ବରିଷ୍ଠ ନାଗରିକ ମଞ୍ଚ ଆହ୍ୱାନ ପଟ୍ଟାମୁଣ୍ଡାଇ ୧୦.୩ – ସମଗ୍ର କେନ୍ଦ୍ରାପଡା ଜିଲ୍ଲା ମଧ୍ୟରେ ସର୍ବ ବୃହତ ବ୍ଲକ ପଟ୍ଟାମୁଣ୍ଡାଇ ହୋଇଥିବା ବେଳେ ଏଥିରେ ୩୧ ଟି ପଂଚାୟତ ସହିତ ୨୦ ଓାଡକୁ ନେଇ ଏକ ପୌରପରିଷଦ ରହିଅଛିା ଅନ୍ୟ ବ୍ଲକ ତୁଳାନାରେ ଏହାର ଜନସଂଖ୍ୟ ଡେର ଅଧିକ । ୨୦୦୯ ପୂର୍ବରୁ ଓଡ଼ିଶାର ଅନ୍ୟତମ ପ୍ରମୁଖ ନିର୍ବାଚନମଣ୍ଡଳୀ ଭାବେ ପଟ୍ଟାମୁଣ୍ଡାଇ ନିର୍ବାଚନମଣ୍ଡଳୀ ସ୍ୱତନ୍ତ୍ର ପରିଚିତି ଲାଭ କରିଥିଲା। ମାତ୍ର […]
featured
କେନ୍ଦ୍ରାପଡ଼ା, ୧୦ା୩: ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ ପରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଲଘୁ ଖଣିଜ ପଦାର୍ଥ ଓ ବାଲିର ଅବୈଧ ଉଠାଣ ଓ ଚୋରା ଚାଲାଣ ଏବଂ ଅବୈଧ ଇଟା ଭାଟିର ନିର୍ମାଣକୁ ରୋକିବା ପାଇଁ ଉପ ଜିଲ୍ଲାପାଳ, ତହସିଲଦାର ଏବଂ ଆଇଆଇସିଙ୍କୁ ନେଇ ସାତ ଗୋଟି ଏନଫୋର୍ସମେନ୍ଟ ଟିମ ଗଠନ କରାଯାଇଥିଲା। କେନ୍ଦ୍ରାପଡ଼ାରେ ଅବସ୍ଥାପିତ ଖଣି ଅଧିକାରୀଙ୍କ ସୂଚନା ଅନୁଯାୟୀ ବିଭିନ୍ନ ନଦୀରୁ ଅବୈଧ ବାଲି ଉଠାଣ ଓ […]
କେନ୍ଦ୍ରାପଡ଼ା,୧୦ା୩: କେନ୍ଦ୍ରାପଡା ଜିଲ୍ଲାର ସ୍କୁଲ ଛାତ୍ରୀ ଓ ମହିଳାମାନଙ୍କ ଉପରେ ହେଉଥିବା ଅତ୍ୟାଚାର ବିରୋଧରେ ଜିଲ୍ଲାପାଳ କାର୍ଯ୍ୟାଳୟକୁ ଘେରାଉ କରିଛି ଜିଲ୍ଲା କଂଗ୍ରେସ । ସମଗ୍ର ଓଡିଶାରେ ମହିଳା ହିଂସା ସୀମା ଟପିଛି । ମହିଳାମାନଙ୍କ ସୁରକ୍ଷା ବିପଦଜନକ ସ୍ଥିତିରେ ରହିଛି । ସ୍ୱଚ୍ଛ ଓ ସୁଶାସନର ନାରା ଦେଇ ଡବଲ ଇଞ୍ଜିନ ଲୋଭ ଦେଖାଇ ବିଜେପି ଶାସନ କ୍ଷମତାକୁ ଆସିଥିଲା । ୩ ଶହଦିନ ନ ପୁରୁଣୁ ଓଡିଶାର […]
ପଟ୍ଟାମୁଣ୍ଡାଇ ୧୦/୩ -ପଟ୍ଟାମୁଣ୍ଡାଇ ବ୍ଲକ ଅର୍ନ୍ତଗତ ଲୋକନାଥପୁର ମା’ ଛୁଆଳିଆ ପୀଠ ନିକଟରେ ସିଦ୍ଧ ପରମହଂସ ନୋଡାଲ ୟୁପି ସ୍କୁଲ୍ ଓ ଜରିଆ ବଳଦେବ ସରକାରୀ ଉଚ୍ଚ ବିଦ୍ୟାଳୟ କ୍ଲଷ୍ଟରର ଆନୁକୂଲ୍ୟରେ ମିଳିତ ସମ୍ବର୍ଦ୍ଧନା ସଭା ଏବଂ ଲୋକନାଥପୁର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ବାର୍ଷିକୋତ୍ସବ ଅନୁଷ୍ଠିତ ହୋଇଯାଇଛି । ପଟ୍ଟାମୁଣ୍ଡାଇ ବ୍ଲକ ପୂର୍ବତନ ଶିକ୍ଷା ଅନୁନିରୀକ୍ଷକ ବିଜୟ କୁମାର ଜେନାଙ୍କ ପୌରହିତ୍ୟ ଓ ପ୍ରଧାନଶିକ୍ଷକ ଶୁଭ୍ରାଂଶୁ ଦାସଙ୍କ ସଂଯୋଜନାରେ […]
ପଟ୍ଟାମୁଣ୍ଡାଇ ୧୦/୩ -ମହିଳାଙ୍କୁ ସ୍ୱାବଲମ୍ବୀ କରିବା ଲାଗି ସରକାରଙ୍କ ପକ୍ଷରୁ ମିଶନ ଶକ୍ତି ମାଧ୍ୟମରେ ବିଭିନ୍ନ ସହାୟତା ପ୍ରଦାନ କରାଯାଉଛି। ଏହାଦ୍ୱାରା ଗାଁଠାରୁ ଆରମ୍ଭ କରି ସହରାଂଚଳର ମହିଳାମାନେ ସ୍ୱାବଲମ୍ବୀ ହୋଇପାରିଛନ୍ତି। ଏପରିକି ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟରେ ମଧ୍ୟ ସ୍ୱୟଂ ସହାୟକ ଗୋଷ୍ଠୀ (ଏସ୍ଏଚଜି) ସଭ୍ୟାଙ୍କୁ ଦାୟିତ୍ୱ ଦିଆଯାଇଛି। ହେଲେ କେତେକ କ୍ଷେତ୍ରରେ ଏସଏଚଜି ସଭ୍ୟାଙ୍କୁ ଅବହେଳା କରାଯାଉଥିବା ଅଭିଯୋଗ ହୋଇଛି। ସରକାରଙ୍କ ପକ୍ଷରୁ କେତେକ ଏସଏଚଜିଙ୍କୁ ଶାଢୀଅର୍ଥ […]
ଦୁବାଇ ୯/୩-ଚାମ୍ପିଅନ୍ସ ଟ୍ରଫିର ଫାଇନାଲ ମ୍ୟାଚ୍ରେ ଟିମ୍ ଇଣ୍ଡିଆ ନ୍ୟୁଜିଲାଣ୍ଡକୁ ପରାଜିତ କରିଛି। ଟିମ୍ ଇଣ୍ଡିଆ ୪୯ ଓଭରରେ ୬ ୱିକେଟ ହରାଇ ଧାର୍ଯ୍ୟ ୨୫୨ ରନ୍ ବିଜୟ ଲକ୍ଷ୍ୟର ପିଛା କରି ୨୫୪ ରନ୍ ସଂଗ୍ରହ କରିଛି। ଟିମ୍ ଇଣ୍ଡିଆ ପକ୍ଷରୁ ରୋହିତ ଶର୍ମା ୭୬ ରନ୍ କରିଥିବାବେଳେ ଶୁବମନ ଗିଲ୍ ୩୧ ରନ୍ କରିଥିଲେ। ବିରାଟ କୋହଲି ଏକ ରନ୍ କରି ପାଭିଲିୟନ ଫେରିଥିଲେ। ଶ୍ରେୟସ ଆୟର […]
ପଟ୍ଟାମୁଣ୍ଡାଇ ତା ୯/୩- ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଅଢାଖଣ୍ଡ – ମଠସାହି ଉନ୍ନୀତ ଉପ୍ରା ବିଦ୍ୟାଳୟରେ ବିଶ୍ୱ ମହିଳା ଦିବସ ଅବସରରେ ଏକ ମାତୃ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ପ୍ରଧାନଶିକ୍ଷୟତ୍ରୀ ନିବେଦିତା ଦାଶଙ୍କ ପୌରହିତ୍ୟରେ ଆୟୋଜିତ ମାତୃ ସମ୍ମିଳନୀର ଉଦଘାଟନ ଉତ୍ସବରେ ପୂର୍ବତନ ପ୍ରଧାନଶିକ୍ଷକ ଶିକ୍ଷାବିତ ରାମ ଚନ୍ଦ୍ର ମିଶ୍ର ମୁଖ୍ୟଅତିଥି,ସି ଏସ ଏ ସସ୍ମିତା ଓଝା ମୁଖ୍ୟବକ୍ତା ଭାବେ ଯୋଗ ଦେଇଥିଲେ ।ଏଇ ଅବସରରେ ବିଭିନ୍ନ ପ୍ରତିଯୋଗିତାରେ […]
