ ବର୍ଷ ବର୍ଷ ଧରି ଦାବୀ କରିଆସୁଥିଲେ । ଗୁଡ଼ିଆଜୋର ସେତୁ ନିର୍ମାଣ ପାଇଁ ସରକାରଙ୍କ ଦୃଷ୍ଟି ଆକର୍ଷଣ କରିବା ପାଇଁ ସ୍ଥାନୀୟ ଚାଷୀମାନେ ବାରମ୍ବାର ଦାବୀ କରିଆସୁଛନ୍ତି। ଗୁଡ଼ିଆ ଜୋର […]

ପଟ୍ଟାମୁଣ୍ଡାଇ ତା ୭/୫- ପଟ୍ଟାମୁଣ୍ଡାଇ ବ୍ଲକ କାଠିଆପଡା ଦକ୍ଷିନେଶ୍ୱର ହାଇସ୍କୁଲର ଛାତ୍ର ଶୁଭମ ଜ୍ୟୋତି ରାଉତ ଚଳିତ ମାଟ୍ରିକ ପରୀକ୍ଷା ରେ ୫୭୫ ନମ୍ବର ରଖି ଜିଲ୍ଲା ଟପ୍ପର ହୋଇଛନ୍ତି । ତାଙ୍କୁ ପଟ୍ଟାମୁଣ୍ଡାଇ ବିକାଶ ପରିଷଦ ପକ୍ଷରୁ ବିକାଶ ପରିଷଦ ସଭାପତି କାଉନସିଲର ଗୋପୀବଲ୍ଲଭ ନାୟକ, ସମ୍ପାଦକ ଗୋପୀନାଥ ତ୍ରିପାଠୀ, ତପନ କୁମାର ଦାଶ ଓ ସଞ୍ଜୟ ବର୍ମା ପ୍ରମୁଖ ଉତ୍ତରୀୟ ଓ ଫୁଲ ତୋଡ଼ା ଦେଇ ସମ୍ବର୍ଦ୍ଧିତ […]

କେନ୍ଦ୍ରାପଡ଼ା,୫ା୫: ଡେରାବିଶ ବ୍ଲକ ଅନ୍ତର୍ଗତ ଚାଟରା ଚକଡା ଗ୍ରାମପଞ୍ଚାୟତ କଲ୍ୟାଣ ମଣ୍ଡପଠାରେ କେନ୍ଦ୍ରାପଡ଼ା ଜିଲ୍ଲା ସ୍ତରୀୟ ତାଇକୋଣ୍ଡ ଚମ୍ପିଆନସିପ୍‌ର ଷଷ୍ଠ ସଂସ୍କରଣ ଅନୁଷ୍ଠିତ ହୋଇଯାଇଛି। ଯେଉଁଥିରେ ତିନିଗୋଟି ଏକାଡେମୀରୁ ସର୍ବମୋଟ୍ ୭୦ ଜଣ ବାଳକ ବାଳିକା ଅଂଶଗ୍ରହଣ କରିଥିଲେ। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଡେରାବିଶ ଥାନା ଅଧିକାରୀ ସରୋଜ କୁମାର ସାହୁ, ଶିଖିବିଦ୍ଧ ଜୟନ୍ତ ବଳ, ତାଇକୋଣ୍ଡ ରାଜ୍ୟ ସମ୍ପାଦକ ମନମୋହନ ଭଞ୍ଜ, ସମାଜସେବୀ ରଞ୍ଜନ ନାୟକ, […]

ପଟ୍ଟାମୁଣ୍ଡାଇ ତା ୪/୫- ଦେଶର ଗଣତନ୍ତ୍ର ଓ ସମ୍ବିଧାନର ପାଇଁ ଲଢେଇ କରୁଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ଦାବୀକୁ ବିଚାରକୁ ନେଇ କେନ୍ଦ୍ର ବିଜେପି ସରକାର ଜାତିଗତ ଜନଗଣନା ପାଇଁ ନିଷ୍ପତ୍ତି ନେଇଥିବାରୁ କଂଗ୍ରେସ ପକ୍ଷରୁ ଦେଶ ବ୍ୟାପି ବିଜୟ ଉତ୍ସବ ପାଳନ କରାଯାଉଛି ।  ଏଇ ପରିପ୍ରେକ୍ଷୀରେ ଓଡିଶାର ବିଭିନ୍ନ ଜିଲ୍ଲା ଓ ବ୍ଲକରେ ବିଜୟ ଉତ୍ସବ ପାଳନ କରାଯାଇଛି ।  ଆଜି ସନ୍ଧ୍ୟାରେ କେନ୍ଦ୍ରାପଡ଼ା ଜିଲ୍ଲା […]

ପଟ୍ଟାମୁଣ୍ଡାଇ ତା ୩/୫- ପଟ୍ଟାମୁଣ୍ଡାଇ ବ୍ଲକ ବଡ଼ପଡା ପଂଚାୟତ କାଠିଆପଡା ଦକ୍ଷିଣେଶ୍ୱର ହାଇସ୍କୁଲ ଛାତ୍ର ଶୁଭମ ଜ୍ୟୋତି ରାଉତ ଚଳିତ ମାଟ୍ରିକ ପରୀକ୍ଷାରେ ଜିଲ୍ଲାରେ ୫୭୫ ସର୍ବୋଚ୍ଚ ନମ୍ବର ରଖି ଜିଲ୍ଲା ଟପ୍ପର ହେବା ସହିତ କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ ଓ କାଠିଆପଡା ଦକ୍ଷିଣେଶ୍ୱର ହାଇସ୍କୁଲର ସୁନାମ ଓ ଗୌରବ ବୃଦ୍ଧି କରିଛନ୍ତି । ଏଥି ସହିତ ଛାତ୍ରୀ ହର୍ଷିତା ଆଦର୍ଶିନୀ ୫୫୩ ନମ୍ବର ରଖି ଦକ୍ଷିଣେଶ୍ୱର ହାଇସ୍କୁଲ […]

ପଟ୍ଟାମୁଣ୍ଡାଇ ୩/୫ -ଚଳିତ ବର୍ଷ ସଦ୍ୟ ପ୍ରକାଶିତ ଦଶମ ଶ୍ରେଣୀ ପରୀକ୍ଷା ଫଳାଫଳରେ ଅଗ୍ରଣୀ ଶିକ୍ଷା ଅନୁଷ୍ଠାନ ଦକ୍ଷିଣେଶ୍ୱର ସରକାରୀ ଉଚ୍ଚ ବିଦ୍ୟାଳୟ ଛାତ୍ର ଶୁଭମ ଜ୍ୟୋତି ରାଉତ ସର୍ବୋଚ୍ଚ ୫୭୫ ନମ୍ବର ରଖି କେନ୍ଦ୍ରାପଡା ଜିଲାର ଶୀର୍ଷ ସ୍ଥାନ ଅଧିକାର କରିଛନ୍ତି । ଏଥିନେଇ ଭାଜପା ଯୁବମୋର୍ଚ୍ଚା ରାଜ୍ୟ ସଂଯୋଜକ ଅଭିଷେକ ଦାସ, ଜିଲ୍ଲା ସଭାପତି ଶୋଭନ ଆଚାର୍ଯ୍ୟ, ଜିଲ୍ଲା ସମ୍ପାଦକ ସ୍ମୃତି ରଞ୍ଜନ ମଲ୍ଲ, ଅଭିଜିତ ବଳ […]

Breaking News