କେନ୍ଦ୍ରାପଡ଼ା,୧୫ା୪: ଗୁଜୁରାଟରକୁ ଦାଦନ ଖଟିବାକୁ ଯାଇଥିବା କେନ୍ଦ୍ରାପଡା ସଦର ଥାନା ପୁରୁଷୋତ୍ତମପୁର ପଂଚାୟତର ସନ୍ନ୍ୟାସପୁର ଗାଁର ଜଣେ ୪୨ବର୍ଷୀୟ ଶ୍ରମିକଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ ତ୍ରିଲେଖ ବେହେରା(୪୨)।  ସେ ସୁରଟର ଏକ ଲୁଗା କାରଖାନାରେ କାମ କରୁଥିବା ବେଳେ ବିଦ୍ୟୁତ ଆଘାତରେ ଜୀବନ ଚାଲିଯାଇଛିି। ଏହି ଖବର ପାଇବା ପରେ  ସ୍ତ୍ରୀ ଓ ପରିବାର ଲୋକେ ଦୁଃଖରେ ଭାଙ୍ଗି ପଡିଛନ୍ତି। କାନ୍ଦ ବୋବାଳିରେ ଘର ଫାଟିପଡୁଥିବା ବେଳେ ଗାଁରେ […]

  ୨୦୨୬ ହନୁମାନ ଜୟନ୍ତୀ ଅବସରରେ କେନ୍ଦ୍ରାପଡା ଜିଲାର ବିଭିନ୍ନ ସ୍ଥାନରେ ବିଶ୍ୱହିନ୍ଦୁ ପରିଷଦ ଏବଂ ବଜରଙ୍ଗ ଦଳ ପକ୍ଷରୁ ବିରାଟ ଶୋଭାଯାତ୍ରା ଓ ଝଣ୍ଡା ଯାତ୍ରା ଆୟୋଜିତ ହୋଇଛି । ଏହି ଶୋଭାଯାତ୍ରା ଦେଖିବା ପାଇଁ ସହରରେ ଶ୍ରଦ୍ଧାଳୁଙ୍କ ଭିଡ଼ ଜମିଥିଲା ।  ପୋଲିସ ଦ୍ୱାରା ନିରାପତ୍ତା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି । ପଟ୍ଟାମୁଣ୍ଡାଇ ୧୪/୪ ମହା ବିଷୁବ ସଂକ୍ରାନ୍ତି, ଓଡ଼ିଆ ନବବର୍ଷ ଓ ହନୁମାନ ଜୟନ୍ତୀ ଅବସରରେ […]

କେନ୍ଦ୍ରାପଡ଼ା,୧୪ା୪:କେନ୍ଦ୍ରାପଡା ଜିଲ୍ଲାର ପଟ୍ଟାମୁଣ୍ଡାଇ ବ୍ଲକ ଅଧିନ ନରସିଂହପୁର ଗ୍ରାମରେ ଓଡିଶା କଳାକ୍ଷେତ୍ର ପକ୍ଷରୁ ଓଡିଆ ନବବର୍ଷ ପାଳିତ ହୋଇଯାଇଛି। ଏହି ଉପଲକ୍ଷେ କଳାକ୍ଷେତ୍ରର କେନ୍ଦ୍ରାପଡା ଜିଲ୍ଲା ସଭାପତି ବ୍ରଜବନ୍ଧୁ ଦାସଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉତ୍ସବରେ ସାମ୍ବାଦିକ ସୁଦର୍ଶନ ମହାପାତ୍ର ମୁଖ୍ୟଅତିଥି, ଓଡିଶା ଭାଗବତ ପ୍ରଚାର ସମିତି, ପଟ୍ଟାମୁଣ୍ଡାଇର ବ୍ଲକ ସଭାପତି ବିଦ୍ୟାଧର ମହାନ୍ତି, ପ୍ରବଚକ ଶରତ ଚନ୍ଦ୍ର ସିଂହ, ନାଟ୍ୟ ନିର୍ଦ୍ଦେଶକ ଭୀମସେନ ପ୍ରଧାନ, ପାଲାଗାୟକ ଗୋଲଖ ବେହେରା, ଡେରାବିଶ […]

