କେନ୍ଦ୍ରାପଡ଼ା,୧୦ା୬:ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କେନ୍ଦ୍ରାପଡ଼ାର ଆରାଧ୍ୟ ଦେବତା ସିଦ୍ଧଶ୍ରୀବଳଦେବଜୀଉଙ୍କ ମନ୍ଦିରକୁ ଚତୁର୍ଦ୍ଧା ମୂର୍ତ୍ତିଙ୍କୁ ଦର୍ଶନ କରିବାକୁ ଆସିଥିବା ବେଳେ ସେବାୟତମାନେ ତାଙ୍କୁ ତିନି ଠାକୁର ଶ୍ରୀବଳଦେବଜୀଉ, ଶ୍ରୀଜଗନ୍ନାଥ ଓ ଦେବୀ ସୁଭଦ୍ରାଙ୍କ ପଟ୍ଟଚିତ୍ର ପ୍ରଦାନ କରିଥିଲେ। ଏଥିସହ ସେବାୟତମାନେ ମନ୍ଦିରର ବିଭିନ୍ନ ସମସ୍ୟା ଉପରେ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିଥିଲେ। ଏହି ସମୟରେ ସେବାୟତଙ୍କ ପକ୍ଷରୁ ପ୍ରତିନିଧି ନୃସିଂହ ପ୍ରସାଦ ପତ୍ରୀ, ସଞ୍ଜୟ ପତ୍ରୀ, ଜ୍ୟୋତି ରଞ୍ଜନ ପତ୍ରୀ, […]
featured
କେନ୍ଦ୍ରାପଡ଼ା,୧୦ା୬:କେନ୍ଦ୍ରାପଡ଼ା ଜିଲ୍ଲାର ମାର୍ଶଘାଇ ବ୍ଲକ ଅନ୍ତର୍ଗତ କୁଆଁରପାଳ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ନରେଶ ଚନ୍ଦ୍ର ଲେଙ୍କା ମୁଖ୍ୟମନ୍ତ୍ରୀଙ୍କ ଗୋଡ଼ତଳେ ପଡି ଗୁହାରି କରିଥିଲେ। ବଳଦେବଜୀଉଙ୍କ ମନ୍ଦିରରେ ମୁଖ୍ୟମନ୍ତ୍ରୀ ପ୍ରବେଶ କରିବା ପରେ ପ୍ରଧାନ ଶିକ୍ଷକ ଶ୍ରୀ ଲେଙ୍କା ତାଙ୍କ ଗୋଡ଼ତଳେ ପଡିଯାଇଥିଲେ। ଏ ନେଇ ସୁରକ୍ଷାକର୍ମୀମାନେ ଶ୍ରୀ ଲେଙ୍କାଙ୍କୁ ତଳୁ ଉଠାଇଥିଲେ। କ’ଣ ସମସ୍ୟା ଅଛି ବୋଲି ମୁଖ୍ରମନ୍ତ୍ରୀ ପଚାରିଥିଲେ। ସେ କାନ୍ଦି କାନ୍ଦି କହିଥିଲେ ଯେ ତାଙ୍କ […]
ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ କେନ୍ଦ୍ରାପଡ଼ାରେ ସମୀକ୍ଷା କେନ୍ଦ୍ରାପଡ଼ା, ୧୦ା୬:କେନ୍ଦ୍ରାପଡ଼ା ଜିଲ୍ଲା ପ୍ରଭାରୀ ତଥା ଉଚ୍ଚଶିକ୍ଷା, କ୍ରୀଡା ଓ ଯୁବ ବ୍ୟପାର ଏବଂ ଓଡିଆ ଭାଷା,ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ମଙ୍ଗଳବାର କେନ୍ଦ୍ରାପଡ଼ା ଜିଲ୍ଲା ଗସ୍ତରେ ଆସି ସରକାରଙ୍କ ବିଭିନ୍ନ ଯୋଜନା ଓ ଉନ୍ନୟନ ମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି । ଜିଲା୍ଲପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଏହି ସମୀକ୍ଷା ବୈଠକରେ ମହାକାଳପଡା ବିଧାୟକ ଡ.ଦୁର୍ଗା ପ୍ରସନ୍ନ ନାୟକ, […]