କେନ୍ଦ୍ରାପଡ଼ା,୯ା୩: କେନ୍ଦ୍ରାପଡ଼ା ସ୍ୱୟଂଶାସିତ ମହାବିଦ୍ୟାଳୟ ସଭାଗୃହଠାରେ ଆନ୍ତର୍ଜାତୀୟ ମହିଳା ଦିବସ ମହାବିଦ୍ୟାଳୟର ମିନଭ୍ରା ଗ୍ରୁପ୍ ତରପରୁ ପାଳିତ ହୋଇଯାଇଛି । ସଭାପତି ଅଧ୍ୟାପିକା ରତ୍ନମଞ୍ଜରୀ ଦାଶ ସଭାପତିତ୍ୱରେ କଲେଜର ଅଧ୍ୟକ୍ଷ ପ୍ରଫେସର ଅଭିଜିତ ବୋଷ୍ ଯୋଗଦେଇ ମହିଳାମାନେ ସଶକ୍ତ ହେଲେ ସମାଜ ଆଗକୁ ବଢିପାରିବ ବୋଲି ମତପ୍ରକାଶ କରିଥିଲେ । ମୁଖ୍ୟ ଅତିଥି ଭାବେ ପୂର୍ବତନ ଅଧ୍ୟାପିକା ପ୍ରଫେସର ମୌସୁମୀ କାନୁନଗୋ ନାରୀଶିକ୍ଷାର ଗୁରୁତ୍ୱ ଦେବା ସହ ସବୁକ୍ଷେତ୍ରରେ ମହିଳାମାନଙ୍କର […]
କେନ୍ଦ୍ରାପଡ଼ା,୯ା୩: କେନ୍ଦ୍ରାପଡ଼ାର ପବିତ୍ର ତୁଳସୀ କ୍ଷେତ୍ରରେ ଫଗୁ ଦଶମୀରେ ଦୋଳ ନୀତି ଅନୁଷ୍ଠିତ ହୋଇଥାଏ। ଏହି ଉପଲକ୍ଷେ ରବିବାର ତୁଳସୀ କ୍ଷେତ୍ରରେ ଫଗୁ ଦଶମୀ ଓ ଦୋଳ ନୀତି ପାଳନ କରାଯାଇଛି। ସନ୍ଧ୍ୟା ଆଳତି ପରେ ମହାପ୍ରଭୁଙ୍କ ବିଜେ ପ୍ରତିମା ଗୋବିନ୍ଦ ଜୀଉ ବିମାନରେ ଯାତ୍ରା କରି ସାରଙ୍ଗ ଗ୍ରାମକୁ ଯାଇ ଫଗୁ ଦଶମୀ ଉତ୍ସବରେ ସାମିଲ ହୋଇଥାନ୍ତି। ନୀତି କାର୍ଯ୍ୟ ସାରି ପ୍ରଭୁ ମନ୍ଦିର ବିଜେ କରିଥାନ୍ତି। ରାତ୍ର […]
ପଟ୍ଟାମୁଣ୍ଡାଇ ୯/୩ – କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ପକ୍ଷରୁ ନୂତନ ଅପରାଧିକ ଆଇନର କାର୍ଯ୍ୟକାରିତା ସମ୍ପର୍କରେ ଏକ ସଚେତନାତା କାର୍ଯ୍ୟକ୍ରମ ରବିବାର ପୌରପରିଷଦ ପ୍ରେକ୍ଷାଳୟ ଠାରେ ଅନୁଷ୍ଠିତ ହୋଇଯାଇଛି।ଆଦର୍ଶ ଥାନାଧିକାରିଣୀ ବନ୍ଦନା ପାତ୍ରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ପୌରନର୍ବାହୀ ଅଧିକାରୀ ପ୍ରଫୁଲ୍ଲ ବିଶ୍ୱାଳ, ସବଇସ୍ନ୍ପେକ୍ଟର ରତିରଞନ ନାୟକ ପ୍ରମୁଖ ଯୋଗ ଦେଇ ନୂଆ ଅପରାଧିକ ଆଇନର ସମ୍ପର୍କରେ ସଚେତନତା କରାଇଥିଲେ । ଭାରତୀୟ ସଂସଦ ତିନୋଟି ଐତିହାସିକ […]