କେନ୍ଦ୍ରାପଡ଼ା, ୧୪। ୪: ଦଳିତ ପରିବାରରେ ଜନ୍ମ ହୋଇ ଉଚ୍ଚ ଶିକ୍ଷା ଲାଭ କରି ଦଳିତ ମାନଙ୍କୁ ଶକ୍ତି ସାମର୍ଥ୍ୟ ଓ ଅଧିକାର ଦେବାରେ ବାବା ସାହେବ ଡ଼. ଆମ୍ବେଦକରଙ୍କ ଭୂମିକା ଥିଲା ଅତୁଳନୀୟ। ସମାଜରୁ ଅସ୍ପୃଶ୍ୟତା ଦୂର କରିବା ପାଇଁ ଆମ୍ବେଦକର ଅହରହ ସଂଗ୍ରାମ କରିଥିଲେ। ଏଥିପାଇଁ ଅଛୁଆଁ ଏକ ଅପରାଧ ବୋଲି ସମ୍ବିଧାନରେ ବିଧି ବ୍ୟବସ୍ଥା କରିଯାଇଛନ୍ତି। ଆଜି ଜନ ପ୍ରତିନିଧି ମାନେ ଦଳିତ ମାନଙ୍କ ସମସ୍ୟା […]

କେନ୍ଦ୍ରାପଡା ତା.୧୪/୪: କୁହୁଡି ପଞ୍ଚାୟତରେ ୨୦୨୪-୨୫ ମସିହାର ପୋଖରୀ ଗୁଡିକର ନିଲାମ୍ ବିନା କାରଣରେ ବନ୍ଦ କରାଯାଇ ଲକ୍ଷ୍ୟାଧିକ ଟଙ୍କା କ୍ଷତି କରାଯାଇଛି । ସମ୍ବାଦ ଆଞ୍ଚଳିକ ମଞ୍ଚର ୧୩ଗୋଟି ସ୍ୱୟଂସହାୟକ ଗୋଷ୍ଠୀର ମହିଳା ମାନେ କୁହୁଡି ଗ୍ରାମପଞ୍ଚାୟତର ପସ୍ତା ଗ୍ରାମରେ ଥିବା ଦୁଇ ଗୋଟି ପୋଖରିକୁ ନିଲାମ୍ ନେଇ ଆର୍ଥିକ ସ୍ୱାବଲମ୍ବୀ ହୋଇପାରିଥିଲେ । କିନ୍ତୁ ଦୁଃଖର ବିଷୟ ୨୦୨୪-୨୫ ମସିହାରେ ଏହି ଗ୍ରାମର ଦୁଇଟି ପୋଖରୀ ସହିତ […]

କେନ୍ଦ୍ରାପଡ଼ା,୧୪/୪: ଆଜି କେନ୍ଦ୍ରାପଡା ସହର କଜଳା ସ୍ଥିତ ଜିଲ୍ଲା କଂଗ୍ରେସ ଭବନରେ ସକାଳ ୯ ଘଟିକା ସମୟରେ ଭାରତ ରତ୍ନ ଡକ୍ଟର ବି.ଆର. ଆମ୍ବେଦକରଙ୍କ ଜୟନ୍ତୀ ପାଳିତ ହୋଇଯାଇଛି । ପ୍ରଥମେ କାର୍ଯ୍ୟାଳୟ ପରିସରରେ ଥିବା ଆମ୍ବେଦକରଙ୍କ ପ୍ରତିମୃର୍ତ୍ତିରେ ମାଲ୍ୟାପର୍ଣ କରଯାଇଥିଲା । ଏହାପରେ କଂଗ୍ରେସ ନଗର ସଭାପତି ଦିଲ୍ଲୀପ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଏକ ସ୍ମୃତି ସଭାରେ ପୂର୍ବତନ ଜିଲ୍ଲା କଂଗ୍ରେସ ସଂଯୋଜକ ପ୍ରଫୁଲ୍ଲ ଦାସ, ପ୍ରଭାତ ରାଉତ, ଭଗବାନ […]

କେନ୍ଦ୍ରାପଡ଼ା,୧୪ା୪:ଡକ୍ଟର ଆମ୍ବେଦକର ବିଚାରମଞ୍ଚ,କେନ୍ଦ୍ରାପଡା ପକ୍ଷରୁ ସମ୍ବିଧାନ ପ୍ରଣେତା ତଥା ଭାରତବର୍ଷର ପ୍ରଥମ ଆଇନମନ୍ତ୍ରୀ ପୁଣ୍ୟାତ୍ମା ବାବାସାହେବ ଡ. ଭୀମରାଓ ଆମ୍ବେଦକରଙ୍କ ଜନ୍ମ ଜୟନ୍ତୀ ବିଚାର ମଞ୍ଚର ଅଧ୍ୟକ୍ଷ ପ୍ରଫେସର ନନ୍ଦ କିଶୋର ପରିଡାଙ୍କ ସଭାପତିତ୍ୱରେ ଟାଉନହାଇସ୍କୁଲ ସନ୍ନିକଟରେ ଥିବା ବାବାସାହେବଙ୍କ ପ୍ରତିମୂର୍ତ୍ତ ନିକଟରେ ଅନୁଷ୍ଠିତ ହୋଇଯାଇଛି। ପ୍ରଥମେ ବାବା ସାହେବଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇ ପୁଷ୍ପାର୍ଘ୍ୟ ଅର୍ପଣ କରାଯାଇଥିଲା। ପ୍ରଫେସର ପରିଡା ସମ୍ବିଧାନର ଭାବ ଓ ଭାଷାର ଯଥାର୍ଥ ଅନୁପାଳନ […]