କେନ୍ଦ୍ରାପଡ଼ା,୧୦/୬ – ଆଜି କେନ୍ଦ୍ରାପଡା ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପ୍ରକୋଷ୍ଠରେ ଶ୍ରୀ ବଳଦେବଜୀଉ ମନ୍ଦିର ସୁପରିଚାଳନା ନିମନ୍ତେ ନୂତନ ଟ୍ରଷ୍ଟବୋର୍ଡର ପ୍ରଥମ ବୈଠକ ଅନୁଷ୍ଠିତ ହୋଯାଇଅଛି । ଉକ୍ତ ବୈଠକରେ ବରିଷ୍ଟ ସଭ୍ୟ ହୃଷୀକେଶ ରଥ ସଭାପତିତ୍ୱ କରିଥିଲେ । ପ୍ରଥମେ ଦେବୋତ୍ତର ସଂସ୍ଥାର ନିର୍ବାହୀ ଅଧିକାରୀ ବଳଭଦ୍ର ପତ୍ରୀ ରାଜ୍ୟ ଦେବୋତ୍ତର କମିଶନରଙ୍କ ପ୍ରଦତ୍ତ ମଧ୍ୟବିତ୍ କାଳୀନ ଟ୍ରଷ୍ଟବୋର୍ଡର ନିଯୁକ୍ତି ପତ୍ରକୁ ଉପସ୍ଥାପନ କରିଥିଲେ । ଏଥିରେ ଆଦେଶଥିବା ଅନୁଯାୟୀ […]
ନନ୍ଦିନୀ ଶତପଥୀଙ୍କ ୯୪ତମ ଜନ୍ମ ଜୟନ୍ତୀ ସମାରୋହ ପଟ୍ଟାମୁଣ୍ଡାଇ ୧୦/୬-ନନ୍ଦିନୀ ଶତପଥୀ ଥିଲେ ଓଡ଼ିଶାର ପ୍ରଥମ ଓ ଏକମାତ୍ର ମହିଳା ମୁଖ୍ୟମନ୍ତ୍ରୀ। ସେ ଓଡ଼ିଶାରେ ଲୌହମାନବୀ ଭାବେ ବେଶ ପରିଚିତ। ଓଡ଼ିଶାର ବିକାଶରେ ତାଙ୍କ ଭୂମିକା ଅପୂରଣୀୟ। ସେ ୧୯୩୧ ମସିହା ଜୁନ ୯ ରେ କଟକ ଜିଲ୍ଲାର ପିଠାପୁରରେ ଏକ ବିପ୍ଲବୀ ପରିବାରରେ ଜନ୍ମଗ୍ରହଣ କରିଥିଲେ। ପିଲାବେଳୁ ରାଜନୀତି ଓ ସାହିତ୍ୟ ପ୍ରତି ବେଶ ଆକର୍ଷିତ ହୋଇ ଛାତ୍ର […]
ପଟ୍ଟାମୁଣ୍ଡାଇ ତା ୧୦/୯- ପଟ୍ଟାମୁଣ୍ଡାଇ ବ୍ଲକର ଅନ୍ୟତମ ଲୋକପ୍ରିୟ ନୀଳକଣ୍ଠପୁର ପଂଚାୟତର ଯୁବ ସରପଞ୍ଚ ଜ୍ଞାନ ରଞ୍ଜନ ଖଣ୍ଡାୟୀ ( ୪୪ ) ଏକ ମର୍ମ ନ୍ତୁଦ ସଡ଼କ ଦୁର୍ଘଟଣାର ଶିକାର ହୋଇ କଟକ ଅଶ୍ୱିନୀ ହସ୍ପିଟାଲରେ ଚିକିତ୍ସା ଧୀନ ଅବସ୍ଥାରେ ଗତକାଲି ବିଳମ୍ବିତ ରାତିରେ ମୃତ୍ୟୁ ଘଟିଛି ।ଏହି ଖବର ପ୍ରଚାରିତ ହେବା ପରେ ପଟ୍ଟାମୁଣ୍ଡାଇର ବିଭିନ୍ନ ମହଲରେ ଶୋକ ପ୍ରକାଶ ପାଇଛି । ପ୍ରକାଶ ଯେ ଗତକାଲି […]
ପଟ୍ଟାମୁଣ୍ଡାଇ ୧୦/୬ -କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ମିଶନ ଶକ୍ତି ଭବନ ପରିସରରେ ମଙ୍ଗଳବାର ସୁଭଦ୍ରା ଶକ୍ତି କାର୍ଯ୍ୟକ୍ରମରେ ପାରମ୍ପରିକ ଖାଦ୍ୟ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ଏଥିରେ ୧୯ଟି ଏସ୍ଏଚ୍ଜି ଭାଗ ନେଇଥିଲେ। ମିଶନ ଶକ୍ତି ବ୍ଲକ ସଂଯୋଜକ ପ୍ରଭୁଧବଳେଶ୍ୱର ବରାଳ ଓ ବ୍ଲକ ସମନ୍ୱିତ ଶିଶୁ ବିକାଶ ଅଧିକାରିଣୀ ଲକ୍ଷ୍ମୀମଣୀ ସିଂ ଏହାକୁ ଉଦ୍ଘାଟନ କରିଥିଲେ। ପାରମ୍ପରିକ ଖାଦ୍ୟ ପ୍ରତିଯୋଗିତାରେ ଏଲଏମବିପିଏମ ପ୍ରକାଶ ସେଠୀ, ବ୍ଲକ ମହିଳା ମହାସଂଘସଭା […]
କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅନ୍ତର୍ଗତ କଟକ-ଚାନ୍ଦବାଲି ମୁଖ୍ୟ ରାସ୍ତାର ଚୁନଢିହ ନିକଟରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ନିଳକଣ୍ଠପୁର ସରପଂଚ ଜ୍ଞାନରଞ୍ଜନ ଖଣ୍ଡାଇ (୩୮) ଗୁରୁତର ଆହାତ ହୋଇଥିଲେ। ତାଙ୍କୁ ପ୍ରଥମେ ପଟ୍ଟାମୁଣ୍ଡାଇ ଓ ପରେ କଟକ ନିଆଯାଇଥିଲା। ସେଠାରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁଘଟିଛି ।
କେନ୍ଦ୍ରାପଡ଼ା, ୯/୬ – ଓଡିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି କେନ୍ଦ୍ରାପଡ଼ା ଜିଲ୍ଲା ଗସ୍ତ କରି ଅପେରସନ ସିନ୍ଦୁର ଅଧୀନରେ ଆୟୋଜିତ ତ୍ରିରଙ୍ଗା ଶୋଭାଯାତ୍ରାରେ ସାମିଲ ହୋଇଛନ୍ତି । ମାନ୍ୟବର ମୁଖ୍ୟମନ୍ତ୍ରୀ ଆଜି ପୂର୍ବାହ୍ନରେ ସ୍ଥାନୀୟ ସ୍ୱୟଂଶାସିତ ମହାବିଦ୍ୟାଳୟଠାରେ ହେଲିକପ୍ଟର ଯୋଗେ ଅବତାରଣ ପରର ବଡଦାଣ୍ଡକୁ ସଡ଼କ ମାର୍ଗରେ ଗସ୍ତ କରି ମାଉସୀମା ମନ୍ଦିର ଠାରୁ ବଳଦେବଜିଉ ମନ୍ଦିର ପର୍ଯ୍ୟନ୍ତ ଆୟୋଜିତ ତ୍ରିରଙ୍ଗା ଶୋଭାଯାତ୍ରା ସାମିଲ ହୋଇଥିଲେ। […]
ମୁଖ୍ୟମନ୍ତ୍ରୀଙ୍କ କେନ୍ଦ୍ରାପଡ଼ା ଗସ୍ତ ଜିଲ୍ଲାର ଉନ୍ନୟନ କାର୍ଯ୍ୟକ୍ରମ ସମୀକ୍ଷା କେନ୍ଦ୍ରାପଡ଼ା, ୯/୬ – ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି କେନ୍ଦ୍ରାପଡ଼ା ଜିଲ୍ଲା ଗସ୍ତ କରି ଜିଲ୍ଲା ପ୍ରଶାସନର ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି । ଜିଲ୍ଲାରେ ପ୍ରକଳ୍ପ ଗୁଡ଼ିକର ଅଗ୍ରଗତିରେ ସନ୍ତୋଷ ପ୍ରକାଶ କରିଛନ୍ତି । ଜିଲ୍ଲା ପ୍ରଦକ୍ଷଣ ଗୃହ ସ୍ଥିତ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲା ପ୍ରଶାସନର କାର୍ଯ୍ୟ ବିଷୟରେ ସମୀକ୍ଷା କରି ଘୋଷଣା କରିଛନ୍ତି […]