ଅଜି ୧୪ ଅପ୍ରେଲ ୨୦୨୬ (ମଙ୍ଗଳବାର)ରେ ପାଳନ କରାଯାଉଛି ଓଡ଼ିଆ ନବବର୍ଷ ତଥା ମହା ବିଷୁବ ସଂକ୍ରାନ୍ତି । ଏହି ଅବସରରେ ଓଡିଶାର ଘରେ ଘରେ ପଣାର ଆସର ଜମିବା ସହିତ ହନୁମାନ ମନ୍ଦିରରେ ଭକ୍ତଙ୍କ ଭିଡ଼ ଲାଗିଛି । ଓଡ଼ିଆ ବର୍ଷ ପ୍ରାରମ୍ଭ ହୋଇଥିବାରୁ ନୂତନ ପାଞ୍ଜିର ପ୍ରଚଳିତ ହୋଇଛି। ଏହି ବର୍ଷ ମୀନ ରାଶିରେ ଶନି, ଶୁକ୍ର, ରବି ଓ ଚନ୍ଦ୍ରଙ୍କ ଚତୁଗ୍ରହ ଯୋଗ ଯୋଗୁଁ କିଛି […]

ଖଡିଅଂଟା ହାଇସ୍କୁଲରେ ଗୁରୁ ପୂଜନ ଓ ବନ୍ଧୁମିଳନ ପଟାମୁଣ୍ଡାଇ ୧୨/୪-ମିଳି ଯାଇ ପାରେ ରାଜ୍ୟ ସିଂହାସନ ଆଉ ଫେରି ପାଇବନି ଛାତ୍ର ଜୀବନ। ଏଭଳି ଉକ୍ତି ଦେଇ  ଖଡିଅଂଟା ହାଇସ୍କୁଲର୧୯ ବର୍ଷ ପୂର୍ବର ମାଟ୍ରିକ ବ୍ୟାଚ ଛାତ୍ରୀଛାତ୍ରମାନେ ନିଜ ବିଦ୍ୟାଳୟରେ ଏକାଠି ହୋଇ ଗୁରୁପୂଜନ ଉତ୍ସବ ପାଳନ ଅବସରରେ ପ୍ରକାଶ କରିଛନ୍ତି । ଏହି ଛାତ୍ରୀଛାତ୍ର ମାନେ ବିଦ୍ୟାଳୟରେ ପାଦ ଦେଉ ଦେଉ ଆଖିର ଅମାନିଆ ଲୁହକୁ ଆଉ ଅଟକାଇ […]

କେନ୍ଦ୍ରାପଡା ତା.୧୨/୪ :କେନ୍ଦ୍ରାପଡା ଜିଲ୍ଲା ବିଜୁ ପଟ୍ଟନାୟକ ଷ୍ଟାଡିୟମରେ ୧୬ବର୍ଷ ଓ ୧୯ବର୍ଷରୁ କମ ବାଳକ ଓ ସେହିପରି ବାଳିକାମାନଙ୍କର ପ୍ରସ୍ତୁତି ମ୍ୟାଚ ହେଉଥିବା ସମୟରେ କେନ୍ଦ୍ରାପଡା ଜିଲ୍ଲାର ଅତିରିକ୍ତ ଜିଲ୍ଲାପାଳ ନବକୃଷ୍ଣ ଜେନା ଆସି ସେଠାରେ ପିଲାମାନଙ୍କୁ ଉତ୍ସହିତ କରିଥିଲେ । ଅତିଥିମାନେ ପିଲାମାନଙ୍କ ସହିତ ପରିଚିତ ହୋଇ ଖେଳିଥିଲେ । ଏଥିସହିତ କେନ୍ଦ୍ରାପଡା ଜିଲ୍ଲା ଡିଏସଓ ଲୋକନାଥ ପାଣିଗ୍ରାହୀ, ଜିଲ୍ଲା କ୍ରିକେଟ ଆସୋସିଏସନର ସମ୍ପାଦକ ଶୁଭାଶିଷ ସେନାପତି, […]

Breaking News